ଆପେ ଇଲେକ୍ଟ୍ରିକ ତିନି ଚକିଆ ଯାନ ବଜ଼ାର ପ୍ରବେଶ

ଅନୁଗୋଳ - ଅନୁଗୋଳ ପଞ୍ଚମହାଲ ସ୍ଥିତ ଅଧିକୃତ ବିକ୍ରେତା LAXMI AUTO COMBINE ଠାରେ ଆନୁଷ୍ଠାନିକ ଭାବେ ଆପେ ଇଲେକ୍ଟ୍ରିକ ତିନି ଚକିଆ ଯାନର ଶୁଭଉଦ୍ଘାଟନ ହୋଇଯାଇଅଛି I ଏହି ଅବସରରେ ଲକ୍ଷ୍ମୀଜୀ ଗ୍ରୁପର ଉପଦେଷ୍ଟା ଶ୍ରୀଯୁକ୍ତ Ramesh Chandra Agarwalla…

Continue Reading ଆପେ ଇଲେକ୍ଟ୍ରିକ ତିନି ଚକିଆ ଯାନ ବଜ଼ାର ପ୍ରବେଶ

ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟରୁ ଚୋରି କରି ଦୁଇ ଗିରଫ

ଅନୁଗୋଳ - ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଗଡସନ୍ତ୍ରୀ ଗ୍ରାମ ପଞ୍ଚାୟତରେ ନିର୍ମାଣ ହେଉଥିବା ଜାତୀୟ ରାଜପଥର ଲୁହା ରଡ଼ ଚୋରି ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ବଅଁରପାଳ ପୁଲିସ ଗିରଫ କରିଛି । ସୂଚନା ଅନୁସାରେ କିଛି ଦିନ ପୂର୍ବରୁ…

Continue Reading ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟରୁ ଚୋରି କରି ଦୁଇ ଗିରଫ

ଆମ ଜଙ୍ଗଲ ଯୋଜନା ’ ଉପଦେଷ୍ଟାଙ୍କର ବନଖଣ୍ଡ ପରିଦର୍ଶନ

ଅନୁଗୋଳ - ରାଜ୍ୟ ସରକାରଙ୍କ ‘ ଆମ ଜଙ୍ଗଲ ଯୋଜନା’ରେ ନୂତନ ଭାବେ ଅବସ୍ଥାପିତ ଉପଦେଷ୍ଟା ନାରାୟଣ ପଟ୍ଟନାୟକ , ଦୁଇଦିନିଆ ଅନୁଗୁଳ ଜିଲ୍ଲା ପରିଦର୍ଶନରେ ଆସିଥିଲେ । ଏହି ଦୁଇ ଦିନିଆ ଗସ୍ତ ମଧ୍ୟରେ ସେ ଅନୁଗୋଳ ବନଖଣ୍ଡର ଜରପଡା…

Continue Reading ଆମ ଜଙ୍ଗଲ ଯୋଜନା ’ ଉପଦେଷ୍ଟାଙ୍କର ବନଖଣ୍ଡ ପରିଦର୍ଶନ

ମୋଟରସାଇକେଲ ସହ କେନାଲରେ ପଡି ଜଣେ ମୃତ

ତାଳଚେର - ଅନୁଗୋଳ ଜିଲ୍ଲା ତାଳଚେର ସରେଇଲୋ ଠାରେ ସମଲ ଦକ୍ଷିଣପାର୍ଶ୍ଵ କେନାଲରେ ଭାରସ୍ୟାମ ହରାଇ ମୋଟରସାଇକେଲ ସହ ତଳକୁ ପଡି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ କେନାଲ ପାଣି ଭିତରେ…

Continue Reading ମୋଟରସାଇକେଲ ସହ କେନାଲରେ ପଡି ଜଣେ ମୃତ

ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ପକ୍ଷରୁ ମଲଟି ହସ୍ପିଟାଲର ଭୂମିପୂଜନ

ଅନୁଗୁଳ - ଅନୁଗୁଳ ଜିଲ୍ଲା ନିଶାସ୍ଥିତ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ପକ୍ଷରୁ ଏକ ମଲଟି ହସପିଟାଲର ଭୂମିପୂଜା ଅନୁଷ୍ଠିତ ହୋଇ ଯାଇଅଛି । ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା , ଜେଏସପିଏଲର ଅଧ୍ୟକ୍ଷ ନବୀନ ଜିନ୍ଦଲ ଏବଂ ଜେଏସପି ଫାଉଣ୍ଡେସନର…

Continue Reading ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ପକ୍ଷରୁ ମଲଟି ହସ୍ପିଟାଲର ଭୂମିପୂଜନ

