ନକଲି ତେଲ କାରଖାନା ଠାବ – ୪ ଜଣଙ୍କୁ ଅଟକ ରଖିବା ସହ ସିଲ ହେଲା ଫ୍ୟାକ୍ଟ୍ରି

ଅନୁଗୁଳ - ଅନୁଗୁଳ ଜିଲ୍ଲା ସଦର ମହକୁମାର ଅତି ନିକଟରେ ଏକ ନକଲି ପାମୋଲିନ ତେଲ କାରଖାନା ଠାବ କରାଯାଇଛି । ଆଜି ଅନୁଗୁଳ ପୋଲିସର ସ୍ପେସିଆଲ ସ୍କ୍ବାର୍ଡ ଓ ଜନସ୍ୱାସ୍ଥ୍ୟ ବିଭାଗ ମିଳିତ ଚଢ଼ାଉ କରି ଏଠାରେ ନକଲି ପାମୋଲିନ…

Continue Reading ନକଲି ତେଲ କାରଖାନା ଠାବ – ୪ ଜଣଙ୍କୁ ଅଟକ ରଖିବା ସହ ସିଲ ହେଲା ଫ୍ୟାକ୍ଟ୍ରି

ଶିକାରୀ ହେଲା ଶିକାର – ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ଫାଶରେ ପଡି ଶିକାରୀର ମୃତ୍ୟୁ

ଅନୁଗୁଳ - ଅନୁଗୁଳ ବ୍ଲକ ପୁରୁଣାକୋଟ ଥାନା ଅଞ୍ଚଳରେ ଆଜି ଜଣେ ଶିକାରୀ ନିଜେ ଶିକାର ହୋଇଥିବା ଜଣା ପଡିଛି । ଶିକାରୀ ଜଣଙ୍କ ବିଦ୍ୟୁତ ତାର ଦ୍ଵାରା ବନ୍ୟଜନ୍ତୁ ଶିକାର କରିବା ଉଦ୍ଦେଶ୍ୟରେ ତାର ବିଛାଉଥିବା ବେଳେ ସେହି ବିଦ୍ୟୁତ…

Continue Reading ଶିକାରୀ ହେଲା ଶିକାର – ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ଫାଶରେ ପଡି ଶିକାରୀର ମୃତ୍ୟୁ

ନିଜ ଦେହରେ କିରୋସିନ ଢାଳି ଅନ୍ତଃସତ୍ଵା ମହିଳାଙ୍କ ଆତ୍ମହତ୍ୟା

ପାଲଲହଡା - ଅନୁଗୁଳ ଜିଲ୍ଲା ପାଲଲହଡ଼ା ଥାନା ଅନ୍ତର୍ଗତ ଜମରଡିହ ଗାଁ ରେ ବୁଧବାର ନିଜ ଦେହ ରେ କିରୋସିନ ଢାଳି ଅନ୍ତଃସତ୍ଵା ମହିଳା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ଜମରଡିହ ଗ୍ରାମର ଶଙ୍କର ଧୀବରଙ୍କ…

Continue Reading ନିଜ ଦେହରେ କିରୋସିନ ଢାଳି ଅନ୍ତଃସତ୍ଵା ମହିଳାଙ୍କ ଆତ୍ମହତ୍ୟା

ଅନୁଗୁଳରେ ପୁଣି ଲଜ୍ଜା, ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଚକୋଲେଟ ଦେବା ବାହାନାରେ ଜଣେ ପାଞ୍ଚ ବର୍ଷ ନାବାଳିକାକୁ ଜଣେ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।  ଏ ନେଇ ପୀଡ଼ିତାଙ୍କ…

Continue Reading ଅନୁଗୁଳରେ ପୁଣି ଲଜ୍ଜା, ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ପରିତ୍ୟକ୍ତ କୂଅରୁ ନବଜାତକର ମୃତଦେହ ଉଦ୍ଧାର

ପାଲଲହଡା - ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ପୁରୁଣାପାଣି ଗାଁର ଏକ ପରିତିକ୍ତ କୂଅରୁ ଏକ ନବଜାତକ ଶିଶୁର ମୃତଦେହ ଉଦ୍ଧାର କରା ଯାଇଛି । ସ୍କୁଲ ପଛ ପାଖରେ ଥିବା ବିଲ ମଝିରେ ଥିବା ଏକ କୁଆଡ଼େ ଶିଶୁର ମୃତଦେହ…

