ଅବସରପ୍ରାପ୍ତ ଡିଭିଜନାଲ ମ୍ୟାନେଜରଙ୍କୁ କାରାଦଣ୍ଡାଦେଶ

ଭୁବନେଶ୍ୱର - ଅନୁଗୋଳ ଜିଲ୍ଲା ଓଏଫଡ଼ିସିର ଅବସରପ୍ରାପ୍ତ ଡିଭିଜନାଲ ମ୍ୟାନେଜର ରସାନନ୍ଦ ପ୍ରଧାନ କଟକର ଏକ ସ୍ପେସିଆଲ କୋର୍ଟରେ ଦୋଷୀ ସାବସ୍ତ୍ୟ ହୋଇଛନ୍ତି । ଆୟ ବହିର୍ଭୁତ ସମ୍ପତ୍ତି ରଖିଥିବା ଅଭିଯୋଗ ପରେ ଆଉ ତାର ସଠିକ ହିସାବ ନ ଦେଇ…

Continue Reading ଅବସରପ୍ରାପ୍ତ ଡିଭିଜନାଲ ମ୍ୟାନେଜରଙ୍କୁ କାରାଦଣ୍ଡାଦେଶ

ପ୍ରଜାମଣ୍ଡଳ ର ଶେଷ ଦୀପଶିଖା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନ

ଅନୁଗୋଳ - ସେ ଥିଲେ ଭାରତୀୟ ମୁକ୍ତି ସଂଗ୍ରାମର ଅନନ୍ୟ ଯୋଦ୍ଧା ତଥା ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ଡିଟେକ୍ଟର ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନ।ତାଙ୍କର ଜନ୍ମ ୧୯୧୮ ଫେବୃଆରୀ ୨୦ ତାରିଖ ତାଳଚେର ର କଣିହାଁ ବ୍ଲକ ଅନ୍ତର୍ଗତ କଂସମୁଣ୍ଡା ଗ୍ରାମରେ।ପିଲାଟି…

Continue Reading ପ୍ରଜାମଣ୍ଡଳ ର ଶେଷ ଦୀପଶିଖା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନ

ଦୁର୍ଘଟଣାରେ ତିନି ମୃତ ଦୁଇ ଆହତ

ଅନୁଗୋଳ - ଅନୁଗୋଳ ଜିଲ୍ଲା ଶଙ୍ଖପୁର ଖାଲଗାଁ ନିକଟରେ ବିଳମ୍ବିତ ରାତିରେ ଏକ ମର୍ମନ୍ଦୁନ୍ତ ସଡକ ଦୁର୍ଘଟଣାରେ ୩ ଜଣ ଙ୍କର ମୃତ୍ୟୁ ହୋଇଛି । ଜାଗର ଯାତ୍ରାରୁ ଫେରୁଥିବା ବେଳେ ଭାରାସମ୍ୟ ହରାଇ ଯାତ୍ରୀବାହୀ ଅଟୋ ଦୁର୍ଘଟଣା ହେବା ଫଳରେ…

Continue Reading ଦୁର୍ଘଟଣାରେ ତିନି ମୃତ ଦୁଇ ଆହତ

ଦେଢ଼ ଲକ୍ଷ ଟଙ୍କା ମୂଲ୍ୟର ମଦ ଜବତ

ଅନୁଗୋଳ - ଅନୁଗୋଳ ଜିଲ୍ଲା ଅବକାରୀ ବିଭାଗକୁ ଆଜି ଏକ ବଡ଼ ସଫଳତା ମିଳିଛି । କାରରେ ଚୋରା ମଦ ଚାଲାଣ ହେଉଥିବା ବେଳେ ଧରିବାରେ ସଫଳ ହେବା ସହ ପ୍ରାୟ ଦେଢ଼ ଲକ୍ଷ ଟଙ୍କା ମୂଲ୍ୟର ମଦ ଜବତ କରିବା…

Continue Reading ଦେଢ଼ ଲକ୍ଷ ଟଙ୍କା ମୂଲ୍ୟର ମଦ ଜବତ

ଚୋରା କୋଇଲା ଚାଲାଣ ଅଭିଯୋଗରେ ଚାରି ଗିରଫ

ଅନୁଗୋଳ - ଚୋରା କୋଇଲା ଚାଲାଣ ଅଭିଯୋଗରେ ଅନୁଗୋଳ ସଦର ଥାନା ପୋଲିସ ଆଜି ଚାରି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନା ଅନୁସାରେ , ନତଡା ଛକ ଠାରୁ ଦୁଇଟି ମିନି ଟ୍ରକରେ ଚୋରା କୋଇଲା…

