ଜ଼ୀଲ୍ଲାସ୍ତରୀୟ ଆଶା,ଗାଁ କଲ୍ୟାଣ ସମିତି,ମହିଳା ଆରୋଗ୍ୟ ସମିତି,ଜନ ଆରୋଗ୍ୟ ସମିତି ବାର୍ଷିକ ସମ୍ମିଳନୀ

ଅନୁଗୁଳ - ଆଜି ଆଶା,ଗାଁ କଲ୍ୟାଣ ସମିତି,ମହିଳା ଆରୋଗ୍ୟ ସମିତି,ଜନ ଆରୋଗ୍ୟ ସମିତିର ଜ଼ୀଲ୍ଲାସ୍ତରୀୟ ବାର୍ଷିକ ସମ୍ମିଳନୀ ଅନୁଗୁଳ ଗ୍ରାମ୍ୟଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ସନ୍ତୋଷ କୁମାର ପ୍ରଧାନ ଯୋଗଦେଇ ଆଶାକର୍ମୀ…

Continue Reading ଜ଼ୀଲ୍ଲାସ୍ତରୀୟ ଆଶା,ଗାଁ କଲ୍ୟାଣ ସମିତି,ମହିଳା ଆରୋଗ୍ୟ ସମିତି,ଜନ ଆରୋଗ୍ୟ ସମିତି ବାର୍ଷିକ ସମ୍ମିଳନୀ

ଜିଲ୍ଲା ମହୋତ୍ସବ ପାଇଁ ମଶାଲ ଯାତ୍ରା

ଅନୁଗୁଳ - ଅନୁଗୁଳ ଜିଲ୍ଲା ମହୋତ୍ସବ ପାଇଁ ଜିଲ୍ଲା ପ୍ରଶାସନ ସଜବାଜ ହେଲାଣି । ଆଉ ମାତ୍ର ୮ ଦିନ ପରେ ନାଚଗୀତ ସହ ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଦୁଲୁକିବ ଅନୁଗୁଳ ସହର । ତେବେ ଏହି ମହୋତ୍ସବ ପାଇଁ ମଙ୍ଗଳବାର ଜିଲା…

Continue Reading ଜିଲ୍ଲା ମହୋତ୍ସବ ପାଇଁ ମଶାଲ ଯାତ୍ରା

ଉତ୍ତର-କେନ୍ଦ୍ରାଞ୍ଚଳ ଡ଼ିଆଇଜି ଭାବେ ଦାୟିତ୍ୱ ନେଲେ ବ୍ରିଜେଶ ରାୟ

ଅନୁଗୁଳ - ବରିଷ୍ଠ ଆଇପିଏସ୍ ଅଧିକାରୀ ବ୍ରିଜେଶ କୁମାର ରାୟ ସୋମବାର ଡିଆଇଜିଙ୍କ ଦାୟିତ୍ୱ ନେଇଛନ୍ତି । ତାଙ୍କର ନୂତନ ଦାୟିତ୍ୱ ପୂର୍ବରୁ ରାୟ ପ୍ରାୟ ପାଞ୍ଚ ବର୍ଷ ଧରି ଗଞ୍ଜାମ ପୁଲିସର ଏସପି ଭାବରେ କାର୍ଯ୍ୟ କରିଥିଲେ । ଗଞ୍ଜାମ…

Continue Reading ଉତ୍ତର-କେନ୍ଦ୍ରାଞ୍ଚଳ ଡ଼ିଆଇଜି ଭାବେ ଦାୟିତ୍ୱ ନେଲେ ବ୍ରିଜେଶ ରାୟ

ସରକାରୀ ପଲିଟେକନିକର ବାର୍ଷିକ କ୍ରୀଡା ଉତ୍ସବ ପାଳିତ

ଅନୁଗୁଳ - ଅନୁଗୁଳ ଜିଲ୍ଲା କୁଶାସିଙ୍ଗ ଗ୍ରାମରେ ଅବସ୍ଥିତ ସରକାରୀ ପଲିଟେକନିକର ବାର୍ଷିକ କ୍ରୀଡା ଉତ୍ସବ ସୋମବାର ଆରମ୍ଭ ହୋଇଛି । ମଙ୍ଗଳବାର ଦିନ ଏହା ଉଦଯାପିତ ହେବ । କଲେଜର ସମସ୍ତ ଛାତ୍ର ଛାତ୍ରୀ ଓ ଅଧ୍ୟାପକ ଏବଂ ଅଧ୍ୟାପିକା…

Continue Reading ସରକାରୀ ପଲିଟେକନିକର ବାର୍ଷିକ କ୍ରୀଡା ଉତ୍ସବ ପାଳିତ

ସିରିଜ ଦୁର୍ଘଟଣା ଘଟାଇଲା ଟ୍ରିପର – ପାଞ୍ଚ ଆହତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ମହିଧରପୁରରେ ସିରିଜ ଦୁର୍ଘଟଣା ଘଟାଇଲା ଟ୍ରିପର । ଫଳରେ ପାଞ୍ଚ ଜଣ ଆହତ ହୋଇଛନ୍ତି । ତେବେ ଗୋଟିଏ ପରେ ଗୋଟିଏ ଗାଡି ଏବଂ ଲୋକଙ୍କୁ ଧକ୍କା ଦେଇ ପଳାଇ ଯାଉଥିବା ବେଳେ ଭାରସାମ୍ୟ ହରାଇ…

