ଆଠମଲ୍ଲିକରେ ଖୋଲିବ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ କାର୍ଯ୍ୟାଳୟ

ଭୁବନେଶ୍ଵର - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶା ବିକାଶ ପରିଷଦର କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ପରିଷଦର ବାର୍ଷିକ ଅନୁଦାନକୁ ଦୁଇ ଗୁଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ପଶ୍ଚିମ…

Continue Reading ଆଠମଲ୍ଲିକରେ ଖୋଲିବ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ କାର୍ଯ୍ୟାଳୟ

ସୁଧ ବେପାର ଅଭିଯୋଗରେ ଗିରଫ ହେଲେ ସୁଧ ବେପାରୀ ସୁଶୀଲ

ଅନୁଗୁଳ - ଟଙ୍କା ସୁଧରେ ଦେଇ ଜଣେ ଶିକ୍ଷକଙ୍କ ଠାରୁ ସମୂଳସୁଧରେ ଟଙ୍କା ଆଦାୟ କରିବା ଅଭିଯୋଗରେ ଅନୁଗୁଳର ପ୍ରତିଷ୍ଠିତ ବ୍ୟବସାୟୀ ତଥା ସୁଧ ବେପାରୀ ସୁଶୀଲ କୁ ଗିରଫ କରି କୋର୍ଟ ଚାଲାଣ କରିଛି ଅନୁଗୁଳ ସଦର ଥାନା ପୁଲିସ…

Continue Reading ସୁଧ ବେପାର ଅଭିଯୋଗରେ ଗିରଫ ହେଲେ ସୁଧ ବେପାରୀ ସୁଶୀଲ

ଡଙ୍ଗାରୁ ପଡି ଭାସିଗଲେ ବୃଦ୍ଧ – ୪ ଘଣ୍ଟା ପରେ ମୃତଦେହ ଉଦ୍ଧାର

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ଥାନା ବୁରୁବାହାଳ ଗାଁ ଟିକିରା ନଦୀ ଘାଟରେ ଦଙ୍ଗାରେ ଆସୁଥିବା ବେଳେ ଦଙ୍ଗାରୁ ପଡି ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ମୃତକ  ଚିନ୍ତାମଣିପୁର ଗାଁର ପବିତ୍ର ପ୍ରଧାନ (୫୦) । ଆଜି ସକାଳ…

Continue Reading ଡଙ୍ଗାରୁ ପଡି ଭାସିଗଲେ ବୃଦ୍ଧ – ୪ ଘଣ୍ଟା ପରେ ମୃତଦେହ ଉଦ୍ଧାର

ଅନ୍ଧବିଶ୍ଵାସର ଅନ୍ତ – ଶହ ଶହ ବର୍ଷ ପରେ ଗାଁରେ ପଡିଲା ପ୍ରଥମ ଛାତ

ଆଠମଲ୍ଲିକ - ଛାତ ଘର ତିଆରି କଲେ ଗାଁ କୁ ବିପଦ ମାଡି ଆସିବ । ଗାଁ ଠାକୁରାଣୀ କୋପ କରିବେ ଏବଂ ଲୋକଙ୍କର ଅନିଷ୍ଟ ହେବ ।  ଏଭଳି ଅନ୍ଧବିଶ୍ଵାସ ଭିତରେ  ଶହ ଶହ ବର୍ଷ ହେବ ଗାଁରେ ଛାତ…

Continue Reading ଅନ୍ଧବିଶ୍ଵାସର ଅନ୍ତ – ଶହ ଶହ ବର୍ଷ ପରେ ଗାଁରେ ପଡିଲା ପ୍ରଥମ ଛାତ

ପତ୍ନୀକୁ ହତ୍ୟା ଉଦ୍ୟମ – ସ୍ଵାମୀକୁ ସାଢେ ୩ବର୍ଷ କାରାଦଣ୍ଡାଦେଶ

ତାଳଚେର - ପତ୍ନୀକୁ ନିର୍ଯାତନା ଦେବା ସହ ହତ୍ୟା ଉଦ୍ୟମ ଅଭିଯୋଗରେ ସ୍ଵାମୀ ଭୀଷ୍ମ ପ୍ରଧାନଙ୍କୁ ସାଢ଼େ ୩ ବର୍ଷର ଜେଲଦଣ୍ଡାଦେଶ ପ୍ରଦାନ କରିଛନ୍ତି ଅତିରିକ୍ତ ଜିଲ୍ଲାଜଜ୍ । ଆଇପିସି ଧାରା ୩୦୭, ୪୯୮(କ) ଓ ୩୨୪ରେ କୋର୍ଟ ତାଙ୍କୁ ଦୋଷୀ…

