ତଣ୍ଟି କାଟି ନାବାଳିକା ଖୁସିକୁ ହତ୍ୟା କରିବା ଘଟଣା – ଅଭିଯୁକ୍ତକୁ ଧରିଲା ପୁଲିସ

ଅନୁଗୋଳ - ଅନୁଗୋଳ ଜିଲ୍ଲା କୁଇଓ ଗାଁରେ ହୋଇଥିବା ଲୋମଟାଙ୍କୁରା ଖୁସି ହତ୍ୟା ଘଟଣାର ୧୯ ଦିନ ପରେ ଅଭିଯୁକ୍ତ ସୌମ୍ୟ ରଞ୍ଜନ ବେହେରାକୁ ପୁଲିସ ଧରିବାରେ ସଫଳ ହୋଇଛି । ଗତ ୮ ତାରିଖ ଦିନ ସକାଳ ପ୍ରାୟ ୧୦…

Continue Reading ତଣ୍ଟି କାଟି ନାବାଳିକା ଖୁସିକୁ ହତ୍ୟା କରିବା ଘଟଣା – ଅଭିଯୁକ୍ତକୁ ଧରିଲା ପୁଲିସ

ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ପ୍ରଶିକ୍ଷକଙ୍କୁ ତାଲିମ

ଅନୁଗୋଳ - ଫ୍ୟାଲେରିଆ ରୋଗ ନିରାକରଣ ପାଇଁ ହେବାକୁ ଥିବା ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମରେ ସାମିଲ ୮୦ ଜଣ ପ୍ରଶିକ୍ଷକ ଙ୍କୁ ନେଇ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଆଗାମୀ ଅଗଷ୍ଟ ୧୦…

Continue Reading ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ପ୍ରଶିକ୍ଷକଙ୍କୁ ତାଲିମ

ଆଠମଲ୍ଲିକରେ ‘ଗରିବ କଲ୍ୟାଣ ସମାବେଶ’ରେ କେନ୍ଦ୍ରମନ୍ତ୍ରୀ

ଆଠମଲ୍ଲିକ - ଅନୁଗୋଳ ଜିଲ୍ଲା ଆଠମଲ୍ଲିକରେ ଆୟୋଜିତ 'ଗରିବ କଲ୍ୟାଣ ସମାବେଶ'ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କହିଛନ୍ତି ଯେ ମୋଦି ସରକାରରେ ଗରିବ କଲ୍ୟାଣ ମୂଳମନ୍ତ୍ର ହୋଇଛି । ବିଶ୍ୱରେ ଭାରତର ନାଁ ପୁନଃସ୍ଥାପିତ ହୋଇଛି । ସବକା ସାଥ୍-ସବକା…

Continue Reading ଆଠମଲ୍ଲିକରେ ‘ଗରିବ କଲ୍ୟାଣ ସମାବେଶ’ରେ କେନ୍ଦ୍ରମନ୍ତ୍ରୀ

ଖଣିରେ ବିଦ୍ଯୁତ ଆଘାତରେ ଶ୍ରମିକ ମୃତ

ତାଳଚେର - ଅନୁଗୋଳ ଜିଲ୍ଲା ତାଳଚେର ଭୁବନେଶ୍ଵରୀ କୋଇଲା ଖଣିରେ ଆଜି ଏକ ଅଘଟଣ ଘଟି ଯାଇଛି । ଖଣିରେ ବିଦ୍ୟୁତ କାର୍ଯ୍ୟ କରୁଥିବା ବେଳେ ବିଦ୍ୟୁତ ଆଘାତରେ ଜଣେ ଠିକା ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ମୃତ ଠିକା…

Continue Reading ଖଣିରେ ବିଦ୍ଯୁତ ଆଘାତରେ ଶ୍ରମିକ ମୃତ

ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ଗ୍ରାମବାସୀଙ୍କ ପାଇଁ ଉଚ୍ଚ ରକ୍ତଚାପ ପରୀକ୍ଷା ଶିବିର

ଅନୁଗୋଳ - ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ଅବସରରେ ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ରକ୍ତଚାପ ପରୀକ୍ଷା ଶିବିର ଆୟୋଯିତ କରାଯାଇଥିଲା । ଢେଙ୍କାନାଳର ନରେନ୍ଦ୍ରପୁର ସ୍ଥିତ ଟାଟା ଷ୍ଟିଲ ମେରାମଣ୍ଡଳୀ କାରଖାନାର ନିକଟରେ ଥିବା ହିନ୍ଦୋଳ ଏବଂ ଓଡାପଡା ବ୍ଲକ୍…

Continue Reading ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ଗ୍ରାମବାସୀଙ୍କ ପାଇଁ ଉଚ୍ଚ ରକ୍ତଚାପ ପରୀକ୍ଷା ଶିବିର

