ଦୁର୍ଘଟଣାରେ ଜଣେ ମୃତ – ବାପ-ପୁଅ ଆହତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ମାଣପୁର ଗ୍ରାମ ନିକଟରେ ଆଜି ସନ୍ଧ୍ୟାରେ ବାଇକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ବାପ ଓ ପୁଅ ଆହତ ହୋଇଛନ୍ତି । ସୂଚନା ଅନୁସାରେ ବନ୍ତଳା ଥାନା କରଡାସିଙ୍ଗ ଗ୍ରାମର କାହ୍ନୁ ଗୋଛାୟତ…

Continue Reading ଦୁର୍ଘଟଣାରେ ଜଣେ ମୃତ – ବାପ-ପୁଅ ଆହତ

ଚଷା ପୁଅରୁ ଆନ୍ତର୍ଜାତୀୟ ଆଥଲେଟ୍‌

ଅନୁଗୁଳ - ମୁଣ୍ଡରେ ଠେକା ହାତରେ ଦ୍ବିପହରର ଖାଇବା ମୁଣି । କଳା ଛତାଟେ ଧରିଲେ ଚଳୁଥିଲା , ନହେଲେ ନାହିଁ । କରଡାଗାଡିଆଠାରୁ ବିଲର ଦୂରତା ଥିଲା ୩ କିଲୋମିଟର । ସୂର୍ଯ୍ୟ ଉଇଁବା ଦେଖି ଯାଉଥିଲେ , ଫେରୁ…

Continue Reading ଚଷା ପୁଅରୁ ଆନ୍ତର୍ଜାତୀୟ ଆଥଲେଟ୍‌

ଟ୍ରକ ମାଲିକ ଓ ନାଲକୋ ବିବାଦ ତୁଟିଲା – ସେପଟେ ୧୬ ଟ୍ରକ ମାଲିକ ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଟ୍ରକ ମାଲିକ ସଂଘ ଓ କୁଲାଡ ଟ୍ରକ ମାଲିକ ସଂଘକୁ ସଠିକ ମାତ୍ରାରେ ଆଲୁମିନିୟମ ପରିବହନ ମିଳୁ ନଥିବାରୁ ଟ୍ରକ ସଂଘ ପକ୍ଷରୁ ଡିସେମ୍ବର ମାସ ୮ ତାରିଖ ଠାରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଟ୍ରକ…

Continue Reading ଟ୍ରକ ମାଲିକ ଓ ନାଲକୋ ବିବାଦ ତୁଟିଲା – ସେପଟେ ୧୬ ଟ୍ରକ ମାଲିକ ଗିରଫ

ଗୁଟଖା ବିକୁଥିବା ଦୋକାନ ୫ ହଜାର ଟଙ୍କା ଜୋରିମାନା

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜନ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଆଜି ସହରର ବିଭିନ୍ନ ଦୋକାନରେ ଚଢାଉ କରା ଯାଇଥିଲା । ଅନୁଗୁଳ ବସଷ୍ଟାଣ୍ଡଠାରୁ ଆରମ୍ଭ କରି ଗାନ୍ଧୀ ମାର୍ଗ , ହସପିଟାଲ ଛକ ଓ ବଜାର ଛକର ୨୫ ଟି…

Continue Reading ଗୁଟଖା ବିକୁଥିବା ଦୋକାନ ୫ ହଜାର ଟଙ୍କା ଜୋରିମାନା

ବରା ଛାଣୁଥିବାବେଳେ ଲାଗିଲା ନିଆଁ , ୬ ବଖରା ଘର ପୋଡ଼ି ପାଉଁଶ

ତାଳଚେର - ତାଳଚେର ପୌରାଞ୍ଚଳ ଅନ୍ତର୍ଗତ କିଶୋରଗଞ୍ଜ ପାଟଣା ସାହିରେ ଆଜି ( ଶୁକ୍ରବାର) ଭୋର ସମୟରେ ଅଗ୍ନିକାଣ୍ଡ ଘଟି ୪ ଟି ପରିବାରର ୬ ବଖରା ଘର ପୋଡ଼ି ପାଉଁଶ ଯାଇଛି । ସୌଭାଗ୍ୟ ବଶତଃ ଏଥିରେ କେହି ମୃତାହତ…

