କୂଅ ଭିତରେ ପଡିଲା ହାତୀ – ୮ ଘଣ୍ଟା ପରେ ହେଲା ଉଦ୍ଧାର

ଅନୁଗୁଳ - ଅନୁଗୁଳ ବ୍ଲକ ଶରଧାପୁର ପଞ୍ଚାୟତ ବାଲିଜେରେଙ୍ଗ ଗାଁ ର ଏକ କୂଅରେ ଏକ ମାଈ ହାତୀ ରାତି ପ୍ରାୟ ୨ଟା ବେଳେ ପଡିଥିବା ୮ ଘଣ୍ଟା ପରେ ହାତୀଟିକୁ ଉଦ୍ଧାର କରିବାକୁ ସକ୍ଷମ ହୋଇଛି ବନବିଭାଗ । ସୂଚନା…

Continue Reading କୂଅ ଭିତରେ ପଡିଲା ହାତୀ – ୮ ଘଣ୍ଟା ପରେ ହେଲା ଉଦ୍ଧାର

ବାଲ୍ୟ ବିବାହ ବନ୍ଦ କଲା ପ୍ରଶାସନ

ଅନୁଗୁଳ - ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ପ୍ରାସାଶନ ବନ୍ଦ କରିଛି । ସୂଚନା ଅନୁସାରେ ଇଛାପୁର ଗ୍ରାମରେ ଆଗାମୀ ମାର୍ଚ୍ଚ ୧୧ ତାରିଖରେ ଏକ ବାଲ୍ୟ ବିବାହ ହେବକୁ ଯାଉଥିବା ବେଳେ କୌଣସି…

Continue Reading ବାଲ୍ୟ ବିବାହ ବନ୍ଦ କଲା ପ୍ରଶାସନ

ପୁଣି ନବଜାତ ଶିଶୁ ଉଦ୍ଧାର

ନାଲକୋନଗର - ଅନୁଗୁଳ ଜିଲ୍ଲାର ବଅଁରପାଳ ବ୍ଲକ କୁକୁଡ଼ାଙ୍ଗ ଗାଁ ତେନ୍ତୁଳିପଶି ସ୍କୁଲ ପଛ ପାଖ ଅଙ୍ଗନବାଡ଼ି କେନ୍ଦ୍ର ନିକଟର ବିଲରୁ ୧୦ଦିନ ତଳେ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଥିଲା । ଆଜି ପୁଣି କୁକୁଡାଙ୍ଗ ବ୍ରିଜ ତଳୁ ଆଉ…

Continue Reading ପୁଣି ନବଜାତ ଶିଶୁ ଉଦ୍ଧାର

ଓଲଟିଲା ବାଜାପାର୍ଟି ଗାଡି – ୬ ଗୁରୁତର , ୧୨ ଆହତ

ଛେଣ୍ଡିପଦା - ଅନୁଗୁଳ-ଛେଣ୍ଡିପଦା ୬୩ ନଂ ରାଜ୍ୟ ରାଜପଥର ଛେଣ୍ଡିପଦା ଗଉଡୁଣି ନାଳ ପାଖରେ ଭାରସାମ୍ୟ ହରାଇ ବିବାହ କାର୍ଯ୍ୟକ୍ରମକୁ ଯାଉଥିବା ଏକ ବାଜାପାର୍ଟି ପିକଅପ ଗାଡି ଓଲଟି ପଡିଥିଲା । ଦୁର୍ଘଟଣା ଫଳରେ ୧୨ ଜଣ ଆହତ ହୋଇଥିବା ବେଳେ…

Continue Reading ଓଲଟିଲା ବାଜାପାର୍ଟି ଗାଡି – ୬ ଗୁରୁତର , ୧୨ ଆହତ

ଅନୁଗୁଳରେ ମଧ୍ୟ ମହା ଶିବରାତ୍ରୀରୁ ‘ତାଣ୍ଡବ’

କଟକ - ମହାଦେବ ଫିଲ୍ମ ହୋମ ପ୍ରଡକ୍ସନ୍ ପ୍ରଯୋଜିତ  ଓଡିଆ ଚଳଚ୍ଚିତ୍ର ‘ତାଣ୍ଡବ’ ଏଇ  ମହା ଶିବରାତ୍ରୀରେ (ମାର୍ଚ୍ଚ ୧୧) ରିଲିଜ୍ ହେବା ପାଇଁ ସ୍ଥିର ହୋଇଛି । ଅନୁଗୁଳ ଜିଲ୍ଲାର କାଣ୍ଡସର ସ୍ଥିତ  ସିନେପ୍ଲେକ୍ସରେ ମଧ୍ୟ ଏହି ଚଳଚିତ୍ର ତିନୋଟି…

Continue Reading ଅନୁଗୁଳରେ ମଧ୍ୟ ମହା ଶିବରାତ୍ରୀରୁ ‘ତାଣ୍ଡବ’