Continue Reading ଚୋରା କୋଇଲା ଚାଲାଣ ଅଭିଯୋଗରେ ଚାରି ଗିରଫ

କପିଳ ଶର୍ମାଙ୍କୁ ଭେଟି ଉପହାର ଦେଲେ ଅନୁଗୋଳର କଳାକାର କୁବେର

ଅନୁଗୋଳ - ବିଖ୍ୟାତ ହାସ୍ୟ ଅଭିନେତା କପିଳ ଶର୍ମାଙ୍କୁ ଭେଟିଛନ୍ତି ଅନୁଗୋଳ ଜିଲ୍ଲାର କଳାକାର କୁବେର ବାରିକ । କେବଳ ଭେଟି ନାହାନ୍ତି ତାଙ୍କୁ ଏହି ଭେଟ ବେଳେ କପିଳ ଶର୍ମାଙ୍କ ସହ ପରିବାରର ଏକ ତୈଳଚିତ୍ର ଉପହାର ଦେଇଛନ୍ତି ।…

Continue Reading କପିଳ ଶର୍ମାଙ୍କୁ ଭେଟି ଉପହାର ଦେଲେ ଅନୁଗୋଳର କଳାକାର କୁବେର

ଜାତୀୟ ରାଜପଥ ସମ୍ପ୍ରସାରଣର ତଦାରଖ କଲେ ଉପଜିଲ୍ଲାପାଳ

ଅନୁଗୋଳ - ଆଜି ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ବଇତୁରା ଦିପ୍ ଅନୁଗୋଳ ଠାରୁ ବଇଣ୍ଡା ପର୍ଯ୍ୟନ୍ତ ଜାତୀୟ ରାଜପଥ - ୫୫ର ସମ୍ପ୍ରସାରଣ , ଓଭର ବ୍ରିଜ୍ , ଫ୍ଲାଇ ଓଭର , ବନ୍ୟଜନ୍ତୁ ଯିବା ଆସିବା ପଥ ଇତ୍ୟାଦିର ଅନୁଧ୍ୟାନ…

Continue Reading ଜାତୀୟ ରାଜପଥ ସମ୍ପ୍ରସାରଣର ତଦାରଖ କଲେ ଉପଜିଲ୍ଲାପାଳ

ବିଜେଡିର ବିକ୍ଷୋଭ ଓ ପ୍ରତିବାଦ – ରାଷ୍ଟ୍ରପତିଙ୍କ ଉଦ୍ୟେଶରେ ଦାବିପତ୍ର

ଅନୁଗୋଳ - ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟର ଗରିବ ପରିବାରଙ୍କୁ ମୁଣ୍ଡପିଛା ୫ କେଜି ଚାଉଳ ଯୋଗାଣରୁ ବଞ୍ଚିତ କରାଯାଇଥିବା ନିଷ୍ପତ୍ତି ବିରୋଧରେ ଅନୁଗୋଳ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅନୁଗୋଳ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା ବିଜେଡି ସଭାପତି…

Continue Reading ବିଜେଡିର ବିକ୍ଷୋଭ ଓ ପ୍ରତିବାଦ – ରାଷ୍ଟ୍ରପତିଙ୍କ ଉଦ୍ୟେଶରେ ଦାବିପତ୍ର

୨୦ ତାରିଖରୁ ସ୍ୱଦେଶୀ ମେଳା

ଅନୁଗୋଳ - ଅନୁଗୋଳ ଜିଲ୍ଲା ହାଇସ୍କୁଲ ପଡ଼ିଆ ଠାରେ ଆସନ୍ତା ୨୦ ତାରିଖରୁ ଆୟୋଜିତ ହେବ ସ୍ବଦେଶୀ ମେଳା । ଏ ନେଇ ଆଜି ଅନୁଗୋଳ ଷ୍ଟାଡିୟମରେ ଏକ ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ବିପଳନ ବିକାଶ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି…

Continue Reading ୨୦ ତାରିଖରୁ ସ୍ୱଦେଶୀ ମେଳା

ଆଠମଲ୍ଲିକରେ ହେବ ଅତ୍ୟାଧୁନିକ ବସଷ୍ଟାଣ୍ଡ

ଆଠମଲ୍ଲିକ - ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ସହରରେ ନିର୍ମାଣ ହେବ ଏକ ଅତ୍ୟାଧୁନିକ ବସଷ୍ଟାଣ୍ଡ । ଏଥିପାଇଁ ସରକାରଙ୍କ ମଞ୍ଜୁରୀ ମିଳିଛି । ବସଷ୍ଟାଣ୍ଡ ନିର୍ମାଣରେ ପ୍ରାୟ ୩ କୋଟି ୧୩ ଲକ୍ଷ ଟଙ୍କା ଖର୍ଚ୍ଚ ହେବ । ଏହି ବସଷ୍ଟାଣ୍ଡ…

