ଅନୁଗୋଳ ଜିଲ୍ଲା ଟ୍ରକ୍ ମାଲିକ ସଂଘ ନିର୍ବାଚନ – ଦ୍ଵିତୀୟ ଥର ପାଇଁ ଅମ୍ବିକା ସଭାପତି

ଅନୁଗୋଳ - ଚଳିତ ୨୦୨୩-୨୫ ବର୍ଷ ପାଇଁ ଅନୁଗୋଳ ଜିଲ୍ଲା ଟ୍ରକ୍ ମାଲିକ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ରବିବାର ଦିନ ସଂଘ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ରବିବାର ସକାଳ ୮ଟା ବେଳେ ସଂଘ କାର୍ଯ୍ୟାଳୟ ପରିସରରେ ସମୁଦାୟ…

Continue Reading ଅନୁଗୋଳ ଜିଲ୍ଲା ଟ୍ରକ୍ ମାଲିକ ସଂଘ ନିର୍ବାଚନ – ଦ୍ଵିତୀୟ ଥର ପାଇଁ ଅମ୍ବିକା ସଭାପତି

୧୦ ଲକ୍ଷ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ

ଅନୁଗୋଳ - ବାହାଘର କାର୍ଡ ବାଣ୍ଟିବା ନାମରେ ଗଞ୍ଜେଇ ଚାଲାଣ ବେଳେ ଅବକାରୀ ବିଭାଗ ହାତରେ ଧରା ପଡିଲେ ଗଞ୍ଜେଇ ମାଫିଆ । ସୂଚନା ଅନୁସାରେ ବୌଦ୍ଧ ଜିଲ୍ଲାରୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଅନୁଗୋଳ ଜିଲ୍ଲା ଅବକାରୀ ବିଭାଗକୁ ସୂଚନା…

Continue Reading ୧୦ ଲକ୍ଷ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ

ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳ ସେଚନ ବିଭାଗ ଅତିରିକ୍ତ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର - ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଲେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ । ଭବାନୀପାଟଣାସ୍ଥିତ କ୍ଷୁଦ୍ର ଜଳସେଚନ ବିଭାଗର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ କନ୍ଦର୍ପ ପ୍ରଧାନଙ୍କ ଘରେ ଆଜି ସକାଳୁ ଭିଜିଲାନ୍ସ ଚଢ଼ାଉ କରିଥିଲା ।…

Continue Reading ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳ ସେଚନ ବିଭାଗ ଅତିରିକ୍ତ ମୁଖ୍ୟଯନ୍ତ୍ରୀ

ବଦଳିଲେ ଉପ-ଜିଲ୍ଲାପାଳ

ଅନୁଗୋଳ - ଅନେକ ଦିନ ହେଲା ଅନୁଗୋଳ ଜିଲ୍ଲାରେ କାର୍ଯ୍ୟ କରି ଆସୁଥିବା ତଥା ବର୍ତ୍ତମାନ ଅନୁଗୋଳ ଉପ-ଜିଲ୍ଲାପାଳ ବୈତୁରା ଦୀପଙ୍କର ବଦଳି ହୋଇଛି । ଓଡିଶା ସରକାରଙ୍କ ଜେନେରାଲ ଆଡମିନଷ୍ଟ୍ରେସନ ତଥା ପବ୍ଲିକ ଗ୍ରିଭାନ୍ସ ବିଭାଗ ପକ୍ଷରୁ ଜାରି କରା…

Continue Reading ବଦଳିଲେ ଉପ-ଜିଲ୍ଲାପାଳ

ନାବାଳିକା ଅପହରଣ , ଦୁଷ୍କର୍ମ ପରେ ବିକ୍ରି ଉଦ୍ୟମ – ଯୁବକ ଗିରଫ

ଅନୁଗୋଳ - ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ପୁଲିସ ଜଣେ ଯୁବକଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି । ସୂଚନା ଅନୁସାରେ , ବଅଁରପାଳ ଥାନା ଅଞ୍ଚଳର ଜଣେ ୧୭ ବର୍ଷର…

