ଅନୁଗୁଳରେ ପ୍ରଥମ ସାଇକ୍ଲୋଥନ ଅନୁଷ୍ଠିତ

ଅନୁଗୁଳ - କୋହଲା ପାଗ ତା’ ସାଙ୍ଗକୁ ହାଲୁକା ସୁଲୁସୁଲିଆ ପବନ । ସକାଳୁ ସକାଳୁ ଏଭଳି ଏକ ନିଆରା ପରିବେଶରେ 'ଅନଗୁଳ ଜିଲ୍ଲା ଯୋଗ ସ˚ଘ ' ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ‘ଅନଗୁଳ ସାଇକ୍ଲୋଥନ୍‌’ । ବିଭିନ୍ନ ବର୍ଗର ବ୍ୟକ୍ତି…

Continue Reading ଅନୁଗୁଳରେ ପ୍ରଥମ ସାଇକ୍ଲୋଥନ ଅନୁଷ୍ଠିତ

ଥାନା ଭିତରେ ଜଳିଗଲା ଗାଡି

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ପରିସରରେ ଅଗ୍ନିକାଣ୍ତ ଆଜି ମଧ୍ୟାହ୍ନରେ ଏକ ଅଗ୍ନିକାଣ୍ଡ ଘଟି ଜବତ ଗାଡି ପୋଡି ଯାଇଥିବା ଜଣା ପଡିଛି । ସୂଚନା ଅନୁସାରେ ମଧ୍ୟାହ୍ନରେ ହଠାତ ଏକ ଗାଡିରେ ନିଆଁ ଲାଗିବା ଦେଖିବାକୁ ମିଳିଥିଲା…

Continue Reading ଥାନା ଭିତରେ ଜଳିଗଲା ଗାଡି

୨ୟ ପର୍ଯ୍ୟାୟ ଟୀକାକରଣ – ଜିଲ୍ଲାପାଳ , ଡି.ଆଇ.ଜି. ଓ ଏସ.ପି. ନେଲେ ଟୀକା

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ କୋଭିଡ ଟିକା ୨ୟ ପାଳିର ପ୍ରଥମ ଦିବସରେ ଗୃହ , ନଗର ଉନ୍ନୟନ ବିଭାଗ ଓ ରାଜସ୍ବ ବିଭାଗ ବିଭାଗର ସର୍ବମୋଟ ୭୧୧ଜଣ କର୍ମଚାରୀଙ୍କୁ କୋଭିଡ ଟିକା ପ୍ରଦାନ କରାଯାଇଅଛି । ଆଜି ସକାଳେ ଜିଲ୍ଲାପାଳ…

Continue Reading ୨ୟ ପର୍ଯ୍ୟାୟ ଟୀକାକରଣ – ଜିଲ୍ଲାପାଳ , ଡି.ଆଇ.ଜି. ଓ ଏସ.ପି. ନେଲେ ଟୀକା

ପୁଣି ଜିଲ୍ଲାରେ ନକଲି କାରଖାନା ଠାବ – ଏଥର ପାଟି ସୁଆଦ ଚିପସ ଆଉ କୁରକୁରେ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ଗତ କିଛିଦିନ ତଳେ ନକଲି ଖାଇବା ତେଲ ଓ ପରେ ପରେ ନକଲି ଅଟା ଓ ହଳଦୀ କାରାଖାନା ଠାବ ହୋଇଥିଲା । ଆଜି ପୁଣି ଆଉ ଏକ ନକଲି ସାମଗ୍ରୀ ତିଆରି କାରଖାନା ଠାବ…

Continue Reading ପୁଣି ଜିଲ୍ଲାରେ ନକଲି କାରଖାନା ଠାବ – ଏଥର ପାଟି ସୁଆଦ ଚିପସ ଆଉ କୁରକୁରେ

ଧରା ହେଲେ ଡିଜେଲ ମାଫିଆ – ୯୫୦ ଲିଟର ତେଲ ଜବତ , ପାଞ୍ଚ ଗିରଫ

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ଥାନା କୁମୁଣ୍ଡା କାଜୁ ଜଙ୍ଗଲ ନିକଟ ଏକ ପଡିଆରୁ ଶୁକ୍ରବାର ଭୋର ସମୟରେ ଏକ ଡିଜେଲ ଚୋରା ରାକେଟ ଉପରେ ଜିଲ୍ଲା ପୋଲିସର ସ୍ଵତନ୍ତ୍ର ସ୍କ୍ବାର୍ଡ ପୋଲିସ ଚାଢାଉ କରି ବିପୁଳ ପରିମାଣର ଡିଜେଲ…

