କାର ପୋଡ଼ିଦେଲେ ଦୁବୃତ୍ତ

ଅନୁଗୁଳ - ସାମାନ୍ୟ କଳହରୁ ଘର ନିକଟରେ ରଖିଥିବା କାର ପୋଡ଼ିଦେଲେ ଦୁବୃତ୍ତ । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ତଳମୂଳ ଗାଁରେ ଘଟିଛି । ସୂଚନା ଅନୁସାରେ ଗତକାଲି ଗାଁର ନରେନ କୁମାର ସାହୁଙ୍କ ଘର ଆଗରେ ଦୁଇ ତିନି…

Continue Reading କାର ପୋଡ଼ିଦେଲେ ଦୁବୃତ୍ତ

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ମିଶନ ଜିରୋ ହଙ୍ଗର ଏଣ୍ଡ ଆଜୀବିକା କାର୍ଯ୍ୟକ୍ରମ ସିଏସଆର ଟାଇମ୍ସ ପୁରସ୍କାରରେ ସମ୍ମାନିତ

ଭୁବନେଶ୍ଵର - ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାର (ଜେଏସପି) ନିଜର ଉଲ୍ଲେଖନୀୟ କର୍ପୋରେଟ୍ ସାମାଜିକ ଦାୟିତ୍ବବୋଧ ପଦକ୍ଷେପ ପାଇଁ ଦୁଇଟି ପୃଥକ ବର୍ଗରେ ସିଏସଆର ଟାଇମ୍ସ ପୁରସ୍କାର ଜିତି ପୁଣି ଥରେ ସମ୍ମାନୀତ ହୋଇଛି । ଗୋଆର…

Continue Reading ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ମିଶନ ଜିରୋ ହଙ୍ଗର ଏଣ୍ଡ ଆଜୀବିକା କାର୍ଯ୍ୟକ୍ରମ ସିଏସଆର ଟାଇମ୍ସ ପୁରସ୍କାରରେ ସମ୍ମାନିତ

ବଜ୍ରପାତରେ ଜଣେ ମୃତ, ଦୁଇ ଗୁରୁତର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ବାଗଡିଆ ଥାନା ବଜାରପଡାରେ ବଜ୍ରପାତ ଘଟି ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣେ ମହିଳାଙ୍କ ସମେତ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାରେ ଶନିବାର ଅପରାହ୍ନ ୩ଟା ବେଳେ ଛେଣ୍ଡିପଦା ଅଞ୍ଚଳରେ…

Continue Reading ବଜ୍ରପାତରେ ଜଣେ ମୃତ, ଦୁଇ ଗୁରୁତର

ଦିବ୍ୟାଙ୍ଗ ନାବାଳିକା ଦୁଷ୍କର୍ମକାରୀକୁ କାରାଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜୋରିମନା

ଅନୁଗୁଳ - ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଅଞ୍ଚଳରେ ଗତ ୧୮/୦୬/୨୦୨୦ ମସିହାରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜୋରିମାନାରେ ଦଣ୍ଡିତ କରିଛନ୍ତି ଅନୁଗୁଳ ଜିଲ୍ଲା ସେସନ…

Continue Reading ଦିବ୍ୟାଙ୍ଗ ନାବାଳିକା ଦୁଷ୍କର୍ମକାରୀକୁ କାରାଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜୋରିମନା

ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଅନୁଗୁଳ - ଅନୁଗୁଳ ବନଖଣ୍ଡ ଅଧୀନରେ ଆସୁଥିବା ମୂଷାପାପୁଲି ଗ୍ରାମବାସୀ ଫସଲକୁ ବଞ୍ଚେଇବା ପାଇଁ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି । ସୂଚନା ଅନୁସାରେ, ମୂଷାପାପୁଲି ଗାଁର ଅଧିକାଂଶ ଲୋକ ଚାଷ ଉପରେ ନିର୍ଭର କରନ୍ତି । ତେବେ ଅଞ୍ଚଳରେ…