ନାତିର ଠେଙ୍ଗା ମାଡ଼ରେ ଅଜା ମୃତ

ପାଲଲହଡା - ଅନଗୁଳ ଜିଲ୍ଲା ପାଳଲହଡା ଥାନା ବତିସୁଆଁ ପଞ୍ଚାୟତ ଅନ୍ତର୍ଗତ ହାତୀମୁଣ୍ଡ ଗାଁରେ ଅଭାବନୀୟ ଘଟଣା ଘଟିଛି । ପାରିବାରିକ ଗଣ୍ଡଗୋଳ ଯୋଗୁଁ ନାତିର ଠେଙ୍ଗା ମାଡ଼ରେ ଅଜାର ମୃତ୍ୟୁ ହୋଇଛି । ସେପଟେ ଅଭିଯୁକ୍ତ ନାତିକୁ ପାଲଲହଡା ପୁଲିସ…

Continue Reading ନାତିର ଠେଙ୍ଗା ମାଡ଼ରେ ଅଜା ମୃତ

ସାତକୋଶିଆରେ ଅଣ୍ଡା ଫୁଟି ବାହାରିଲେ ଘଡିଆଳ ଛୁଆ

ଅନୁଗୋଳ - ଅନୁଗୋଳ ଜିଲ୍ଲା ସାତକୋଶିଆରୁ ପୁଣି ଥରେ ଖୁସି ଖବର ଆସିଛି । ଘଡିଆଳ କୁମ୍ଭୀର ପାଇଁ ସାରା ଦେଶରେ ପରିଚିତ ସାତକୋଶିଆରେ କ୍ରମାଗତ ତୃତୀୟ ବର୍ଷ ପାଇଁ ଘଡ଼ିଆଳ ପ୍ରଜନନ ସଫଳ ହୋଇଛି । ଗୁରୁବାର ଅଣ୍ଡା ଫୁଟି…

Continue Reading ସାତକୋଶିଆରେ ଅଣ୍ଡା ଫୁଟି ବାହାରିଲେ ଘଡିଆଳ ଛୁଆ

ଦଶନ୍ଧି ପରେ କ୍ରୀଡା ସଂସଦର ନୂତନ କର୍ମକର୍ତ୍ତା ନିର୍ବାଚିତ

ଅନୁଗୋଳ - ଅନୁଗୋଳ ଜିଲ୍ଲା କ୍ରୀଡା ସଂସଦ ଦୀର୍ଘ ବର୍ଷର ହେଲା ଏକ ପ୍ରକାର ସ୍ଥାଣୁ ଅବସ୍ଥାରେ ଥିଲା । ଗଣମାଧ୍ୟମରେ ବାରମ୍ବାର ଏ ନେଇ ଖବର ପ୍ରସାରଣ ପରେ ଜିଲ୍ଲା ପ୍ରଶାସନ ତତ୍ପରତା ଦେଖାଇଥିଲା । ଆଉ ବହୁ ବାଦ…

Continue Reading ଦଶନ୍ଧି ପରେ କ୍ରୀଡା ସଂସଦର ନୂତନ କର୍ମକର୍ତ୍ତା ନିର୍ବାଚିତ

ଜମାକାରୀଙ୍କ ଖାତାରୁ ୯ଲକ୍ଷ ଟଙ୍କା ହଡପ – ଥାନାରେ ଅଭିଯୋଗ

ଛେଣ୍ଡିପଦା - ଅନୁଗୋଳ ଜିଲ୍ଲା ଛେଣ୍ଡିପଦାଠାରେ ଥିବା ଆସିଆଇ ବ୍ୟାଙ୍କରୁ ଜୈନେକ ହିତାଧିକାରୀଙ୍କ ଖାତାରୁ ୯ଲକ୍ଷରୁ ଅଧିକ ଟଙ୍କା ହଡପ ହୋଇଥିବା ନେଇ ଛେଣ୍ଡିପଦା ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ , ଗତ ଫେବ୍ରୁଆରି ମାସରେ ଆସିଆଇସିଆଇ ବ୍ୟାଙ୍କ…

Continue Reading ଜମାକାରୀଙ୍କ ଖାତାରୁ ୯ଲକ୍ଷ ଟଙ୍କା ହଡପ – ଥାନାରେ ଅଭିଯୋଗ

ସରପଞ୍ଚଙ୍କୁ ଖାତିର କରୁ ନାହାଁନ୍ତି ଜେ.ଈ. – ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ସରପଞ୍ଚ

ଅନୁଗୋଳ - ପଞ୍ଚାୟତରେ ଜେଇ ମନମୁଖୀ କାମ କରୁଛନ୍ତି । ଯାହା ଫଳରେ ଉନ୍ନତିମୁଳକ କାର୍ଯ୍ୟରେ ବାଧା ଉପୁଜିଛି । ଏଥିପାଇଁ  ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅନୁଗୋଳ ଜିଲ୍ଲା ବସଲା ସରପଞ୍ଚ । ସରପଞ୍ଚ ଚନ୍ଦନ କୁମାର ସାହୁଙ୍କ କହିବା ଅନୁଯାୟୀ…