Continue Reading ପରିତ୍ୟକ୍ତ କୂଅରୁ ନବଜାତକର ମୃତଦେହ ଉଦ୍ଧାର

ବିଧାୟକଙ୍କ ଘରେ ଅଚିହ୍ନା ଯୁବତୀ ଘଟଣା – ଥାନାରେ ଅଭିଯୋଗ କଲେ ବିଧାୟକ

ଅନୁଗୁଳ - ରାତି ଅଧରେ ଜଣେ ଯୁବତୀ ଆସି ବିଧାୟକଙ୍କ ଘରେ ରହିବା, ଯୁବତୀଙ୍କୁ ନେଇ ପରିବାର ଲୋକ ହଟ୍ଟଗୋଳ କରିବାରୁ ବିଧାୟକ କାର୍‌ନାମା ସଂପର୍କରେ ଚର୍ଚ୍ଚା ଜୋର ଧରିଥିଲା । ଯୁବତୀ ଘରୁ ନଯିବାରୁ ଶେଷରେ ପୁଲିସ ଘଟଣାରେ ହସ୍ତକ୍ଷେପ…

Continue Reading ବିଧାୟକଙ୍କ ଘରେ ଅଚିହ୍ନା ଯୁବତୀ ଘଟଣା – ଥାନାରେ ଅଭିଯୋଗ କଲେ ବିଧାୟକ

ଓଲଟା ଉଡିଲା ତ୍ରିରଙ୍ଗା

ଅନୁଗୁଳ - ଦେଶ ୭୨ ତମ ଗଣତନ୍ତ୍ର ଦିବସ ପାଳନ କରିଛି । କିନ୍ତୁ ତ୍ରିରଙ୍ଗା କିଭଳି ସମ୍ମାନ ଦିଆଯିବ , କିଭଳି ପତାକା ଉତ୍ତୋଳନ କରାଯିବ  ତାହା ଶିଖିପାରିଲେନି ସରକାରୀ କର୍ମଚାରୀ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ…

Continue Reading ଓଲଟା ଉଡିଲା ତ୍ରିରଙ୍ଗା

ଅନୁଗୁଳ ପ୍ରଶାସନିକ ଅଧିକାରୀଙ୍କ ଗଞ୍ଜାମ ପ୍ରୀତି

ଅନୁଗୁଳ: ଅନୁଗୁଳ ପ୍ରଶାସନିକ ଅଧିକାରୀଙ୍କ ଗଞ୍ଜାମ ପ୍ରୀତି ଏବେ ସହରରେ ଚର୍ଚ୍ଚାର ବିଷୟ ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟରେ ଏବେ ଗଞ୍ଜାମ ଜିଲ୍ଲାର ଛାପ ଦେଖିବାକୁ ମିଳୁଛି । ଜିଲ୍ଲାରେ…

Continue Reading ଅନୁଗୁଳ ପ୍ରଶାସନିକ ଅଧିକାରୀଙ୍କ ଗଞ୍ଜାମ ପ୍ରୀତି

ବିଧାୟକଙ୍କ ଘରେ ଅଚିହ୍ନା ଯୁବତୀ, ରାତିସାରା ହଟହଟା

ଅନୁଗୁଳ- ରାତି ଅଧରେ ରଙ୍ଗବତୀଙ୍କୁ ନେଇ ଜିଲ୍ଲାର ରାଜନୈତିକ ମହଲରେ ଆଲୋଚନା ପର୍ଯ୍ୟାଲୋଚନା ଜାରୀ ରହିଛି । ଅନୁଗୁଳ ଜିଲ୍ଲାର ଜଣେ ବିଧାୟକଙ୍କ କାର୍‌ନାମାକୁ ନେଇ ଚର୍ଚ୍ଚା ଜୋର ଧରିଛି । ରାତି ଅଧରେ ଜଣେ ଯୁବତୀ ଆସି ବିଧାୟକଙ୍କ ଘରେ…

Continue Reading ବିଧାୟକଙ୍କ ଘରେ ଅଚିହ୍ନା ଯୁବତୀ, ରାତିସାରା ହଟହଟା

ଅନୁଗୁଳ ମାଟି , ସଂଗ୍ରାମର ମାଟି – ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ

ଅନୁଗୁଳ - ଅନୁଗୁଳ ଷ୍ଟାଡିୟମ୍‌ ପରିସରରେ କରୋନା କଟକଣା ମଧ୍ୟରେ ୭୨ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ରାଜ୍ୟ ଇସ୍ପାତ, ଖଣି ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ରୂପେ ଏହି ସମାରୋହରେ ଯୋଗ…

Continue Reading ଅନୁଗୁଳ ମାଟି , ସଂଗ୍ରାମର ମାଟି – ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ

ଅର୍ଥନୈତିକ ଅବରୋଧ ଯୋଗୁଁ କୋଇଲା ଉତ୍ପାଦନ ଓ ପରିବହନ ଠପ – ଆଲୋଚନା ପରେ ପ୍ରତିଶ୍ରୁତି ପାଇ ଆନ୍ଦୋଳନ ପ୍ରତ୍ୟାହୃତ