Continue Reading ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ନବଜାତକର ମୃତଦେହ ରାସ୍ତାକଡରୁ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଜିଲ୍ଲା ନିର୍ମାଣାଧୀନ ବାଇପାସର ବେନ୍ତପୁର ଗାଁ ମୁଣ୍ଡରୁ ଏକ ନବଜାତକର ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁସାରେ ବାଇପାସ ଦେଇ ଯାଉଥିବା ଲୋକ ରାସ୍ତା କଡରେ ଏକ ନବଜାତକ ପଡିଥିବା ଦେଖିଥିଲେ । ଖବର ପାଇ…

Continue Reading ନବଜାତକର ମୃତଦେହ ରାସ୍ତାକଡରୁ ଉଦ୍ଧାର

କବିତା ଆସର ଅନୁଷ୍ଠିତ

ଅନୁଗୁଳ - ଗତ ତା ୨୧. ୦୮. ୨୦୨୪ ରିଖ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ଗାନ୍ଧିମାର୍ଗ, ଅନୁଗୁଳଠାରେ ଏକ ମନୋଜ୍ଞ ପରିବେଶ ମଧ୍ୟରେ "ବର୍ଷାଗୀତି" କବିତା ଆସର ଓ "ସାହିତ୍ୟରେ ବର୍ଷା" ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ…

Continue Reading କବିତା ଆସର ଅନୁଷ୍ଠିତ

ବିଷ ପିଇଲେ ପ୍ରେମିଯୁଗଳ

ଅନୁଗୁଳ - ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ । ହିନ୍ଦୋଳ ଅଞ୍ଚଳରେ ଏଭଳି ଘଟଣା ଘଟିଥିବା ବେଳେ ଉଭୟ ଗୁରୁତର ଅବସ୍ଥାରେ ଏବେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁସାରେ କଂସରା ଗାଁର ବିକାଶ ନାଥ…

Continue Reading ବିଷ ପିଇଲେ ପ୍ରେମିଯୁଗଳ

ମା’ ରାମଚଣ୍ଡୀ ଠାକୁରାଣୀଙ୍କ ବାର୍ଷିକ ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଛେଣ୍ଡିପଦା-ଅନୁଗୁଳ ଜିଲା ଛେଣ୍ଡିପଦା ବ୍ଲକ୍‌ର କୋଶଳାର ଅଧିଷ୍ଠାତ୍ରୀ ଦେବୀ ମା’ରାମଚଣ୍ଡୀ ଠାକୁରାଣୀଙ୍କ ୫ ଦିନ ବ୍ୟାପି ପ୍ରସିଦ୍ଧ ବାର୍ଷିକ ଯାତ୍ରା,ପୂଜା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ବୁଧବାର ଠାରୁ ମହାସମାରୋହରେ ଆରମ୍ଭ ହୋଇଛି । ପାଗ ଅନୁକୁଳ ହେତୁ ଲକ୍ଷାଧିକ ଭକ୍ତଙ୍କ ଗହଳିରେ…

Continue Reading ମା’ ରାମଚଣ୍ଡୀ ଠାକୁରାଣୀଙ୍କ ବାର୍ଷିକ ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଜିଲ୍ଲାପାଳଙ୍କ ନାମରେ ଫେକ କଲ କରି ଯୁବକ ଗିରଫ

ଅନୁଗୁଳ - ଅନୁଗୁଳ କଲେକ୍ଟର କହୁଛି । ତୁମ ବ୍ଳକର ଜଣେ ଜେଇଙ୍କ ବଦଳି ଅନୁଗୁଳ ଜିଲ୍ଲାକୁ ହୋଇଛି । ତାହା ବାତିଲ କର । ଜୟପୁର ବିଡିଓଙ୍କୁ ଅନୁଗୁଳ ଜିଲ୍ଲାପାଳଙ୍କ ନାଁରେ ଏଭଳି ଫେକ୍ କଲ୍ କରି ଫସିଛି ଜଣେ…