Continue Reading ସରପଞ୍ଚଙ୍କୁ ଖାତିର କରୁ ନାହାଁନ୍ତି ଜେ.ଈ. – ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ସରପଞ୍ଚ

ମାଳତୀ ଦେବୀ ଆଶ୍ରମ’ ରାଷ୍ଟ୍ରର ଏକ ଶ୍ରଦ୍ଧାର କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନ

ଅନୁଗୋଳ - କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀ ଓ ନାରୀ ନେତ୍ରୀ ସ୍ୱର୍ଗତ ମାଳତୀ ଚୌଧୁରୀଙ୍କ ଦ୍ୱାରା ଅନୁଗୋଳରେ…

Continue Reading ମାଳତୀ ଦେବୀ ଆଶ୍ରମ’ ରାଷ୍ଟ୍ରର ଏକ ଶ୍ରଦ୍ଧାର କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନ

ସରିଲା ତାଳଚେର ଟ୍ରକ ମାଲିକ ସଂଘ ନିର୍ବାଚନ -ଅରବିନ୍ଦ ଭୂତିଆ ସଭାପତି

ତାଳଚେର - ଅନୁଗୋଳ ଜିଲ୍ଲା ତାଳଚେର ଟ୍ରକ ମାଲିକ ସଂଘର ନିର୍ବାଚନ ପ୍ରକ୍ରିୟା ଗତକାଲି ସକାଳ ୮ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଥିଲା । ମୋଟ ଭୋଟର ତାଲିକା ୧,୨୩୬ ରହିଥିବା ବେଳେ…

Continue Reading ସରିଲା ତାଳଚେର ଟ୍ରକ ମାଲିକ ସଂଘ ନିର୍ବାଚନ -ଅରବିନ୍ଦ ଭୂତିଆ ସଭାପତି

ଆସନ୍ତାକାଲି ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ – ଦଶନ୍ଧି ପରେ ଜିଲ୍ଲାକୁ ମିଳିବ ଗୁରୁତ୍ୱ !!

ଅନୁଗୋଳ - ଆସନ୍ତାକାଲି ରାଜ୍ୟ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ହେବ । ଲୋକସେବା ଭବନର କନଭେନସନ ସେଣ୍ଟରରେ ପୂର୍ବାହ୍ମରେ ଶପଥ ଉତ୍ସବ ଅନୁଷ୍ଠିତ ହେବ । ନୂଆ ମନ୍ତ୍ରୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶପଥପାଠ କରାଇବେ । ସୁଚନା ଯୋଗ୍ଯ ଯେ…

Continue Reading ଆସନ୍ତାକାଲି ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ – ଦଶନ୍ଧି ପରେ ଜିଲ୍ଲାକୁ ମିଳିବ ଗୁରୁତ୍ୱ !!

ସାପ କାମୁଡାରେ ଦୁଇଜଣଙ୍କ ମୃତ୍ୟୁ

ଅନୁଗୋଳ - ଅନୁଗୋଳ ଜିଲ୍ଲା ଖମାର ଥାନା ପୁରୁଣାପାଣି ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସାପ କାମୁଡ଼ିବା ପରେ ମହିଳାଙ୍କୁ ମେଡିକାଲକୁ ନଆଣି ଗୁଣିଆ ପାଖରେ ପକାଇବା ଯୋଗୁ ମହିଳାଙ୍କ ଜୀବନ ଯାଇଛି । ମୃତ ମହିଳା ହେଲେ…

Continue Reading ସାପ କାମୁଡାରେ ଦୁଇଜଣଙ୍କ ମୃତ୍ୟୁ

ଆଠମଲ୍ଲିକ ବିଜେଡିକୁ ବିଦ୍ରୋହ ଭୟ – ଦିଲେଶ୍ଵରଙ୍କ ଭରସାରେ ବିଜେପି

ଅନୁଗୋଳ - ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ରାଜନୀତି ଏବେ ଜଟିଳ ପରିସ୍ଥିତିରେ । ନୀର୍ବାଚନ ମଣ୍ଡଳୀରେ ବିଜେଡି ଫାଳ ଫାଳ ହୋଇ ରହିଥିବା ବେଳେ ବର୍ତ୍ତମାନ ଦଳରେ ଅନେକ ଆଶାୟୀ ଅଛନ୍ତି । ଯାହାକି ଦଳ ପାଇଁ ସମସ୍ୟା ସୃଷ୍ଟି କରିବ…

Continue Reading ଆଠମଲ୍ଲିକ ବିଜେଡିକୁ ବିଦ୍ରୋହ ଭୟ – ଦିଲେଶ୍ଵରଙ୍କ ଭରସାରେ ବିଜେପି