Continue Reading ଧରା ହେଲେ ଡିଜେଲ ମାଫିଆ – ୯୫୦ ଲିଟର ତେଲ ଜବତ , ପାଞ୍ଚ ଗିରଫ

ଜିଲ୍ଲା ପୋଲିସରେ ଅଦଳବଦଳ

ଅନୁଗୁଳ - ଅନୁଗୁଳ ଜିଲ୍ଲା ପୁଲିସର ଏସ॰ଆଇ॰ ଓ ଏ॰ଏସ॰ଆଇ॰ ସ୍ତରରେ ଅଦଳବଦଳ କରା ଯାଇଛି । ଅନୁଗୁଳ ଏସ॰ପି॰ ଜଗମୋହନ ମୀନାଙ୍କ ନିର୍ଦେଶକ୍ରମେ ଜିଲ୍ଲାର ୧୫ ଜଣ ଏସ॰ଆଇ॰ ଓ ୩୨ ଜଣ ଏ॰ଏସ॰ଆଇ॰ଙ୍କୁ ଅଦଳବଦଳ କରା ଯାଇଛି ।…

Continue Reading ଜିଲ୍ଲା ପୋଲିସରେ ଅଦଳବଦଳ

ଡିକି ଭାଙ୍ଗି ଲୁଟ – ଲୁଟେରାଙ୍କୁ କାବୁ କରିବାକୁ ଯାଇ ଯୁବକ ଆହତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ସମୁଖ ବଜାରରୁ ଦିନ ଦିପ୍ରହରେ ମୋଟରସାଇକେଲ ଡିକିରୁ ୩୮ ହଜାର୫୦୦ ଟଙ୍କା ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ବାହାଳସାହି ଗ୍ରାମର ପ୍ରତାପ କୁମାର ସାହୁ ନାମକ ଜଣେ…

Continue Reading ଡିକି ଭାଙ୍ଗି ଲୁଟ – ଲୁଟେରାଙ୍କୁ କାବୁ କରିବାକୁ ଯାଇ ଯୁବକ ଆହତ

ଲାଞ୍ଚ ନେଉଥିବା ବେଳେ ଧରା ପଡିଲେ ଉପ-ଜିଲ୍ଲାପାଳ କାର୍ଯ୍ୟାଳୟର ବରିଷ୍ଠ କିରାଣୀ

ପାଲଲହଡ଼ା - ଅନୁଗୁଳ ଜିଲ୍ଲାରେ ପୁଣି ଜଣେ ସରକାରୀ ବାବୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଶୁକ୍ରବାର ଅନଗୁଳ ଜିଲ୍ଲା ପାଲଲହଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ କିରାଣୀ ସାଧୁ ଚାତମ୍ବା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ବିଭଗା…

Continue Reading ଲାଞ୍ଚ ନେଉଥିବା ବେଳେ ଧରା ପଡିଲେ ଉପ-ଜିଲ୍ଲାପାଳ କାର୍ଯ୍ୟାଳୟର ବରିଷ୍ଠ କିରାଣୀ

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନଙ୍କ ପରଲୋକ

ତାଳଚେର  - ଅନୁଗୁଳ ଜିଲ୍ଲାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନଙ୍କର ୧୦୩ ବର୍ଷ ବୟସରେ ପରଲୋକ ହୋଇଯାଇଛି l ସେ ଗତ କିଛି ଦିନ ହେଲା ଅସୁସ୍ଥ ଥିବା ବେଳେ ଆଜି ତାଙ୍କ କଂସମୁଣ୍ଡାସ୍ଥିତ ବାସଭବନରେ ପରଲୋକ ଘଟିଥିଲା…

Continue Reading ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନଙ୍କ ପରଲୋକ

ରେଳବାଇ ଓ ଜେଏସ୍‌ପିଏଲ୍ ମଧ୍ୟରେ ଥିବା ସମନ୍ୱୟ ଆହୁରି ବୃଦ୍ଧି ହେବ – ଡିଭିଜନାଲ୍ ରେଲ୍‌ୱେ ମାନେଜର

