ହାତ ଛାଡିଲେ ସୁବୋଧ – ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଅନୁଗୁଳରେ ବିଜେପିର ମିଶ୍ରଣ ପର୍ବ

ଅନୁଗୁଳ - ଆଜି କେନ୍ଦ୍ର ପେଟ୍ରୋଲିୟମ ଓ ଗ୍ୟାସ , ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୁଳ ଗସ୍ତରେ ଆସି ବିଜେପି ମିଶ୍ରଣ ପର୍ବର ଯୋଗ ଦେଇ ଥିଲେ । ରାଣିଗୁଡାସ୍ଥିତ ଜିଲ୍ଲା ପାର୍ଟି ଅଫିସରେ ଏହି ମିଶ୍ରଣ ପର୍ବ ହୋଇଥିବା…

Continue Reading ହାତ ଛାଡିଲେ ସୁବୋଧ – ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଅନୁଗୁଳରେ ବିଜେପିର ମିଶ୍ରଣ ପର୍ବ

ଗାନ୍ଧୀ ହତ୍ୟାର ଅକୁହା କଥା ଉନ୍ମୋଚନ

ଅନୁଗୁଳ -  ନିଜର ସତ୍ୟ ଅହିଂସାର ବିଚାରଧାରାକୁ ସମଗ୍ର ସମାଜରେ ପରିବ୍ୟାପ୍ତ କରିବାକୁ ପ୍ରୟାସ କରିଥିବା ମହାତ୍ମା ଗାନ୍ଧୀ ଯେ ବଧ ଯୋଗ୍ୟ , ସବରକର ଇଂଲଣ୍ଡ ରହଣୀ କାଳରୁ ଯାହା ନିଷ୍ପତି କରିଥିଲେ , ଅନେକ ପ୍ରୟାସ ପରେ ଯାଇ…

Continue Reading ଗାନ୍ଧୀ ହତ୍ୟାର ଅକୁହା କଥା ଉନ୍ମୋଚନ

ଦିନିକିଆ ଗସ୍ତରେ କୋଲ ଇଣ୍ଡିଆ ଚେୟାରମ୍ୟାନ

ତାଳଚେର - କୋଲ ଇଣ୍ଡିଆ ଚେୟାରମ୍ୟାନ ପ୍ରମୋଦ ଅଗ୍ରୱାଲ ଦିନିକିଆ ତାଳଚେର ଗସ୍ତରେ ଆସି ଏମ.ସି.ଏଲ.ର ଲିଙ୍ଗରାଜ ଓ ଭୁବନେଶ୍ଵରୀ କୋଇଲାଖଣି ବୁଲି ଦେଖିଥିଲେ । ପରେ ଏମସିଏଲର ବରିଷ୍ଠ ଅଧିକାରୀଙ୍କ ସହ ଏକ ବୈଠକରେ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ…

Continue Reading ଦିନିକିଆ ଗସ୍ତରେ କୋଲ ଇଣ୍ଡିଆ ଚେୟାରମ୍ୟାନ

ଗ୍ୟାସ ପାଇପ ଲାଇନ କାମକୁ ବିରୋଦ୍ଧ – କାମ ଛାଡି ପଳାଇଲେ କର୍ମଚାରୀ

. ଛେଣ୍ଡିପଦା - ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଳକ ବାହାଳସାହି ଗ୍ରାମପଞ୍ଚାୟତର ମାଝୀ ଗୋହିରାପଶି ଗ୍ରାମ ଦେଇ ଯାଉଥିବା ଗ୍ୟସ ପାଇପଳାଇନର କାମକୁ ଗ୍ରାମବାସୀ ତିବ୍ର ବିରୋଧ କରିବା ସହିତ ପାଇପ ବିଛାଇବା କାମକୁ ବନ୍ଦ କରିଛନ୍ତି । ସୂଚନା ଅନୁସାରେ…

Continue Reading ଗ୍ୟାସ ପାଇପ ଲାଇନ କାମକୁ ବିରୋଦ୍ଧ – କାମ ଛାଡି ପଳାଇଲେ କର୍ମଚାରୀ

ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ନିଆ ଯାଉଥିବା ମହିଳା ସଶକ୍ତୀକରଣ ଉପକ୍ରମକୁ ଜିଲ୍ଲାପାଳଙ୍କ ପ୍ରଶଂସା

ଅନୁଗୁଳ - ଅନୁଗୁଳ ଜିଲ୍ଲାପାଳ ତଥା ମାଜିଷ୍ଟ୍ରେଟ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ଜିନ୍ଦଲ ଷ୍ଟିଲ ଏବଂ ପାୱାର ଲିମିଟେଡର ସାମାଜିକ ଦାୟିତ୍ଵବୋଧ ଶାଖା ଭାବେ କାର୍ଯ୍ୟରତ ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ବଡମହୀତଳା ସ୍ଥିତ ଜନ ଜୀବିକା କେନ୍ଦ୍ର ପରିଦର୍ଶନରେ…

