ନାବାଳିକା ଦୁଷ୍କର୍ମକାରୀଙ୍କୁ କାରାଦଣ୍ଡାଦେଶ

ଅନୁଗୋଳ - ଅନୁଗୋଳ ଜିଲ୍ଲାର ଜଣେ ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଥିବା ଜଣାଯାଇଛି । ସୂଚନା ଅନୁସାରେ ଗତ ୨୦୧୯ ମସିହା ଜାନୁଆରୀ ୧୯ ତାରିଖ ରାତି ୧୧ ଟା ବେଳେ କିଶୋରନଗର ଥାନା ଅନ୍ତର୍ଗତ…

Continue Reading ନାବାଳିକା ଦୁଷ୍କର୍ମକାରୀଙ୍କୁ କାରାଦଣ୍ଡାଦେଶ

ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ – ବୃଦ୍ଧ ଗିରଫ

ଅନୁଗୋଳ - ଅନୁଗୋଳ ଜିଲ୍ଲା ଖମାର ଥାନା ଅଞ୍ଚଳର ଜଣେ ୨୩ ବର୍ଷୀୟା ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଯୁବତୀଙ୍କ ବାପା ଏ ନେଇ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ ଏକ ମାମଲା ରୁଜୁ…

Continue Reading ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ – ବୃଦ୍ଧ ଗିରଫ

ପୁଲିସର ବର୍ବରତା ଅଭିଯୋଗ – ଥାନାରେ ମାମଲା

ପାଲଲହଡା - ଅନୁଗୋଳ ଜିଲ୍ଲା ପାଲଲହଡ଼ା ଥାନାରେ ଥାନା ପୁଲିସର ବର୍ବରତା ଓ ଥାର୍ଡ ଡିଗ୍ରି ଘଟଣାରେ ଏସ୍‌ଆଇଙ୍କ ସମେତ ୩ ଜଣଙ୍କ ନାଁରେ ମାମଲା ରୁଜୁ କରାଯାଇଛି । ସେମାନେ ହେଲେ, ପାଲଲହଡ଼ା ଥାନା ସବ ଇନ୍‌ସ୍ପେକ୍ଟର ଗୋବିନ୍ଦ ସାହୁ,…

Continue Reading ପୁଲିସର ବର୍ବରତା ଅଭିଯୋଗ – ଥାନାରେ ମାମଲା

କ୍ଷତିଗ୍ରସ୍ତ ପ୍ରଜାଙ୍କର ଆନ୍ଦୋଳନ

ତାଳଚେର - ଅନୁଗୋଳ ଜିଲ୍ଲା ତାଳଚେର ସମଲ ବ୍ୟାରେଜ ବ୍ରାହ୍ମଣୀ କ୍ଷତିଗ୍ରସ୍ତ ବାସଚ୍ୟୁତ ପ୍ରଜାସଙ୍ଘ ପକ୍ଷରୁ ବିଭିନ୍ନ ଦାବି ନେଇ ରେଙ୍ଗାଳୀ ଜଳ ସେଚନ ପ୍ରକଳ୍ପର ଭୁ-ଅର୍ଜନ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଥିଲା । ସମଲ ବ୍ୟାରେଜ ଦ୍ୱାରା କ୍ଷତିଗ୍ରସ୍ତ ୬…

Continue Reading କ୍ଷତିଗ୍ରସ୍ତ ପ୍ରଜାଙ୍କର ଆନ୍ଦୋଳନ

ଏକ ଦିବସୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ – ବାସନ୍ତୀ ଭଲିବଲ ଟିମ ଚମ୍ପିୟାନ

ଅନୁଗୋଳ - ଅନୁଗୋଳ ଜିଲ୍ଲା ତାଳଚେର ଗୋବରା ଠାରେ ଅନୁଷ୍ଠିତ ଏକ ଦିବାସୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟରେ ଅନୁଗୋଳ ବାସନ୍ତୀ ଭଲିବଲ କ୍ଲବ ଚମ୍ପିୟାନ ହୋଇଛି । ଗୋବରାର ଫ୍ରେଣ୍ଡସ ଭଲିବଲ କ୍ଲବ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଜିଲ୍ଲା ସ୍ତରୀୟ ଟୁର୍ଣ୍ଣାମେଣ୍ଟରେ…

Continue Reading ଏକ ଦିବସୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ – ବାସନ୍ତୀ ଭଲିବଲ ଟିମ ଚମ୍ପିୟାନ

