ରାସ୍ତାରେ ପାଇଖାନା – ଯିବା ଆସିବାରେ ଆସୁବିଧା ଭୋଗୁଛନ୍ତି ଲୋକେ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ବଡକେରାଜାଙ୍ଗ ଗାଁର ଏକ ପରିବାର ସରକାରୀ ଜାଗାରେ ଜୋର ଜବରଦସ୍ତ ପାଇଖାନା ଓ ଟାଙ୍କି ନିର୍ମାଣ କରିବା ଫଳରେ ସାଧାରଣ ଲୋକ ରାସ୍ତାରେ ଯିବା ଆସିବା କରିବାରେ ଅସୁବିଧା ଭୋଗୁଥିବା ଅଭିଯୋଗ ହୋଇଛି…

Continue Reading ରାସ୍ତାରେ ପାଇଖାନା – ଯିବା ଆସିବାରେ ଆସୁବିଧା ଭୋଗୁଛନ୍ତି ଲୋକେ

ମଞ୍ଚାରେ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ଯା

ଅନୁଗୁଳ - (ଅନୁଗୁଳ ଅନଲାଇନ୍)-୦୯/୧୦ - ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା ଓଲାବିର ଗାଁରେ ବିଲମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟି ଯାଇଛି । ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବେଳେ ଜଣେ ଯୁବକଙ୍କୁ କେହି ବେକକୁ ଆକ୍ରମଣ କରି ହତ୍ୟା…

Continue Reading ମଞ୍ଚାରେ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ଯା

ଫୁଡ୍ ଫର ଲାଇଫ୍ କାର୍ଯ୍ୟକ୍ରମରେ ଅସହାୟଙ୍କୁ ଖାଦ୍ୟ ବଣ୍ଟନ

ଅନୁଗୁଳ - ଅନ୍ତଃରାଷ୍ଟ୍ରୀୟ କୃଷ୍ଣ ଭାବନାମୃତ ସଂଘ (ଇସ୍କନ୍) ଅନୁଗୁଳ ପକ୍ଷରୁ ରବିବାର ସୌଭାଗ୍ୟ ନଗର ବସ୍ତି, ତାମ୍ରିତ୍ କଲୋନୀ, ଅନୁଗୋଳ ରେ ଫୁଡ୍ ଫର ଲାଇଫ୍ କାର୍ଯ୍ୟକ୍ରମ ରେ ଅସହାୟଙ୍କୁ ଖାଦ୍ୟ ବଣ୍ଟନ କରାଯାଇଥିଲା । ଇସ୍କନ୍ ର ପ୍ରତିଷ୍ଠାତା…

Continue Reading ଫୁଡ୍ ଫର ଲାଇଫ୍ କାର୍ଯ୍ୟକ୍ରମରେ ଅସହାୟଙ୍କୁ ଖାଦ୍ୟ ବଣ୍ଟନ

ଶିକ୍ଷକଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା

ଅନୁଗୁଳ - ଅନୁଗୁଳ ବ୍ଲକ୍‌ ଇଙ୍କରବନ୍ଧ ଗାଁର ସଭାପତି ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରମୋଦ ଚନ୍ଦ୍ର ପ୍ରଧାନ(୭୧)ଙ୍କର ଶନିବାର ସନ୍ଧ୍ୟାରେ ପରଲୋକ ହୋଇଛି । କିଛିଦିନ ହେଲା ସେ ଲିଭରଜନିତ ରୋଗର ଶିକାର ହୋଇ ଭୁବନେଶ୍ବରରେ ଚିକିତ୍ସିତ ହେଉଥିଲେ ।…

Continue Reading ଶିକ୍ଷକଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା

ଉପହାର ପାଇବା ଲୋଭରେ ହରାଇଲେ ଲକ୍ଷେ ଟଙ୍କା

ଅନୁଗୁଳ - ସାଇବର ଠକେଇ ନେଇ ପୁଲିସ ପକ୍ଷରୁ ସଚେତନ କରା ଯାଉଛି । ଏହି ସଚେତନତା ସପ୍ତାହ ଭିତରେ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଉପହାର ପାଇବା ଲୋଭରେ ସାଇବର ଠକଙ୍କ ହାବୁଡ଼ରେ ପଡି ପ୍ରାୟ ଏକ ଲକ୍ଷ ଟଙ୍କା…