Continue Reading ପତ୍ନୀକୁ ହତ୍ୟା ଉଦ୍ୟମ – ସ୍ଵାମୀକୁ ସାଢେ ୩ବର୍ଷ କାରାଦଣ୍ଡାଦେଶ

ଶ୍ରୀଜୀଉଙ୍କ ପଦ୍ମମୁଖ ଦର୍ଶନ କଲେ ସାଂସଦ

ଅନୁଗୁଳ - ପବିତ୍ର ଶୁକ୍ଳ ଦ୍ଵିତୀୟା ତିଥିରେ ଶ୍ରୀଜୀଉ ମାନଙ୍କର ପଦ୍ମମୁଖ ବେଶ ଅନୁଗୁଳ ସ୍ଥିତ ଶୈଳଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଯାଇଛି । ଏହି ପବିତ୍ର ବେଶ ଦର୍ଶନ ନିମନ୍ତେ ସନ୍ଧ୍ୟା ସମୟରେ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ଠିକ…

Continue Reading ଶ୍ରୀଜୀଉଙ୍କ ପଦ୍ମମୁଖ ଦର୍ଶନ କଲେ ସାଂସଦ

ସରପଞ୍ଚ ଉପ ନିର୍ବାଚନରେ ଜ୍ୟୋତିରଞ୍ଜନ ଓ ଝରଣା ବିଜୟୀ

ଅନୁଗୁଳ - ଅନୁଗୁଳ  ଜିଲ୍ଲାରେ ଆଜି (ଶୁକ୍ରବାର ) ଦୁଇଟି ପଞ୍ଚାୟତରେ ସରପଞ୍ଚ ପଦ ପାଇଁ ଉପ ନିର୍ବାଚନ ଶେଷ ହୋଇଛି । ଏହି ନିର୍ବାଚନରେ ଗୋଟିଏରେ ବିଜେପି ସମର୍ଥିତ ପ୍ରାର୍ଥୀ ବିଜୟୀ ହୋଇଥିବା ବେଳେ ଅନ୍ୟଟିରେ ବିଜେଡି ସମର୍ଥିତ ପ୍ରାର୍ଥୀ …

Continue Reading ସରପଞ୍ଚ ଉପ ନିର୍ବାଚନରେ ଜ୍ୟୋତିରଞ୍ଜନ ଓ ଝରଣା ବିଜୟୀ

ଏକଦିବସୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଟାଙ୍ଗିରି ଗ୍ରାମରେ ଏକଦିବସୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି । ରମେଶ ମେମୋରିଆଲ ନାମରେ ଅନୁଷ୍ଠିତ ଏହି ଟୁର୍ଣ୍ଣାମେଣ୍ଟରେ ମା ବାସନ୍ତୀ ଦୂର୍ଗା ଭଲିବଲ ଟିମ ଅନୁଗୁଳ , ଛେଣ୍ଡିପଦା…

Continue Reading ଏକଦିବସୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଶ୍ଵାସରୁଦ୍ଧ ହୋଇ ବୃଦ୍ଧ ଦମ୍ପତ୍ତି ମୃତ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର କର୍ଣ୍ଣପୁର ପଞ୍ଚାୟତ ସାନଜୋରଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ଘରେ ଶୋଇଥିବା ବେଳେ ଶ୍ଵାସରୁଦ୍ଧ ହୋଇ ବୃଦ୍ଧ ଦମ୍ପତିଙ୍କର ମୃତ୍ୟୁ ହୋଇଛି । ମୃତ ଦମ୍ପତି ହେଲେ ଦୁଃଖବନ୍ଧୁ ସାହୁ…

Continue Reading ଶ୍ଵାସରୁଦ୍ଧ ହୋଇ ବୃଦ୍ଧ ଦମ୍ପତ୍ତି ମୃତ

ଭୟାବହ ଅଗ୍ନିକାଣ୍ଡ – ଗୋରୁ , ମେଣ୍ଢା ଜୀବନ୍ତ ଦଗ୍ଧ , ଲକ୍ଷାଧିକ ମୂଲ୍ୟର ସମ୍ପତ୍ତି ନଷ୍ଟ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଖାଲଗାଁରେ ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟି ଯାଇଛି । ଏଥିରେ ଦୁଇଟି ପରିବାରର ୬ ଟି ରହିବା ଘର ସମେତ ୮ ଗୁହାଳ ଘର ସମ୍ପୂର୍ଣ୍ଣ ପୋଡି ନଷ୍ଟ ହୋଇ…

Continue Reading ଭୟାବହ ଅଗ୍ନିକାଣ୍ଡ – ଗୋରୁ , ମେଣ୍ଢା ଜୀବନ୍ତ ଦଗ୍ଧ , ଲକ୍ଷାଧିକ ମୂଲ୍ୟର ସମ୍ପତ୍ତି ନଷ୍ଟ

