୧୧ କେଜି ଗଞ୍ଜେଇସହ ୨ ଗିରଫ

ଅନୁଗୋଳ - ଅନୁଗୋଳ ଜିଲ୍ଲା ଅବକାରୀ ବିଭାଗ ତରଫରୁ ଗୁରୁବାର ୧୧ କେଜି ଗଞ୍ଜେଇସହ ୨ ଜଣଙ୍କୁ ଗିରଫ କରାଯାଇଛି । ସୂଚନା ଅନୁସାରେ , ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଥାନା ଅଞ୍ଚଳରୁ କିଶୋରନଗର ଓ କିଆକଟା ଦେଇ ବୌଦ୍ଧ ଜିଲ୍ଲାକୁ…

Continue Reading ୧୧ କେଜି ଗଞ୍ଜେଇସହ ୨ ଗିରଫ

ଜିଲ୍ଲାରେ ଛାତ୍ରୀଙ୍କ ତୁଳନାରେ ଅଧିକ ଛାତ୍ର ପାସ

ଅନୁଗୋଳ - ମାଧ୍ୟମିକ ଶିକ୍ଷା ପରିଷଦ ( ବୋର୍ଡ଼ ) ପକ୍ଷରୁ ପରିଚାଳିତ ମାଟ୍ରିକ୍ ପରୀକ୍ଷା ଫଳ ଗୁରୁବାର ପୂର୍ବାହ୍ନରେ ପ୍ରକାଶ ପାଇଛି । ତେବେ ଏହି ପରୀକ୍ଷାରେ ଅନୁଗୋଳ ଜିଲ୍ଲାରେ ପାସ୍‌ ହାର ୯୬.୬୪ ପ୍ରତିଶତ ରହିଥିବା ଜିଲା ଶିକ୍ଷା…

Continue Reading ଜିଲ୍ଲାରେ ଛାତ୍ରୀଙ୍କ ତୁଳନାରେ ଅଧିକ ଛାତ୍ର ପାସ

ଦଶମ ଆର୍ଟ ଅଫ ଗିଭିଂ ଦିବସ ପାଳିତ

ଅନୁଗୋଳ - ଅନୁଗୋଳ ଜିଲ୍ଲାର ଯଦୁନାଥ ସଂସ୍କୃତ ମହାବିଦ୍ୟାଳୟ ରେ ଦଶମ ଆର୍ଟ ଅଫ ଗିଭିଙ୍ଗ ଦିବସ ପାଳିତ ହୋଇଯାଇଛି ।ଏହି ଦିବସରେ ମୁଖ୍ୟ ଅତିଥି ଭାବେ ଅବକାରୀ ଅଧିକ୍ଷକ ମଧୁସ୍ମିତା ନାୟକ,ଦେବଗଡ଼ ସଂସ୍କୃତ ମହାବିଦ୍ୟାଳୟ ର ଅଧ୍ୟକ୍ଷ ପଣ୍ଡିତ ରୋହିତ…

Continue Reading ଦଶମ ଆର୍ଟ ଅଫ ଗିଭିଂ ଦିବସ ପାଳିତ

ଦଶ ବର୍ଷ ପରେ ଘରକୁ ଫେରିଲେ ନିଖୋଜ ଯୁବକ

ଛେଣ୍ଡିପଦା - ୨୦୧୩ ମସିହାରୁ ନିଖୋଜ ହୋଇଗଲେ ଆଉ ୨୦୨୩ରେ ଘରକୁ ଫେରିଲେ । ୧୦ ବର୍ଷ ପୁର୍ବେ ଅନୁଗୋଳ ଜିଲ୍ଲା ଛେଣ୍ତିପଦାର ନିଖୋଜ ଯୁବକଙ୍କୁ ଉତ୍ତରପ୍ରଦେଶରୁ ଉଦ୍ଧାର କରିଛି ପୋଲିସ । ସୂଚନା ଅନୁସାରେ ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା…

Continue Reading ଦଶ ବର୍ଷ ପରେ ଘରକୁ ଫେରିଲେ ନିଖୋଜ ଯୁବକ

କୋରିଅରର ସଂସ୍ଥାରୁ ସଶସ୍ତ୍ର ଡକାୟତି

ଅନୁଗୋଳ - ଅନୁଗୋଳ ସହର ଡିଆଇସି ଛକ ନିକଟରେ ଥିବା ଈ-କାର୍ଟ କୋରିଅରରେ ସଶସ୍ତ୍ର ଡକାୟତି ହୋଇଯାଇଛି । ଗତ ସୋମବାର ରାତି ପ୍ରାୟ ସାଢ଼େ ଦଶଟା ବେଳକୁ କୋରିଅର ଅଫିସ ଭିତରକୁ ଦୁଇ ଜଣ ଯୁବକ ଭିତରକୁ ପଶି ଆସିଥିଲେ…

