ଲାଞ୍ଚ ନେବାବେଳେ ଭିଜିଲାନ୍ସ ଦ୍ୱାରା ଧରା ପଡିଲେ ବ୍ଲକ ସିନିୟର ଆସିଷ୍ଟାଣ୍ଡ କ୍ଳର୍କ

ଅନୁଗୁଳ - ଭିଜିଲାନ୍ସ ଜାଲରେ ସିନିୟର ଆସିଷ୍ଟାଣ୍ଡ କ୍ଲର୍କ ନିତ୍ୟାନନ୍ଦ ଗାଇଗରିଆ । ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ କାବୁ କରିଥିଲା । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକରେ ପୂର୍ବରୁ ପିଅନ ଥିବା…

Continue Reading ଲାଞ୍ଚ ନେବାବେଳେ ଭିଜିଲାନ୍ସ ଦ୍ୱାରା ଧରା ପଡିଲେ ବ୍ଲକ ସିନିୟର ଆସିଷ୍ଟାଣ୍ଡ କ୍ଳର୍କ

ଚଳିତ ବର୍ଷ ଜିଲ୍ଲାର ବିଭିନ୍ନ ସ୍ଥାନରେ ହେବ ମହୋତ୍ସବ

ଅନୁଗୁଳ -  ଚଳିତ ବର୍ଷ ଅନୁଗୁଳ ଜିଲ୍ଲାରେ ପୁଣି ଜିଲ୍ଲାବାସୀଙ୍କୁ ଆମୋଦିତ କରିବ ଜିଲ୍ଲା ମହୋତ୍ସବ । ସ୍ଥାନିୟ କଳାକାରଙ୍କ ସମେତ ଓଲିଉଡ ଓ ବଲିଉଡ କଳାକାରଙ୍କ ଗିତନାଚରେ ଝୁମିବେ ଜିଲ୍ଲାବାସୀ । ତେବେ ଚଳିତ ବର୍ଷ କେବଳ ଅନୁଗୁଳ ସହରରେ…

Continue Reading ଚଳିତ ବର୍ଷ ଜିଲ୍ଲାର ବିଭିନ୍ନ ସ୍ଥାନରେ ହେବ ମହୋତ୍ସବ

ଶିକ୍ଷୟିତ୍ରୀଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଅନୁଗୁଳ - ଶିକ୍ଷକ ହେଉଛନ୍ତି ସମାଜର ପଥ ପ୍ରଦର୍ଶକ। ଶିକ୍ଷାଦାନ କରି କେତେ ଯେ ମଣିଷକୁ ଗଢ଼ିଥାନ୍ତି ତାହା ତୁଳନା ନାହିଁ।ତେବେ ସେଇଭଳି ଜଣେ ଅନନ୍ୟ ପ୍ରତିଭାର ଶିକ୍ଷୟିତ୍ରୀ ଅଟନ୍ତି ଶ୍ରୀମତୀ ଶାନ୍ତିଲତା ରଥ।ତାଙ୍କର ନିଷ୍ଠାପର ଶିକ୍ଷାଦାନ ଓ କର୍ମଶୈଳୀ ସମେତ…

Continue Reading ଶିକ୍ଷୟିତ୍ରୀଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

କପି ପାଇଁ ଲାଞ୍ଚ ନେଇ ପ୍ରଧାନ ଶିକ୍ଷକ , ସହକାରୀ ଶିକ୍ଷକ ଓ ସ୍କୁଲ ପିଅନକୁ କାରାଦଣ୍ଡାଦେଶ

ଅନୁଗୁଳ - ପରୀକ୍ଷାରେ କପି ଦେବା ପାଇଁ ଲାଞ୍ଚ ନେବା ମାମଲାରେ ସ୍କୁଲର ପ୍ରଧାନ ଶିକ୍ଷକ , ସହକାରୀ ଶିକ୍ଷକ ଓ ସ୍କୁଲ ପିଅନକୁ ୩ ବର୍ଷ କାରାଦଣ୍ଡାଦେଶ ହୋଇଛି । ଅନୁଗୁଳ ଜିଲ୍ଲା ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ଏଭଳି ରାୟ…

Continue Reading କପି ପାଇଁ ଲାଞ୍ଚ ନେଇ ପ୍ରଧାନ ଶିକ୍ଷକ , ସହକାରୀ ଶିକ୍ଷକ ଓ ସ୍କୁଲ ପିଅନକୁ କାରାଦଣ୍ଡାଦେଶ

ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଖାମାର ଥାନା ଅଂଚଳରେ ୨୦୨୦ ମସିହାରେ ଜଣେ ନାବାଳିକାକୁ ଅପହରଣ ଓ ବଳାତ୍କାର ମାମଲାରେ ଅନୁଗୁଳ ଅତିରିକ୍ତ ଜିଲ୍ଲା ଓ ଦୌରାଜକ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟର ଅତିରିକ୍ତ ଜିଲ୍ଲା ଓ ଦୌରାଜକ ତଥା ସ୍ୱତନ୍ତ୍ର…

