ଦୁଷ୍କର୍ମ ଅଭିଯୁକ୍ତକୁ ୧୨ ବର୍ଷ ସଶ୍ରମ କାରାଦଣ୍ଡ

ତାଳଚେର(ଅନୁଗୁଳ ଅନଲାଇନ୍)-୨୧/୦୯ - ଏକ ଦୁଷ୍କର୍ମ ମାମଲାର ଶୁଣାଣି କରି ତାଳଚେର ଅତିରିକ୍ତ ଜିଲ୍ଲା ଦୌରାଜଜ ରବୀନ୍ଦ୍ର କୁମାର ଦାସ ଅଭିଯୁକ୍ତକୁ ୧୨ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ ହଜାର ଟଙ୍କା ଜୋରିମନା ଦେବାକୁ ଆଦେଶ ଦେଇଛନ୍ତି । ସୂଚନା…

Continue Reading ଦୁଷ୍କର୍ମ ଅଭିଯୁକ୍ତକୁ ୧୨ ବର୍ଷ ସଶ୍ରମ କାରାଦଣ୍ଡ

ନାବାଳିକା ଦୁଷ୍କର୍ମକାରୀ ବୃଦ୍ଧଙ୍କୁ ୫ ବର୍ଷ କାରାଦଣ୍ଡ

ଅନୁଗୁଳ(ଅନୁଗୁଳ ଅନଲାଇନ୍) -୨୧/୦୯ - ଅନୁଗୁଳ ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ପକ୍ସୋ ସ୍ବତନ୍ତ୍ର ଅଦାଲତ ଗୁରୁବାର ଜଣେ ଜଣେ ୭୩ ବର୍ଷର ଦୁଷ୍କର୍ମକାରୀଙ୍କୁ ୫ ବର୍ଷର କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜୋରିମାନା ଦେବାକୁ ଦଣ୍ଡାଦେଶ ଶୁଣାଇଛନ୍ତି…

Continue Reading ନାବାଳିକା ଦୁଷ୍କର୍ମକାରୀ ବୃଦ୍ଧଙ୍କୁ ୫ ବର୍ଷ କାରାଦଣ୍ଡ

ମୋଟସାଇକେଲ ଚୋରୀ ଗ୍ଯାଙ୍ଗ ଗିରଫ – ଦୁଇ ନାବାଳକ ଥିଲେ ମାଷ୍ଟର ମାଇଣ୍ଡ

ଅନୁଗୁଳ -(ଅନୁଗୁଳ ଅନଲାଇନ୍)- ୨୧/୦- ଅନୁଗୁଳ ଜିଲ୍ଲା ପୁଲିସକୁ ପୁଣି ଏକ ବଡ଼ ସଫଳତା । ଜିଲ୍ଲାର ବିଭିନ୍ନ ସ୍ଥାନରୁ ମୋଟରସାଇକେଲ ଚୋରୀ କରୁଥିବା ଏକ ମୋଟରସାଇକେଲ ଚୋର ଗ୍ୟାଙ୍ଗର ୫ ସଦସ୍ୟଙ୍କୁ ଗିରଫ କରିବା ସହ ଚୋରୀ ହୋଇଥିବା ୬…

Continue Reading ମୋଟସାଇକେଲ ଚୋରୀ ଗ୍ଯାଙ୍ଗ ଗିରଫ – ଦୁଇ ନାବାଳକ ଥିଲେ ମାଷ୍ଟର ମାଇଣ୍ଡ

ହାତୀ ଆକ୍ରମଣରେ ବୃଦ୍ଧ ମୃତ, ପ୍ରତିବାଦରେ ରାସ୍ତାରୋକ

ଅନୁଗୁଳ - ଅନୁଗୁଳ ବ୍ଲକ ବସଲା ଗ୍ରାମର ଜଣେ ବ୍ୟକ୍ତି ବୁଧବାର ସକାଳୁ ଶୌଚ ହେବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ଏହାର ପ୍ରତିବାଦରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଲୋକେ ରାସ୍ତା ଅବରୋଧ…

Continue Reading ହାତୀ ଆକ୍ରମଣରେ ବୃଦ୍ଧ ମୃତ, ପ୍ରତିବାଦରେ ରାସ୍ତାରୋକ

ପୂଜା ଚାନ୍ଦା ମାଗି ବନ୍ଧା ହେଲେ ୩ ଯୁବକ

ଅନୁଗୁଳ - ଅନୁଗୁଳ ଥାନା ଅନ୍ତର୍ଗତ କୁରୁଡୁଲୁ ଅଞ୍ଚଳରେ ଚାନ୍ଦା ମାଗୁଥିବା ବେଳେ ପୁଲିସ ୩ ଜଣଙ୍କୁ ଗିରଫ କରିଛି । ଆଦାୟ କରିଥିବା ଟଙ୍କାକୁ ଜବତ କରି ୩ ଜଣଙ୍କୁ କୋର୍ଟ ଚାଲାଣ କରିଛି । ଗିରଫ ହୋଇଥିବା ଯୁବକମାନେ…