Continue Reading ନାବାଳିକା ଅପହରଣ , ଦୁଷ୍କର୍ମ ପରେ ବିକ୍ରି ଉଦ୍ୟମ – ଯୁବକ ଗିରଫ

ରାମଚଣ୍ଡୀ ମନ୍ଦିରରୁ ଟଙ୍କା ଓ ଅଳଙ୍କାର ଚୋରି

ଅନୁଗୋଳ - ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ କୋଶଳା ରାମଚଣ୍ଡି ମନ୍ଦିରରୁ ବିଳମ୍ବିତ ରାତିରେ ଟଙ୍କା ସୁନା ଚୋରି ହୋଇଥିବା ଅଭିଯୋଗ ହୋଇଛି । ଏ ନେଇ ମନ୍ଦିର ପରିଚାଳନା କମିଟି ତରଫରୁ ଥାନାରେ ଲିଖିତ ଅଭିଯୋଗ କରାଯାଇଛି ।…

Continue Reading ରାମଚଣ୍ଡୀ ମନ୍ଦିରରୁ ଟଙ୍କା ଓ ଅଳଙ୍କାର ଚୋରି

ସହର ଟ୍ରାଫିକ ସମସ୍ୟା ଦୁର କରିବା ପାଇଁ ରିଂ ରୋଡ଼

ଅନୁଗୋଳ - ଅନୁଗୋଳ ପାଇଁ ରିଂ ରୋଡ଼ ପରିକଳ୍ପନା କରା ଯାଇଛି । ସହର ମଧ୍ୟରେ ଅନେକ ସମୟରେ ଟ୍ରାଫିକ୍ ସମସ୍ୟା ହେଉଥିବା ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏ ଦିଗରେ ପଦକ୍ଷେପ ନେଇଛି । ଡି ଏମ୍ ଫ୍ ସହରାଞ୍ଚଳ…

Continue Reading ସହର ଟ୍ରାଫିକ ସମସ୍ୟା ଦୁର କରିବା ପାଇଁ ରିଂ ରୋଡ଼

ଦୁର୍ଘଟଣାରେ ଫାର୍ମାସିଷ୍ଟ ମୃତ

ଛେଣ୍ଡିପଦା - ଅନୁଗୋଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ପରଙ୍ଗ ପିତାବଳି ଛକଠାରେ ପିକଅପ ଓ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ମୋଟରସାଇକେଲ ଚାଳକଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ବାଗଡିଆ ଥାନା…

Continue Reading ଦୁର୍ଘଟଣାରେ ଫାର୍ମାସିଷ୍ଟ ମୃତ

ହାତୀ ଆକ୍ରମଣରେ ବୃଦ୍ଧ ମୃତ

ଅନୁଗୋଳ - ଅନୁଗୋଳ ଜିଲ୍ଲା ବ୍ଲକ ବନ୍ତଳା ବନାଞ୍ଚଳରେ ପୁଣି ହାତୀ ଆକ୍ରମଣରେ ଆଜି ସକାଳୁ ଜଣେ ବୃଦ୍ଧଙ୍କ ଜୀବନ ଯାଇଛି। ବୃଦ୍ଧ ଜଣଙ୍କ ଶୌଚ ହେବାକୁ ନିକଟସ୍ଥ ପଡ଼ିଆକୁ ଯାଇଥିଲା ବେଳେ ହାତୀ ଆକ୍ରମଣରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା…

Continue Reading ହାତୀ ଆକ୍ରମଣରେ ବୃଦ୍ଧ ମୃତ

ସାତ ବର୍ଷ ଛୁଆର ମା ପ୍ରେମିକ ସହ ଫେରାର ବେଳେ ଦୁର୍ଘଟଣାରେ ଗୁରୁତର

ଅନୁଗୋଳ - ଜଣେ ବିବାହିତ ମହିଳା , ଯାହାଙ୍କର ୭ ବର୍ଷର ଏକ ସନ୍ତାନ ଅଛି ପ୍ରେମରେ ଉଟୁବୁଟୁ ହୋଇ ରାତି ଅଧରେ ପ୍ରେମିକ ସହ ଛୁ ମାରିଥିଲେ । ହେଲେ ବାଟରେ ଦୁର୍ଘଟଣା ଘଟିଥିଲା । ଆଉ ଏବେ ଉଭୟ…

Continue Reading ସାତ ବର୍ଷ ଛୁଆର ମା ପ୍ରେମିକ ସହ ଫେରାର ବେଳେ ଦୁର୍ଘଟଣାରେ ଗୁରୁତର

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆପ୍ ର ବିକ୍ଷୋଭ

ଅନୁଗୋଳ - ଆମ୍ ଆଦମୀ ପାର୍ଟି ଅନୁଗୋଳ ଜିଲ୍ଲା ତରଫରୁ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ସ୍ଥାୟୀ ଚାକିରି ଏବଂ ଦରମା ବୃଦ୍ଧି ନେଇ ଆନ୍ଦୋଳନ କରିବା ସହ ଅନୁଗୋଳ ଜିଲ୍ଲାପାଳଙ୍କ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଦାବୀ ପତ୍ର ପ୍ରଦାନ…