Continue Reading ଉପହାର ପାଇବା ଲୋଭରେ ହରାଇଲେ ଲକ୍ଷେ ଟଙ୍କା

ପ୍ରାତଃ ଭ୍ରମଣ କରୁଥିବା ବେଳେ ଗାଡି ଧକ୍କାରେ ଦୁଇ ମୃତ

ପାଲଲହଡା - ଜାତୀୟ ରାଜପଥ କଡରେ ପ୍ରାତଃ ଭ୍ରମଣ କରୁଥିବା ବେଳେ ଅଜଣା ଗାଡି ଧକ୍କା ଦେବା ଫଳରେ ଦୁଇ ଜଣଙ୍କ ମୃତ୍ଯୁ ହୋଇଛି I  ଆଜି(ରବିବାର୍) ସକାଳ ପ୍ରାୟ ୬ ଟା ବେଳେ ପାଳଲହଡା ଥାନା ଅନ୍ତର୍ଗତ ୪୯ ଜାତୀୟ…

Continue Reading ପ୍ରାତଃ ଭ୍ରମଣ କରୁଥିବା ବେଳେ ଗାଡି ଧକ୍କାରେ ଦୁଇ ମୃତ

ମୋଟରସାଇକେଲ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ

ଅନୁଗୁଳ - ଅନୁଗୁଳ ଦେଇ ଯାଇଥିବା ଜାତୀୟ ରାଜପଥରେ ଦୁର୍ଘଟଣାରେ ପୁଣି ଜଣଙ୍କର ମୃତ୍ୟୁ ହୋଇଛି । ମୋଟରସାଇକେଲ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ମୁଷାପାପୁଲି ଗାଁର ପରି ସାହୁ (୪୮) ବୋଲି ଜଣା ପଡ଼ିଛି…

Continue Reading ମୋଟରସାଇକେଲ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ

ମହିଳାଙ୍କୁ ପ୍ରେମ ନିବେଦନ କରିବାକୁ ଯାଇ ଫସିଗଲେ ପୁଲିସ ବାବୁ

ଅନୁଗୁଳ - ଘରେ କେହି ନଥିବା ବେଳେ ତଦନ୍ତର ଆଳ ଦେଖାଇ ଘର ଭିତରକୁ ଯାଇ ଜଣେ ମହିଳାଙ୍କୁ ପ୍ରେମ ନିବେଦନ କରି ଶୁକ୍ରବାର ଜଣେ ପୁଲିସ ବାବୁ ଆଡୁଆରେ ପଡି ଯାଇ ଥିଲେ । ମହିଳା ଓ ତାଙ୍କ ସମ୍ପର୍କୀୟ…

Continue Reading ମହିଳାଙ୍କୁ ପ୍ରେମ ନିବେଦନ କରିବାକୁ ଯାଇ ଫସିଗଲେ ପୁଲିସ ବାବୁ

ସରୁନି ତାଳଚେର ସାର କାରଖାନା କାମ – ଦୁଇଦୁଇ ଥର କଣ୍ଟ ବଢ଼ାଇଲେଣି ସରକାର

ତାଳଚେର - ତାଳଚେର ସାର କାରଖାନାର ଶିଳାନ୍ୟାସକୁ ୫ ବର୍ଷ ପୂରିଲା , ହେଲେ ବି କାମ ସରୁ ନାହିଁ କି ଆସନ୍ତା ଏକ ବର୍ଷ ଭିତରେ କାର୍ଯ୍ୟକ୍ଷମ ହେବା ଭଳିଆ ଆଶା ଦେଖା ଯାଉ ନାହିଁ । ସେପଟେ କାର୍ଯ୍ୟକ୍ଷମ…

Continue Reading ସରୁନି ତାଳଚେର ସାର କାରଖାନା କାମ – ଦୁଇଦୁଇ ଥର କଣ୍ଟ ବଢ଼ାଇଲେଣି ସରକାର

ରେଳ ଧାରଣାରୁ ରେଲୱେ କର୍ମଚାରୀଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଜରପଡା ରେଳ ଷ୍ଟେସନ ନିକଟ ରେଳ ଧାରଣାରୁ ଜଣେ ରେଳ କର୍ମଚାରୀଙ୍କ ଖଣ୍ତ ବିଖଣ୍ତିତ ମୃତ ଦେହ ଉଦ୍ଧାର ହୋଇଛି । ମୃତ କର୍ମଚାରୀ ଜଣଙ୍କ ହେଲେ ତାଳଚେର ଗୁରୁଜାଙ୍ଗୁଲି ଗାଁର ବିନୋଦ କୁମାର ଧର…

Continue Reading ରେଳ ଧାରଣାରୁ ରେଲୱେ କର୍ମଚାରୀଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

୨୦୨୬ ପୂର୍ବରୁ ଚାଲିପାରିବନି ତାଳଚେର ମେଡିକାଲ କଲେଜ !!