ନବୀନ ଜିନ୍ଦଲଙ୍କୁ ବର୍ଷର ଶ୍ରେଷ୍ଠ ଉଦ୍ୟୋଗୀ ସମ୍ମାନ

ଅନୁଗୋଳ - ଅନୁଗୋଳ ଜିଲ୍ଲା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର(ଜେଏସପି)ର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କୁ ଚଳିତ ବର୍ଷର ଶ୍ରେଷ୍ଠ ଉଦ୍ୟୋଗୀ ପୁରସ୍କାର ପ୍ରଦାନ କରାଯାଇଛି । ଏଥିସହ ଜଣାଶୁଣା ଭିଭିଭୂମି ଥିଙ୍କ ଟ୍ୟାଙ୍କ ଏବଂ ଭଭିଭୂମି ଗବେଷଣା ଅଧ୍ୟୟନ ତାଲିମ ଫାଉଣ୍ଡେସନ୍…

Continue Reading ନବୀନ ଜିନ୍ଦଲଙ୍କୁ ବର୍ଷର ଶ୍ରେଷ୍ଠ ଉଦ୍ୟୋଗୀ ସମ୍ମାନ

ହୋଣ୍ଡା ସ୍ମାର୍ଟ ଆକ୍ଟିଭାର ବଜ଼ାର ପ୍ରବେଶ

ଅନୁଗୋଳ - ଅନୁଗୋଳ ହୋଣ୍ଡା ମୋଟରସାଇକେଲ ଓ ସ୍କୁଟରର ଅଧିକୃତ ବିକ୍ରେତା ଲକ୍ଷ୍ମୀ ହୋଣ୍ଡା ଠାରେ ହୋଣ୍ଡାର ବହୁ ପ୍ରତିକ୍ଷିତ ସ୍କୁଟର ହୋଣ୍ଡା ସ୍ମାର୍ଟ ଆକ୍ଟିଭାର ବଜ଼ାର ପ୍ରବେଶ ହୋଇଯାଇଅଛି । ଏହି ବଜାର ପ୍ରବେଶରେ ମୁଖ୍ୟ ଅତିଥି ଶ୍ରୀ ରମେଶ…

Continue Reading ହୋଣ୍ଡା ସ୍ମାର୍ଟ ଆକ୍ଟିଭାର ବଜ଼ାର ପ୍ରବେଶ

ବିଦ୍ୟୁତ ଆଘାତରେ ଯୁବକ ମୃତ

ବଅଁରପାଳ - ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଗଡ଼ସନ୍ତ୍ରୀ ଗ୍ରାମରେ ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣଙ୍କ ସେହି ଗାଁର ୪୪ ବର୍ଷୀୟ ପଦ ଦାସ ବୋଲି ଜଣା ପଡ଼ିଛି । ସୂଚନା…

Continue Reading ବିଦ୍ୟୁତ ଆଘାତରେ ଯୁବକ ମୃତ

ସ୍କୁଲ ଛାତ୍ରୀଙ୍କୁ ବସ ହେଲପରଙ୍କ ମାଡ଼ ଅଭିଯୋଗ

ଅନୁଗୋଳ - ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଫୁଲପଡାଠାରେ ଥିବା ଏକ ଘରୋଇ ସ୍କୁଲର ଛାତ୍ରୀଙ୍କୁ ସ୍କୁଲ ବସର ହେଲପର ମାଡ଼ ମାରିଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ସାନ୍ତରାପୁର ଗ୍ରାମର ଜଣେ ୬ଷ୍ଠ ଶ୍ରେଣୀର ଛାତ୍ରୀ ଫୁଲପଡା ଅଞ୍ଚଳରେ…

Continue Reading ସ୍କୁଲ ଛାତ୍ରୀଙ୍କୁ ବସ ହେଲପରଙ୍କ ମାଡ଼ ଅଭିଯୋଗ

ପୁଲିସ ର ମାଡରେ ଯୁବକ ଗୁରୁତର ଅଭିଯୋଗ

ପାଲଲହଡା - ଅନୁଗୋଳ ଜିଲ୍ଲା ଖାମାର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମର ଆଦିତ୍ୟ ବେହେରା ପୁଲିସର ମାଡରେ ଗୁରୁତର ହୋଇଥିବା ଅଭିଯୋଗ ହୋଇଥିବା ବେଳେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତି କରାଯାଇଛି । ଆଦିତ୍ୟ ବେହେରାଙ୍କ ଅଭିଯୋଗ ଯେ,…

Continue Reading ପୁଲିସ ର ମାଡରେ ଯୁବକ ଗୁରୁତର ଅଭିଯୋଗ

ମୋଟରସାଇକେଲ – ସ୍କୁଟର ଧକ୍କା ଜଣେ ମୃତ , ଜଣେ ଗୁରୁତର

ଅନୁଗୋଳ - ଅନୁଗୋଳ ଟାଉନ୍‌ ଥାନା କୁରୁଡୁଲ ଠାରେ ଏକ ମୋଟରସାଇକେଲ ଏବଂ ସ୍କୁଟର ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ସ୍କୁଟର ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟରସାଇକେଲ ଆରୋହୀ ଗୁରୁତର ହୋଇଛନ୍ତି । ମୃତକ ଜଣଙ୍କ ହେଲେ କୁରୁଡୁଲ…

