ସାଙ୍ଗ ଭଉଣୀଙ୍କୁ ଅପହରଣ ଓ ଦୁଷ୍କର୍ମକରି ଯୁବକ ଗିରଫ

ଅନୁଗୋଳ - ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅଞ୍ଚଳରେ ଜଣେ ୧୪ ବର୍ଷର ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ପୁଲିସ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫ କରିଛି । ସୂଚନା ଅନୁସାରେ , ଢ଼େଙ୍କାନାଳ ଜିଲ୍ଲା ଭୁଷଣ ଥାନା ଅଞ୍ଚଳରେ…

Continue Reading ସାଙ୍ଗ ଭଉଣୀଙ୍କୁ ଅପହରଣ ଓ ଦୁଷ୍କର୍ମକରି ଯୁବକ ଗିରଫ

ଜେଏସପି ଫାଉଣ୍ଡେସନ ପକ୍ଷରୁ ମମତା କେନ୍ଦ୍ରକୁ ସହୟତା

ଅନୁଗୋଳ - ଅନୁଗୋଳ ଜିଲ୍ଲା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର(ଜେଏସପି)ର ସାମାଜିକ ଦାୟିତ୍ଵବୋଧ ଶାଖା ଜେଏସପି ଫାଉଣ୍ଡେସନ ପକ୍ଷରୁ ମଙ୍ଗଳବାର ଫୋଲ୍‌ଡେବୁଲ କାଉଚ ସହ ବିଭାଜନ ପରଦା ଜିଲ୍ଲାର ବଅଁରପାଳ ଓ ଛେଣ୍ଡିପଦା ବ୍ଲକରେ ପ୍ରଦାନ କରାଯାଇଛି। ଜିଲ୍ଲା କାର୍ଯ୍ୟାଳୟ ପରିସରରେ…

Continue Reading ଜେଏସପି ଫାଉଣ୍ଡେସନ ପକ୍ଷରୁ ମମତା କେନ୍ଦ୍ରକୁ ସହୟତା

ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ

ଅନୁଗୋଳ - ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ମହିଧରପୁର ଗାଁରେ ମଙ୍ଗଳବାର ସକାଳେ ଏକ ଅଜଣା ଗାଡ଼ି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଯେ, ଗାଁର ଅରକ୍ଷୀତ ସାହୁ ତାଙ୍କ ପୋଖରୀକୁ ସକାଳେ ଗାଧୋଇବାକୁ ଯାଉଥିଲେ। ଏକ ଅଜଣା…

Continue Reading ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ

ଭାଉଜଙ୍କୁ ଦୁଷ୍କର୍ମକରି ଦିଅର ଗିରଫ

ଅନୁଗୋଳ- ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅଞ୍ଚଳରେ ନିଜ ଭାଉଜଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ଦିଅରଙ୍କୁ ଗିରଫ କରିଛି ପୁଲିସ। ସୂଚନା ଯେ, ଅଭିଯୋଗ କାରରିଣୀ ଭାଉଜଙ୍କ ସ୍ବାମୀ ରାଜ୍ୟ ବହାରେ କାମ କରନ୍ତି। ଏହାର ସୁଯୋଗ ନେଇ ତାଙ୍କ ଦିଅର…

Continue Reading ଭାଉଜଙ୍କୁ ଦୁଷ୍କର୍ମକରି ଦିଅର ଗିରଫ

ଠାକୁରଗଡରୁ ଯୁବକ ନିଖୋଜ , ବାଲିପଟ୍ଟାରୁ ମୃତଦେହ ଉଦ୍ଧାର

ଅନୁଗୋଳ - ଅନୁଗୋଳ ଜିଲ୍ଲା ଛେଣ୍ତିପଦା ଥାନା କୁକୁରପେଟା ଗ୍ରାମକୁ ୩ ଦିନ ତଳେ ଜଣେ ଯୁବକ ଏକ ବିବାହ ଉତ୍ସବକୁ ଆସି ନିଖୋଜ ଥିବା ବେଳେ ଆଜି ତାଙ୍କ ମୃତଦେହ ବାଲିପଟ୍ଟା ତେଲିପୋଲ ନିକଟରୁ ଉଦ୍ଧାର ହୋଇଛି । ମୃତ…

Continue Reading ଠାକୁରଗଡରୁ ଯୁବକ ନିଖୋଜ , ବାଲିପଟ୍ଟାରୁ ମୃତଦେହ ଉଦ୍ଧାର

ଟଙ୍କା ଓ ପରେ ପ୍ରେମିକା ଉପରେ ନଜର ପକେଇବା ଯୋଗୁଁ ହତ୍ଯାକାଣ୍ଡ – ଦୁଇ ମହିଳା ସମେତ ଚାରି ଗିରଫ

ଅନୁଗୋଳ - ବ୍ୟବସାୟରେ କରିଥିବା ଲାଭ ଟଙ୍କା ଦେଉ ନଥିଲା , ତାପରେ ପ୍ରେମିକା ଉପରେ ନଜର ପକାଇଲା । ସେଇଥିପାଇଁ ଯୋଜନା କଲା ଏବଂ ଯୋଜନା ଅନୁସାରେ ନିଛାଟିଆ ସ୍ଥାନକୁ ଡାକି ବିଭତ୍ସ ଭାବେ ହାଣି ଦେଇ ମାରିଦେଲା ।…

