ବ୍ଯାଙ୍କରେ ଅଗ୍ନୀକାଣ୍ଡ – ଜଳିଗଲା କମ୍ପ୍ୟୁଟର ଓ ଜରୁରୀ କାଗଜପତ୍ର

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ଏନଟିପିସି ବଜାରରେ ଥିବା ଆକ୍ସିସ ବ୍ୟାଙ୍କରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବ୍ୟାପକ ସମ୍ପତି ପୋଡ଼ି ପାଉଁଶ ହୋଇଯାଇଛି । ସୂଚନା ଅନୁସାରେ ,ଗୁରୁବାର ରାତି ପ୍ରାୟ ୨ଟା ୩୦ମିନିଟ ସମୟରେ…

Continue Reading ବ୍ଯାଙ୍କରେ ଅଗ୍ନୀକାଣ୍ଡ – ଜଳିଗଲା କମ୍ପ୍ୟୁଟର ଓ ଜରୁରୀ କାଗଜପତ୍ର

ବେଆଇନ ଭାବେ ଗଛିତ ବାଣ ଗୋଦାମରେ ଚଢାଉ – ବିପୁଳ ବାଣ ଜବତ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ବାଘୁଆବୋଲ ଅଙ୍ଗାରୁଆ ୨୧ ନମ୍ବର ୱାର୍ଡ ଅଂଚଳ ଏକ ଘରୁ ବିପୁଳ ପରିମାଣର ବାଣ ଜବତ । ପୁଲିସ ଓ ପ୍ରଶାସନ ପକ୍ଷରୁ ବେଆଇନ ଭାବେ ମହଜୁଦ ଥିବା ଖବର ପାଇ ଚଢ଼ାଉ କରା…

Continue Reading ବେଆଇନ ଭାବେ ଗଛିତ ବାଣ ଗୋଦାମରେ ଚଢାଉ – ବିପୁଳ ବାଣ ଜବତ

ପାରିବାରିକ କଳହରୁ ସ୍ୱାମୀର ଯୌନାଙ୍ଗ କାଟିଦେଲା ସ୍ତ୍ରୀ

ଅନୁଗୁଳ - ସ୍ୱାମୀ - ସ୍ତ୍ରୀ ଝଗଡାରେ ସ୍ୱାମୀର ଯୌନାଙ୍ଗ କାଟିଦେଲା ସ୍ତ୍ରୀ । ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ କାଣ୍ଡସର ଗ୍ରାମର ଦାଣ୍ଡିଆ ସାହିରେ ଘଟିଛି ଏଭଳି ଘଟଣା । ଗୁରୁତର ସ୍ୱାମୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

Continue Reading ପାରିବାରିକ କଳହରୁ ସ୍ୱାମୀର ଯୌନାଙ୍ଗ କାଟିଦେଲା ସ୍ତ୍ରୀ

୪ ଲକ୍ଷ ୧୦ ହଜାର ଟଙ୍କା ମୂଲ୍ଯର ବ୍ରାଉନସୁଗାର ଜବତ – ଜଣେ ଗିରଫ

ଅନୁଗୁଳ - ପାର୍ବଣ ବେଳେ ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି । ତାଳଚେର ସହର ଉପକଣ୍ଠ ଓରା ସାହିରୁ ୪୧ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣେ ବେପାରିକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ଜଣଙ୍କ…

Continue Reading ୪ ଲକ୍ଷ ୧୦ ହଜାର ଟଙ୍କା ମୂଲ୍ଯର ବ୍ରାଉନସୁଗାର ଜବତ – ଜଣେ ଗିରଫ

ସଂଗଠନ ହେଉଛି ଦୁର୍ବଳ – ଦାୟିତ୍ୱ ନେବେ ରଜନୀ !!!

ଅନୁଗୁଳ - (ଅନୁଗୁଳ ଅନଲାଇନ୍) - ଆଗକୁ ସାଧାରଣ ନିର୍ବାଚନ । ଏବେଠାରୁ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରିବା ସହ ସାଧାରଣ ଲୋକଙ୍କ ମନ ଜିଣିବାକୁ ଚେଷ୍ଟା କଲେଣି । ତେବେ ଏହି ସମୟରେ ଅନୁଗୁଳ ଜିଲ୍ଲା ବିଜେଡିକୁ ଘାରିଛି…

Continue Reading ସଂଗଠନ ହେଉଛି ଦୁର୍ବଳ – ଦାୟିତ୍ୱ ନେବେ ରଜନୀ !!!

