ଯୁବକଙ୍କ ମୃତଦେହ ଉଦ୍ଧାର – ପଥର ଛେଚି ହତ୍ଯା ନା ଦୁର୍ଘଟଣା !!

ତାଳଚେର - ଅନୁଗୁଳ ଜିଲ୍ଲା କଣିହାଁ ଥାନା ଜରଡ଼ା ଗାଁ ରାସ୍ତାର ଏକ ପରିତ୍ୟକ୍ତ ସ୍ଥାନରୁ ଆଜି ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ଉପରେ ୩-୪ ଟି ପଥର ଚାପି ହୋଇ ରହିଥିବା ବେଳେ…

Continue Reading ଯୁବକଙ୍କ ମୃତଦେହ ଉଦ୍ଧାର – ପଥର ଛେଚି ହତ୍ଯା ନା ଦୁର୍ଘଟଣା !!

ହାତୀ ଆକ୍ରମଣରେ ୨ ମୃତ ଜଣେ ଗୁରୁତର – ଦୁଇ ଥର ଆନ୍ଦୋଳନରେ ବସିଲେ ଲୋକ

ଅନୁଗୁଳ - ଅନୁଗୁଳ ଜିଲ୍ଲା ପାତେଳି ଗ୍ରାମରେ ଆଜି ଏକ ଅଘଟଣ ଘଟିଛି । ଦନ୍ତାହାତୀ ଆକ୍ରମଣରେ ଆଜି ସକାଳୁ ଦୁଇ ଦୁଇଟି ଜୀବନ ଯାଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ…

Continue Reading ହାତୀ ଆକ୍ରମଣରେ ୨ ମୃତ ଜଣେ ଗୁରୁତର – ଦୁଇ ଥର ଆନ୍ଦୋଳନରେ ବସିଲେ ଲୋକ

ଚନ୍ଦ୍ରଯାନ ମିଶନ-୩ ସଫଳ ପଛରେ ରହିଛି ତାଳଚେର ବୈଜ୍ଞାନିକ ଶରତ ଦାସଙ୍କ ହାତ

  ଅନୁଗୁଳ - ଗତକାଲି ସଫଳ ହୋଇଛି ଚନ୍ଦ୍ରଯାନ ମିଶନ-୩ । ଚନ୍ଦ୍ରର ଦକ୍ଷିଣ ମେରୁରେ ସଫ୍ଟ ଲ୍ୟାଣ୍ଡିଂ କରିଛି ଚନ୍ଦ୍ରଯାନ-୩ । ଚନ୍ଦ୍ରପୃଷ୍ଠରେ ରୋଭର ପ୍ରଜ୍ଞାନ ବର୍ତ୍ତମାନ ବିଚରଣ କରୁଥିବାବେଳେ ତଥ୍ୟ ସଂଗ୍ରହ କରୁଛନ୍ତି । ଏହି ମିଶନ ସଫଳ…

Continue Reading ଚନ୍ଦ୍ରଯାନ ମିଶନ-୩ ସଫଳ ପଛରେ ରହିଛି ତାଳଚେର ବୈଜ୍ଞାନିକ ଶରତ ଦାସଙ୍କ ହାତ

ଛାତ୍ରୀ ନିବାସରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

  ପାଲଲହଡା - ଅନୁଗୁଳ ଜିଲ୍ଲା ପାଲଲହଡା ଉପଖଣ୍ଡ ଖମାର ସ୍ଥିତ ଉତ୍କଳମଣୀ ଗୋପବନ୍ଧୁ ମହାବିଦ୍ୟାଳୟ ଛାତ୍ରୀ ନିବାସରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି I ମୃତ ଛାତ୍ରୀ ଜଣକ ଯୁକ୍ତ ଦୁଇ ବିଜ୍ଞାନ ଦ୍ଵିତୀୟ ବର୍ଷରେ…

Continue Reading ଛାତ୍ରୀ ନିବାସରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନଦୀରେ ଗୋଡ଼ ଖସି ଜଣେ କାଉଡିଆ ମୃତ

  ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବିନିକେୟୀ ପୀଠ ନିକଟରେ ମହାନଦୀରେ ଗୋଡ ଖସିଯାଇ କାଉଡ଼ିଆ ମୃତ୍ଯୁ ହୋଇଥିବା ଜଣା ପଡିଛି । ମୃତକ ଜଣଙ୍କ ବଅଁରପାଳ ଥାନା ଜୁରାଗାଡ଼ିଆ ଗାଁର ଶ୍ରୀକାନ୍ତ ସାହୁଙ୍କ ପୁଅ ସରଜୁ ସାହୁ ବୋଲି…