Continue Reading ବରା ଛାଣୁଥିବାବେଳେ ଲାଗିଲା ନିଆଁ , ୬ ବଖରା ଘର ପୋଡ଼ି ପାଉଁଶ

ତୁଟୁନି ପରିବହନ ବିବାଦ- ୮୦ଟ୍ରକ ମାଲିକ ଅଟକ , ଆନ୍ଦୋଳନ ଚେତାବନୀ

ନାଲକୋନଗର - ନାଲକୋ ଟ୍ରକ ଓନର ୱେଲଫାୟାର  ଆସୋସିଏସନ ଓ ଅନଗୁଳ  ଟ୍ରକ ମାଲିକ ସଂଘକୁ ସଠିକ ମାତ୍ରାରେ  ଆଲୁମିନିୟମ ପରିବହନ ମିଳୁନଥିବାରୁ ଟ୍ରକ ସଂଘ ପକ୍ଷରୁ  ଡିସେମ୍ବର ମାସ ୮ତାରିଖ ଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ  ଟ୍ରକ ଯୋଗେ ଆଲୁମିନିୟମ…

Continue Reading ତୁଟୁନି ପରିବହନ ବିବାଦ- ୮୦ଟ୍ରକ ମାଲିକ ଅଟକ , ଆନ୍ଦୋଳନ ଚେତାବନୀ

ମଣିଷପଣିଆ ଦେଖାଇଲେ ଆରଟିଓ

ଜରପଡା - ରାସ୍ତାକଡ଼ରେ ଦୁର୍ଘଟଣାଗ୍ରସ୍ତ ହୋଇ ପଡ଼ିଥିବା ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରି ମାନବିକତାର ପରିଚୟ ଦେଇଛନ୍ତି ଦେବଗଡ଼ ଆରଟିଓ । ନିଜ ବ୍ୟସ୍ତ ଯାତ୍ରା ଭିତରେ ମଧ୍ୟ ଅଟକି ଯାଇ ନିଜ…

Continue Reading ମଣିଷପଣିଆ ଦେଖାଇଲେ ଆରଟିଓ

ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର

ପାଲଲହଡା - ଅନୁଗୁଳ ଜିଲ୍ଲା ଖମାର ଥାନା ମୁଣ୍ଡୁରୀବେଡା ରାସ୍ତା କଡ଼ରୁ ଏକ ଶିଶୁ ପୁତ୍ର ଉଦ୍ଧାର ହୋଇଥିଲା । ମୁଣ୍ଡୁରୀ ବେଡା ଗ୍ରାମର କିଛି ଆଦିବାସୀ ମହିଳା ଜଙ୍ଗଲକୁ କାଠ ଆଣିବା ପାଇଁ ଯାଇଥିବା ସମୟରେ ଶିଶୁ ପୁତ୍ରଟିଏ କାନ୍ଦି…

Continue Reading ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର

ସିଙ୍ଗାରେନି କମ୍ପାନୀର ପ୍ରସ୍ତାବିତ କୋଇଲା ଖଣି ନିମନ୍ତେ ପ୍ରଦୂଷଣ ନିମନ୍ତେ ଜନଶୁଣାଣୀ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲର କରଡାବାହାଳି ଠାରେ ବୁଧବାର ସିଙ୍ଗାରେନି କମ୍ପାନୀର ପ୍ରସ୍ତାବିତ କୋଇଲା ଖଣି ନିମନ୍ତେ ଅନୁଗୁଳ ପ୍ରଦୂଷଣ ବିଭାଗ ପକ୍ଷରୁ ପରିବେଶ ସମ୍ବନ୍ଧିୟ ଜନଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ନୟନୀ କୋଲବ୍ଲକରେ ମେସର୍ସ ଦି ‘ସିଙ୍ଗେରେନୀ’…

Continue Reading ସିଙ୍ଗାରେନି କମ୍ପାନୀର ପ୍ରସ୍ତାବିତ କୋଇଲା ଖଣି ନିମନ୍ତେ ପ୍ରଦୂଷଣ ନିମନ୍ତେ ଜନଶୁଣାଣୀ

ଚୋରା ମଦ ,ଡିଜେଲ ,ଗୁଟଖା ଚୋରା କାରବାରରେ ୫ ଗିରଫ

. ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ପିତାବଳି ଛକ ଠାରେ ବେଆଇନ ଡିଜେଲ ବିକ୍ରି ହେଉଥିବା ଖବର ପାଇ ଅନୁଗୁଳ ସ୍ପେଶିଆଲ ସ୍କ୍ବାର୍ଡ ଓ ନିଶା ଶିଳ୍ପାଂଚଳ ପୋଲିସ ମଙ୍ଗଳବାର ସଂଧ୍ୟାରେ ଚଢାଉ କରି ବିପୁଳ ପରିମାଣର…