ଫୁଟସଲ ୨୦୨୧ ଉଦଯାପିତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜେଏସପିଏଲର ଜିନ୍ଦଲ ଅଫିସର୍ସ କ୍ଲବ (ଜେଓସି) ଦ୍ଵାରା ଆୟୋଜିତ ହୋଇଥିବା ଆନ୍ତଃ ବିଭାଗୀୟ ବାର୍ଷିକ ଫୁଟବଲ ଟୁର୍ନାମେଣ୍ଟ ଫୁଟସଲ –୨୦୨୧ର ବିଜେତା ଭାବରେ ଜୋସ ଦଳ ଟ୍ରଫି ହାସଲ କରିଅଛି । ଜୋସ ଦଳଟି ଅନୁଗୋଳ…

Continue Reading ଫୁଟସଲ ୨୦୨୧ ଉଦଯାପିତ

ହାତୀ ଆକ୍ରମଣରେ ଜଣେ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଜଣଙ୍କର ମୃତ୍ୟୁ ହୋଇଛି । ସାତକୋଶିଆ ଅଭୟାରଣ୍ୟ ନିକଟସ୍ଥ କରତପଟା ଫରେଷ୍ଟ ବିଟ ସମ୍ମୁଖରେ ଆଜି ଭୋରରେ ହାତୀ ଆକ୍ରମଣ କରିବାରୁ ଜଣେ ମୋଟରସାଇକେଲ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା…

Continue Reading ହାତୀ ଆକ୍ରମଣରେ ଜଣେ ମୃତ

ପଲିଥିନ ଚଢାଉ – ରାସନ ଦୋକାନ ସିଲ

ତାଳଚେର - ରାଜ୍ୟ ସରକାର ପଲିଥିନ ବ୍ୟବହାର ଉପରେ କଟକଣା ଲଗାଇଛନ୍ତି । ଏହି ନିୟମକୁ କଡାକଡି ପାଳନ କରିବାକୁ ନିର୍ଦେଶ ରହିଛି । ଏଥିପାଇଁ ଆଜି(ମଙ୍ଗଳବାର) ସନ୍ଧ୍ୟାରେ ତାଳଚେର ପୌରପାଳିକା ପକ୍ଷରୁ ହାଟତୋଟାର ବିଭିନ୍ନ ଦୋକାନ ଉପରେ ଚଢାଉ କରା…

Continue Reading ପଲିଥିନ ଚଢାଉ – ରାସନ ଦୋକାନ ସିଲ

ପାଇପଲାଇନରୁ ତେଲ ଚୋରି ବେଳେ ୪ ଅଭିଯୁକ୍ତ ଗିରଫ – ଉତ୍ତରପ୍ରଦେଶରୁ ଲମ୍ବିଛି ଚେର

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅଞ୍ଚଳ ଦେଇ ପାରାଦୀପ-ରାଇପୁର-ରାଞ୍ଚି ଯାଇଥିବା IOCLର ପାଇପାଲାଇନରୁ ଡିଜେଲ ଚୋରି କରୁଥିବା ବେଳେ ୪ ଜଣଙ୍କୁ ଗିରଫ କରିଛି ବଅଁରପାଳ ପୁଲିସ । ଗିରଫ ଅଭିଯୁକ୍ତ ମାନେ ହେଲେ ଉତ୍ତରପ୍ରଦେଶ ରାଜ୍ୟ ଅରୁସା…

Continue Reading ପାଇପଲାଇନରୁ ତେଲ ଚୋରି ବେଳେ ୪ ଅଭିଯୁକ୍ତ ଗିରଫ – ଉତ୍ତରପ୍ରଦେଶରୁ ଲମ୍ବିଛି ଚେର

ପିଲା ଚୋର ସନ୍ଦେହରେ ପୁଲିସକୁ ମାଡ – ଗାଁରେ ଉତ୍ତେଜନା

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ସଞ୍ଜପଡା ଗାଁରେ ଆଜି ଏକ ଅସ୍ଵାବାଭିକ ପରିସ୍ଥିତି ସୃଷ୍ଟି ହୋଇଛି । ଚୋର ଧରିବାକୁ ପୁଲିସ ସାଧା ପୋଷାକରେ ଗାଁକୁ ଯାଇଥିବା ବେଳେ ପିଲା ଚୋର ସନ୍ଦେହରେ ଗାଁ ଲୋକ ପୁଲିସକୁ ମାଡ…

Continue Reading ପିଲା ଚୋର ସନ୍ଦେହରେ ପୁଲିସକୁ ମାଡ – ଗାଁରେ ଉତ୍ତେଜନା