Continue Reading ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆପ୍ ର ବିକ୍ଷୋଭ

୯୭ ହଜାର ଲୁଟିନେଲେ ସାଇବର ଲୁଟେରା

ଅନୁଗୋଳ - ଅନୁଗୋଳ ଜିଲ୍ଲା କୋଲିଏରୀ ଥନା ଅନ୍ତର୍ଗତ ଘଣ୍ଟପଡ଼ାଠାରେ ଥିବା ଗ୍ଲୋବାଲ କୋଲ ୱାସେରୀର ଜଣେ କର୍ମଚାରୀଙ୍କଠାରୁ ୯୭ ହଜାର ୬୯୦ ଟଙ୍କା ଲୁଟି ନେଇଛନ୍ତି ସାଇବର ଲୁଟେରା । ସୂଚନା ଅନୁସାରେ , ଝାଡ଼ଖଣ୍ଡ ଅଞ୍ଚଳର ଜିଆଉଲ ହକ୍…

Continue Reading ୯୭ ହଜାର ଲୁଟିନେଲେ ସାଇବର ଲୁଟେରା

ଜାତୀୟ ରାଜପଥ ୫୫ ପୂର୍ଣ୍ଣାଙ୍ଗକୁ ନେଇ ବିଧାନସଭାରେ ପ୍ରଶ୍ନ ଉଠାଇଲେ ରମେଶ ସାଏ

ଭୁବନେଶ୍ୱର - ଅନୁଗୋଳ ଜିଲ୍ଲା ଦେଇ ଯାଇଥିବା ମଙ୍ଗୁଳି - ସମ୍ବଲପୁର ଜାତୀୟ ରାଜପଥ କାର୍ଯ୍ୟ ପୂର୍ଣ୍ଣାଙ୍ଗ ହେବ ତାହା ସମସ୍ତଙ୍କ ମନରେ ପ୍ରଶ୍ନ ହୋଇ ରହିଛି । ଏହା ଏହି ଜାତୀୟ ରାଜପଥ ଦେଇ ଯିବା ଆସିବା କରୁଥିବା ବ୍ୟକ୍ତି…

Continue Reading ଜାତୀୟ ରାଜପଥ ୫୫ ପୂର୍ଣ୍ଣାଙ୍ଗକୁ ନେଇ ବିଧାନସଭାରେ ପ୍ରଶ୍ନ ଉଠାଇଲେ ରମେଶ ସାଏ

ଜେଏସପିକୁ ସିଏସଆର ଜର୍ଣ୍ଣାଲ ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର - ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ, ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)କୁ ସମ୍ମାନଜନକ ସିଏସ୍ଆର୍ ଜର୍ଣ୍ଣାଲ ଉତ୍କର୍ଷ ପୁରସ୍କାର ୨୦୨୨ରେ ସମ୍ମାନୀତ କରାଯାଇଛି । ଦିବ୍ୟାଙ୍ଗ ପିଲା ମାନଙ୍କ…

Continue Reading ଜେଏସପିକୁ ସିଏସଆର ଜର୍ଣ୍ଣାଲ ଉତ୍କର୍ଷ ପୁରସ୍କାର

ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପରିଷଦ ସଭ୍ୟାଙ୍କୁ ମାଡ଼ – ଦୁଇ ଗୋଷ୍ଠୀ ହତାହାତୀ

ଅନୁଗୋଳ - ଅନୁଗୋଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜଣେ ଜିଲ୍ଲା ପରିଷଦ ସଭ୍ୟାଙ୍କୁ ମାଡ଼ ମାରିବା ଏବଂ ଉଭୟ ପକ୍ଷ ହାତାହାତୀ ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି । ସୂଚନା ଅନୁସାରେ , ତାଳଚେର ବ୍ଲକର ଘଣ୍ଟପଡ଼ା ଓ ଟେଣ୍ଟୋଲୋଇ…

Continue Reading ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପରିଷଦ ସଭ୍ୟାଙ୍କୁ ମାଡ଼ – ଦୁଇ ଗୋଷ୍ଠୀ ହତାହାତୀ