Continue Reading ନଦୀରେ ଗୋଡ଼ ଖସି ଜଣେ କାଉଡିଆ ମୃତ

ରାସ୍ତା ଉପରେ ଜଳିଗଲା ସ୍କୁଟର(ଭିଡିଓ)

ଅନୁଗୁଳ - ଅନୁଗୁଳ ସହର କାଲଟାକ୍ସ ଛକ ନିକଟରେ ଆଜି ଏକ ଚଳନ୍ତା ସ୍କୁଟରରେ ନିଆଁ ଲାଗିଯିବାରୁ ସ୍କୁଟରଟି ସମ୍ପୂର୍ଣ୍ଣ ପୋଡି ନଷ୍ଟ ହୋଇ ଯାଇଛି । ସମ୍ପୃକ୍ତ ସ୍କୁଟରଟି ବ୍ୟାଟେରୀ ଚାଳିତ ବୋଲି ଜଣା ପଡିଛି । ସୂଚନା ଅନୁସାରେ…

Continue Reading ରାସ୍ତା ଉପରେ ଜଳିଗଲା ସ୍କୁଟର(ଭିଡିଓ)

ପବିତ୍ର ମୋହନ ସେତୁ ନାମରେ ନାମିତ ହେଲା କଣିହାଁ ସ୍ଥିତ ବ୍ରାହ୍ମଣୀ ନଦୀ ସେତୁ

ଭୁବନେଶ୍ୱର- ଅନୁଗୁଳ ଜିଲ୍ଲା କଣିହଁ ଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ସେତୁକୁ ରାଜ୍ୟ ସରକାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପ୍ରଜାମଣ୍ଡଳ ନେତା ତଥା ଓଡିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତିରେ ପବିତ୍ର ମୋହନ ସେତୁ ନାମରେ…

Continue Reading ପବିତ୍ର ମୋହନ ସେତୁ ନାମରେ ନାମିତ ହେଲା କଣିହାଁ ସ୍ଥିତ ବ୍ରାହ୍ମଣୀ ନଦୀ ସେତୁ

୨ ଲକ୍ଷ ୪୦ ହଜାର ଟଙ୍କା ମୂଲ୍ଯର ବ୍ରାଉନସୁଗାର ଜବତ

ଅନୁଗୁଳ - ଅନୁଗୁଳ ଅବକାରି ବିଭାଗ୍କୁ ପୁଣି ଏକ ବ୍ରାଉନସୁଗାର ମାମଲାରେ ସଫଳତା ମିଳିଛି । ଆଜି ଅବକାରି ବିଭାଗର ଅବକାରୀ ଇନ୍ସପେକ୍ଟର ରମ୍ଭା ବାଘ ଏବଂ ମୋବାଇଲ ସ୍କ୍ୱାର୍ଡ ଚଢାଉ କରି ୨୦ ଗ୍ରାମ ବରାଉନସୁଗାର ଜବତ କରିବା ସହ…

Continue Reading ୨ ଲକ୍ଷ ୪୦ ହଜାର ଟଙ୍କା ମୂଲ୍ଯର ବ୍ରାଉନସୁଗାର ଜବତ

ତାଳଚେରର ହାଣ୍ଡିଧୂଆ ସରକାରୀ ସ୍କୁଲକୁ ୧.୧୦ କୋଟି ଟଙ୍କା ମଞ୍ଜୁର

  ଭୁବନେଶ୍ୱର - ସ୍କୁଲ ଶିକ୍ଷା ସହ ଭିତ୍ତିଭୂମିକୁ ମଜଭୂତ୍ କରିବା ଦିଗରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଷ୍ଟାର୍ସ ତଥା ଅନ୍ୟ ଯୋଜନା ଅନ୍ତର୍ଗତ ଓଡ଼ିଶାର ୧୪ଟି ସ୍କୁଲକୁ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୧୧ କୋଟି ୬୮ ଲକ୍ଷ…

Continue Reading ତାଳଚେରର ହାଣ୍ଡିଧୂଆ ସରକାରୀ ସ୍କୁଲକୁ ୧.୧୦ କୋଟି ଟଙ୍କା ମଞ୍ଜୁର

କୁମ୍ଭୀର ପାଇଁ ଭୟରେ ଗ୍ରାମବାସୀ (ଭିଡିଓ)

  ତାଳଚେର - ନଦୀରେ କୁମ୍ଭୀର । ଗାଁରେ ଆତଙ୍କ । ଅନୁଗୋଳ ଜିଲ୍ଲା ତାଳଚେର ସିରିଗିଡା ଗାଁ ଲୋକ ଏବେ ଭୟରେ । ଗାଁ ନିକଟରେ ବହି ଯାଇଥିବା ବ୍ରାହ୍ମଣୀ ନଦୀରେ ଆଜି ଏକ ବିରାଟକାୟ କୁମ୍ଭୀର ଦେଖିବା ପରେ…