ପୂଜା ନାଁରେ ଚାନ୍ଦା ଆଦାୟ ଅଭିଯୋଗରେ ତିନି ଗିରଫ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ବାଲିପଟ୍ଟା ଗାଁରେ କାଳୀପୂଜା ପାଇଁ ବିଭିନ୍ନ ଯାନବାହାନରୁ ବେଆଇନ ଚାନ୍ଦା ଆଦାୟ କରୁଥିବା ଅଭିଯୋଗରେ ପୁଲିସ ୩ ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୁଚନା ଅନୁସାରେ…

Continue Reading ପୂଜା ନାଁରେ ଚାନ୍ଦା ଆଦାୟ ଅଭିଯୋଗରେ ତିନି ଗିରଫ

ପାନ ଦୋକାନରୁ ବିପୁଳ ମଦ ଜବତ

ଅନୁଗୁଳ - ଅନୁଗୁଳ ସହର ମିଶ୍ରପଡାର ଏକ ପାନ ଦୋକାନରେ ପୁଲିସର ଚଢ଼ାଉ କରି ବିପୁଳ ପରିମାଣର ବିଦେଶୀ ମଦ ଜବତ । ଏହା ସହ ଦୋକାନୀ ମୁକେଶ କୁମାର ପୋଦାରକୁ ଗିରଫ କରି କୋର୍ଟ ଚାଲାଣ କରା ଯାଇଛି ।…

Continue Reading ପାନ ଦୋକାନରୁ ବିପୁଳ ମଦ ଜବତ

ଲକ୍ଷ୍ମୀ ପୂଜାରେ ୧୮ ପ୍ଲାଟୁନ୍‌ ଫୋର୍ସ ସଜାଗ ରହିବେ

ଅନୁଗୁଳ - ଗଜଲକ୍ଷ୍ମୀ ପୂଜା ପାଇଁ ଅନୁଗୁଳ ସହର ସଜେଇ ହେଲାଣି । ଚଳିତ ବର୍ଷ ସହରର ୩୬ ଟି ମଣ୍ଡପରେ ପୁଜା ପାଇବେ ମା ଧନଦାତ୍ରୀ । ଏଥିପାଇଁ ସବୁ ପୁଜା ମଣ୍ଡପର କର୍ମକର୍ତ୍ତା ମାନେ ଜୋରସୋରରେ ପ୍ରସ୍ତୁତି କରୁଛନ୍ତି…

Continue Reading ଲକ୍ଷ୍ମୀ ପୂଜାରେ ୧୮ ପ୍ଲାଟୁନ୍‌ ଫୋର୍ସ ସଜାଗ ରହିବେ

ଚିଠା ଭୋଟର ତାଲିକା ଉନ୍ମୋଚନ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ଚିଠା ଭୋଟର ତାଲିକା ଆଜି ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ଯାଳୟର କୋର୍ଟ ରୁମ ଠାରେ ଉନ୍ମୋଚନ କରା ଯାଇଛି । ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏହାକୁ ଆଜି ବିଧିବଧ ଭାବେ ଉନ୍ମୋଚନ କରିଥିବା ବେଳେ…

Continue Reading ଚିଠା ଭୋଟର ତାଲିକା ଉନ୍ମୋଚନ

ଘର ତାଲା ଭାଙ୍ଗି ଲୁଟି ନେଲେ ଟଙ୍କା , ସୁନା , ସ୍କୁଟି ସହ ବାସନକୁସନ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ମହାଦେବବିହାର ଅଞ୍ଚଳରେ ଘର ଲୋକ ନଥିବା ବେଳେ ତାଲା ଭାଙ୍ଗି ଏକ ବଡ଼ ଧରଣର ଲୁଟ ହୋଇଛି । ଖବର ପାଇ ତାଳଚେର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।…

Continue Reading ଘର ତାଲା ଭାଙ୍ଗି ଲୁଟି ନେଲେ ଟଙ୍କା , ସୁନା , ସ୍କୁଟି ସହ ବାସନକୁସନ

ପଥର ଖୋଲରୁ ଯୁବକଙ୍କ ମୃତଦେହ ଉଦ୍ଧାର – ତିନି ଶିକାରୀ ଗିରଫ

କଣିହାଁ - ବାରହା ଶିକାର ପାଇଁ ଶିକାରୀ ବିଛାଇଥିବା ବିଦ୍ୟୁତ ଫାଶରେ ପଡ଼ି ଯୁବକ ମୃତ୍ଯୁ ଘଟଣାରେ ପୁଲିସ ତିନି ଜଣଙ୍କୁ ଗିରଫ କରିଛି । ଗତ ଦୁଇ ଦିନ ତଳେ ଯୁବକଙ୍କ ଫାଶରେ ପଡି ମୃତ୍ଯୁ ହେବା ପରେ ପାହାଡ଼…

