କଥା ମାନିଲା ନାହିଁ ବୋଲି ସ୍ତ୍ରୀକୁ ତଣ୍ଟି ଚିପି ମାରିଦେଲା – ସ୍ଵାମୀ ଗିରଫ

ଅନୁଗୁଳ - ଅନୁଗୁଳ ସହରରେ ଥିବା ସୌଭାଗ୍ୟନଗରର ଏକ ପଡ଼ିଆରୁ ଗତ ୨୭ ତାରିଖ ବିନୋଦିନୀ ଗୋଚ୍ଛାୟତ ନାମକ ଜଣେ ମହିଳାଙ୍କ ମୃତଦେହ ମିଳିଥିଲା । ତାଙ୍କ ଦ୍ବିତୀୟ ସ୍ବାମୀ ତାଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ମହିଳାଙ୍କ ମା’ ଅଭିଯୋଗ…

Continue Reading କଥା ମାନିଲା ନାହିଁ ବୋଲି ସ୍ତ୍ରୀକୁ ତଣ୍ଟି ଚିପି ମାରିଦେଲା – ସ୍ଵାମୀ ଗିରଫ

ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ଅଫିସ ଗୃହ ନିର୍ମାଣ ପାଇଁ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ସାକ୍ଷାତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ଅଫିସ ଗୃହ ନିର୍ମାଣ ପାଇଁ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି ସମସ୍ତ ସଦସ୍ୟ । ଏନେଇ ସମସ୍ତ ସାହାଯ୍ୟ କରିବେ ବୋଲି ସାଂସଦ ମଧ୍ଯ…

Continue Reading ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ଅଫିସ ଗୃହ ନିର୍ମାଣ ପାଇଁ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ସାକ୍ଷାତ

ବିନା ପଦବୀରେ ହାକିମି ଏତେ !! ଆଜିଠାରୁ ନୋମିନୀ ହେଲେ – ହେବେ କେତେ ?

ଅନୁଗୁଳ - ଅନୁଗୁଳ ବ୍ଲକ୍ କାର୍ଯ୍ୟାଳୟରେ ଜଣେ ବିଜେପି ନେତାଙ୍କ ହାକିମତି ଦେଖିବାକୁ ମିଳିଛି । କାର୍ଯ୍ୟାଳୟର ବଡ଼ବାବୁଙ୍କ ଚଉକିକୁ କବ୍‌ଜା କରିବା ସହିତ ଯନ୍ତ୍ରୀ ଓ ଅନ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବାକୁ ପଛାଇ ନହାନ୍ତି । କୌଣସି କ୍ଷମତାରେ ନ…

Continue Reading ବିନା ପଦବୀରେ ହାକିମି ଏତେ !! ଆଜିଠାରୁ ନୋମିନୀ ହେଲେ – ହେବେ କେତେ ?

ପ୍ରେମ ପରେ ଦୁଷ୍କର୍ମ , ପ୍ରତାରଣା – ଯୁବକ ଗିରଫ

ଅନଗୁଳ - ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ କରିବା ଅଭିଯୋଗରେ ଟାଉନ୍‌ ଥାନା ପୁଲିସ୍‌ ଅଭିଯୁକ୍ତକୁ  ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ, ଦୀପକ ସାହୁ । ତାଙ୍କ ଘର ଅନୁଗୁଳ ସହର ଉପକଣ୍ଠ କୁମଣ୍ଡ ଗ୍ରାମରେ ।…

Continue Reading ପ୍ରେମ ପରେ ଦୁଷ୍କର୍ମ , ପ୍ରତାରଣା – ଯୁବକ ଗିରଫ

୨୦ ଦିନରେ ଗଲାଣି ୧୦ ଜୀବନ – ଅଜଣା ରୋଗ ଭୟରେ ଗ୍ରାମବାସୀ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକ କୁକୁରପେଟା ଗାଁରେ ବ୍ୟାପୁଛି ଅଜଣା ରୋଗ । ଯାହାକୁ ନେଇ ଲୋକଙ୍କ ମନରେ ଆତଙ୍କ ଦେଖାଦେବା ସହିତ କୋକୁଆ ଭୟ ସୃଷ୍ଟି କରିଛି । ଏହି ରୋଗ ଗତ ୨୦ ଦିନ ମଧ୍ୟରେ…

