ଜିଲ୍ଲାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ – ସମାଧାନ ଦାବିରେ ଅନଶନ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ସମାଧାନ ପାଇଁ ୧୧ଦଫା ଦାବିରେ “ଅନୁଗୁଳ ଜିଲ୍ଲା ଜନଜୀବନ ସୁରକ୍ଷା କମିଟି” ପକ୍ଷରୁ ଆଜି ପୂର୍ବାହ୍ନ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ଗଣ ଅନଶନ ଆରମ୍ଭ ହୋଇଥିଲା । ଅପରାହ୍ନ ୧ଘଟିକା ସମୟରେ…

Continue Reading ଜିଲ୍ଲାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ – ସମାଧାନ ଦାବିରେ ଅନଶନ

ମୋଟରସାଇକେଲକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବଲେରୋ

ଛେଣ୍ଡିପଦା - ଅନୁଗୋଳ-ଦେବଗଡ ଜିଲ୍ଲା ସୀମାନ୍ତ ଟିକିରା ପୋଲ ନିକଟରେ ଏକ ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି । ଏକ ମୋଟରସାଇକେଲକୁ ଧକ୍କା ଦେଇ ଏକ ବଲେରୋ ରାସ୍ତା ତଳକୁ ଖସି ଯାଇଥିବା ବେଳେ ଆହତ ମାନଙ୍କୁ ଉଦ୍ଧାର କରି…

Continue Reading ମୋଟରସାଇକେଲକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବଲେରୋ

ଚାକିରି ନାଁରେ କୋଟି କୋଟି ଟଙ୍କା ଠକେଇ , ବାପା-ପୁଅ ଗିରଫ

ଅନୁଗୁଳ - ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକି ନେବା ଆଉ ଟଙ୍କା ଫେରସ୍ତ ମାଗିବା ବେଳେ ଗାଳିଗୁଲଜ କରିବା ଅଭିଯୋଗରେ ବାପା-ପୁଅକୁ ଗିରଫ କରିଛି ତାଳଚେର କୋଲିଆରି ପୁଲିସ । ସୂଚନା ଅନୁସାରେ ଅନୁଗୁଳ ବେଣାଗାଡିଆ ଗାଁର ପ୍ରାଣବନ୍ଧୁ…

Continue Reading ଚାକିରି ନାଁରେ କୋଟି କୋଟି ଟଙ୍କା ଠକେଇ , ବାପା-ପୁଅ ଗିରଫ

ମୋଟରସାଇକେଲ ଉପରେ ଚଢିଗଲା ବସ – ଜଣେ ମୃତ , ଜଣେ ଗୁରୁତର

ଅନୁଗୁଳ – ଅନୁଗୁଳ ଦେଇ ଯାଇଥିବା ଜାତୀୟ ରାଜପଥ-୫୫ର ସଦର ଥାନା ମୁଷାପାପୁଲିଠାରେ ଏକ ମର୍ମନ୍ତୁତ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଏହା ସହ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ଅନୁଗୁଳ ବ୍ଲକ ରନ୍ତଲେଇ…

Continue Reading ମୋଟରସାଇକେଲ ଉପରେ ଚଢିଗଲା ବସ – ଜଣେ ମୃତ , ଜଣେ ଗୁରୁତର

ଭିଜନ -୨୦୨୩ , ଅନୁଗୁଳ ଏକ ଅଗ୍ରଣୀ ଜିଲ୍ଲା ଭାବେ ପରିଗଣିତ ହେବ

ଅନୁଗୁଳ – ଆସନ୍ତା ୨୦୨୩ ମସିହାରେ ଅନୁଗୁଳ ଜିଲ୍ଲା ୩୦ବର୍ଷରେ ପଦାର୍ପଣ କରିବ । ଆଉ ଏହି ୨୦୨୩ ବେଳକୁ ଅନୁଗୁଳ ଏକ ଅଗ୍ରଣୀ ଜିଲ୍ଲା ଭାବେ ସାରା ରାଜ୍ୟ ତଥା ଦେଶରେ ପରିଗଣିତ ହେବା ଲକ୍ଷ ରଖିଛି ଜିଲ୍ଲା ପ୍ରଶାସନ…