ସରପଞ୍ଚଙ୍କ ସହ ନିର୍ବାହୀ ଅଧିକାରୀଙ୍କୁ ତାଲା ପକାଇଦେଲେ ଗ୍ରାମବାସୀ

ଅନୁଗୁଳ - ଆବାସ ଯୋଜନାରେ ନାଁ କଟିବା ଯୋଗୁଁ ଅସନ୍ତୋଷ ପ୍ରକାଶ କଲେ ପଞ୍ଚାୟତବାସୀ । ଆଉ ଏଥିପାଇଁ  ଗାଁର ମହିଳା ଏକାଠି ହୋଇ ସରପଞ୍ଚ ଏବଂ ପଂଚାୟତ ନିର୍ବାହୀ ଅଧିକାରୀଙ୍କୁ ତିନି ଘଣ୍ଟା ଧରି ଅଟକ ରଖିଲେ । ଶେଷରେ…

Continue Reading ସରପଞ୍ଚଙ୍କ ସହ ନିର୍ବାହୀ ଅଧିକାରୀଙ୍କୁ ତାଲା ପକାଇଦେଲେ ଗ୍ରାମବାସୀ

ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ଅନୁଗୋଳ - ଅନୁଗୋଳ ବ୍ଲକ ଜଗନ୍ନାଥପୁର ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ତଥା ଉପକେନ୍ଦ୍ର ତରଫରୁ ସ୍ଥାନୀୟ ନିଳକଣ୍ଠେଶ୍ୱର ଉଚ୍ଚ ବିଦ୍ୟାଳୟରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି । ଏ ଅବସରରେ ଏକ ସଚେତନତା ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ…

Continue Reading ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ଲଢ଼ିବେ ଧର୍ମେନ୍ଦ୍ର !!!

ଅନୁଗୋଳ - ସାଧାରଣ ନିର୍ବାଚନ ସମୟ ପାଖେଇ ଆସୁଛି । ବର୍ଷ ଶେଷ ବେଳକୁ ହୋଇପାରେ ଏହି ନିର୍ବାଚନ । ଏଥିପାଇଁ ସବୁ ରାଜନୈତିକ ଦଳ ନିଜକୁ ପ୍ରସ୍ତୁତ କରିବା ଆରମ୍ଭ କଲେଣି । ତେବେ ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

Continue Reading ଲଢ଼ିବେ ଧର୍ମେନ୍ଦ୍ର !!!

ପାଇପଲାଇନ ପାଇଁ ଖୋଳା ଯାଇଥିବା ଗାତରେ ପଡି ଜଣେ ମୃତ

ଅନୁଗୋଳ - ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ ସମଲ ଥାନା ଅନ୍ତର୍ଗତ ଗହମଠାରେ ରବିବାର ଏକ ଦୁର୍ଘଟଣା ଘଟିଛି । ଏକ ଠିକା ସଂସ୍ଥା ଦ୍ୱାରା ରାସ୍ତା କଡରେ ଖୋଳା ଯାଇଥିବା ଗାତରେ ପଡି ଜଣଙ୍କ ମୃତ୍ୟୁ ଘଟିଛି । ମୃତକ…

Continue Reading ପାଇପଲାଇନ ପାଇଁ ଖୋଳା ଯାଇଥିବା ଗାତରେ ପଡି ଜଣେ ମୃତ

ଜମିହରାଙ୍କୁ ମିଳିନି କ୍ଷତିପୂରଣ – ତିନି ଅଧିକାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦେଶ ଦେଲେ ଉଚ୍ଚ ନ୍ୟାୟାଳୟ

ଅନୁଗୋଳ - ଜଳ ସେଚନ ପ୍ରକଳ୍ପ ପାଇଁ ଜମି ହରାଇଲେ । ତେବେ ସେହି କ୍ଷତିଗ୍ରସ୍ତ ଜମି ମାଲିକଙ୍କୁ ଏ ଯାଏଁ କ୍ଷତିପୂରଣ ମିଳିଲା ନାହିଁ । ଯାହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଉଚ୍ଚ ନ୍ୟାୟାଳୟ । ଆଉ ଏଥିପାଇଁ…

Continue Reading ଜମିହରାଙ୍କୁ ମିଳିନି କ୍ଷତିପୂରଣ – ତିନି ଅଧିକାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦେଶ ଦେଲେ ଉଚ୍ଚ ନ୍ୟାୟାଳୟ

ରାଜପଥ ଲୁଟ ବେଳେ ଲୁଟେରାକୁ କାବୁ କଲେ ଗ୍ରାମବାସୀ

ଛେଣ୍ଡିପଦା - ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ଦେଇ ଯାଇଥିବା ଅନୁଗୋଳ-ଛେଣ୍ଡିପଦା ୬୩ନଂ ରାଜ୍ୟ ରାଜପଥର କୋଶଳା ଚନ୍ଦନନଗର ଠାରେ ଗୁରୁବାର ବିଳମ୍ବିତ ରାତ୍ରୀରେ ଲୁଟେରା ମାନେ ଏକ ଟ୍ରକକୁ ଅଟକାଇ ଲୁଟ ଉଦ୍ୟମ କରୁଥିବାବେଳେ ଜଣେ ଲୁଟେରାକୁ କାବୁ କରିଥିଲେ…

