ସାବଧାନ ଗାଡି ଚାଳକ-ଜାତୀୟ ରାଜପଥର ବଅଁରପାଳରୁ ରନ୍ତଲେଇ ମଧ୍ୟରେ ଜଗିବ ଇଣ୍ଟରସେପଟର

ଅନୁଗୁଳ - ଜାତୀୟ ରାଜପଥରେ ଅମାନିଆ ଚାଳକଙ୍କ ଉପରେ ନଜର ରଖିବା ଇଣ୍ଟରସେପଟର । ଏ ନେଇ ନିର୍ଦେଶନାମା ଜାରି କରିଛନ୍ତି ଆଞ୍ଚଳିକ ପରିବହନ ଅଧିକାରୀ । ସୂଚନା ଅନୁସାରେ ଗତ ଜୁଲାଇ ୧୧ ତାରିଖରେ ଜିଲ୍ଲା ସଡକ ସୁରକ୍ଷା କମିଟିର…

Continue Reading ସାବଧାନ ଗାଡି ଚାଳକ-ଜାତୀୟ ରାଜପଥର ବଅଁରପାଳରୁ ରନ୍ତଲେଇ ମଧ୍ୟରେ ଜଗିବ ଇଣ୍ଟରସେପଟର

କୂଅ ବିଲ ପାଇଁ ମାଡାମଙ୍କ ଲାଞ୍ଚ ହିସାବ କିତାବ – ଭିଡିଓ ଭାଇରାଲ

ଅନୁଗୁଳ - ଆଠମଲ୍ଲିକ ବୃକ୍ ଅଞ୍ଚଳରେ ଜଳ ବିଭାଜିକା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। ଆଠମଲ୍ଲିକରେ ବିଭାଗର କାର୍ଯ୍ୟାଳୟ କିମ୍ବା ସ୍ଥାୟୀ ଅଧିକାରୀ ନ ଥିବା ବେଳେ ଅସ୍ଥାୟୀ ମହିଳା କର୍ମଚାରୀଙ୍କ ହାତରେ ସମସ୍ତ ଦାୟିତ୍ଵ ଟେକି ଦିଆଯାଇଛି।…

Continue Reading କୂଅ ବିଲ ପାଇଁ ମାଡାମଙ୍କ ଲାଞ୍ଚ ହିସାବ କିତାବ – ଭିଡିଓ ଭାଇରାଲ

ସାଇବର ଠକ ଲୁଟିନେଲେ ୫ ଲକ୍ଷ ଟଙ୍କା

ଅନୁଗୁଳ - ସାଇବର ଠକେଇର ଶିକାର ହୋଇଛନ୍ତି ତ୍ରିମୂର୍ତ୍ତୀ ଅଫସେଟ ପ୍ରେସର ମାଲିକ ଚଣ୍ଡିକା ପ୍ରସାଦ ନନ୍ଦ । ଲିଙ୍କ ପଠାଇ ସାଇବର ଠକ ଲୁଟିନେଲେ ୫ ଲକ୍ଷ ୨୭ହଜାର ୩୯୭ଟଙ୍କା । ସୂଚନା ଅନୁସାରେ ଚଣ୍ଡିକା ପ୍ରସାଦଙ୍କ ୟୁନିଅନ ବ୍ୟାଙ୍କ…

Continue Reading ସାଇବର ଠକ ଲୁଟିନେଲେ ୫ ଲକ୍ଷ ଟଙ୍କା

ଦୁର୍ଘଟଣାରେ ଦୁଇ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଅନୁଗୁଳ ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ର ତୁବେଠାରେ ଏକ ମୋଟରସାଇକେଲକୁ ଟ୍ରକ ଧକ୍କା ଦେବା ଫଳରେ…

