୧୧ ଲକ୍ଷ ଟଙ୍କା ମୂଲ୍ଯର ବ୍ରାଉନସୁଗାର ଜବତ – ଜଣେ ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଅବକାରୀ ବିଭାଗକୁ ଏକ ବଡ ସଫଳତା ମିଳିଛି । ବ୍ରାଉନସୁଗାର ବେପାର କରିବାକୁ ଗରାଖ ଅପେକ୍ଷାରେ ଥିବା ବେଳେ ଜଣେ ବେପାରୀକୁ ଗିରଫ କରିବା ସହ ତା ନିକଟରୁ ୧୧୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି…

Continue Reading ୧୧ ଲକ୍ଷ ଟଙ୍କା ମୂଲ୍ଯର ବ୍ରାଉନସୁଗାର ଜବତ – ଜଣେ ଗିରଫ

ଜାତୀୟ ରାଜପଥରେ ଲାଗୁ ହେଲା ନୋ ଏଣ୍ଟ୍ରି

ଅନୁଗୁଳ - ଅନୁଗୁଳ ଜିଲ୍ଲା ରନ୍ତଲେଇ ଠାରୁ ବଅଁରପାଳ ପର୍ଯ୍ୟନ୍ତ ଜାତୀୟ ରାଜପଥ ୫୫ର ୧୭ କିଲୋମିଟର ରାସ୍ତା ମରାମତି କାମ ଚାଲିଛି । ଏହି ମରାମତି କାର୍ଯ୍ୟ ଶେଷ ନ ହେବା ପର୍ଯ୍ୟନ୍ତ ଉକ୍ତ ୧୭ କିଲୋମିଟର ରାସ୍ତାରେ ଭାରିଯାନ…

Continue Reading ଜାତୀୟ ରାଜପଥରେ ଲାଗୁ ହେଲା ନୋ ଏଣ୍ଟ୍ରି

୫୫ ନମ୍ବର ଜାତୀୟ ରାଜପଥ ୪ ଥର ବଦଳିଲାଣି ଡେଡ୍‌ଲାଇନ୍‌ – ମନ୍ତ୍ରୀଙ୍କ ପ୍ରତିଶୃତି ତଦବସ୍ଥା

ଅନୁଗୁଳ - ସମ୍ବଲପୁର-ମଙ୍ଗୁଳି ୫୫ ନମ୍ବର ଜାତୀୟ ରାଜପଥ ପ୍ରଶସ୍ତୀକରଣ କାମ ସରିବାର ନା ନେଉନି । ଏହି ଜାତୀୟ ରାଜପଥ ପ୍ରଶସ୍ତୀକରଣ କାମ ସାରିବାକୁ ଏହା ଭିତରେ ୪ ଥର ଡେଡ୍‌ଲାଇନ୍‌ ବଦଳିଥିଲେ ମଧ୍ୟ କାମ ସୁ ନାହିଁ ।…

Continue Reading ୫୫ ନମ୍ବର ଜାତୀୟ ରାଜପଥ ୪ ଥର ବଦଳିଲାଣି ଡେଡ୍‌ଲାଇନ୍‌ – ମନ୍ତ୍ରୀଙ୍କ ପ୍ରତିଶୃତି ତଦବସ୍ଥା

ମୋଟରସାଇକେଲରେ ଆସି ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଲୁଟିନେଲେ ୭୦ ହଜାର ଟଙ୍କା

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ବାଗଡିଆ ଥାନା ପାତ୍ରପଡା ବାୟାଣୀ ପିଠ ନିକଟସ୍ଥ ଫାକ୍ସନ ଠାରେ କେଟିଏମ ମୋଟରସାଇକେଲରେ ଆସି ମାରଣାସ୍ତ୍ର ଦେଖାଇ ଜଣେ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ୭୦ ହଜାର ଟଙ୍କା ଲୁଟି ନେଇଥିବା ଜଣାପଡିଛି l ସୁଚନା ଅନୁସାରେ…

Continue Reading ମୋଟରସାଇକେଲରେ ଆସି ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଲୁଟିନେଲେ ୭୦ ହଜାର ଟଙ୍କା

ବିପୁଳ ପରିମାଣର ଦେଶୀ ମହୁଲି ମଦ ଏବଂ ମୋଟରସାଇକେଲ ଜବତ – ୫ ଗିରଫ

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଥାନା ଅଞ୍ଚଳରେ ଶନିବାର ବଇଣ୍ଡା ଏବଂ ଆଠମଲ୍ଲିକ ଅବକାରୀ ବିଭାଗ ଚଢ଼ାଉ କରି ଥିଲା I ଚଢାଉ ବେଳେ ସଦାନନ୍ଦପୁର ଗ୍ରାମର ରିନା ବେହେରାଙ୍କ ଠାରୁ ୧୦ ଲିଟର ଦେଶୀ ମଦ ଜବତ କରାଯାଇଥିଲା…