Continue Reading ପୂଜା ଚାନ୍ଦା ମାଗି ବନ୍ଧା ହେଲେ ୩ ଯୁବକ

ପୂଜା ପୁର୍ବରୁ ପୁଲିସକୁ ବଡ ସଫଳତା – ଆଠ ଜଣିଆ ଲୁଟେରା ଗ୍ଯାଙ୍ଗ ଗିରଫ

ଅନୁଗୁଳ -  (ଅନୁଗୁଳ ଅନଲାଇନ) – ୧୯/୦୯ - ପାର୍ବଣ ଋତୁ ପୂର୍ବରୁ ଅନୁଗୁଳ ପୁଲିସକୁ ବଡ ସଫଳତା ମିଳିଛି । ମାସେ ଭିତରେ ୧୦ ରୁ ଅଧିକ ଲୁଟ ଘଟଣାରେ ସଂପୃକ୍ତ ଥିବା ଆଉ ପୁଲିସର ନିଦ ହଜେଇ ଦେଇଥିବା…

Continue Reading ପୂଜା ପୁର୍ବରୁ ପୁଲିସକୁ ବଡ ସଫଳତା – ଆଠ ଜଣିଆ ଲୁଟେରା ଗ୍ଯାଙ୍ଗ ଗିରଫ

ଜିଲ୍ଲାରେ ବଢୁଛି ଲୁଟପାଟ୍ – ପୁଲିସ ପାଇଁ କଡା ଚ୍ୟାଲେଞ୍ଜ

ଅନୁଗୁଳ - (ଅନୁଗୁଳ ଅନଲାଇନ) - ୧୮/୦୯ - ଅନୁଗୁଳ ଜିଲ୍ଲା ଏବେ ଏକ ପ୍ରକାର ଅସୁରକ୍ଷିତ ହୋଇ ପଡ଼ିଛି । ପୁଲିସ୍‌ ନିଷ୍କ୍ରିୟତା ଯୋଗୁଁ ଜିଲ୍ଲାରେ ଲୁଟେରା ମାନେ ବେଶ ଫାଇଦା ଉଠାଇ ଚାଲିଛନ୍ତି । ଜିଲ୍ଲାର ବିଭିନ୍ନ ସ୍ଥାନରେ…

Continue Reading ଜିଲ୍ଲାରେ ବଢୁଛି ଲୁଟପାଟ୍ – ପୁଲିସ ପାଇଁ କଡା ଚ୍ୟାଲେଞ୍ଜ

୫ ଲକ୍ଷ ଟଙ୍କା ମୂଲ୍ଯର ବ୍ରାଉନସୁଗାର ସହ ୪ ଗିରଫ

ଅନୁଗୁଳ - ଆରମ୍ଭ ହୋଇ ଯାଇଛି ପାର୍ବଣର ଋତୁ । ଏହାକୁ ଆଖି ଆଗରେ ରଖି ଅନୁଗୁଳ ପୁଲିସ ଆରମ୍ଭ କରି ଦେଇଛି ନିଶା ବେପାରୀଙ୍କ ଉପରେ ଚଢ଼ାଉ। ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କ ନିର୍ଦେଶରେ ଆଜି ତାଳଚେର…

Continue Reading ୫ ଲକ୍ଷ ଟଙ୍କା ମୂଲ୍ଯର ବ୍ରାଉନସୁଗାର ସହ ୪ ଗିରଫ

ମହିଳା ସଂଘ ସଦସ୍ଯାଙ୍କ ଠାରୁ ଟଙ୍କା ଠକେଇ ଘଟଣା- ମା ଓ ଝିଅ ଗିରଫ

ଅନୁଗୁଳ - ମହିଳା ସଂଘର ସଭାନେତ୍ରୀ ହୋଇ ମହିଳାଙ୍କ ନାମରେ ବ୍ଯାଙ୍କରୁ ଋଣ ନେବା ସହ ମହିଳା ମାନଙ୍କ ଠାରୁ ଧାର ଆକାରରେ ଟଙ୍କା ନେଇ ଫେରାର ହୋଇଯାଇଥିବା ମହିଳା ସଭାନେତ୍ରୀ ମମତା ସ୍ବାଇଁକୁ ପୁଲିସ ଗିରଫ କରିଛି । ମହିଳା…

Continue Reading ମହିଳା ସଂଘ ସଦସ୍ଯାଙ୍କ ଠାରୁ ଟଙ୍କା ଠକେଇ ଘଟଣା- ମା ଓ ଝିଅ ଗିରଫ

ଜାତୀୟ ରାଜପଥ ବିରୁଦ୍ଧରେ ୬ ଥାନାରେ ଅଭିଯୋଗ

ଅନୁଗୁଳ -(ଅନୁଗୁଳ ଅନଲାଇନ୍) - ଜାତୀୟ ରାଜପଥ ବିଭାଗ ନାମରେ ଥାନାରେ ଅଭିଯୋଗ । ଏକାଥରକେ ୬ ଟି ଥାନାରେ ଅଭିଯୋଗ କଲା ଅନୁଗୁଳ ଓକିଲ ସଂଘ । ସୂଚନା ଅନୁସାରେ ୨୦୧୭ ମସିହାରୁ ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ…