Continue Reading ଦୁର୍ଘଟଣାରେ ଦୁଇ ମୃତ

କାସିଆ ଓ ଟେନ୍ସା ଖଣିକୁ ମିଳିଲା ସମ୍ମାନଜନକ ଖଣି ନିରାପତ୍ତା ପୁରସ୍କାର

ଭୁବନେଶ୍ଵର - ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)କୁ ଓଡ଼ିଶାରେ ଥିବା ତାର ଖଣି ଗୁଡ଼ିକରେ ନିରାପତ୍ତା ବ୍ୟବସ୍ଥା ନିମନ୍ତେ ଖଣି ନିରାପତ୍ତା ମହାନିର୍ଦ୍ଦେଶକଙ୍କ ପକ୍ଷରୁ ସର୍ବଭାରତୀୟ ଖଣି ନିରାପତ୍ତା ପୁରସ୍କାର କାର୍ଯ୍ୟକ୍ରମରେ ସମ୍ମାନିତ କରାଯାଇଛି। ବଡ଼ ଓପନ୍ କାଷ୍ଟ ମେଟାଲ…

Continue Reading କାସିଆ ଓ ଟେନ୍ସା ଖଣିକୁ ମିଳିଲା ସମ୍ମାନଜନକ ଖଣି ନିରାପତ୍ତା ପୁରସ୍କାର

କଳାକାରର ପ୍ରତିଷ୍ଠାତା ଶରତ କୁମାର ମାଝୀଙ୍କ ଅକାଳ ବିୟୋଗ

ଅନୁଗୁଳ - ଅନୁଗୁଳର ସେବା ସାଂସ୍କୃତିକ ଅନୁଷ୍ଠାନ କଳାକାରର ପ୍ରତିଷ୍ଠାତା ଶରତ କୁମାର ମାଝୀଙ୍କର ରବିବାର ଦିନ ୬୦ ବର୍ଷ ବୟସରେ ଚିକିସାଧନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି। ସ୍ୱର୍ଗତ ଶରତ ମାଝୀଙ୍କର ଏହି ଅକାଳ ବିୟୋଗରେ ଅନୁଗୁଳ କଳାକାର ଅନୁଷ୍ଠାନ ତରଫରୁ…

Continue Reading କଳାକାରର ପ୍ରତିଷ୍ଠାତା ଶରତ କୁମାର ମାଝୀଙ୍କ ଅକାଳ ବିୟୋଗ

ଦଶମ ଶ୍ରେଣୀ ଛାତ୍ରଙ୍କ କଟୁରୀ ଚୋଟରେ ନବମ ଶ୍ରେଣୀ ଛାତ୍ର ଆହତ

ଅନୁଗୁଳ - ଦଶମ ଶ୍ରେଣୀ ଛାତ୍ରଙ୍କ କଟୁରି ଚୋଟରେ ନବମ ଶ୍ରେଣୀ ଛାତ୍ର ଆହତ । ସ୍କୁଲ ଛୁଟି ବେଳେ ଏଭଳି ଘଟଣା ଘଟିଥିବା ବେଳେ ସାଇକେଲ ଷ୍ଟାଣ୍ଡରେ ସାଇକେଲ ରଖିବାକୁ ନେଇ ଏଭଳି ଘଟଣା ଘଟିଥିବା ଜଣା ପଡ଼ିଛି ।…

Continue Reading ଦଶମ ଶ୍ରେଣୀ ଛାତ୍ରଙ୍କ କଟୁରୀ ଚୋଟରେ ନବମ ଶ୍ରେଣୀ ଛାତ୍ର ଆହତ

ନବୀନ ଜିନ୍ଦଲଙ୍କୁ ମହାତ୍ମା ହଂସରାଜ ଗୌରବ ପୁରସ୍କାର

ନୂଆଦିଲ୍ଲୀ / ଭୁବନେଶ୍ବର - ଦିଲ୍ଲୀ ବିଶ୍ୱବିଦ୍ୟାଳୟର ହଂସରାଜ କଲେଜର ୭୭ତମ ପ୍ରତିଷ୍ଠା ଦିବସ ସମାରୋହରେ କୁରୁକ୍ଷେତ୍ର ସାଂସଦ ତଥା ଦେଶର ଅଗ୍ରଣୀ ଶିଳ୍ପପତି ଶ୍ରୀ ନବୀନ ଜିନ୍ଦଲଙ୍କୁ ମହାତ୍ମା ହଂସରାଜ ଗୌରବ ପୁରସ୍କାରରେ ସମ୍ମାନିତ କରାଯାଇଛି । ଏହି ଅବସରରେ…