Continue Reading ବିପୁଳ ପରିମାଣର ଦେଶୀ ମହୁଲି ମଦ ଏବଂ ମୋଟରସାଇକେଲ ଜବତ – ୫ ଗିରଫ

ପିଟିସିର ୮୬ ବର୍ଷ ପୂର୍ତ୍ତି ଅବସରରେ ରକ୍ତଦାନ କଲେ ପୁଲିସ

ଅନୁଗୁଳ - ଅନୁଗୁଳ ଜିଲ୍ଲା ପୁଲିସ ଟ୍ରେନିଂ କଲେଜ ନିର୍ମାଣ ହେବାର ୮୬ ବର୍ଷ ପୂର୍ତ୍ତି ହୋଇଛି । ୧୯୨୭ ମସିହାରେ ନିର୍ମାଣ ହୋଇଥିବା ଏହି କଲେଜ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଥିବା ଅନେକ ପୁଲିସଙ୍କୁ ତାଲିମ ଦେଇଛି । ଏହି…

Continue Reading ପିଟିସିର ୮୬ ବର୍ଷ ପୂର୍ତ୍ତି ଅବସରରେ ରକ୍ତଦାନ କଲେ ପୁଲିସ

ବିପୁଳ ପରିମାଣର ନକଲି ମଦ , ଠିପି ଓ ମେସିନ ଜବତ – ଦୁଇ ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଅବକାରୀ ବିଭାଗ ଆଜି ଛେଣ୍ଡିପଦା ଥାନା ମାଛକୁଟା ଗାଁରେ ଚଢ଼ାଉ କରି ଏକ ନକଲି ମଦ କାରଖାନା ଠାବ କରିଛି । ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ବିପୁଳ ପରିମାଣର…

Continue Reading ବିପୁଳ ପରିମାଣର ନକଲି ମଦ , ଠିପି ଓ ମେସିନ ଜବତ – ଦୁଇ ଗିରଫ

ରାଜପଥ ପାଇଁ ଆନ୍ଦୋଳନ କଲେ ଛାତ୍ରଛାତ୍ରୀ – ମରାମତି ଓ ନୋ ଏଣ୍ଟ୍ରିର ମିଳିଲା ପ୍ରତିଶ୍ରୁତି

ଅନୁଗୁଳ - ସମୂହ ଭାବେ ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ଜନ ଗଣ ମନ ଅଧିନାୟକ , ଭାରତ ଭାଗ୍ୟ ବିଧାତା ଗାନ କଲେ । ସେହି ଭାରତର ଭାଗ୍ୟବିଧାତା ସାଜିବାକୁ ଯାଉଥିବା ଛାତ୍ରଛାତ୍ରୀ ରାଜରାସ୍ତାରେ ବସି ଆନ୍ଦୋଳନ କରିଥିଲେ ।…

Continue Reading ରାଜପଥ ପାଇଁ ଆନ୍ଦୋଳନ କଲେ ଛାତ୍ରଛାତ୍ରୀ – ମରାମତି ଓ ନୋ ଏଣ୍ଟ୍ରିର ମିଳିଲା ପ୍ରତିଶ୍ରୁତି

ସ୍କୁଲରୁ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାରେ ଛାତ୍ରୀ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ରେ ଦୁର୍ଘଟଣାରେ ଜଣେ ସ୍କୁଲ ଫେରନ୍ତା ଛାତ୍ରୀଙ୍କର ମୃତ୍ଯୁ ହୋଇଛି । ମୃତ ଛାତ୍ରୀ ଜଣଙ୍କ ବନ୍ଦା ଗାଁର ଜିତେନ୍ଦ୍ର ସାହୁଙ୍କ ଝିଅ ପୁଜା ସାହୁ ବୋଲି ଜଣା…

Continue Reading ସ୍କୁଲରୁ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାରେ ଛାତ୍ରୀ ମୃତ

ଅନୁଗୁଳ ପୌରପାଳିକା ସ୍ବଚ୍ଛ ବାୟୁ ସର୍ବେକ୍ଷଣ ପାଇଁ ପୁରସ୍କୃତ

ଅନୁଗୁଳ - କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ କରାଯାଇଥିବା ସ୍ବଚ୍ଛ ବାୟୁ ସର୍ବେକ୍ଷଣରେ ଅନୁଗୁଳ ପୌରପାଳିକା ଦେଶରେ ତୃତୀୟ ସ୍ଥାନ ଅଧିକାର କରିଛି ।ଏଥିପାଇଁ ଆଜି(ଗୁରୁବାର୍) ମଧ୍ୟପ୍ରଦେଶ ଭୋପାଳର କୁଶବାହୁ ଠାକ୍‌ରେ ହଲ୍‌ଠାରେ ଅନୁଗୁଳ ପୌରପାଳିକାକୁ ଏହି ପୁରସ୍କାର…