Continue Reading ପଥର ଖୋଲରୁ ଯୁବକଙ୍କ ମୃତଦେହ ଉଦ୍ଧାର – ତିନି ଶିକାରୀ ଗିରଫ

ଭେଣ୍ଡିଂ ଜୋନରୁ ବ୍ରାଉନସୁଗାର ଜବତ , ଚାରି ଗିରଫ

ଅନୁଗୁଳ - ପାର୍ବଣ ବେଳେ ଆକ୍ଟିଭ ମୋଡରେ ଅନୁଗୁଳ ଜିଲ୍ଲା ପୁଲିସ । ମୁଖ୍ଯତଃ ବ୍ରାଉନସୁଗାର ବେପାରୀ ଓ ବେପାର ଉପରେ ଏହି ସମୟରେ ପୁଲିସ କଡା ନଜର ରଖିଛି । ଅନୁଗୁଳ ଟାଉନ୍ ଥାନା ଅନ୍ତର୍ଗତ ଟାଉନ ହାଇସ୍କୁଲ ସମ୍ମୁଖରେ…

Continue Reading ଭେଣ୍ଡିଂ ଜୋନରୁ ବ୍ରାଉନସୁଗାର ଜବତ , ଚାରି ଗିରଫ

ଭାତୃ ହତ୍ଯାକାରୀକୁ ଆଜୀବନ କାରାଦଣ୍ଡ

ଅନୁଗୁଳ - ୨୦୨୦ ମସିହା ଅପ୍ରେଲ ୧୦ ତାରିଖ ନିଶା ଶିଳ୍ପାଞ୍ଚଳ ଥାନା ସାନକେରଜାଙ୍ଗ ଗାଁରେ ଘଟିଥିବା ଏକ ହତ୍ୟା ମାମଲାର ରାୟ ଶୁକ୍ରବାର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ଵତନ୍ତ୍ର ଭିଜିଲାନ୍ସ କୋର୍ଟରେ ପ୍ରକାଶ ପାଇଛି । ଅତିରିକ୍ତ…

Continue Reading ଭାତୃ ହତ୍ଯାକାରୀକୁ ଆଜୀବନ କାରାଦଣ୍ଡ

ପବିତ୍ର ଦଶହରାରେ ଲକ୍ଷ୍ମୀ ହୋଣ୍ଡା ତରଫରୁ ସ୍କ୍ରାଚ ଏଣ୍ଡ ୱିନ ଅଫର

ଅନୁଗୁଳ - ହୋଣ୍ଡା ମୋଟରସାଇକେଲ ଏବଂ ସ୍କୁଟରର ଅଧିକୃୃତ ବିକ୍ରେତା ଲକ୍ଷ୍ମୀ ହୋଣ୍ଡାରେ ପବିତ୍ର ଦଶହରା ଉପଲକ୍ଷେ ବିଜୟ ଉତ୍ସବ ଆରମ୍ଭ ହୋଇଯାଇଛି । ଯେଉଁଥିରେ ଗ୍ରାହକ ମାନେ ହୋଣ୍ଡାର ଯେକୌଣସି ଦୁଇ ଚକିଆ ଗାଡି କିଣିଲେ ସ୍କ୍ରାଚ କାର୍ଡ ମାଧ୍ୟମରେ…

Continue Reading ପବିତ୍ର ଦଶହରାରେ ଲକ୍ଷ୍ମୀ ହୋଣ୍ଡା ତରଫରୁ ସ୍କ୍ରାଚ ଏଣ୍ଡ ୱିନ ଅଫର

ଆଦର୍ଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ ପକ୍ଷରୁ ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆଦର୍ଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ ପକ୍ଷରୁ ଏକ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି । ଅନୁଗୁଳ ସଭାଘର ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଇଡି କଲେଜ ଅଧ୍ୟକ୍ଷ ପ୍ରଫେସର…

Continue Reading ଆଦର୍ଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ ପକ୍ଷରୁ ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