Continue Reading ୨୦ ଦିନରେ ଗଲାଣି ୧୦ ଜୀବନ – ଅଜଣା ରୋଗ ଭୟରେ ଗ୍ରାମବାସୀ

ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ – ବିପୁଳ ବେନାମୀ ସମ୍ପତ୍ତି ଠାବ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ  । ଚଢାଉ ବେଳେ ଖଣି ଅଫିସରଙ୍କ ଘରୁ ଟଙ୍କା ଖଣି ଖୋଜି ପାଇଛି ଭିଜିଲାନ୍ସ ଟିମ୍ । ଏବେ ସୁଦ୍ଧା…

Continue Reading ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ – ବିପୁଳ ବେନାମୀ ସମ୍ପତ୍ତି ଠାବ

ବନ୍ଧୁକ ଓ ଭୁଜାଲି ଦେଖାଇ ବ୍ୟବସାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ସମଲ ଥାନା ନବୀନନଗର ଠାରେ ବନ୍ଧୁକ ଓ ଭୁଜାଲି ଦେଖାଇ ଲୁଗା ବ୍ୟବସାୟୀଙ୍କ ଠାରୁ ୩ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ସମେତ ଚେକ୍ ଲୁଟି ନେଲେ ତିନି ଦୃବୃତ୍ତ । ସୂଚନା ଅନୁସାରେ ତାଳଚେର…

Continue Reading ବନ୍ଧୁକ ଓ ଭୁଜାଲି ଦେଖାଇ ବ୍ୟବସାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ

ସରପଞ୍ଚଙ୍କ ବିରୁଦ୍ଧରେ ଅନାସ୍ତା ପ୍ରସ୍ତାବ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକ ଅନ୍ତର୍ଗତ ବାଲିପଟା ଗ୍ରାମ ପଞ୍ଚାୟତରେ ବିଭିନ୍ନ ଦୁର୍ନୀତି ଓ ସରପଞ୍ଚଙ୍କ ମନମୁଖି କାର୍ଯ୍ୟକୁ ନେଇ ପଞ୍ଚାୟତର ୱାର୍ଡ ସଭ୍ୟ ସଭ୍ୟା ମାନେ ଶନିବାର ଅନୁଗୁଳ ଉପଜିଲ୍ଲାପାଳଙ୍କ ପାଖରେ ଏକ ଲିଖିତ ଅଭିଯୋଗ କରିଛନ୍ତି…

Continue Reading ସରପଞ୍ଚଙ୍କ ବିରୁଦ୍ଧରେ ଅନାସ୍ତା ପ୍ରସ୍ତାବ

ବସରେ ଘରକୁ ଯାଉଥିବା ବେଳେ ଉଡିଗଲା ପ୍ରାଣବାୟୁ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ବାଗଡିଆ ଥାନା ଦେଇ ଯାଉଥିବା ଏକ ଯାତ୍ରୀ ବାହୀ ବସରେ ଯାଉଥିବା ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ହଣ୍ଡପା ଥାନା ସାନଗୋବିନ୍ଦପୁର ଗ୍ରାମର ନିରାକାର ଦେହୁରୀ । ଘଟଣାରୁ ପ୍ରକାଶ…

Continue Reading ବସରେ ଘରକୁ ଯାଉଥିବା ବେଳେ ଉଡିଗଲା ପ୍ରାଣବାୟୁ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ ଦାବି

ଅନୁଗୁଳ -  ଗୋବଂଶର ସୁରକ୍ଷା ଓ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ କଠୋର ପଦକ୍ଷେପ ଗ୍ରହଣ କରିବା ସହ ଧର୍ମାନ୍ତରୀକରଣ ବନ୍ଦ କରିବା ଦାବିରେ ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ଏକ ଶୋଭାଯାତ୍ରା କରାଯାଇଛି । ଅନୁଗୁଳ…

Continue Reading ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ ଦାବି

ବିବାହର ପ୍ରଲୋଭନ ଦେଇ ନାବାଳିକାକୁ ଦୁଷ୍କର୍ମ – ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡାଦେଶ

ଅନୁଗୁଳ - ଅନୁଗୁଳ ସଦର ଥାନା ଅଞ୍ଚଳର ଜଣେ ନାବାଳିକାକୁ ବିବାହର ପ୍ରଲୋଭନ ଦେଇ ଦୁଷ୍କର୍ମ କରିଥିବା ଅଭିଯୁକ୍ତକୁ ତ୍ୱରିତ ବିଚାର ନ୍ୟାୟାଧୀଶ ୨୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫୦ ହଜାର ଟଙ୍କା ଜୋରିମନା ଦେବାକୁ ଆଦେଶ ଦେଇଛନ୍ତି…

Continue Reading ବିବାହର ପ୍ରଲୋଭନ ଦେଇ ନାବାଳିକାକୁ ଦୁଷ୍କର୍ମ – ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡାଦେଶ

ସାତକୋଶିଆ ଅଭୟାରଣ୍ୟକୁ ପୁଣି ଫେରିବେ ମହାବଳ ବାଘ

ଭୁବନେଶ୍ୱର - ଅନୁଗୁଳ ସାତକୋଶିଆ ଅଭୟାରଣ୍ୟକୁ ପୁଣି ଫେରିବେ ମହାବଳ ବାଘ । ପୁଣି ଖୁବଶୀଘ୍ର ଆରମ୍ଭ ହେବ ବ୍ୟାଘ୍ର ପ୍ରକଳ୍ପ । ମଧ୍ୟପ୍ରଦେଶରୁ ୧୫ଟି ବାଘୁଣୀ ଆଣିବାକୁ ଏନଟିସିଏରୁ ଅନୁମତି ମିଳିଛି । ତେବେ ଏଥିପାଇଁ ୧୫ଟି ସର୍ଭ ରଖିଛି…

Continue Reading ସାତକୋଶିଆ ଅଭୟାରଣ୍ୟକୁ ପୁଣି ଫେରିବେ ମହାବଳ ବାଘ

ଟାଙ୍କି ନିର୍ମାଣ ବେଳେ ଚାଲିଗଲା ଦୁଇ ଜୀବନ

ଆଠମଲ୍ଲିକ - ପାଇଖାନା ଟାଙ୍କି ସେଟରିଂ ଖୋଲିବା ବେଳେ ଟାଙ୍କି ଭିତରେ ଶ୍ବାସରୁଦ୍ଧ ହୋଇ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଧଉରାପାଲି ଗାଁରେ ଘଟିଛି । ସୂଚନା ଅନୁସାରେ ଗାଁର…

Continue Reading ଟାଙ୍କି ନିର୍ମାଣ ବେଳେ ଚାଲିଗଲା ଦୁଇ ଜୀବନ

୧୦ଟି ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

ଅନୁଗୁଳ - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଜନ୍ମାଷ୍ଟମୀର ପବିତ୍ର ଅବସରରେ ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ବନମାଳିପୁର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନୂତନ ଭବନ ଏବଂ ଛାତ୍ରୀନିବାସର ଉଦଘାଟନ ସହ ଶିକ୍ଷା, ସ୍ୱାସ୍ଥ୍ୟ ଓ ସଡ଼କପଥଭିତ୍ତିକ…

Continue Reading ୧୦ଟି ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

ଲଭ , ସେକ୍ସ , ଧୋକା – ଯୁବକ ଗିରଫ

ଅନୁଗୁଳ - ଯୁବତୀଙ୍କୁ ପ୍ରେମ ପରେ ଶାରୀରିକ ସଂପର୍କ । ବିବାହ ପ୍ରତିଶ୍ରୁତି ଦେଇ ୨ ବର୍ଷ ଏକାଠି ରହିବା ପରେ ଯୁବତୀଙ୍କୁ ଧୋକା ଦେଇଛି ପ୍ରେମିକ । ଏଭଳି ଅଭିଯୋଗ ଯୁବତୀ ଅନୁଗୁଳ ଥାନାରେ କରିବା ପରେ ପୁଲିସ ‌ପ୍ରେମିକକୁ…

Continue Reading ଲଭ , ସେକ୍ସ , ଧୋକା – ଯୁବକ ଗିରଫ