Continue Reading ନବୀନ ଜିନ୍ଦଲଙ୍କୁ ମହାତ୍ମା ହଂସରାଜ ଗୌରବ ପୁରସ୍କାର

ନାଲକୋର ହେବ ସଂପ୍ରସାରଣ – କେନ୍ଦ୍ର କୋଇଲା ଏବଂ ଖଣି ରାଷ୍ଟ୍ରମନ୍ତ୍ରୀ

ଅନୁଗୁଳ - ଦୁଇଦିନିଆ ଓଡିଶା ଗସ୍ତରେ ଆସିଥିବା ଅବସରରେ କେନ୍ଦ୍ର କୋଇଲା ଏବଂ ଖଣି ରାଷ୍ଟ୍ରମନ୍ତ୍ରୀ ସତୀଶ ଚନ୍ଦ୍ର ଦୁବେ ଆଜି ଅନୁଗୁଳସ୍ଥିତ ନାଲକୋ ପରିଦର୍ଶନ କରିଥିଲେ । ଅନୁଗୁଳ ନାଲକୋ ଅତିଥି ଭବନରେ ପହଞ୍ଚିବା ପରେ ସେଠାରେ CISF ତରଫରୁ…

Continue Reading ନାଲକୋର ହେବ ସଂପ୍ରସାରଣ – କେନ୍ଦ୍ର କୋଇଲା ଏବଂ ଖଣି ରାଷ୍ଟ୍ରମନ୍ତ୍ରୀ

ଦୁଇ ଲାଞ୍ଚୁଆ କିରାଣୀଙ୍କୁ ଦୁଇ ବର୍ଷ କାରାଦଣ୍ଡ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ କାର୍ଯ୍ୟରତ ଦୁଇ ଜଣ କିରାଣୀ ଲାଞ୍ଚ ନେବା ମାମଲାରେ ଦୋଷୀ ସାବସ୍ତ ହୋଇଥିବା ବେଳେ ଭିଜିଲାନ୍ସ କୋର୍ଟ ସେମାନଙ୍କୁ ଦୁଇବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ଛେଣ୍ଡିପଡା ତହସିଲରେ ପୂର୍ବରୁ…

Continue Reading ଦୁଇ ଲାଞ୍ଚୁଆ କିରାଣୀଙ୍କୁ ଦୁଇ ବର୍ଷ କାରାଦଣ୍ଡ

ବିଧାୟକଙ୍କ ନାମରେ ମିଥ୍ୟା ଅପପ୍ରଚାର – ଥାନାର ଦ୍ୱାରସ୍ଥ ହେଲେ ବିଧାୟକଙ୍କ ଭାଇ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକ ଷଣ୍ଢପାଳ ଠାରେ ତାଳଚେର ବିଧାୟକ ଖେଳ ପଡିଆକୁ ହଳ କରିଥିବା ନେଇ ବିଭିନ୍ନ ଖବର କାଗଜରେ ଅପପ୍ରଚାର କରାଯାଇଥିବା ନେଇ ବିଧାୟକଙ୍କ ଭାଇ ସିଦ୍ଧଶ୍ୱର ପ୍ରଧାନ ନିଶା ଶିଳ୍ପାଞ୍ଚଳ ଥାନାରେ ଲିଖିତ ଅଭିଯୋଗ…

Continue Reading ବିଧାୟକଙ୍କ ନାମରେ ମିଥ୍ୟା ଅପପ୍ରଚାର – ଥାନାର ଦ୍ୱାରସ୍ଥ ହେଲେ ବିଧାୟକଙ୍କ ଭାଇ