Continue Reading ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ନିଆ ଯାଉଥିବା ମହିଳା ସଶକ୍ତୀକରଣ ଉପକ୍ରମକୁ ଜିଲ୍ଲାପାଳଙ୍କ ପ୍ରଶଂସା

ବନବିଭାଗରେ ଭିଜିଲାନ୍ସର ଛାନଭିନ – ଖୋଜୁଛି ବାଉଁଶ ବୁଦା

ଅନୁଗୁଳ - ଅନୁଗୁଳ ଓ ସାତକୋଶିଆ ବନଖଣ୍ଡର ବିଭିନ୍ନ କାର୍ଯ୍ୟାଳୟରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଅ ଯାଇଛି । ବାଉଁଶ ପୂର୍ଣ୍ଣଜନନ ରେ ହେରଫେର ନେଇ ଅଭିଯୋଗ ହେବା ପରେ ଏହି ଚଢ଼ାଉ କରାଅ ଯାଇଛି । ଅଭିଯୋଗକାରୀ ପୁରୁଣାଗଡ଼…

Continue Reading ବନବିଭାଗରେ ଭିଜିଲାନ୍ସର ଛାନଭିନ – ଖୋଜୁଛି ବାଉଁଶ ବୁଦା

ବିଜେଡ଼ିର ମିଶ୍ରଣ ପର୍ବ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଦଳ ଛାଡି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ଟାଙ୍ଗରସାହି , ଧୋବାମଳିହା , ଗୋଳାଗାଡିଆର ୧୨୦ କର୍ମୀ ସମେତ ରାଇଝରଣ…

Continue Reading ବିଜେଡ଼ିର ମିଶ୍ରଣ ପର୍ବ

ନିଖୋଜ ବିରଜୁ କୁଲୁ ତାଳଚେରରୁ ଉଦ୍ଧାର

ଅନୁଗୁଳ - ନିଖୋଜ ବିରଜୁ କୁଲୁଙ୍କ ମିଳିଲା ପତ୍ତା । ପାକିସ୍ତାନରୁ ଫେରିଥିବା ସୁନ୍ଦରଗଡର ବିରୁଜୁ କୁଲୁ ଓଡିଶାରେ ପୁଣି ନିଖୋଜ ହୋଇଯାଇଥିଲେ । ଥାନାରେ ବିରିଜୁଙ୍କ ଭଉଣୀଙ୍କ ଅଭିଯୋଗ ପରେ ଛାନଭିନ ଆରମ୍ଭ କରିଥିଲା ସୁନ୍ଦରଗଡ଼ ପୋଲିସ । ତେବେ…

Continue Reading ନିଖୋଜ ବିରଜୁ କୁଲୁ ତାଳଚେରରୁ ଉଦ୍ଧାର

ନନ୍ଦନକାନରୁ ଆସିଲେ ମହାନଦୀକୁ ଗଲେ – ଘଡିଆଳ ବଂଶ ବୃଦ୍ଧିପାଇନ ଆଉ ଏକ ପ୍ରୟାସ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସାତକୋଶିଆରେ ଗଣ୍ଡରେ ଘଡ଼ିଆଳଙ୍କ ବଂଶ ବିସ୍ତାର ସହ କିପରି ଏହି ବିଲୁପ୍ତ ପ୍ରାୟ ଜୀବର ପୁନର୍ବିନ୍ୟାସ ହେବ ସେ ନେଇ ପୁଣି ଥରେ ଅଣ୍ଟା ଭିଡ଼ିଛି ସାତକୋଶିଆ ବନବିଭାଗ । ଏଥିପାଇଁ ସୋମବାର ଏକ ଟିମ…

Continue Reading ନନ୍ଦନକାନରୁ ଆସିଲେ ମହାନଦୀକୁ ଗଲେ – ଘଡିଆଳ ବଂଶ ବୃଦ୍ଧିପାଇନ ଆଉ ଏକ ପ୍ରୟାସ

ଛଟେଇ ପାଇଁ ପ୍ରତିବାଦ

ଅନୁଗୁଳ - କୋଭିଡ କାର୍ଯ୍ୟରେ ନିୟୋଜିତ ଠିକା ପାରା ମେଡ଼ିକାଲ ଷ୍ଟାପଙ୍କୁ ଚାକିରୀରୁ ଛଟେଇ କରିଛି ଅନୁଗୁଳ ଜିଲ୍ଲା ପ୍ରଶାସନ । ଯାହାକୁ ନେଇ ଆଜି ଦେଖିବାକୁ ମିଳିଛି ପ୍ରତିବାଦ । ଛଟେଇ ହୋଇଥିବା ପାରା ମେଡ଼ିକାଲ ଷ୍ଟାପ ଆଜି ଅନୁଗୋଳ…