Continue Reading ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ବାଲିରେ ପୋତି ହୋଇ ଦୁଇ ଶିଶୁ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ବାଲିଆମ୍ବ ଗାଁରେ ଅଘଟଣ । ବାଲିରେ ପୋତି ହୋଇ ଦୁଇ ଶିଶୁ ମୃତ । ମୃତ ଦୁଇ ଶିଶୁ ହେଲେ କାଳିଆ ବେହେରାଙ୍କ ପୁଅ ବାଦଲ ବେହେରା ଓ ସୁରେନ୍ଦ୍ର ପ୍ରଧାନଙ୍କ ପୁଅ…

Continue Reading ବାଲିରେ ପୋତି ହୋଇ ଦୁଇ ଶିଶୁ ମୃତ

ଡାକ୍ତରାଣୀ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୧୦ ବର୍ଷ କାରାଦଣ୍ଡାଦେଶ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଂଚଳର ଜଣେ ଡାକ୍ତରାଣୀଙ୍କୁ ଘରେ ପଶି ଦୁଷ୍କର୍ମ କରିବା ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ଫାଷ୍ଟଟ୍ରାକ କୋର୍ଟରେ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ବିରଞ୍ଚି ନାରାୟଣ ମିଶ୍ର ମାମଲାର ଶୁଣାଣି…

Continue Reading ଡାକ୍ତରାଣୀ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୧୦ ବର୍ଷ କାରାଦଣ୍ଡାଦେଶ

ପୁଲିସ ଓ ରାଜସ୍ୱ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ-ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପୁଲିସ ଓ ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ଚାଙ୍ଗୁଡ଼ିଆ ପଞ୍ଚାୟତର କଂକୁରପାଳ ଗ୍ରାମ ବଡଯୋରା ନାଳ ଅବବାହିକାରେ ଚଢାଉ କରି ବ୍ୟାପକ ପରିପକ୍ୱ ଗଞ୍ଜେଇ ଗଛ ନଷ୍ଟ କରିବା ସହିତ ୨ ଜଣଙ୍କୁ…

Continue Reading ପୁଲିସ ଓ ରାଜସ୍ୱ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ-ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ

ନୂଆଦିଲ୍ଲୀରେ ବିଜେପିର ମିଶ୍ରଣ ପର୍ବ

ଅନୁଗୁଳ - କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ତାଙ୍କ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଅନୁଗୁଳ ବିଧାନସଭା ନିର୍ବାଚନମଣ୍ଡଳୀର ୨ ନମ୍ବର ଜୋନର ପୋକତୁଙ୍ଗା ପଞ୍ଚାୟତର ବରିଷ୍ଠ କଂଗ୍ରେସ ନେତା ଫକୀର ମୋହନ ପ୍ରଧାନଙ୍କ ସମେତ ଅନେକ କଂଗ୍ରେସ ଓ ବିଜେଡ଼ି ଦଳର…

Continue Reading ନୂଆଦିଲ୍ଲୀରେ ବିଜେପିର ମିଶ୍ରଣ ପର୍ବ

ଏମ.ବି.ଏ. ଓ ଏମ.ଏଫ.ସି. ବିଭାଗ ତରଫରୁ ” ଉପଭୋକ୍ତା ଶିକ୍ଷା ଅଧିକାର” ଉପରେ ଆଲୋଚନା ଚକ୍ର

ଅନୁଗୁଳ - ଅନୁଗୁଳ ସ୍ୱୟଂଶାସିତ ମହାବିଦ୍ୟାଳୟ ରେ ଏମ.ବି .ଏ ଏବଂ ଏ ଏଫ ସି ବିଭାଗ ତରଫରୁ "ଉପଭୋକ୍ତା ଶିକ୍ଷା ଅଧିକାର" ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ଚକ୍ରରେ ଜ଼ିଲ୍ଲା ଉପଭୋକ୍ତା ବିବାଦ ସମାଧାନ ଆୟୋଗ…

Continue Reading ଏମ.ବି.ଏ. ଓ ଏମ.ଏଫ.ସି. ବିଭାଗ ତରଫରୁ ” ଉପଭୋକ୍ତା ଶିକ୍ଷା ଅଧିକାର” ଉପରେ ଆଲୋଚନା ଚକ୍ର

ବନ୍ଦେ ଭାରତକୁ ପଥର ମାରି ଦୁଇ ଗିରଫ

ଅନୁଗୁଳ - ଢେଙ୍କାନାଳ ଜିଲ୍ଲା ବୁଢ଼ାପଙ୍କ-ମେରାମଣ୍ଡଳୀ ରେଳ ଷ୍ଟେସନ୍‌ ମଝିରେ ଗତ ୨୬ ତାରିଖ ସନ୍ଧ୍ୟାରେ ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ପଥର ମାଡ଼ କରିବା ଅଭିଯୋଗରେ ରେଳବାଇ ପୁଲିସ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ…