Continue Reading ଆଠମଲ୍ଲିକରେ ହେବ ଅତ୍ୟାଧୁନିକ ବସଷ୍ଟାଣ୍ଡ

ଜମି ଅଧିଗ୍ରହଣକୁ ବିରୋଧ କରି ଥାନାରେ ମାମଲା – ପ୍ରତିବାଦରେ ଥାନା ଘେରାଉ

ତାଳଚେର - ଅନୁଗୋଳ ଜିଲ୍ଲା ତାଳଚେର ଡ଼ଅଁରା ଗ୍ରାମର ଜମି ଅଧିଗ୍ରହଣକୁ ନେଇ ବିବାଦ ଦେଖାଦେଇଛି । ଫଳରେ ଗ୍ରାମବାସୀ ମାନେ ସ୍ଥାନୀୟ ଗୋପାଳପ୍ରସାଦ ଥାନାକୁ ଘେରାଉ କରିଥିଲେ । ଡ଼ଅଁରା ଗ୍ରାମର ୮୫ ପ୍ରତିଶତ ଜମି ୨୫ ବର୍ଷ ପୂର୍ବେ…

Continue Reading ଜମି ଅଧିଗ୍ରହଣକୁ ବିରୋଧ କରି ଥାନାରେ ମାମଲା – ପ୍ରତିବାଦରେ ଥାନା ଘେରାଉ

ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ଅନୁଗୋଳ - ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଚଉରାଡ଼ିହ ଗାଁର ଜଣେ ସାଙ୍ଗକୁ ହତ୍ୟା କରିଥିବା ଅଭିଯୋଗରେ ଅନୁଗୁଳ ଅତିରିକ୍ତ ଜିଲ୍ଲା ଦୌରା ଜଜ ଅଦାଲତର ବିକି ଓରଫ ପ୍ରଶାନ୍ତ ସାହୁ(୩୫) ନାମକ ଜଣେ ଯୁବକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

Continue Reading ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ଗ୍ୟାସ ଏଜେନ୍ସିରେ ଅଗ୍ନିକାଣ୍ଡ – ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ଅନୁଗୋଳ - ଅନୁଗୋଳ କୁମଣ୍ଡ ଭଣ୍ଡୁବର ନିକଟରେ ଗ୍ୟାସ ଏଜେନ୍ସିରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ଏକ ମୋଟରସାଇକେଲ ସମେତ ଜଳିଗଲା ଜରୁରୀ କାଗଜପତ୍ର ଏବଂ ଅଳ୍ପ କିଛି ଗ୍ୟାସ ଟାଙ୍କି ପୋଡି ନଷ୍ଟ ହୋଇ ଯାଇଛି…

Continue Reading ଗ୍ୟାସ ଏଜେନ୍ସିରେ ଅଗ୍ନିକାଣ୍ଡ – ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ତହସିଲ କାର୍ଯ୍ୟାଳୟ ସମୁଖରେ ୯ ଦଫା ଦାବି ନେଇ ଗ୍ରାମବାସୀଙ୍କ ବିକ୍ଷୋଭ

ଛେଣ୍ଡିପଦା - ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ତହସିଲ ଅନ୍ତର୍ଗତ କାରଡାବାହାଳ, ଥଳିପଶି, ବିମ୍ବାଧରପୁର, ବ୍ରାହ୍ମଣବିଲ ଆଦି ମୈାଜାରେ ଥିବା ନୟନୀ କୋଲ ବ୍ଲକ୍‌କୁ କୋଇଲା ଉତ୍ତୋଳନ ପାଇଁ ସିଂଘ୍ରାନୀ କମ୍ପାନୀକୁ ଯୋଗାଇ ଦିଆଯାଇଥିଛି । ଜଙ୍ଗଲ ଜମିରେ ଖଣି ଖାଦାନ ନ…

Continue Reading ତହସିଲ କାର୍ଯ୍ୟାଳୟ ସମୁଖରେ ୯ ଦଫା ଦାବି ନେଇ ଗ୍ରାମବାସୀଙ୍କ ବିକ୍ଷୋଭ

ସ୍ତ୍ରୀ କୁ ଠେଙ୍ଗାରେ ପିଟି ପିଟି ହତ୍ୟା ଅଭିଯୋଗ – ସ୍ୱାମୀ ଗିରଫ

ଅନୁଗୋଳ - ଅନୁଗୋଳ ଜିଲ୍ଲା ହଣ୍ଡପା ଥାନା ପାପସରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପତ୍ନୀ ମିତାଲି ପ୍ରଧାନଙ୍କୁ ତାଙ୍କ ସ୍ୱାମୀ ବିମଳ ପ୍ରଧାନ ଏକ ଠେଙ୍ଗାରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି l ଏ ନେଇ ମିତାଲିଙ୍କ…

Continue Reading ସ୍ତ୍ରୀ କୁ ଠେଙ୍ଗାରେ ପିଟି ପିଟି ହତ୍ୟା ଅଭିଯୋଗ – ସ୍ୱାମୀ ଗିରଫ