Continue Reading କୋରିଅରର ସଂସ୍ଥାରୁ ସଶସ୍ତ୍ର ଡକାୟତି

ଖରାରେ ଡ୍ୟୁଟି ବେଳେ ଏସ୍ ଆଇ ଅଚେତ, ହସ୍ପିଟାଲରେ ଭର୍ତ୍ତି

ଅନୁଗୋଳ - ଅନୁଗୋଳ ଜିଲ୍ଲାରେ ଖରାର ପ୍ରକୋପ ବେଶ ରହିଛି । ଆଜି ଦିନରେ ଜିଲ୍ଲା ସଦର ମହକୁମାର ତାପମାତ୍ରା ୪୫ ଡିଗ୍ରୀ ପାର ହୋଇଥିଲା । ତେବେ ଏଭଳି ଅତ୍ୟଧିକ ତାପମାତ୍ରା ଥିବା ବେଳେ ଡ୍ୟୁଟି କରୁଥିବା ଜଣେ ପୁଲିସ…

Continue Reading ଖରାରେ ଡ୍ୟୁଟି ବେଳେ ଏସ୍ ଆଇ ଅଚେତ, ହସ୍ପିଟାଲରେ ଭର୍ତ୍ତି

କୋଇଲା ଚୋରା ଚାଲାଣ ଅଭିଯୋଗରେ ୭ ଗିରଫ

ଅନୁଗୋଳ - ଅନୁଗୋଳ ଜିଲ୍ଲା ବଅଁରପାଳ ପୁଲିସ ସୋମବାର ସାଇକେଲରେ କୋଇଲା ଚୋରା ଚାଲାଣ କରୁଥିବା ୭ ଜଣଙ୍କୁ ଗିରଫ କରିଛି। ସୂଚନା ଅନୁସାରେ ତାଳଚେର କୋଇଲା ଖଣି ଅଞ୍ଚଳରୁ ସାଇକେଲରେ କୋଇଲା ଚୋରିକରି ବଜାରରେ ବିକ୍ରି କରିବାକୁ ନେଉଥିବା ବେଳେ…

Continue Reading କୋଇଲା ଚୋରା ଚାଲାଣ ଅଭିଯୋଗରେ ୭ ଗିରଫ

ବାହାଘରରେ ମିଳିଲା କି ଟିକଟ ଉପହାର

ଅନୁଗୋଳ - ଅନୁଗୋଳ ଜିଲ୍ଲା ପାଲଲହଡାର ବିଧାୟକ ମୁକେଶ ପାଲ ଗତ ୧୨ ତାରିଖରେ ବଣିଆବାହାଳ ନିବାସୀ ମଧୁସୂଦନ ପଟ୍ଟନାୟକଙ୍କ ଝିଅ ଅବଲିସାଙ୍କୁ ବିବାହ କରିଥିଲେ । ରବିବାର ତାଙ୍କର ବାହାଘର ଭୋଜି ବିଧାୟକଙ୍କ ଗାଁ ବାଲିପଶିରେ ଥିଲା । ଯେଉଁଠି…

Continue Reading ବାହାଘରରେ ମିଳିଲା କି ଟିକଟ ଉପହାର

ବସ ପଛରେ ପିଟି ହେଲା ମୋଟରସାଇକେଲ – ଜଣେ ମୃତ

ଅନୁଗୋଳ - ଅନୁଗୋଳ ଜିଲ୍ଲା ପାଲଲହଡ଼ା ଥାନା ୪୯ ନମ୍ବର ଜାତୀୟ ରାଜପଥ ସାମିୟାପାଲି ଛକ ନିକଟରେ ସୋମବାର ଦୁର୍ଘଟଣା ଘଟିଛି । ଆଜି ସକାଳୁ ସାଇନାଥ ନାମକ ଏକ ଘରୋଇ ବସ ପାଲଲହଡା ପଟୁ ଦେବଗଡ଼ ଅଭିମୁଖେ ଯାଉଥିବା ବେଳେ…

Continue Reading ବସ ପଛରେ ପିଟି ହେଲା ମୋଟରସାଇକେଲ – ଜଣେ ମୃତ

ବିବାହ ବନ୍ଧନରେ ବାନ୍ଧି ହେଲେ ଯୁବ ବିଧାୟକ

ଅନୁଗୋଳ - ବିବାହ ବନ୍ଧନରେ ବାନ୍ଧି ହେଲେ ପାଲଲହଡାର ଯୁବ ବିଧାୟକ ମୁକେଶ ପାଲ । ଆଜି ହିନ୍ଦୁ ରୀତି ନୀତି ଅନୁଯାୟୀ ଅନୁଗୋଳ ସ୍ଥିତ ଏକ ତାରକା ହୋଟେଲରେ ବହୁ ଧୂମଧାମରେ ବିବାହ ସମ୍ପର୍ଣ୍ଣ ହୋଇଛି । ଅନୁଗୋଳ ବଣିଆବାହାଳ…