Continue Reading ଟଙ୍କା ଓ ପରେ ପ୍ରେମିକା ଉପରେ ନଜର ପକେଇବା ଯୋଗୁଁ ହତ୍ଯାକାଣ୍ଡ – ଦୁଇ ମହିଳା ସମେତ ଚାରି ଗିରଫ

ହାତୀ ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ

ଅନୁଗୋଳ - ଅନୁଗୋଳ ଜିଲ୍ଲାରେ ପୁଣି ହାତୀ ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ବଡ଼କନ୍ତକୁଳ ଗାଁର ମୁନି ପ୍ରଧାନ ଓ ଗୌରୀ ରାଉଳ ଆଜି ଭୋରରୁ ଗାଁ ମୁଣ୍ଡ ଆମ୍ବତୋଟା କୁ ଆମ୍ବ ଗୋଟାଇବାକୁ ଯାଇଥିଲେ…

Continue Reading ହାତୀ ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ

ବହୁଚର୍ଚ୍ଚିତ ପ୍ରକାଶ ବେହେରା ହତ୍ୟାକାଣ୍ଡ ଘଟଣା – ମୁଖ୍ୟ ଅଭିଯୁକ୍ତ ଗିରଫ

ଅନୁଗୋଳ - ଅନୁଗୋଳ ସହରର ହୁଲୁରିସିଂହା ବହୁଚର୍ଚ୍ଚିତ ପ୍ରକାଶ ବେହେରା ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ହୁଲୁରିସିଂହା ଘାସିସାହିର ବାବୁ ଓରଫ କରଣ ମୁଖୀ ( ୨୧ ବର୍ଷ ) । ଅଭିଯୁକ୍ତର…

Continue Reading ବହୁଚର୍ଚ୍ଚିତ ପ୍ରକାଶ ବେହେରା ହତ୍ୟାକାଣ୍ଡ ଘଟଣା – ମୁଖ୍ୟ ଅଭିଯୁକ୍ତ ଗିରଫ

ନାଲକୋର ଉତ୍କଳ ଡି ଓ ଇ, କମ୍ପାନୀ କାର୍ଯ୍ୟକୁ ବନ୍ଦ କରି ୨୩ ଜଣ କ୍ଷତିଗ୍ରସ୍ତ ପ୍ରଜା ଗିରଫ

ଛେଣ୍ଡିପଦା - ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ବରପଦା ଗ୍ରାମ ପଂଚାୟତର ଗୋପିବଲ୍ଲଭପୁର ଠାରେ ନାଲକୋର ଉତ୍କଳ "ଡି" ଓ "ଇ", କମ୍ପାନୀ ପକ୍ଷରୁ ପ୍ରସ୍ତାବିତ ଖଣି ଅଂଚଳରେ ଘରୋଇ କମ୍ପାନୀ ଦ୍ୱାରା ମାଟି ଓ କୋଇଲା ଖନନ କାର୍ଯ୍ୟ…

Continue Reading ନାଲକୋର ଉତ୍କଳ ଡି ଓ ଇ, କମ୍ପାନୀ କାର୍ଯ୍ୟକୁ ବନ୍ଦ କରି ୨୩ ଜଣ କ୍ଷତିଗ୍ରସ୍ତ ପ୍ରଜା ଗିରଫ

ବିଜେଡି ଟିକେଟରେ ଲଢ଼ିବେ କି ତଥାଗତ ଶତପଥୀ !!

ଭୁବନେଶ୍ୱର - ଢେଙ୍କାନାଳ ଲୋକସଭା ଆସନରୁ ପୁଣି ବିଜେଡି ଟିକେଟରେ ଲଢ଼ିବେ କି ତଥାଗତ ଶତପଥୀ ? ନା କୌଣସି ବିଧାନସଭା ଆସନରୁ ବିଧାୟକ ପ୍ରାର୍ଥୀ ହେବେ ? ଆଜି ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଶଙ୍ଖ ଭବନର ଉଦଘାଟନୀ…

Continue Reading ବିଜେଡି ଟିକେଟରେ ଲଢ଼ିବେ କି ତଥାଗତ ଶତପଥୀ !!