Continue Reading ମୋଟରସାଇକେଲ – ସ୍କୁଟର ଧକ୍କା ଜଣେ ମୃତ , ଜଣେ ଗୁରୁତର

ଏମ୍‌ସିଏଲ୍‌ କଲା ଭୁବନେଶ୍ବରୀ ଖଣି ସମ୍ପ୍ରସାରଣ ଟେଣ୍ଡର୍‌ ବାତିଲ

ଅନୁଗୋଳ - ମହାନଦୀ କୋଲ୍‌ଫିଲ୍‌ଡସ ଲିମିଟେଡ୍‌ (ଏମ୍‌ସିଏଲ୍‌)ର ତାଳଚେରରେ ଥିବା ଭୁବନେଶ୍ବରୀ ଖୋଲାମୁହଁ କୋଇଲା ଖଣିର ସମ୍ପ୍ରସାରଣ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଛି । ଏହି ସମ୍ପ୍ରସାରଣ ପାଇଁ ଟେଣ୍ଡର ହୋଇଥିଲେ ମଧ୍ୟ ଶେଷ ସମୟରେ ଏହାକୁ ବାତିଲ୍‌ କରାଯାଇଛି । ଟେଣ୍ଡର…

Continue Reading ଏମ୍‌ସିଏଲ୍‌ କଲା ଭୁବନେଶ୍ବରୀ ଖଣି ସମ୍ପ୍ରସାରଣ ଟେଣ୍ଡର୍‌ ବାତିଲ

ନକଲି ଖାତାରେ ଭତ୍ତା – କିଏ ଦେଲା , କାହିଁକି ଦେଲା ତାକୁ ନେଇ ପ୍ରଶ୍ନ

ପାଳଲହଡ଼ା - ଅନୁଗୋଳ ଜିଲ୍ଲା ପାଲଲହଡ଼ା ବ୍ଲକ୍‌ ଝାରବେଡ଼ା ପଞ୍ଚାୟତ ଝାରବେଡ଼ା ଗାଁର ଘନଶ୍ୟାମ ନାଏକ(୬୨) । ତାଙ୍କୁ ୬ ମାସର ଭତ୍ତା ମିଳିଥିବାବେଳେ ୯ ମାସ ହେଲା ଆଉ ଭତ୍ତା ମିଳିନାହିଁ । ବକେୟା ଭତ୍ତା ନମିଳିବାରୁ ସେ ପଚରାଉଚରା…

Continue Reading ନକଲି ଖାତାରେ ଭତ୍ତା – କିଏ ଦେଲା , କାହିଁକି ଦେଲା ତାକୁ ନେଇ ପ୍ରଶ୍ନ

ଢ଼ାବା ବେପାରରୁ ବ୍ରାଉନସୁଗାର ବେପାର – ଗିରଫ କଲା ଅବକାରୀ ବିଭାଗ

ଅନୁଗୋଳ - ଅନୁଗୋଳ ଜିଲ୍ଲା ଅବକାରୀ ବିଭାଗକୁ ପୁଣି ଏକ ବଡ଼ ସଫଳତା ମିଳିଛି । ଆଜି ନାଲକୋନଗର ଥାନା ଅଞ୍ଚଳ କାଣ୍ଡସର ଠାରୁ ୨୫୫ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ…

Continue Reading ଢ଼ାବା ବେପାରରୁ ବ୍ରାଉନସୁଗାର ବେପାର – ଗିରଫ କଲା ଅବକାରୀ ବିଭାଗ

ପାଠଶାଳା ଦେବ ନବମାଳତୀ ମେଧା ସମ୍ମାନ

ଅନୁଗୋଳ - ସାମାଜିକ ଅନୁଷ୍ଠାନ ପାଠଶାଳା ୨୦୨୧ ମସିହାରେ ପ୍ରତିଷ୍ଠିତ ହୋଇଥିବା ବେଳେ ଏହି ଅନୁଷ୍ଠାନ ଶିକ୍ଷା ପାଇଁ ସମର୍ପିତ ଭାବ ରଖି ତାର କାର୍ଯ୍ୟ ଜାରି ରଖିଛି । ଅନୁଷ୍ଠାନ ଦ୍ୱାରା ରାଧା ମୋହନ ଗଡ଼ନାୟକଙ୍କ ନାମରେ ଏକ ମୁକ୍ତ…

Continue Reading ପାଠଶାଳା ଦେବ ନବମାଳତୀ ମେଧା ସମ୍ମାନ