Continue Reading କୁମ୍ଭୀର ପାଇଁ ଭୟରେ ଗ୍ରାମବାସୀ (ଭିଡିଓ)

ନୂତନ ଜିଲ୍ଲା ଶିକ୍ଷାଧିକାରୀଙ୍କ ଯୋଗଦାନ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ ଭାବେ ସୁସ୍ମିତା ସାହୁ ଯୋଗ ଦେଇଛନ୍ତି । ଆଜି ସକାଳ ୧୦.୩୦ ବେଳେ ସେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି ଦାୟିତ୍ୱ ଗ୍ରହଣ କରିଥିଲେ । ସୂଚନା ଅନୁସାରେ ଗତ ୩ ତାରିଖ…

Continue Reading ନୂତନ ଜିଲ୍ଲା ଶିକ୍ଷାଧିକାରୀଙ୍କ ଯୋଗଦାନ

ପ୍ରେମିକ ସହ ସ୍ତ୍ରୀ ଫେରାର ହୋଇଯିବା ପରେ ଆତ୍ମହତ୍ୟା କଲେ ସ୍ୱାମୀ

  ଛେଣ୍ଡିପଦା - ଅନୁଗୋଳ ଜିଲ୍ଲା ଛେଣ୍ତିପଦା ଥାନା ଲଙ୍ଗୁଳି ଗ୍ରାମରେ ଜୈନେକା ବିବାହିତା ମହିଳା ତାଙ୍କ ସ୍ୱାମୀ ଓ ଦୁଇ ସନ୍ତାନ ଛାଡି ପ୍ରେମିକ ସହ ଫେରାର ହୋଇ ଯିବାପରେ ଏହାକୁ ସହ୍ୟ କରି ନପାରି ସ୍ୱାମୀ ଘରେ ଥିବା…

Continue Reading ପ୍ରେମିକ ସହ ସ୍ତ୍ରୀ ଫେରାର ହୋଇଯିବା ପରେ ଆତ୍ମହତ୍ୟା କଲେ ସ୍ୱାମୀ

ଅତିରିକ୍ତ ଏସ୍.ପି.ଙ୍କ ଅକାଳ ବିୟୋଗ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ ଚନ୍ଦ୍ର ପାଣିଗ୍ରାହୀଙ୍କ ଗୁରୁବାର ସକାଳେ ଅକାଳ ବିୟୋଗ ହୋଇଛି । ସ୍ବର୍ଗତ ପାଣିଗ୍ରାହୀ ସକାଳେ ବଜାରରୁ ପରିବା କିଣି ଆଣିଥିଲେ। ଘରେ କିଛି କାମ କରିଥିଲେ । ତାପରେ ତାଙ୍କର…

Continue Reading ଅତିରିକ୍ତ ଏସ୍.ପି.ଙ୍କ ଅକାଳ ବିୟୋଗ

ଋଣ ଭାର ସହି ନପାରି ଆତ୍ମହତ୍ୟା

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଉପଖଣ୍ଡ କିଆକଟା ଥାନା ଅଧୀନ ମୁଣ୍ଡପଡ଼ା ଛକ ନିକଟ ବିନୋଦପୁର ଜଙ୍ଗଲର ଗୋଟିଏ ମହୁଲ ଗଛରେ ବେକରେ ରଶି ଦେଇ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ବ୍ଯକ୍ତି ଜଣଙ୍କ…

Continue Reading ଋଣ ଭାର ସହି ନପାରି ଆତ୍ମହତ୍ୟା

ଟ୍ରେନ ଭିତରେ ଯୁବକଙ୍କ ଆତ୍ମହତ୍ଯା ଉଦ୍ଯମ – ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର

  ଅନୁଗୁଳ - ଟ୍ରେନ ଶୌଚାଳୟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକକୁ ଉଦ୍ଧାର କରାଯାଇଛି । ଆତ୍ମହତ୍ଯା ଉଦ୍ଯମ କରିଥିବା ବେଳେ ଗୁରତର ଅବସ୍ଥାରେ ତାକୁ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଯୁବକ ଜଣଙ୍କ ସୁନ୍ଦରଗଡ଼ ଜିଲ୍ଲା କେନ୍ଦ୍ରୀନାଳ…

Continue Reading ଟ୍ରେନ ଭିତରେ ଯୁବକଙ୍କ ଆତ୍ମହତ୍ଯା ଉଦ୍ଯମ – ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର