ଦୁଇ ଯୁବତୀଙ୍କୁ ଗଣଦୁଷ୍କର୍ମ – ତିନି ଗିରଫ

ଅନୁଗୁଳ - ଦୁଇ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ତିନି ଜଣ ଗିରଫ । ଅନୁଗୁଳ ଗୋପବନ୍ଧୁ ଉଦ୍ୟାନ ଅଞ୍ଚଳରୁ ୨ ଜଣ ଯୁବତୀଙ୍କୁ କାରରେ ବସାଇ ନେଇ ଜଙ୍ଗଲ ଭିତରେ ମଦ୍ୟପାନ କରି ୫ ଜଣ ଯୁବକ ଗଣ ବଳାତ୍କାର କରିଥିବା…

Continue Reading ଦୁଇ ଯୁବତୀଙ୍କୁ ଗଣଦୁଷ୍କର୍ମ – ତିନି ଗିରଫ

ଟ୍ରକରେ ଲୋଡିଙ୍ଗ ଦେବାକୁ କମ୍ପାନୀ ଅମଙ୍ଗ – ଚାଲୁ ରହିବ ଧାରଣା

ଅନୁଗୁଳ - ଅନୁଗୁଳ ଜିଲ୍ଲାର ଛେଣ୍ଡିପଦା ବ୍ଲକରେ ଥିବା ଜିନ୍ଦଲ ଓ ନାଲକୋ କୋଇଲା ଖଣିରୁ କୋଇଲା ପରିବହନକୁ ନେଇ ଆଜି ପ୍ରଶାସନ ମଧ୍ୟସ୍ଥତାରେ କମ୍ପାନୀ ଓ ଛେଣ୍ଡିପଦା ଟ୍ରକ ମାଲିକ ସଙ୍ଘ ମଧ୍ୟରେ ଆଲୋଚନା ହୋଇଥିଲା । ଦୀର୍ଘ ସମୟ…

Continue Reading ଟ୍ରକରେ ଲୋଡିଙ୍ଗ ଦେବାକୁ କମ୍ପାନୀ ଅମଙ୍ଗ – ଚାଲୁ ରହିବ ଧାରଣା

ବାଜିବନି ଡିଜେ ଫୁଟିବନି ବାଣ

ଅନୁଗୁଳ - ଆଜି ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଅନୁଗୁଳରେ ଗଣେଶ ପୂଜା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମାସ ୭ ତାରିଖରୁ ପୂଜା ଆରମ୍ଭ…

Continue Reading ବାଜିବନି ଡିଜେ ଫୁଟିବନି ବାଣ

ଓ.ପି ଜିନ୍ଦଲ ଫୁଟବଲ ଟୁର୍ଣ୍ଣାମେଂଟ ଆରମ୍ଭ

ଅନୁଗୁଳ - ଓ.ପି ଜିନ୍ଦଲ ଗ୍ରୁପର ପ୍ରତିଷ୍ଠାତା ଶ୍ରୀ ଓମ୍ ପ୍ରକାଶ ଜିନ୍ଦଲ ଜୀଙ୍କ ଜନ୍ମ ବାର୍ଷିକୀ ପାଳନ ଅବସରରେ ଜେଏସପି ଫାଉଣ୍ଡେସନ୍ ଆନୁକୂଲ୍ୟରେ ଆଜି ଠାରୁ ଅନୁଗୁଳରେ ଆରମ୍ଭ ହେଇଛି ଓ.ପି ଜିନ୍ଦଲ ଫୁଟବଲ ଟୁର୍ଣ୍ଣାମେଂଟ । ୧୨ ଦିନ…

Continue Reading ଓ.ପି ଜିନ୍ଦଲ ଫୁଟବଲ ଟୁର୍ଣ୍ଣାମେଂଟ ଆରମ୍ଭ

ଆଳୁ ପାଇଁ ଯୋଗାଣ କାର୍ଯ୍ୟାଳୟ ଘେରିଲା କଂଗ୍ରେସ

ଅନୁଗୁଳ - ସାରା ରାଜ୍ୟରେ ଆଳୁ ଦର ଚିନ୍ତାଜନକ ଥିବା ବେଳେ ଅନୁଗୁଳ ଜିଲ୍ଲାର ମଧ୍ୟ ଆଳୁ ଦର ୪୦ ଟଙ୍କା ଉପରେ ରହିଛି । ଏଥିପାଇଁ ଅନୁଗୁଳ ଜିଲ୍ଲା କଂଗ୍ରେସ ଆଳୁ ଦର ନିୟନ୍ତ୍ରଣ ପାଇଁ ଦାବି କରିଛି ।…

Continue Reading ଆଳୁ ପାଇଁ ଯୋଗାଣ କାର୍ଯ୍ୟାଳୟ ଘେରିଲା କଂଗ୍ରେସ

ସହର ଉପକଣ୍ଠରୁ ୧୦୦ କେଜି ଗଞ୍ଜେଇ ଜବତ – ୨ ଗିରଫ

ଅନୁଗୁଳ - ବୌଦ୍ଧ ଜିଲ୍ଲାରୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଅନୁଗୁଳ ଅବକାରୀ ବିଭାଗ ହାବୁଡ଼ରେ ଧରା ପଡିଲେ ଦୁଇ ଗଞ୍ଜେଇ ବେପାରୀ । ସେମାନଙ୍କ ନିକଟରୁ ଜବତ ହେଲା ୧୦୦ କେଜି ଗଞ୍ଜେଇ । ସୂଚନା ଅନୁସାରେ ଆଜି ଅନୁଗୁଳ…

Continue Reading ସହର ଉପକଣ୍ଠରୁ ୧୦୦ କେଜି ଗଞ୍ଜେଇ ଜବତ – ୨ ଗିରଫ

ଗୋଟିଏ ଦିନରେ ପାଣିରୁ ତିନି ମୃତଦେହ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଜିଲ୍ଲାର ଗୋଟିଏ ଦିନରେ ଭିନ୍ନ ଭିନ୍ନ ସ୍ଥାନର ପାଣି ଭିତରୁ ତିନୋଟି ମୃତଦେହ ଉଦ୍ଧାର ହୋଇଛି । ଗତକାଲି ସୁନାଭୁଇଁ ଗାଁର କମ୍ପ୍ୟୁଟର ଛାତ୍ରୀ ପ୍ରୀତି ବେହେରାଙ୍କ ମୃତଦେହ ୨୪ ଘଣ୍ଟା ପରେ ଉଦ୍ଧାର ହୋଇଥିଲା ।…

Continue Reading ଗୋଟିଏ ଦିନରେ ପାଣିରୁ ତିନି ମୃତଦେହ ଉଦ୍ଧାର

୫୫ ନମ୍ବର ଜାତୀୟ ରାଜପଥରେ ପୁଣି ଗଡ଼ିଲା ମୁଣ୍ଡ

ଅନୁଗୁଳ - ଜାତୀୟ ରାଜପଥ ୫୫ ପୁଣି ନେଲା ଜୀବନ । ଅଜଣା ଗାଡି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ମୃତକ କରଡାଗାଡ଼ିଆ ଗାଁର କାଶୀନାଥ ତୁଙ୍ଗ ବୋଲି ଜଣାପଡିଛି । ସୂଚନା ଅନୁସାରେ ଆଜି କରଡ଼ାଗାଡ଼ିଆ ଗାଁର କାଶୀନାଥ…

Continue Reading ୫୫ ନମ୍ବର ଜାତୀୟ ରାଜପଥରେ ପୁଣି ଗଡ଼ିଲା ମୁଣ୍ଡ

ବଢି ପାଣିରେ ଭାସିଗଲେ ଛାତ୍ରୀ

ଅନୁଗୁଳ - ଲଗାଣ ବର୍ଷା ରେ ଅନୁଗୁଳ ସହର ଓ ଏହାର ଆଖପାଖ ଅଞ୍ଚଳ ଜଳମଗ୍ନ ହୋଇ ଯାଇଛି । ଅଧିକାଂଶ ନଦୀ ନାଳରେ ବଢି ପାଣି କୁଳ ଖାଉଛି । ଏଭଳି ଅବସ୍ଥାରେ ପାଠ ପଢିବାକୁ ଯାଇ ଘରକୁ ଫେରିବା…

Continue Reading ବଢି ପାଣିରେ ଭାସିଗଲେ ଛାତ୍ରୀ

ବିସ୍ଥାପନ କଲୋନୀ ନିର୍ମାଣ ସ୍ଥାନକୁ ନେଇ କମ୍ପାନୀକୁ ଗ୍ରାମବାସୀଙ୍କ ବିରୋଧ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କୋଶଳା ଗ୍ରାମର ସଳ୍ପଝରଣରେ ବିସ୍ଥାପନ କଲୋନୀ ନିର୍ମାଣ ପାଇଁ ଜମି ଚିହ୍ନଟ ଚାଲିଥିବା ବେଳେ ଗ୍ରାମବାସୀ ବିରୋଧ କରିଛନ୍ତି । ସୂଚନାଯୋଗ୍ୟ ନାଲକୋ କମ୍ପାନୀ ଉତ୍କଳ-ଡି ଓ ଉତ୍କଳ-ଇ କୋଇଲା ଖଣିକୁ ଜମିଅଧିଗ୍ରହଣ…