Continue Reading ଭିଜନ -୨୦୨୩ , ଅନୁଗୁଳ ଏକ ଅଗ୍ରଣୀ ଜିଲ୍ଲା ଭାବେ ପରିଗଣିତ ହେବ

ଚଢା ସୁଧରେ ଟଙ୍କା ଋଣ ଦେଉଥିବା ଅଭିଯୋଗରେ ଦୁଇ ଗିରଫ

ତାଳଚେର - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ନୂଆହତା ଗ୍ରାମରେ ଟଙ୍କା ଋଣ ଦେବା ସହ ଚଢା ହାରରେ ସୁଧ ସଂଗ୍ରହ କରୁଥିବା ଅଭିଯୋଗରେ ଦୁଇ ଜଣକୁ ବଅଁରପାଳ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ପୁଲିସ…

Continue Reading ଚଢା ସୁଧରେ ଟଙ୍କା ଋଣ ଦେଉଥିବା ଅଭିଯୋଗରେ ଦୁଇ ଗିରଫ

ଅଗ୍ନିକାଣ୍ଡରେ ୫ ବଖରା ଘର ଭସ୍ମୀଭୂତ – ୨ ଆହତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବରସାହି ଗାଁରେ ବିଦ୍ୟୁତ ସର୍ଟ ସର୍କିଟ ହେବା ଫଳରେ ଅଗ୍ନିକାଣ୍ଡ ଘଟି ତିନି ବଖରାଘର ପୋଡି ପାଉଁଶ ହୋଇଯାଇଛି । ସୂଚନା ଅନୁସାରେ ରଙ୍ଗମାଟିଆ ସାହିର କୃଷ୍ଣ ମାହାର ,କପିଳ ମାହାର ,ସୁନିଲ…

Continue Reading ଅଗ୍ନିକାଣ୍ଡରେ ୫ ବଖରା ଘର ଭସ୍ମୀଭୂତ – ୨ ଆହତ

ଅଟୋ ମାଲିକଙ୍କୁ ମାଡ ମାରି ଟଙ୍କା ଲୁଟ୍

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଲିଙ୍ଗରାଜ ରୋଡ଼ରେ ଜଣେ ଅଟୋ ମାଲିକଙ୍କୁ କିଛି ଦୁର୍ବୃତ୍ତ ଆକ୍ରମଣ କରି ୫୦ହଜାର ଟଙ୍କା ଲୁଟିବା ସହ ମୋବାଇଲ ଛଡ଼ାଇ ନେଇଥିବାର ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ତାଳଚେର ସଦର ଥାନା ଅନ୍ତର୍ଗତ…

Continue Reading ଅଟୋ ମାଲିକଙ୍କୁ ମାଡ ମାରି ଟଙ୍କା ଲୁଟ୍

ଅଣ ସୀକୃତି ପ୍ରାପ୍ତ କୋଠା ଚିହ୍ନଟ ପାଇଁ ଟାମଡାରେ ଗଠନ ହେଲା ଟିମ – ଚିହ୍ନଟ ନକଲେ ଦରମା ବନ୍ଦ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଟାମଡା ଅଧୀନରେ ଥିବା ବିଭିନ୍ନ ସ୍ଥାନରେ ଟାମଡାର ବିନା ଅନୁମତିରେ ଘର , ଦୋକାନ , କୋଠା ଆଦି ନିର୍ମାଣ ହୋଇଥିବା ଅଭିଯୋଗ ହୋଇ ଆସୁଥିଲା । ଏଥିପାଇଁ ଅନୁଗୁଳ ଜିଲ୍ଲାପାଳ ତଥା ଟାମଡା ଉପାଧ୍ୟକ୍ଷ…

Continue Reading ଅଣ ସୀକୃତି ପ୍ରାପ୍ତ କୋଠା ଚିହ୍ନଟ ପାଇଁ ଟାମଡାରେ ଗଠନ ହେଲା ଟିମ – ଚିହ୍ନଟ ନକଲେ ଦରମା ବନ୍ଦ

ଟୀକା ପାଇଁ ମୃତ୍ୟୁ ଅଭିଯୋଗ କରି ଡାକ୍ତରଖାନାରେ ପ୍ରତିବାଦ

ନାଲକୋନଗର - ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅନ୍ତର୍ଗତ ନାଲକୋ ଡାକ୍ତରଖାନାରେ ଆଜି ଜଣେ  ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ମୃତଦେହ ରଖି ପରିବାର ଲୋକ ପ୍ରତିବାଦ କରିଥିଲେ । କୋଭିଦ ଟୀକା ଯୋଗୁଁ ତାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ପରିବାର…