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସୁରକ୍ଷାକର୍ମୀଙ୍କ ଗୁଣ୍ଡାରାଜ – ରୋଗୀଙ୍କ ସମ୍ପର୍କୀୟଙ୍କୁ ମାଡ

ଅନୁଗୋଳ - ରୋଗୀଙ୍କ ସମ୍ପର୍କୀୟଙ୍କୁ ଡାକ୍ତରଖାନା ସୁରକ୍ଷାକର୍ମୀଙ୍କ ମାଡ଼ । ଡାକ୍ତରଙ୍କୁ ଦେଖାଇବାକୁ ଧାଡିରେ ଛିଡା ହୋଇଥିବା ବେଳେ କ୍ରମିକ ନମ୍ବରରେ ଉପର ତଳ କରୁଥିବା ଅଭିଯୋଗ କରିବାରୁ ରୋଗୀ ସମ୍ପର୍କୀୟଙ୍କୁ ନିର୍ଧୁମ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଏଭଳି…

Continue Reading ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସୁରକ୍ଷାକର୍ମୀଙ୍କ ଗୁଣ୍ଡାରାଜ – ରୋଗୀଙ୍କ ସମ୍ପର୍କୀୟଙ୍କୁ ମାଡ

ନାଲକୋରୁ ଯାଇ ତାଳଚେରରେ ବିକ୍ରି କରୁଥିଲା ବ୍ରାଉନସୁଗାର – ଗିରଫ କଲା ଅବକାରୀ ବିଭାଗ

ଅନୁଗୋଳ - ଅନୁଗୋଳ ଜିଲ୍ଲା ଅବକାରୀ ବିଭାଗକୁ ବ୍ରାଉନସୁଗାର ଧରିବାରେ ଆଉ ଏକ ସଫଳତା ମିଳିଛି । ନାଲକୋନଗର ଅଞ୍ଚଳର ଜଣେ ଯୁବକ ତାଳଚେର ଅଞ୍ଚଳରେ ବ୍ରାଉନସୁଗାର ବିକ୍ରି କରିବାକୁ ଗରାଖ ଅପେକ୍ଷାରେ ଥିବା ବେଳେ ତାକୁ ଗିରଫ କରିବା ସହ…

Continue Reading ନାଲକୋରୁ ଯାଇ ତାଳଚେରରେ ବିକ୍ରି କରୁଥିଲା ବ୍ରାଉନସୁଗାର – ଗିରଫ କଲା ଅବକାରୀ ବିଭାଗ

ଟ୍ରକ ଚାପାରେ ବାପ-ପୁଅ ମୃତ

ଅନୁଗୋଳ - ଅନୁଗୋଳ ଜିଲ୍ଲା ତାଳଚେର ବାଙ୍କଧରା ଛକ ନିକଟରେ ଆଜି ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ୩ ବର୍ଷର ପୁଅ ସମେତ ବାପାଙ୍କର ମୃତ୍ୟୁ ହୋଇଛି । ଆଉ ସୌଭାଗ୍ୟ ବଶତଃ ଅଳ୍ପକେ ଭଣଜା ବର୍ତ୍ତି ଯାଉଛନ୍ତି । ସୂଚନା…

Continue Reading ଟ୍ରକ ଚାପାରେ ବାପ-ପୁଅ ମୃତ

ହତ୍ଯାକାରୀକୁ ଗିରଫ ଦାବୀରେ ଜାତିୟ ରାଜପଥ ଅବରୋଧ

ଅନୁଗୋଳ - ଅନୁଗୋଳ ସହର ହୁଲୁରିସିଂହା ଠାରେ ଗତକାଲି ସନ୍ଧ୍ୟାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିବା ଘଟଣାରେ ଉତ୍ତେଜନା ପରିସ୍ଥିତି ଦେଖା ଦେଇଛି । ସହର ଭିତରେ ଏଭଳି ଘଟଣା ଘଟିଥିବା ସତ୍ୱେ ପୁଲିସ ବର୍ତ୍ତମାନ ସୁଦ୍ଧା କାହାକୁ ଗିରଫ…

Continue Reading ହତ୍ଯାକାରୀକୁ ଗିରଫ ଦାବୀରେ ଜାତିୟ ରାଜପଥ ଅବରୋଧ

ଯୁବକକୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ

ଅନୁଗୁଳ- ଅନୁଗୁଳ ସହର ହୁଲୁରିସିଂହାରେ ଶୁକ୍ରବାର ସନ୍ଧ୍ୟାରେ ଜଣେ ଯୁବକକୁ ବିଭତ୍ସ ହତ୍ୟା କରାଯାଇଛି। ମୃତ ଯୁବକ ହୁଲୁରିସିଂହାର ଅଭିରାମ ବେହେରାଙ୍କ ପୁଅ ପ୍ରକାଶ ବେହେରା ବୋଲି ଜଣାପଡିଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଟାଉନ ଥାନା ପୁଲିସ ଘଟଣା…

Continue Reading ଯୁବକକୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