ଅନୁଗୁଳ - ୫ଦଫା ଦାବୀ ନେଇ ତାଳଚେର ସୁରକ୍ଷା ମଞ୍ଚ ପକ୍ଷରୁ ଆଜି ସକାଳୁ ଅର୍ଥନୈତିକ ଅବରୋଧ କରାଯାଇଥିଲା । ମଞ୍ଚର କାର୍ଯ୍ୟକର୍ତାମାନେ ତାଳଚେରସ୍ଥିତ ଏମସିଏଲର ବିଭିନ୍ନ କାର୍ଯ୍ୟାଳୟ ସମ୍ମୁଖରେ , ଏନଟିପିସି କଣିହାଁ ଓ ତାଳଚେର ଥର୍ମାଲ ଫାଟକ ସମେତ…

Continue Reading ଅର୍ଥନୈତିକ ଅବରୋଧ ଯୋଗୁଁ କୋଇଲା ଉତ୍ପାଦନ ଓ ପରିବହନ ଠପ – ଆଲୋଚନା ପରେ ପ୍ରତିଶ୍ରୁତି ପାଇ ଆନ୍ଦୋଳନ ପ୍ରତ୍ୟାହୃତ

ଜେଏସପିଏଲ ପକ୍ଷରୁ ଟ୍ରକ ଡ୍ରାଇଭରମାନଙ୍କ ପାଇଁ ପ୍ରାଥମିକ ଚକ୍ଷୁ ଚିକିତ୍ସା ସେବାର ଶୁଭାରମ୍ଭ

ଅନୁଗୁଳ - ଭାରତର ପ୍ରମୁଖ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡର (ଜେଏସପିଏଲ) ଅନୁଗୁଳ ସ୍ଥିତ ସମନ୍ଵିତ ଇସ୍ପାତ ପ୍ଳାଣ୍ଟ ପକ୍ଷରୁ ଟ୍ରକ ଚାଳକମାନଙ୍କ ପାଇଁ ପ୍ରାଥମିକ ଚକ୍ଷୁ ଚିକିତ୍ସା ସେବାର ଶୁଭାରମ୍ଭ କରାଯାଇଅଛି । ଏହାକୁ ଜେଏସପିଏଲ…

Continue Reading ଜେଏସପିଏଲ ପକ୍ଷରୁ ଟ୍ରକ ଡ୍ରାଇଭରମାନଙ୍କ ପାଇଁ ପ୍ରାଥମିକ ଚକ୍ଷୁ ଚିକିତ୍ସା ସେବାର ଶୁଭାରମ୍ଭ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ମହିଳାଙ୍କ ଆତ୍ମହୁତି ଉଦ୍ୟମ – ଦେଢଶୁର ଜମି ଛଡାଇ ନେଇଥିବା ଅଭିଯୋଗ

ଅନୁଗୁଳ - ଆଜି (୨୫ ତାରିଖ) ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ବିଧବା ମହିଳା ଆତ୍ମହୁତି ଉଦ୍ୟମ କରିଛନ୍ତି । କିରୋସିନ ଢାଳି ନିଜ ଦେହରେ ନିଆଁ ଲଗାଇବାକୁ ଉଦ୍ୟମ କରୁଥିବା ବେଳେ ମହିଳା ଜଣଙ୍କୁ ପୁଲିସ କାବୁ କରି…

Continue Reading ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ମହିଳାଙ୍କ ଆତ୍ମହୁତି ଉଦ୍ୟମ – ଦେଢଶୁର ଜମି ଛଡାଇ ନେଇଥିବା ଅଭିଯୋଗ

ଆସନ୍ତାକାଲି ଠାରୁ ତାଳଚେରରେ ଅର୍ଥନୈତିକ ଅବରୋଧ ଡାକରା

ତାଳଚେର - ଆସନ୍ତାକାଲି ( ୨୪ ତାରିଖ ) ଠାରୁ ଅନିର୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଅବରୋଧ ଡାକରା ଦିଆ ଯାଇଛି । ୫ ଦଫା ଦାବି ନେଇ ତାଳଚେର ସୁରକ୍ଷା ମଞ୍ଚ ପକ୍ଷରୁ ଏହି ଅବରୋଧ ଡାକରା ଦିଆଯାଇଛି…

Continue Reading ଆସନ୍ତାକାଲି ଠାରୁ ତାଳଚେରରେ ଅର୍ଥନୈତିକ ଅବରୋଧ ଡାକରା

ଅନୁଗୁଳ ଜିଲ୍ଲା ବିଜେପିର ନୂଆଁ ଟିମ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଭାରତୀୟ ଜନତା ପାର୍ଟି ଆଜି ନୂତନ ଜିଲ୍ଲା ପଦାଧିକାରୀ , ମୋର୍ଚ୍ଚା ସଭାପତି ଏବଂ ଜିଲ୍ଲା କାର୍ଯ୍ୟକାରିଣୀଙ୍କ ନାମ ଘୋଷଣା କରା ଯାଇଛି । ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ଜିଲ୍ଲା ସଭାପତି…

Continue Reading ଅନୁଗୁଳ ଜିଲ୍ଲା ବିଜେପିର ନୂଆଁ ଟିମ