Continue Reading ଅନୁଗୁଳ ପୌରପାଳିକା ସ୍ବଚ୍ଛ ବାୟୁ ସର୍ବେକ୍ଷଣ ପାଇଁ ପୁରସ୍କୃତ

କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ଠକିନେଲେ ସଂଘ ସଭାନେତ୍ରୀ

ଅନୁଗୁଳ - କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ଠକିନେଲେ ମହିଳା ସଂଘର ସଭାନେତ୍ରୀ । ଲୋକଙ୍କ ଦସ୍ତଖତ ବଦଳରେ ଟିପ ଚିହ୍ନ ଦେଇ ହେଉ ଅବା ଝିଅର ଉଚ୍ଚ ଶିକ୍ଷା ବାହାନାରେ ଧାର କହି ବିଭିନ୍ନ ମହିଳା ସଂଘ ଏବଂ ମହିଳା ମାନଙ୍କଠାରୁ…

Continue Reading କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ଠକିନେଲେ ସଂଘ ସଭାନେତ୍ରୀ

କୋଇଲା ଚୋରା ଚାଲାଣ ଅଭିଯୋଗରେ ୩ ଗିରଫ

ଅନୁଗୁଳ - ଅନୁଗୁଳ ସଦର ଥାନା ପୁଲିସ ମଙ୍ଗଳବାର ସକାଳେ କୋଇଲା ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିବା ସହ ଗୋଟିଏ ଅଟୋକୁ ଜବତ କରିଛି। ସୂଚନା ଅନୁସାରେ , ବିଶ୍ବସ୍ତ ସୂତ୍ରରୁ ଖବର ପାଇ ପୁଲିସ ଆଜି…

Continue Reading କୋଇଲା ଚୋରା ଚାଲାଣ ଅଭିଯୋଗରେ ୩ ଗିରଫ

ଭିନ୍ନ ଢଙ୍ଗରେ ଗୁରୁ ଦିବସ ପାଳନ କଲେ ସରପଞ୍ଚ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଟାଙ୍ଗିରୀ ଗ୍ରାମ ପଞ୍ଚାୟତ ସରପଞ୍ଚ ଏକ ଭିନ୍ନ ଢଙ୍ଗରେ ମଙ୍ଗଳବାର ଗୁରୁ ଦିବସ ପାଳନ କରିଛନ୍ତି । ଯୁବ ସରପଞ୍ଚ ଅମରେଶ ନାଥ ଗୁରୁ ଦିବସ ଉପଲକ୍ଷେ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଗୁରୁ…

Continue Reading ଭିନ୍ନ ଢଙ୍ଗରେ ଗୁରୁ ଦିବସ ପାଳନ କଲେ ସରପଞ୍ଚ

ସାତକୋଶିଆରେ ବିଦ୍ଯୁତ ଆଘାତରେ ଦୁଇ ହାତୀ ମୃତ – ଜେ.ଟି.ଏଫ୍.ର ତଦନ୍ତ

ଅନୁଗୁଳ - ବନ ବିଭାଗର ଅବହେଳା ପାଇଁ ପୁଣି ବଳି ପଡିଲେ ହାତୀ । ଗୋଟିଏ ନୁହେଁ ଏକାବେଳକେ ଦୁଇଟି ହାତୀ ବିଦ୍ୟୁତ ଆଘାତରେ ମୃତ୍ୟୁ ମୁଖରେ ପଡିଲେ । ଚାରିଦିନ ଆଗରୁ ମରି ପଡି ଗନ୍ଧ ହୋଇଥିବା ବେଳେ ଦୈନଦିନ…

Continue Reading ସାତକୋଶିଆରେ ବିଦ୍ଯୁତ ଆଘାତରେ ଦୁଇ ହାତୀ ମୃତ – ଜେ.ଟି.ଏଫ୍.ର ତଦନ୍ତ

ମହାସମାରୋହରେ ମା କାଲୁଣୀ ଠାକୁରାଣୀଙ୍କ ବାର୍ଷିକ ଉତ୍ସବ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ୍ ଅନ୍ତର୍ଗତ ଜରଡା ଗ୍ରାମର ମା’କାଲୁଣୀ ଠାକୁରାଣୀଙ୍କ ବାର୍ଷିକ ପୂଜା ଓ ଯାତ୍ରା ବହୁ ଜନସମାଗମରେ ଅନୁଷ୍ଠିତ ହୋଇଛି । ପ୍ରତିବର୍ଷ ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଜରଡା ଗ୍ରାମର ମା କାଲୁଣୀ…

Continue Reading ମହାସମାରୋହରେ ମା କାଲୁଣୀ ଠାକୁରାଣୀଙ୍କ ବାର୍ଷିକ ଉତ୍ସବ