Continue Reading ରାଜପଥ ଲୁଟ ବେଳେ ଲୁଟେରାକୁ କାବୁ କଲେ ଗ୍ରାମବାସୀ

ଜମିଜମା ରେକର୍ଡ କମ୍ପୁଟରୀକରଣରେ ଅନୁଗୁଳକୁ ମିଳିବ ଜାତୀୟ ପ୍ଲାଟିନମ ପୁରସ୍କାର

ଭୁବନେଶ୍ୱର - ରାଜ୍ୟରେ ଜମିଜମା ରେକର୍ଡ କମ୍ପୁଟରୀକରଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ନିମନ୍ତେ ଓଡ଼ିଶାର ୧୯ ଟି ଜିଲ୍ଲା ଜାତୀୟ ପୁରଷ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି । ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଓଡିଶା ଲ୍ୟାଣ୍ଡ…

Continue Reading ଜମିଜମା ରେକର୍ଡ କମ୍ପୁଟରୀକରଣରେ ଅନୁଗୁଳକୁ ମିଳିବ ଜାତୀୟ ପ୍ଲାଟିନମ ପୁରସ୍କାର

ଦ୍ଵିତୀୟ ଥର ପାଇଁ ମହେନ୍ଦ୍ର ସଭାପତି , ଦିନେଶ୍ ଯୁବ ବିଜେଡି ସଭାପତି

ଅନୁଗୋଳ - ଅନୁଗୋଳ ଜିଲ୍ଲା ସଭାପତି ଚୟନ ନେଇ ବିଜେଡି ଭିତରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି । କ୍ରମାଗତ ଦ୍ବିତୀୟ ଥର ପାଇଁ ମହେନ୍ଦ୍ର ବସ୍ତିଆଙ୍କୁ ବିଜେଡିର ଜିଲ୍ଲା ସଭାପତି ଭାବେ ଦାୟିତ୍ବ ମିଳିଛି । ତେଣୁ ଆସନ୍ତା ସାଧାରଣ…

Continue Reading ଦ୍ଵିତୀୟ ଥର ପାଇଁ ମହେନ୍ଦ୍ର ସଭାପତି , ଦିନେଶ୍ ଯୁବ ବିଜେଡି ସଭାପତି

ଅନୁଗୁଳ ମହୋତ୍ସବ ପ୍ରଥମ ସନ୍ଧ୍ୟା – ମତୁଆଲା କଲେ ବଣ୍ଟି ଏବଂ ବେନି ଦୟାଲ

ଅନୁଗୋଳ - ଆଜି ଠାରୁ ଆରମ୍ଭ ହୋଇଛି ଅନୁଗୋଳ ମହୋତ୍ସବ । ଜିଲ୍ଲା ଗଠନର ୩୦ ବର୍ଷ ପୂର୍ତ୍ତି ଅବସରରେ ଏଥର ମହୋତ୍ସବକୁ ଅଧିକ ରଙ୍ଗିନ କରାଯାଉଥିଲାବେଳେ ଏହାର ମଜା ନେବା ପାଇଁ ଭରପୁର ଭିଡ଼ ଜମିଥିଲା । ଅନୁଗୋଳ ଷ୍ଟାଡିୟମ୍‌ରେ…

Continue Reading ଅନୁଗୁଳ ମହୋତ୍ସବ ପ୍ରଥମ ସନ୍ଧ୍ୟା – ମତୁଆଲା କଲେ ବଣ୍ଟି ଏବଂ ବେନି ଦୟାଲ

ରେଞ୍ଜରଙ୍କ ମାଡରେ ବନ କର୍ମଚାରୀ ଗୁରୁତର ଅଭିଯୋଗ

ପାଲଲହଡା - ରେଞ୍ଜରଙ୍କ ମାଡରେ ଜଙ୍ଗଲ ଜଗୁଆଳି ଗୁରୁତର ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର ଜଗୁଆଳିଙ୍କୁ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ଜଣା ପଡ଼ିଛି I ଏ ନେଇ ଜଗୁଆଳିଙ୍କ ସ୍ତ୍ରୀ ଥାନାର ଦ୍ୱାରସ୍ଥ ହୋଇଥିବା ମଧ୍ୟ…

Continue Reading ରେଞ୍ଜରଙ୍କ ମାଡରେ ବନ କର୍ମଚାରୀ ଗୁରୁତର ଅଭିଯୋଗ