Continue Reading ବିସ୍ଥାପନ କଲୋନୀ ନିର୍ମାଣ ସ୍ଥାନକୁ ନେଇ କମ୍ପାନୀକୁ ଗ୍ରାମବାସୀଙ୍କ ବିରୋଧ

ଜିନ୍ଦଲ ଷ୍ଟିଲ୍ ଏଣ୍ଡ୍ ପାୱାରକୁ ମିଳିଲା ସମ୍ମାନଜନକ ଏକ୍ସିଡ୍ ସିଏସ୍ଆର ପୁରସ୍କାର ୨୦୨୪

ନୂଆଦିଲ୍ଲୀ- ଉଲ୍ଲେଖନୀୟ କର୍ପୋରେଟ୍ ସାମାଜିକ ଉତ୍ତରଦାୟିତ୍ବ (ସିଏସ୍ଆର୍) କାର୍ଯ୍ୟକ୍ରମ ନିମନ୍ତେ ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାର (ଜେଏସପି)କୁ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଦ୍ୱାରା ସମର୍ଥିତ ସମ୍ମାନଜନକ 'ଏକ୍ସିଡ୍ ସିଏସ୍ଆର୍ ଆୱାର୍ଡ-୨୦୨୪'ରେ ସମ୍ମାନିତ କରାଯାଇଛି…

Continue Reading ଜିନ୍ଦଲ ଷ୍ଟିଲ୍ ଏଣ୍ଡ୍ ପାୱାରକୁ ମିଳିଲା ସମ୍ମାନଜନକ ଏକ୍ସିଡ୍ ସିଏସ୍ଆର ପୁରସ୍କାର ୨୦୨୪

ଲକ୍ଷ୍ମୀ ବସ ଚାଳକଙ୍କ ବେପରୁଆ ଗାଡି ଚାଳନା – କାବୁ କରି ପୁଲିସର ଜିମା ଦେଲେ ଲୋକ

ଅନୁଗୁଳ -ପାର୍କିଂରେ ଥିବା ଗାଡିକୁ ପଛରୁ ଧକ୍କା ଦେଲା ଲକ୍ଷ୍ମୀବସ । ଅନୁଗୁଳ ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ପାର୍କିଂ ହୋଇଥିବା ଦୁଇଟି କାରକୁ ପଛରୁ ଧକ୍କା ଦେବା ସହ ପଳାଇଥିଲେ। ପୁରୁଣା ସୂଚନାକେନ୍ଦ୍ର ନିକଟରେ ସ୍ଥାନୀୟ ଲୋକ କାବୁ କରି ପୁଲିସ…

Continue Reading ଲକ୍ଷ୍ମୀ ବସ ଚାଳକଙ୍କ ବେପରୁଆ ଗାଡି ଚାଳନା – କାବୁ କରି ପୁଲିସର ଜିମା ଦେଲେ ଲୋକ

ଗୁଳିମାଡରେ ଜଣେ ଗୁରୁତର

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଥାନା ଅନ୍ତର୍ଗତ ଆମ୍ବସରମୁଣ୍ଡା ପଞ୍ଚୟତ ଜନକପୁର ଗ୍ରାମରେ ଗୁଳିମାଡ଼ ହୋଇଛି l ଗୁଳିମାଡ଼ରେ ଜନକପୁର ଗ୍ରାମର ଧୃବ ନାୟକ ଗୁରୁତର ହୋଇଛନ୍ତି l ଧୃବ ନାୟକର ବାମ ଗୋଡ଼ଗୁଳି ବାଜି ଥିବାରୁ ଗୁରୁତର ଅବସ୍ଥାରେ…

Continue Reading ଗୁଳିମାଡରେ ଜଣେ ଗୁରୁତର

ଟ୍ରକ ମାଲିକ କରିବେ ଅର୍ଥନୈତିକ ଅବରୋଧ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକରେ ଥିବା ଦୁଇଟି କୋଇଲା ଖଣିରେ ଛେଣ୍ଡିପଦା ବ୍ଲକ ଅଞ୍ଚଳର ଥିବା ଡାଲା ଟ୍ରକକୁ ଲୋଡିଙ୍ଗ ଦିଆଯାଉ ନଥିବା ପ୍ରତିବାଦରେ ସୋମବାର ଖଣି ରାସ୍ତାରେ ଅର୍ଥନୈତିକ ଅବରୋଧ କରିବା ପାଇଁ ଟ୍ରକ ମାଲିକ ମାନେ…

Continue Reading ଟ୍ରକ ମାଲିକ କରିବେ ଅର୍ଥନୈତିକ ଅବରୋଧ

ନକଲି ଓକିଲ ଥାନାରେ ଅଟକ

ଅନୁଗୁଳ - ଅନୁଗୁଳ ସବ ରେଜଷ୍ଟ୍ରି ଅଫିସରୁ ନକଲି ଓକିଲ ଠାବ କରି ପୁଲିସର ଜିମା ଦେଲେ ଓକିଲ ସଂଘ ସଭାପତି ଦିଲ୍ଲୀପ ସାହୁ । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା କୋର୍ଟ , ରେଜଷ୍ଟ୍ରି କାର୍ଯ୍ୟାଳୟ ଆଦିରେ ପୁରୁଣାଗଡ଼ ଅଞ୍ଚଳର…

Continue Reading ନକଲି ଓକିଲ ଥାନାରେ ଅଟକ