Continue Reading ବନ୍ଦେ ଭାରତକୁ ପଥର ମାରି ଦୁଇ ଗିରଫ

ଲୁଟ ଘଟଣାର ଅଭିଯୁକ୍ତ ଗିରଫ – ଲୁଟେରାଙ୍କୁ ଧରିବା ବେଳେ ପୁଲିସକୁ ଆକ୍ରମଣ

ଅନୁଗୁଳ-୨୮/୧୧-  ଅନୁଗୁଳ ସହର ଡିଆଇସି ଛକ ନିକଟ ଫ୍ଲିପକାର୍ଟ୍ ଅଫିସ୍‌ରୁ ଗତ ମେ’ ମାସ ୧୫ ତାରିଖ ରାତି ଲୁଟପାଟ ମାମଲାରେ ଅନୁଗୁଳ ଟାଉନ୍ ଥାନା ପୁଲିସ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ…

Continue Reading ଲୁଟ ଘଟଣାର ଅଭିଯୁକ୍ତ ଗିରଫ – ଲୁଟେରାଙ୍କୁ ଧରିବା ବେଳେ ପୁଲିସକୁ ଆକ୍ରମଣ

ଟି ସୌରି ଙ୍କୁ ପ୍ରତିଭା ସମ୍ମାନ – ନିଜ ଗିତରେ ଦର୍ଶକଙ୍କୁ କଲେ ବିଭୋର

ଅନୁଗୁଳ - ଅନୁଗୁଳର ଅଗ୍ରଣୀ ସେବା ଓ ସାଂସ୍କୃତିକ ଅନୁଷ୍ଠାନ କଳାକାର ଦ୍ଵାରା , ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଭାଗିତାରେ ସଭାଘରଠାରେ ଦୁଇଦିନିଆ ବୋଇତ ବନ୍ଦାଣ ମହୋତ୍ସବ ଓ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଉଦଯାପିତ୍ ହୋଇଯାଇଛି। ସୋମବାର…

Continue Reading ଟି ସୌରି ଙ୍କୁ ପ୍ରତିଭା ସମ୍ମାନ – ନିଜ ଗିତରେ ଦର୍ଶକଙ୍କୁ କଲେ ବିଭୋର

୬ ଜଣିଆ ଲୁଟେରା ଗ୍ୟାଙ୍ଗକୁ ଗିରଫ କଲା ପୁଲିସ – ଟଙ୍କା ଓ ମାରଣାସ୍ତ୍ର ଜବତ

ଅନୁଗୁଳ - ଅନୁଗୁଳ ପୁଲିସ ପଞ୍ଝାରେ ୬ ଜଣିଆ ଲୁଟେରା ଗ୍ୟାଙ୍ଗ୍ । ଅନୁଗୁଳ ଟାଉନ୍ ଥାନା ପୁଲିସ୍ ଏହି ୬ ଜଣିଆ ଲୁଟେରା ଗ୍ୟାଙ୍ଗଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ଅମଲାପଡ଼ା ମୁସଲିମସାହିର ଏସ କେ ଅନିସ୍…

Continue Reading ୬ ଜଣିଆ ଲୁଟେରା ଗ୍ୟାଙ୍ଗକୁ ଗିରଫ କଲା ପୁଲିସ – ଟଙ୍କା ଓ ମାରଣାସ୍ତ୍ର ଜବତ

ଅତ୍ଯାଧୁନିକ ଲଣ୍ଡ୍ରି ଓ ଡ୍ରାଏ କ୍ଲିନିକ “ଟମ୍ବଲ ଡ୍ରାଏ” ଉଦଘାଟିତ

ଅନୁଗୁଳ - ଅନୁଗୁଳ ସହର ଗାନ୍ଧୀମାର୍ଗରେ ସୋମବାର ଏକ ଅତ୍ଯାଧୁନିକ ଲଣ୍ଡ୍ରି ଓ ଡ୍ରାଏ କ୍ଲିନିକ ଉଦଘାଟିତ ହୋଇ ଯାଇଛି । ଟମ୍ବଲ ଡ୍ରାଏ ନାମକ ଏହି ଲଣ୍ଡ୍ରି ଓ ଡ୍ରାଏ କ୍ଲିନିକକୁ ଆଜି ପରିଚାଳକ ଟୁନା ବେହେରାଙ୍କ ମା ରେଣୁକା…

Continue Reading ଅତ୍ଯାଧୁନିକ ଲଣ୍ଡ୍ରି ଓ ଡ୍ରାଏ କ୍ଲିନିକ “ଟମ୍ବଲ ଡ୍ରାଏ” ଉଦଘାଟିତ