ଗୁଳି ମାଡ କରି ଲୁଟ କରୁଥିବା ଡକାୟତ ଗ୍ୟାଙ୍ଗ ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ବଡ଼କେରା ପେଟ୍ରୋଲ ପମ୍ପ ନିକଟରେ ଆଇ.ଟି.ସି କମ୍ପାନୀର ଜଣେ ଡିଲରଙ୍କୁ ଗୁଳିମାଡ କରି ଟଙ୍କା ଲୁଟ ଉଦ୍ୟମ ହୋଇଥିବା ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l…

Continue Reading ଗୁଳି ମାଡ କରି ଲୁଟ କରୁଥିବା ଡକାୟତ ଗ୍ୟାଙ୍ଗ ଗିରଫ

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ ଓ ତାଙ୍କ ସ୍ଵାମୀ – ଲାଞ୍ଚ ନେଉଥିବା ବେଳେ ଧରା ପଡିଲେ

ଅନୁଗୁଳ - ଭିଜିଲାନ୍ସ ଜାଲରେ ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ସୁଶୁବା ପଞ୍ଚାୟତ ସରପଞ୍ଚ ଓ ତାଙ୍କ ସ୍ୱାମୀ ଶିଶିର ସାମଲ । ଜଣେ ହିତାଧିକାରୀଙ୍କ "ମୋ ପୋଖରୀ" ଖୋଳାର ବିଲ ପାସ କରାଇଦେବା ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା…

Continue Reading ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ ଓ ତାଙ୍କ ସ୍ଵାମୀ – ଲାଞ୍ଚ ନେଉଥିବା ବେଳେ ଧରା ପଡିଲେ

କୁରକୁରେ ଆଳରେ ୫ ବର୍ଷ ନାବାଳିକା ସହ ଦୁଷ୍କର୍ମ କଲା ସମ୍ପର୍କୀୟ କକା

ପାଲଲହଡା - ଅନୁଗୁଳ ଜିଲା ପାଲଲହଡା ଥାନା ଅଞ୍ଚଳରେ ଜଣେ ୫ ବର୍ଷ ର ନାବାଳିକାକୁ ନିଜ ସମ୍ପର୍କୀୟ କକା ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ଉଦୟ ନାୟକ ନାମକ ଜଣେ ବ୍ୟକ୍ତି ତାଙ୍କ…

Continue Reading କୁରକୁରେ ଆଳରେ ୫ ବର୍ଷ ନାବାଳିକା ସହ ଦୁଷ୍କର୍ମ କଲା ସମ୍ପର୍କୀୟ କକା

କ୍ରିସ ହସପିଟାଲ ଉପରେ ସରକାରୀ ପ୍ରତିବନ୍ଧକ ଲଗାଇବା ସହ ରେଜିଷ୍ଟର ସିଜ କଲା ସ୍ୱାସ୍ଥ୍ୟ ବିଭାଗ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦାଠାରେ ଥିବା ଏକ ଘରୋଇ ଡାକ୍ତରଖାନାରେ ଜିଲ୍ଲାପାଳଙ୍କ ନିର୍ଦେଶରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚଢାଉ କରାଯିବା ସହ ଓପିଡି ରେଜିଷ୍ଟର ସିଜ କରା ଯାଇଛି । ଏହା ସହ ଡାକ୍ତରଖାନାରେ ବର୍ତ୍ତମାନଠାରୁ ପରବର୍ତ୍ତୀ ନିର୍ଦେଶ ନ…

Continue Reading କ୍ରିସ ହସପିଟାଲ ଉପରେ ସରକାରୀ ପ୍ରତିବନ୍ଧକ ଲଗାଇବା ସହ ରେଜିଷ୍ଟର ସିଜ କଲା ସ୍ୱାସ୍ଥ୍ୟ ବିଭାଗ