ଅନୁଗୁଳ - ପୂର୍ବତଟ ରେଳ ଅନ୍ତର୍ଗତ ଖୋର୍ଦ୍ଧା ଡିଭିଜନ୍‌ର ଡିଭିଜନାଲ୍ ରେଲ୍‌ୱେ ମାନେଜର ଶୀକାନ୍ତ ସିଂହ ଆଜି ଜିନ୍ଦଲ୍ ଷ୍ଟିଲ୍ ଏଣ୍ଡ୍ ପାୱାର (ଜେଏସ୍‌ପିଏଲ୍‌)ର ଅନୁଗୁଳ ସମନ୍ୱୀତ ଇସ୍ପାତ କାରଖାନା ପରିଦର୍ଶନ କରି ଉଭୟ ରେଳବାଇ ଓ ଜେଏସ୍‌ପିଏଲ୍ ମଧ୍ୟରେ ଥିବା…

Continue Reading ରେଳବାଇ ଓ ଜେଏସ୍‌ପିଏଲ୍ ମଧ୍ୟରେ ଥିବା ସମନ୍ୱୟ ଆହୁରି ବୃଦ୍ଧି ହେବ – ଡିଭିଜନାଲ୍ ରେଲ୍‌ୱେ ମାନେଜର

୧୦ ମାସ ପରେ ଜିଲ୍ଲାରେ ଜିରୋ କୋଭିଡ ଚିହ୍ନଟ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ବିଗତ ୧୦ ମାସ ପରେ ଆଜି (ଗୁରୁବାର) କେହି କରୋନା ପଜିଟିଭ ଚିହ୍ନଟ ହୋଇନଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୁଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ…

Continue Reading ୧୦ ମାସ ପରେ ଜିଲ୍ଲାରେ ଜିରୋ କୋଭିଡ ଚିହ୍ନଟ

ଅଜଣା ଗାଡି ଧକ୍କାରେ ଯୁବକ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଅନୁଗୁଳ-ଦେବଗଡ ୬୩ ନମ୍ବର ରାଜ୍ୟ ରାଜପଥର ଗୋଳାଗାଡିଆ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ କୋଶଳା ଗ୍ରାମର ହେମନ୍ତ ସାହୁଙ୍କ ପୁଅ ରଞ୍ଜିତ ସାହୁ…

Continue Reading ଅଜଣା ଗାଡି ଧକ୍କାରେ ଯୁବକ ମୃତ

ହାତୀ ଆକ୍ରମଣରେ ମହିଳା ମୃତ

ଅନୁଗୁଳ - କଣିହାଁ ବନାଞ୍ଚଳ ସାପକଟା ଗାଁ ରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଶୁଭ ପ୍ରଧାନ ରାସ୍ତାରେ ଚାଲିଚାଲି ଘରକୁ ଫେରୁଥିବା ବେଳେ ଏକ ହାତୀ ହାବୁଡ଼ରେ ପଡିଯାଇଥିଲେ । ହାତୀ ହଠାତ…

Continue Reading ହାତୀ ଆକ୍ରମଣରେ ମହିଳା ମୃତ

ଚୋରା କୋଇଲା ଖଣିରେ ଚଢାଉ , ଦୁଇ ମିନି ଟ୍ରକ ,ବୋଲେରୋ ସହ ୮ ଗିରଫ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳରେ ବ୍ୟାପକ ଚୋରା କୋଇଲା ଖଣି ଥିବା ସହିତ ସେଥିରୁ ଜିଲ୍ଲା ତଥା ଜିଲ୍ଲା ବାହାରକୁ ଚୋରା କୋଇଲା ଚାଲାଣ କରାଯାଉଛି । ଛେଣ୍ଡିପଦା ଥାନା ବାହାଳସାହି ଅଞ୍ଚଳରେ ଏହି କୋଇଲା ଚୋରା…

Continue Reading ଚୋରା କୋଇଲା ଖଣିରେ ଚଢାଉ , ଦୁଇ ମିନି ଟ୍ରକ ,ବୋଲେରୋ ସହ ୮ ଗିରଫ

ଶିଳପୁଆରେ ଛେଚି ଭାଉଜକୁ ହତ୍ୟା କଲା ଦିଅର

ଅନୁଗୁଳ - ଅନୁଗୁଳ ସଦର ଥାନା  ସୁସୁଡା ଗାଁରେ ଆଯି ( ବୁଧବାର) ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟି ଯାଇଛି । ଦିଅର ଶିଳପୁଆରେ ଛେଚି ଭାଉଜକୁ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କରିଥିବା ଜଣା ପଡିଛି । ସୂଚନା…

Continue Reading ଶିଳପୁଆରେ ଛେଚି ଭାଉଜକୁ ହତ୍ୟା କଲା ଦିଅର