Continue Reading ବିବାହ ବନ୍ଧନରେ ବାନ୍ଧି ହେଲେ ଯୁବ ବିଧାୟକ

ଚୋରା ବାଲି ଚାଲାଣ ଅଭିଯୋଗରେ ୫ ଗିରଫ

ଅନୁଗୋଳ - ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ପୁଲିସ ଶୁକ୍ରବାର ସକାଳେ ବାଲି ଚୋରା ଚାଲାଣ ଅଭିଯୋଗରେ ୫ ଜଣଙ୍କୁ ଗିରଫ କରିବା ସହ ୫ଟି ଟ୍ରକ୍କୁ ଜବତ କରିଛି । ସୂଚନା ଅନୁସାରେ, ଦେବଗଡ଼ ଓ ଅନୁଗୁଳ ଜିଲ୍ଲା ସୀମାରେ ଥିବା…

Continue Reading ଚୋରା ବାଲି ଚାଲାଣ ଅଭିଯୋଗରେ ୫ ଗିରଫ

ଯୁବକଙ୍କୁ ପଥରରେ ଛେଚି ହତ୍ଯା ଅଭିଯୋଗ

ତାଳଚେର - ତାଳଚେର ଡେରା ପାଣିହାଟିଙ୍ଗ ନିକଟରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା ପରେ ରେଳ ଧାରଣା କଡ଼ରେ ଥିବା ଡ୍ରେନକୁ କେହି ଦୁର୍ବୃତ୍ତ ଫିଙ୍ଗି ଦେଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ । ମୃତ ଯୁବକ ଜଣଙ୍କ ହେଲେ ଡେରା…

Continue Reading ଯୁବକଙ୍କୁ ପଥରରେ ଛେଚି ହତ୍ଯା ଅଭିଯୋଗ

ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଲାଞ୍ଚୁଆ କିରାଣୀ

ଅନୁଗୋଳ - ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଜିଲ୍ଲାପାଳ କାର୍ଯ୍ୟାଳୟର ଜୁନିଅର କ୍ଲର୍କ ପଙ୍କଜିନି ବିଶ୍ୱାଳ । ପଙ୍କଜିନି ୨୦୧୭ ମସିହାରେ ଅନୁଗୋଳ ତହସିଲ ଅଫିସରେ କାର୍ଯ୍ୟରତ ଥିବା ବେଳେ ଜମି ପଟା ମ୍ୟୁଟେସନ କରିବା ପାଇଁ ଟଙ୍କା ଲାଞ୍ଚ ନେବା…

Continue Reading ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଲାଞ୍ଚୁଆ କିରାଣୀ

ହାତୀ ନେଲା ଆଉ ଜଣେ ବୃଦ୍ଧାଙ୍କ ଜୀବନ

ଅନୁଗୋଳ - ଅନୁଗୋଳ ଜିଲ୍ଲା ବନ୍ତଳା ବନାଞ୍ଚଳରେ ଦନ୍ତା ଆକ୍ରମଣରେ ଆଜି ପୁଣି ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି । ଆମ୍ବ ଗୋଟାଇବାକୁ ଯାଇଥିଲା ବେଳେ ଆଜି ସକାଳୁ ଏଭଳି ଅଘଟଣ ଘଟିଛି । ସୂଚନା ଅନୁସାରେ ବନ୍ତଳା ବନାଞ୍ଚଳ ଜାମୁଣ୍ଡା…

Continue Reading ହାତୀ ନେଲା ଆଉ ଜଣେ ବୃଦ୍ଧାଙ୍କ ଜୀବନ

ବହୁ ପ୍ରତୀକ୍ଷାର ଅନ୍ତ – ଅତ୍ୟାଧୁନିକ ବସ୍ ଟର୍ମିନାଲ୍ରୁ ଗଡିଲା ବସ୍

ଅନୁଗୋଳ - ଅନୁଗୋଳର ଅତ୍ୟାଧୁନିକ ବସ୍ ଟର୍ମିନାଲ୍ କାର୍ଯ୍ୟକ୍ଷମ ହେବା ନେଇ ପ୍ରତୀକ୍ଷାର ଅନ୍ତ ହୋଇଛି । ଜିଲ୍ଲାପାଳଙ୍କ ସହ ମଙ୍ଗଳବାର ଗୁରୁତ୍ଵପୂର୍ଣ୍ଣ ବୈଠକରେ ପାର୍କିଂ ଦର ସ୍ଥିର ହେବା ପରେ ଆଜିଠାରୁ ନୂଆ ବସଷ୍ଟାଣ୍ଡରୁ ଗାଡ଼ି ଚଲାଇଛନ୍ତି ବସ୍ ମାଲିକ…

Continue Reading ବହୁ ପ୍ରତୀକ୍ଷାର ଅନ୍ତ – ଅତ୍ୟାଧୁନିକ ବସ୍ ଟର୍ମିନାଲ୍ରୁ ଗଡିଲା ବସ୍