Continue Reading ଟୀକା ପାଇଁ ମୃତ୍ୟୁ ଅଭିଯୋଗ କରି ଡାକ୍ତରଖାନାରେ ପ୍ରତିବାଦ

ଆତ୍ମାହୁତି ଦେବା ପୂର୍ବରୁ ବୃଦ୍ଧଙ୍କୁ କାବୁ କଲା ପୁଲିସ

ଅନୁଗୁଳ - ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆଜି ଜଣେ ବୃଦ୍ଧ ଆତ୍ମାହୁତି ଦେବାକୁ ଆସିଥିବା ବେଳେ କିଛି ଘଟିବା ପୂର୍ବରୁ ସୂଚନା ପାଇ ବୃଦ୍ଧ ଜଣଙ୍କୁ ପୁଲିସ କାବୁ କରି ନେଇଥିଲା । ସୂଚନା ଅନୁସାରେ ହଣ୍ଡପା ଥାନା ନାକଚି…

Continue Reading ଆତ୍ମାହୁତି ଦେବା ପୂର୍ବରୁ ବୃଦ୍ଧଙ୍କୁ କାବୁ କଲା ପୁଲିସ

କେନାଲରୁ ନବ ଜାତ ଶିଶୁର ମୃତଦେହ ଉଦ୍ଧାର

ଅନୁଗୁଳ - ଅନୁଗୁଳ ସହରର ଅମଲାପଡା ବଡ କେନାଲରେ ଆଜି (ମଙ୍ଗଳବାର) ଏକ ନବଜାତ ଶିଶୁର ମୃତ ଦେହ ଭାସୁ ଥିବାର ଦେଖିବାକୁ ମିଳିଥିଲା । କେହି ଅବିବାହିତ ମା ତାର ସନ୍ତାନ ଜନ୍ମ ପରେ ଫିଙ୍ଗି ଦେଇଥିବା ଅନୁମାନ ।…

Continue Reading କେନାଲରୁ ନବ ଜାତ ଶିଶୁର ମୃତଦେହ ଉଦ୍ଧାର

ଜିଲ୍ଲା ପୁଲିସରେ ପୁଣି ଅଦଳବଦଳ

ଅନୁଗୁଳ - ଅନୁଗୁଳ ଜିଲ୍ଲା ପୁଲିସରେ ପୁଣି ଏକ ଛୋଟ ଧରଣର ଅଦଳବଦଳ ହୋଇଛି । ୩ ଜଣ ଏସ୍ଆଇ ଓ ୭ ଜଣ ଏଏସ୍ଆଇଙ୍କୁ ବଦଳି ଆଦେଶ ଦିଆଯାଇଛି । ଏହି ବଦଳି ଆଦେଶ ଅନୁଯାୟୀ ନିଶା ଶିଳ୍ପାଞ୍ଚଳ ଥାନାରେ…

Continue Reading ଜିଲ୍ଲା ପୁଲିସରେ ପୁଣି ଅଦଳବଦଳ

ଶିକାରୀ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ଜୀବନ ଗଲା

ବନ୍ତଳା - ଅନୁଗୁଳ ବନଖଣ୍ଡ ଅଞ୍ଚଳରେ ଶିକାରୀଙ୍କ ପାଦ୍ରୁଭାବ ଥମିବାରେ ନା ଧରୁନି । ତେବେ ଶିକାରୀଙ୍କ ବନ୍ୟଜନ୍ତୁ ଶିକାର ଲାଳସା ଯୋଗୁଁ ଗୋଟିଏ ପରେ ଗୋଟିଏ ମଣିଷ ଜୀବନ ଯାଉଛି । ପୂର୍ବରୁ ଶିକାରୀଏନକେ ବିଦ୍ୟୁତ ଫାଶରେ ପଡି ୧୦…

Continue Reading ଶିକାରୀ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ଜୀବନ ଗଲା

ପୁଲିସକୁ ‘ମାନହାନୀ’ ମକଦ୍ଦମା ଧମକ ଦେଲେ ସୁଶୀଲ

ଅନୁଗୁଳ - ଅନୁଗୁଳର ବ୍ୟବସାୟୀ ସୁଶୀଲ ଅଗ୍ରୱାଲଙ୍କ ନାଁରେ ସୁଧ କାରବାର ଅଭିଯୋଗ ଆସିବା ପରେ ଅନୁଗୁଳ ସଦର ଥାନା ପୁଲିସ ତାଙ୍କୁ କୋର୍ଟ ଚାଲାଣ କରିବା ପରେ ଜାମିନରେ ଆସିଥିଲେ ବ୍ୟବସାୟୀ । ଆଉ ଜାମିନରେ ଆସିବା ପରେ ଏକ…

Continue Reading ପୁଲିସକୁ ‘ମାନହାନୀ’ ମକଦ୍ଦମା ଧମକ ଦେଲେ ସୁଶୀଲ