Continue Reading ଛଟେଇ ପାଇଁ ପ୍ରତିବାଦ

ସାତକୋଶିଆ ସାମ୍ବାଦିକ ସଂଘର ନୂତନ କମିଟି ଗଠନ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସାତକୋଶିଆ ସାମ୍ବାଦିକ ସଂଘର ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଦିନେଶ ଦେହୁରୀଙ୍କ ସଭାପତିତ୍ୱରେ ଏହି ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ସଂଘର ସାଧାରଣ ସମ୍ପାଦକ ସୌର ଚନ୍ଦ୍ର…

Continue Reading ସାତକୋଶିଆ ସାମ୍ବାଦିକ ସଂଘର ନୂତନ କମିଟି ଗଠନ

ଟ୍ରେନରେ କୋଇଲା ପରିବହନକୁ ବିରୋଧ – ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲେ ଟ୍ରକ ମାଲିକ

ତାଳଚେର - ଅନୁଗୋଳ ଜିଲ୍ଲା ତାଳଚେର ଅଞ୍ଚଳରେ ପ୍ରାୟ ୬ ହଜାର ଟ୍ରକ ଥିବା ବେଳେ ଏହା ଉପରେ ପ୍ରତୀକ୍ଷା ଭାବେ ପ୍ରାୟ ୧୫ ହଜାର ଓ ପରୋକ୍ଷ ଭାବେ ପ୍ରାୟ ୩୦ ହଜାର ଲୋକ ନିର୍ଭର କରନ୍ତି । ତେବେ…

Continue Reading ଟ୍ରେନରେ କୋଇଲା ପରିବହନକୁ ବିରୋଧ – ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲେ ଟ୍ରକ ମାଲିକ

ପୁରୁଖା ହଟିଲେ – ପ୍ରତାପ ହେଲେ କ୍ରିକେଟ୍ ଆସୋସିଏସନର ସଭାପତି , ସାଗର ସମ୍ପାଦକ

ଅନୁଗୁଳ - ବରିଷ୍ଠ  ବିଜେପି ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ ନିର୍ଦ୍ୱନ୍ଦରେ ଅନୁଗୋଳ ଜିଲ୍ଲା କ୍ରିକେଟ୍ ଆସୋସିଏସନର ସଭାପତି ନିର୍ବାଚିତ ହୋଇଛନ୍ତି । କେବଳ ସେତିକି ନୁହେଁ ପ୍ରତାପଙ୍କ ପୁରା ଗୋଷ୍ଠୀ ଚଳିତ ଥର କ୍ରିକେଟ…

Continue Reading ପୁରୁଖା ହଟିଲେ – ପ୍ରତାପ ହେଲେ କ୍ରିକେଟ୍ ଆସୋସିଏସନର ସଭାପତି , ସାଗର ସମ୍ପାଦକ

ବନ୍ଧୁକ ମୁନରେ ଠିକା ସଂସ୍ଥା କର୍ମଚାରୀଙ୍କୁ ଅପହରଣ ଘଟଣା- ଝାଡ଼ଖଣ୍ଡରୁ ଉଦ୍ଧାର ହେଲେ ଦୁଇ ସୁପରଭାଇଜର

ପାଲଲହଡା - ଗତ ସୋମବାର ବିଳମ୍ବିତ ରାତି ରେ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଶିଗଡ ପଞ୍ଚାୟତ କମ୍ପରକେଳା ଠାରେ ଥିବା ଏକ ଠିକା ସଂସ୍ଥାର କ୍ୟାମ୍ପରୁ ଦୁଇ ଜଣ ସୁପରଭାଇଜାରଙ୍କୁ କିଛି ଦୁର୍ବୁତ୍ତ ବନ୍ଧୁକ ମୁନରେ ଅପହରଣ କରି ନେଇ…

Continue Reading ବନ୍ଧୁକ ମୁନରେ ଠିକା ସଂସ୍ଥା କର୍ମଚାରୀଙ୍କୁ ଅପହରଣ ଘଟଣା- ଝାଡ଼ଖଣ୍ଡରୁ ଉଦ୍ଧାର ହେଲେ ଦୁଇ ସୁପରଭାଇଜର

ଖୋଲିବ ଧର୍ମାନୁଷ୍ଠାନ

ଅନୁଗୁଳ - କରୋନା ମହାମାରୀର ବର୍ତ୍ତମାନ ପରିସ୍ଥିତିକୁ ଦୃଷ୍ଟିରେ ରଖ୍ ଓ ସମସ୍ତ ଉପ- ଜିଲ୍ଲାପାଳଙ୍କ ଠାରୁ ମତାମତ ନେଇ ଅନୁଗୁଳ ଜିଲ୍ଲାର ବିଭିନ୍ନ ଧର୍ମାନୁଷ୍ଠାନ ଗୁଡ଼ିକୁ ଜାନୁଆରୀ ତାରିଖରୁ ଖୋଲିବା ପାଇଁ ସର୍ତ୍ତାବଳୀ ସହିତ ଅନୁମତି ପ୍ରଦାନ କରାଯାଇଛି ।…

Continue Reading ଖୋଲିବ ଧର୍ମାନୁଷ୍ଠାନ