Continue Reading ଚୋରା ମଦ ,ଡିଜେଲ ,ଗୁଟଖା ଚୋରା କାରବାରରେ ୫ ଗିରଫ

ବିପୁଳ ପରିମାଣର ମଦ ଓ ଡିଜେଲ ଓ ଗୁଟଖା ଜବତ

ଅନୁଗୁଳ - ଅନୁଗୁଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ପିତାବଳି ଛକରେ ଆଜି (ମଙ୍ଗଳବାର ) ସ୍ପେସିଆଲ ସ୍କ୍ବାର୍ଡର  ଟିମ ଚଢାଉ କରି ବିପୁଳ ପରିମାଣର ବିଦେଶୀ ମଦ , ଚୋରା ଡିଜେଲ ଓ ଗୁଟଖା ଜବତ କରିଥିବା ସୂଚନା ମିଳିଛି…

Continue Reading ବିପୁଳ ପରିମାଣର ମଦ ଓ ଡିଜେଲ ଓ ଗୁଟଖା ଜବତ

ଦଲାଲ ସାଜି ନିଲମ୍ବନ ହେଲେ ସରକାରୀ ବାବୁ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଉପଖଣ୍ଡ ମଣ୍ଡାପାଳ ଚିକିତ୍ସାଳୟରେ ଦଲାଲ ସାଜି ନିଲମ୍ବନ ହୋଇଛନ୍ତି ସରକାରୀ ବାବୁ । ଗତ କିଛି ଦିନ ହେବ ସାମାଜିକ ଗଣମାଧ୍ୟମରେ ଡି.ଏମ୍.ଏଫ ଫଣ୍ଡ ଡିଲିଙ୍ଗ ଆସିଷ୍ଟାଣ୍ଟ ଭାବେ କାର୍ଯ୍ୟରତ ଜଣେ ବରିଷ୍ଠ  କିରାଣୀ…

Continue Reading ଦଲାଲ ସାଜି ନିଲମ୍ବନ ହେଲେ ସରକାରୀ ବାବୁ

ଜନ୍ମ ନେଲା ଅଦ୍ଭୁତ ବାଛୁରୀ – ପୂଜା କରୁଛନ୍ତି ଲୋକ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟ କଲା ଭଳି ଘଟଣା ସାମ୍ନାକୁ ଆସିଛି । ଯାହାକୁ ଦେଖି ଗାଇର ମାଲିକ ଯେ କେବଳ ଆଶ୍ଚର୍ଯ୍ୟ ହୋଇଛନ୍ତି ତା ନୁହେଁ , ଅଞ୍ଚଳରେ ବେଶ ଚର୍ଚାର ବିଷୟ ପାଲଟିଛି…

Continue Reading ଜନ୍ମ ନେଲା ଅଦ୍ଭୁତ ବାଛୁରୀ – ପୂଜା କରୁଛନ୍ତି ଲୋକ

ଉପ ନିର୍ବାଚନ ପାଇଁ ବିଜେଡି ସମର୍ଥିତ ପ୍ରାର୍ଥୀନୀ କଲେ ନାମାଙ୍କନ ପତ୍ର ଦାଖଲ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଳିଆପଡା ଗ୍ରାମ ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ଉପ-ନିର୍ବାଚନ ହେବାକୁ ଅଛି । ଏଥିପାଇଁ ଆଜି (ସୋମବାର) ବିଜୁ ଜନତା ଦଳରେ ସମର୍ଥିତ ପ୍ରାର୍ଥୀନୀ ଶ୍ରୀମତୀ ଜ୍ୟୋତ୍ସ୍ନାମୟୀ ନାୟକ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି…

Continue Reading ଉପ ନିର୍ବାଚନ ପାଇଁ ବିଜେଡି ସମର୍ଥିତ ପ୍ରାର୍ଥୀନୀ କଲେ ନାମାଙ୍କନ ପତ୍ର ଦାଖଲ

ଗାଁ ଭିତରେ ଉତ୍ପାତ କଲା ଦନ୍ତା – ଘର ଭାଙ୍ଗିବା ସହ ଫସଲ ଉଜାଡ଼ିଲା

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ବାରମଞ୍ଚା ଗ୍ରାମରେ ଗତ କାଲି ବିଳମ୍ବିତ ରାତିରେ ଦାନତା ହାତୀର ଉତ୍ପାତ ଦେଖିବାକୁ ମିଳିଥିଲା । ରାତି ପ୍ରାୟ ଏଗାରଟାରେ ଦନ୍ତା ହାତୀ ଆସି ପ୍ରାଭାକର ମାଝୀ ନାମକ ଜଣେ ବ୍ୟକ୍ତିଙ୍କ ଘର…

Continue Reading ଗାଁ ଭିତରେ ଉତ୍ପାତ କଲା ଦନ୍ତା – ଘର ଭାଙ୍ଗିବା ସହ ଫସଲ ଉଜାଡ଼ିଲା