Continue Reading ଜାତୀୟ ରାଜପଥ ବିରୁଦ୍ଧରେ ୬ ଥାନାରେ ଅଭିଯୋଗ

ଯୁବକକୁ ପିଟି ପିଟି ହତ୍ଯା ଅଭିଯୋଗ

ଅନୁଗୁଳ - ସାମାନ୍ୟ କଥାକୁ ନେଇ ଯୁବକଙ୍କୁ ହତ୍ୟା । ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ଜିଲ୍ଲା ଅଙ୍ଗାରବନ୍ଧ ଗାଁରେ । ମୃତ ଯୁବକ ଜଣଙ୍କ ହେଲେ ସେହି ଗାଁର ସୋମ୍ୟ ରଞ୍ଜନ ବେହେରା । ସୂଚନା ଅନୁସାରେ ଗତକାଲି…

Continue Reading ଯୁବକକୁ ପିଟି ପିଟି ହତ୍ଯା ଅଭିଯୋଗ

ଯୁବକଙ୍କୁ ହତ୍ୟା ! ରାସ୍ତା ଅବରୋଧ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ କାଙ୍ଗୁଲା ଗ୍ରାମର ଜଣେ ଯୁବକଙ୍କୁ ଛେଳିଆପଡ଼ା ଛକ ନିକଟରେ ହତ୍ୟା କରି ପକାଇଦେଇଥିବା ଅଭିଯୋଗ କରି ପରିବାର ଲୋକେ ଅନୁଗୁଳ – ମହିଧରପୁର ରାସ୍ତା ଅବରୋଧ କରିଛନ୍ତି । ସୂଚନା ଅନୁସାରେ…

Continue Reading ଯୁବକଙ୍କୁ ହତ୍ୟା ! ରାସ୍ତା ଅବରୋଧ

ବଦଳିଲେ ଜିଲ୍ଲାର ୫ ତହସିଲଦାର

ଅନୁଗୁଳ - ରାଜ୍ୟ ସରକାର ଓଏଏସ୍ ଅଧିକାରୀ ସ୍ତରରେ ଆଜି ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି । ଏଥିରେ ଅନୁଗୁଳ ଜିଲ୍ଲାର ୫ ଜଣ ତହସିଲଦାରଙ୍କ ବଦଳି ହୋଇଛି । ଅନୁଗୁଳ ତହସିଲଦାର ଥିବା ଶାଶ୍ବତ ରଂଜନ ଦାସଙ୍କୁ ବଡ଼ମ୍ବା…

Continue Reading ବଦଳିଲେ ଜିଲ୍ଲାର ୫ ତହସିଲଦାର

ଭୁଜାଲିରେ ହାଣି ଲୁଟି ନେଲେ ୨ ଲକ୍ଷ ଟଙ୍କା

ଛେଣ୍ଡିପଦା - ଭୁଜାଲିରେ ଆକ୍ରମଣ କରି ଗ୍ରାହକ ସେବା କେନ୍ଦ୍ରର ମାଲିକଙ୍କ ଠାରୁ ୨ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଲୁଟି ନେଇଛନ୍ତି ଦୁବୁର୍ତ୍ତ । ଭୁଜାଲି ଆକ୍ରମଣରେ ଗ୍ରାହକ ସେବା କେନ୍ଦ୍ରର ମାଲିକ ବିଜୟ ସାହୁ ଗୁରୁତର ହୋଇଛନ୍ତି । ସୁଚନା…

Continue Reading ଭୁଜାଲିରେ ହାଣି ଲୁଟି ନେଲେ ୨ ଲକ୍ଷ ଟଙ୍କା

ଆମ୍ବୁଲାନ୍ସ ନ ଆସିବାରୁ ମୋଟରସାଇକେଲରେ ବୁହା ହୋଇ ଆସିଲା ମୃତଦେହ

ଅନୁଗୁଳ - ଶିଳ୍ପ ବହୁଳ ଅନୁଗୁଳ ଜିଲ୍ଲା । ଶିଳ୍ପ ଓ ଖଣି ଯୋଗୁଁ ସରକାରଙ୍କୁ କୋଟି କୋଟି ଟଙ୍କା ରାଜସ୍ୱ ଏହି ଜିଲ୍ଲାରୁ ଯାଉଛି । ଡିଷ୍ଟ୍ରିକ୍ଟ ମିନେରାଲ ଫଣ୍ଡ ମଧ୍ୟ ଜିଲ୍ଲାରେ ବହୁତ । ଯେଉଁଥିରେ ଅନେକ ସୌନ୍ଦର୍ଯ୍ୟକରଣ…

Continue Reading ଆମ୍ବୁଲାନ୍ସ ନ ଆସିବାରୁ ମୋଟରସାଇକେଲରେ ବୁହା ହୋଇ ଆସିଲା ମୃତଦେହ