ଅନୁଗୁଳ - ତାଳଚେର ‌ମେଡିକାଲ କଲେଜ ୨୦୨୬-୨୭ରେ କାର୍ଯ୍ୟକ୍ଷମ ହେବ । ବିଧାନସଭାରେ ରାଜ୍ୟ ସରକାର ଏକଥା କହିଛନ୍ତି । ଅକ୍ଟୋବରରୁ ଏହି ମେଡିକାଲ କଲେଜରେ ରୋଗୀସେବା ଆରମ୍ଭ ହେବ ବୋଲି ଅପେକ୍ଷା କରିଥିଲା ବେଳେ ବିଧ‌ାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବିବୃତି ଲୋକଙ୍କ…

Continue Reading ୨୦୨୬ ପୂର୍ବରୁ ଚାଲିପାରିବନି ତାଳଚେର ମେଡିକାଲ କଲେଜ !!

ତାଳଚେର ଟ୍ରକ ମାଲିକ ସଙ୍ଘ ପକ୍ଷରୁ ଧର୍ମଘଟ ଡାକରା

ତାଳଚେର - ତାଳଚେର ଟ୍ରକ ମାଲିକ ସଙ୍ଘ ପକ୍ଷରୁ ଧର୍ମଘଟ ଡାକରା । ବିଭିନ୍ନ ଦାବିନେଇ ଆସନ୍ତା ୧୦ ତାରିଖ ଠାରୁ ସମସ୍ତ କୋଇଲା ଖଣିରୁ ଟ୍ରକ ଯୋଗେ କୋଇଲା ପରିବହନ ଅନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ବନ୍ଦ କରାଯିବ । ଆଜି…

Continue Reading ତାଳଚେର ଟ୍ରକ ମାଲିକ ସଙ୍ଘ ପକ୍ଷରୁ ଧର୍ମଘଟ ଡାକରା

ଦୂର୍ଘଟଣାରେ ଅଙ୍ଗନୱାଡି କର୍ମୀଙ୍କ ମୃତ୍ଯୁ

ତାଳଚେର -ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ହରିହରପୁର ପଞ୍ଚାୟତ ବଲାଙ୍ଗୀ ଗ୍ରାମର ଅଙ୍ଗନୱାଡି କର୍ମୀ ଅନଙ୍ଗମଞ୍ଜରୀ ସିଂଙ୍କର ରବିବାର ଏକ ସଡକ ଦୁର୍ଘଟଣା ମୃତ୍ଯୁ ହୋଇଛି । ତାଙ୍କ ମୃତ୍ଯୁ ଖବର ଜଣା ପଡିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ…

Continue Reading ଦୂର୍ଘଟଣାରେ ଅଙ୍ଗନୱାଡି କର୍ମୀଙ୍କ ମୃତ୍ଯୁ

ଜାତୀୟ ସ୍ବେଚ୍ଛାକୃତ ରକ୍ତଦାନ ଦିବସ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ଅନୁଗୁଳ - ଜାତୀୟ ସ୍ବେଚ୍ଛାକୃତ ରକ୍ତଦାନ ଦିବସ ଅବସରରେ ରବିବାର ଅମଲାପଡ଼ାର ମା’ ବାସନ୍ତୀ ଦୁର୍ଗାପୂଜା ପଡ଼ିଆରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ମୋ ପରିବାର ଜୀବନବିନ୍ଦୁ, ସନ୍ଥ ନିରଙ୍କରି ମଣ୍ଡଳ ଓ ବାଣୀରୂପା ଷ୍ଟଡି…

Continue Reading ଜାତୀୟ ସ୍ବେଚ୍ଛାକୃତ ରକ୍ତଦାନ ଦିବସ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ବ୍ୟବସାୟୀଙ୍କଠାରୁ ୭ ଲକ୍ଷ ଲୁଟିନେଲେ ସାଇବର ଲୁଟେରା

ଅନୁଗୁଳ - ଅନୁଗୁଳ ଜିଲ୍ଲା ଏଫ ସି ଆଇ ନିଉ ମାର୍କେଟର ଜଣେ ବ୍ୟବସାୟୀଙ୍କ ଠାରୁ ଥର ଥର କରି ୭ ଲକ୍ଷ ୧୨ ହଜାର ଟଙ୍କା ସାଇବର ଲୁଟେରା ଲୁଟି ନେଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ତାଳଚେର…

Continue Reading ବ୍ୟବସାୟୀଙ୍କଠାରୁ ୭ ଲକ୍ଷ ଲୁଟିନେଲେ ସାଇବର ଲୁଟେରା