Continue Reading ଜିଲ୍ଲାପାଳଙ୍କ ନାମରେ ଫେକ କଲ କରି ଯୁବକ ଗିରଫ

ପଇଡ ପଡି ଶିଶୁ କନ୍ୟା ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ହେମାମୁରା ଗାଁରେ ଅଘଟଣ । ମୁଣ୍ଡରେ ପଇଡ ପଡି ୭ ମାସର ଶିଶୁକନ୍ୟା ମୃତ । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଅନ୍ତର୍ଗତ ଅର୍ଜୁନଧରା ଗ୍ରାମର କୁନା ପ୍ରଧାନ ଆଠମଲ୍ଲିକ ଥାନା ଅନ୍ତର୍ଗତ…

Continue Reading ପଇଡ ପଡି ଶିଶୁ କନ୍ୟା ମୃତ

ଜଳିଗଲା ୨ ଟ୍ରକ ସହ ମଦ – ମଦ ଡିପୋରେ ଅଗ୍ନିକାଣ୍ଡ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରପଡା ଥାନା ଦୁର୍ଗାପୁର ଗାଁ ସ୍ଥିତ ରାଜ୍ୟ ସରକାରଙ୍କର ପାନୀୟ ନିଗମ ଗୋଦାମ ପରିସରରେ ୨ଟି ମଦ ବୋଝେଇ ଟ୍ରକରେ ଅଗ୍ନିକାଣ୍ଡ ଘଟି ବିପୁଳ ପରିମାଣର କ୍ଷୟକ୍ଷତି ଘଟିଛି । ସୂଚନା ଅନୁସାରେ , ଖୋର୍ଦ୍ଧା…

Continue Reading ଜଳିଗଲା ୨ ଟ୍ରକ ସହ ମଦ – ମଦ ଡିପୋରେ ଅଗ୍ନିକାଣ୍ଡ

ନାବାଳିକା ଦୁଷ୍କର୍ମକାରୀକୁ ସଶ୍ରମ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜୋରିମାନା

ଅନୁଗୁଳ - ଜଣେ ନାବାଳିକାକଙ୍କୁ ଦୁଷ୍କର୍ମ କରିବା ସହ ତାଙ୍କୁ ହତ୍ୟା କରିବାକୁ ଧମକ ଦେବା ମାମଲାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଅଦାଲତ। ଅଭିଯୁକ୍ତ ଜରପଡ଼ା ଥାନା କତଡ଼ା ଗାଁର ବାଲା ସାହୁକୁ ଅଦାଲତ ୨୦ ବର୍ଷ ସଶ୍ରମ କାରାଦଣ୍ଡ…

Continue Reading ନାବାଳିକା ଦୁଷ୍କର୍ମକାରୀକୁ ସଶ୍ରମ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜୋରିମାନା

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦଲାଲ ସନ୍ଦେହରେ ଯୁବକ ଅଟକ

ଅନୁଗୁଳ - ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଆଜି ଜଣେ ଯୁବକକୁ ଦଲାଲ ସନ୍ଦେହରେ ସୁରକ୍ଷାକର୍ମୀ ଧରି ପୁଲିସ ର ଜିମା ଦେଇଛନ୍ତି। ସୂଚନା ଅନୁସାରେ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦିନକୁ ଦିନ ଦଲାଲଙ୍କ କାର୍ଯ୍ୟ ବଢୁ ଥିବା ଅଭିଯୋଗ…

Continue Reading ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦଲାଲ ସନ୍ଦେହରେ ଯୁବକ ଅଟକ

ବାରମ୍ବାର କଇଁଚି ଭୂଷି ଟେଲରଙ୍କୁ ହତ୍ୟା

ଅନୁଗୁଳ - ସାମାନ୍ୟ ବଚସାରୁ ଟେଲରଙ୍କୁ ବାରମ୍ବାର କଇଁଚିରେ ଭୂଷି ହତ୍ୟା କଲା ଯୁବକ । ଏଭଳି ଅଭାବନୀୟ ଘଟଣା ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅଧିନରେ ଘଟି ଯାଇଛି । ସୂଚନା ଅନୁସାରେ ବଅଁରପାଳ କଲେଜ ନିକଟରେ ଥିବା ଏକ…

Continue Reading ବାରମ୍ବାର କଇଁଚି ଭୂଷି ଟେଲରଙ୍କୁ ହତ୍ୟା