ଦାୟିତ୍ଵରେ ଅବହେଳା ପଡିଲା ମହଙ୍ଗା – ନିଲମ୍ବିତ ହେଲେ ଦୁଇ ପଞ୍ଚାୟତ ନିର୍ବାହୀ ଅଧିକାରୀ

ଅନୁଗୁଳ - ଦାୟିତ୍ୱରେ ଅବହେଳା କରିଥିବାରୁ ବାରଗୌଣିଆ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀ ଅର୍ଜୁନ କୁମାର ପୃଷ୍ଟି ଓ ପାଲଲହଡା ବ୍ଲକରେ ଅବସ୍ଥାପିତ ପଞ୍ଚାୟତ ନିର୍ବାହୀ ଅଧୁକାରୀ ଶ୍ରୀ ସଦାଶିବ ପ୍ରଧାନଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି । ଗତ…

Continue Reading ଦାୟିତ୍ଵରେ ଅବହେଳା ପଡିଲା ମହଙ୍ଗା – ନିଲମ୍ବିତ ହେଲେ ଦୁଇ ପଞ୍ଚାୟତ ନିର୍ବାହୀ ଅଧିକାରୀ

ବାଲ୍ୟବିବାହ କରାଇଲେ ବନ୍ଧାହେବେ ବ୍ରାହ୍ମଣ , ଗାଡିର ମାଲିକ , ବ୍ୟାଣ୍ଡ ବାଜା , ଟେଣ୍ଟ ହାଉସ୍ ମାଲିକ -ଜିଲ୍ଲାପାଳ

ଅନୁଗୁଳ - ବାଲ୍ୟବିବାହ ସଂପୂର୍ଣ୍ଣ ବେଆଇନ । ୧୮ବର୍ଷରୁ କମ୍ ଝିଅକୁ କିମ୍ବା ୨୧ ବର୍ଷରୁ କମ୍ ପୁଅକୁ ବିବାହ କରାଇବା ଦଣ୍ଡନୀୟ ଅପରାଧ । ୨୦୦୬ ମସିହାରୁ ଲାଗୁ ହୋଇଥିବା ଏହି ଆଇନ କଡ଼ାକଡ଼ି ପାଳନ କଳିବା ପାଇଁ ଅନୁଗୁଳ…

Continue Reading ବାଲ୍ୟବିବାହ କରାଇଲେ ବନ୍ଧାହେବେ ବ୍ରାହ୍ମଣ , ଗାଡିର ମାଲିକ , ବ୍ୟାଣ୍ଡ ବାଜା , ଟେଣ୍ଟ ହାଉସ୍ ମାଲିକ -ଜିଲ୍ଲାପାଳ

ଗ୍ରାମୀଣ ବାଳିକାଙ୍କୁ ସ୍ଵୟଂପ୍ରଭା ସମ୍ମାନ ପ୍ରଦାନ

ଅନୁଗୁଳ - ରକ୍ତହୀନତାରୁ ସୁସ୍ଥ ହେବା ସହ ଶିକ୍ଷା ତଥା ଅନ୍ୟାନ୍ୟ ଅତିରିକ୍ତ ପାଠ୍ୟକ୍ରମ ଗତବିଧିରେ ସଫଳତାର ଏକ ଦୃଷ୍ଟାନ୍ତ ଭାବେ ପରିଚୟ ପାଇଥିବା ଦୁଇ ଜଣ ଗ୍ରାମୀଣ କିଶୋରୀଙ୍କୁ ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ସ୍ଵୟଂପ୍ରଭା…

Continue Reading ଗ୍ରାମୀଣ ବାଳିକାଙ୍କୁ ସ୍ଵୟଂପ୍ରଭା ସମ୍ମାନ ପ୍ରଦାନ

ପୋଖରୀରୁ ଇଟାଭାଟି ଶ୍ରମିକଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ- ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାହାଳସାହି ଗ୍ରାମରେ ଥିବା ଏକ ପୋଖରୀରେ ବୁଡି ଜଣେ ଇଟାଭାଟି ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତ ଶ୍ରମିକ ଜଣକ ହେଲେ ଭଦ୍ରକ ଜିଲ୍ଲା ନାଇକାଣିଡହି ଥାନ ଖାଣ୍ଟଖୁଆ ଗାଁର ସରତ କୁମାର ଓଝା…

Continue Reading ପୋଖରୀରୁ ଇଟାଭାଟି ଶ୍ରମିକଙ୍କ ମୃତଦେହ ଉଦ୍ଧାର

ମର୍ଣ୍ଣିଷ୍ଟାର କ୍ରିକେଟ କପ ଉଦଘାଟିତ

ଅନୁଗୁଳ - ଅନୁଗୁଳ କଦମ ପଡିଆ ଠାରେ ୫ମ ମର୍ଣ୍ଣିଷ୍ଟାର କ୍ରିକେଟ କପ ଉଦଘାଟିତ ହୋଇ ଯାଇଛି । ଆଜିର ଏହି ଉଦଘାଟନୀ ଉତ୍ସବରେ ଅନୁଗୁଳ କ୍ରିକେଟ ଆସୋସିଏସନ ସଭାପତି ପ୍ରତାପ ପ୍ରଧାନ ମୁଖ୍ୟ ଅତିଥି ଓ ସମ୍ପାଦକ ସାଗର ମିଶ୍ର…

Continue Reading ମର୍ଣ୍ଣିଷ୍ଟାର କ୍ରିକେଟ କପ ଉଦଘାଟିତ

ସମ୍ପୁର୍ଣ୍ଣା ପରିବାର ପକ୍ଷରୁ ବର୍ଣ୍ଣାଢ଼୍ୟ ଉତ୍ସବରେ ‘ରିଅଲ ହିରୋ ଆୱାର୍ଡ଼’

ତାଳଚେର - ମହିଳାଙ୍କ ସଶକ୍ତୀକରଣ ପାଇଁ ଏବଂ ସମାଜରେ ସେମାନଙ୍କର ମର୍ଯ୍ୟାଦା ପାଇଁ ପ୍ରତି ବର୍ଷ ମାର୍ଚ୍ଚ ୮ ତାରିଖରେ ପାଳିତ ହୋଇ ଆସୁଛି ଅନ୍ତର୍ଜାତୀୟ ମହିଳା ଦିବସ । ଅନୁଗୁଳ ଜିଲ୍ଲାର ଅଗ୍ରଣୀ ମହିଳା ଅନୁଷ୍ଠାନ ସମ୍ପୁର୍ଣ୍ଣା ପରିବାର ପକ୍ଷରୁ …

Continue Reading ସମ୍ପୁର୍ଣ୍ଣା ପରିବାର ପକ୍ଷରୁ ବର୍ଣ୍ଣାଢ଼୍ୟ ଉତ୍ସବରେ ‘ରିଅଲ ହିରୋ ଆୱାର୍ଡ଼’

୧୦ମ ହେମସୁରପଡା କପ ଉଦଘାଟିତ

ଅନୁଗୁଳ- ଅନୁଗୁଳ ପ୍ରିନ୍ସ ଏଣ୍ଡ ପ୍ରିନ୍ସ କ୍ଲବ ଆନୁକୁଲ୍ୟରେ ୧୦ମ ହେମସୁରପଡା କପ ଉଦଘାଟିତ ହୋଇ ଯାଇଛି । ଟାଉନ ହାଇସ୍କୁଲ ପଡିଆଠାରେ ଖେଳା ଯାଉଥିବା ଏହି ଟୁର୍ଣ୍ଣାମେଣ୍ଟକୁ ବିଧାନସଭା ଉପ-ବାଚସ୍ପତି ରଜନୀକାନ୍ତ ସିଂହ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…

Continue Reading ୧୦ମ ହେମସୁରପଡା କପ ଉଦଘାଟିତ

ଦଳ ବିରୋଧି କାର୍ଯ୍ୟ ପାଇଁ ଦଳରୁ ବିଦାହେଲେ ଦୁଇ କର୍ମକର୍ତ୍ତା

ଅନୁଗୁଳ - ଅନୁଗୁଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଆଜି ଦୁଇ ଜଣ ବରିଷ୍ଠ କର୍ମକର୍ତ୍ତାଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ନିଲମ୍ବନ କରା ଯାଇଛି । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ନିର୍ଦ୍ଧେଶ କ୍ରମେ…

Continue Reading ଦଳ ବିରୋଧି କାର୍ଯ୍ୟ ପାଇଁ ଦଳରୁ ବିଦାହେଲେ ଦୁଇ କର୍ମକର୍ତ୍ତା

ଟ୍ରକ ମାଲିକ ସଂଘ ନିର୍ବାଚନ – ସଭାପତି ଭାବେ ଅମ୍ବିକା ଓ ଅକ୍ଷୟ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ

ଅନୁଗୁଳ- ଅନୁଗୁଳ ଜିଲ୍ଲା ଟ୍ରକ ମାଲିକ ସଂଘର ନିର୍ବାଚନର ଫଳାଫଳ ଘୋଷଣା ହୋଇ ଯାଇଛି । ରବିବାର ଦିନ ଅନୁଗୁଳ ଜିଲ୍ଲା ଟ୍ରକ ମାଲିକ ସଂଘର କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ନିର୍ବାଚନରେ ସଭାପତି ଭାବେ ଅମ୍ବିକା ପ୍ରସାଦ ଭଟ ତାଙ୍କ ନିକଟତମ…

Continue Reading ଟ୍ରକ ମାଲିକ ସଂଘ ନିର୍ବାଚନ – ସଭାପତି ଭାବେ ଅମ୍ବିକା ଓ ଅକ୍ଷୟ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ

କେନାଲରେ ଭାସୁଛି ମୃତଦେହ

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଥାନା ମାନଜୋର ଡ୍ୟାମର ପୂର୍ଵ ପାଖ ମୁଖ୍ୟ କେନାଲ ମଝିରେ ଶନିବାର ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମାନେଜୋର ମୁଖ୍ୟ କେନାଲ ଠାରୁ ଅଧା କିଲେମିଟର ଦୁରତାରେ ଏହି…

Continue Reading କେନାଲରେ ଭାସୁଛି ମୃତଦେହ