Continue Reading ସିରିଜ ଦୁର୍ଘଟଣା ଘଟାଇଲା ଟ୍ରିପର – ପାଞ୍ଚ ଆହତ

ଜିଲ୍ଲାରେ ଦୁଇ ନୁଆଁ ଥାନା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଅନୁଗୁଳ - ମଙ୍ଗଳବାର ମୁଖ୍ୟମନ୍ତ୍ରୀ ରାଜ୍ୟରେ ୩୦ଟି ନୂଆ ଥାନାର ଉଦଘାଟନ କରିଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ଫାଣ୍ଡିକୁ ଥାନାର ମାନ୍ୟତା ଦେଇ ଭରଚୁଆଲ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମୟରେ ମୁଖ୍ୟମନ୍ତ୍ରୀ ବଢ଼ୁଥିବା…

Continue Reading ଜିଲ୍ଲାରେ ଦୁଇ ନୁଆଁ ଥାନା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଶିଶୁ ଙ୍କ ସାମଗ୍ରିକ ବିକାଶ ଉପରେ ସ୍ୱାସ୍ଥ୍ୟ ଶିବିର

ବନ୍ତଳା - ରାଷ୍ଟ୍ରୀୟ ବାଳ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଅନ୍ତର୍ଗତ ଶିଶୁ ମାନଙ୍କର ସ୍ୱାଭାବିକ ଓ ସାମଗ୍ରିକ ବିକାଶ ଉପରେ ଏକ ସ୍ୱାସ୍ଥ୍ୟ ଶିବିର ବନ୍ତଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇ ଯାଇଛି । ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ…

Continue Reading ଶିଶୁ ଙ୍କ ସାମଗ୍ରିକ ବିକାଶ ଉପରେ ସ୍ୱାସ୍ଥ୍ୟ ଶିବିର

ଡ୍ରଗ୍ସ ମୁକ୍ତ ଅନୁଗୁଳ ଉପରେ ନୁଆଁ ଏସ.ପି.ଙ୍କ ଗୁରୁତ୍ୱ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ଆଜି ସକାଳ ପ୍ରାୟ ୧୧ଟା ବେଳେ ଏସ.ପି. ଭାବେ ଯୋଗ ଦେଇଛନ୍ତି ଶୁଧାଂଶୁ ଶେଖର ମିଶ୍ର । ଏହାପରେ ଜିଲ୍ଲାର ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି…

Continue Reading ଡ୍ରଗ୍ସ ମୁକ୍ତ ଅନୁଗୁଳ ଉପରେ ନୁଆଁ ଏସ.ପି.ଙ୍କ ଗୁରୁତ୍ୱ

ହାତୀ ଆକ୍ରମଣରେ ମୃତ ପରିବାରଙ୍କୁ ଭେଟିଲେ ପିସିସି ସଭାପତି

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣରେ ଚାରି ଜଣଙ୍କର ମୃତ୍ୟୁ ହୋଇଥିଲା । ଏହା ଭିତରୁ ବଅଁରପାଳ ବ୍ଲକ ଅନ୍ତର୍ଗତ ଗଡସନ୍ତ୍ରୀ ପଞ୍ଚାୟତ ଜାମ୍ବୁସାହିରେ ହାତୀ ଆକ୍ରମଣରେ ଅଜୟ ବିଶ୍ୱାଳ ଜଣେ । ଆଜି ଏହି ଘଟଣାକୁ ନେଇ ମୃତକ…

Continue Reading ହାତୀ ଆକ୍ରମଣରେ ମୃତ ପରିବାରଙ୍କୁ ଭେଟିଲେ ପିସିସି ସଭାପତି

ମୋଟର ସାଇକେଲକୁ ଧକ୍କା ଦେଲା ଟ୍ରକ – ଦୁଇ ଭଉଣୀ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଗୋତମରା ନିକଟରେ ଏକ ମୋଟରସାଇକେଲକୁ ଏକ ଟ୍ରକ ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ସମ୍ପର୍କରେ ଦୁଇ ଭଉଣୀ ହେବେ ବୋଲି ଜଣା ପଡିଛି…

Continue Reading ମୋଟର ସାଇକେଲକୁ ଧକ୍କା ଦେଲା ଟ୍ରକ – ଦୁଇ ଭଉଣୀ ମୃତ

ଯୁବତୀଙ୍କୁ ଅଶ୍ଳୀଳ ଫଟୋ ପଠାଇ ବ୍ଲାକମେଲ – ଯୁବକ ଗିରଫ

ତାଳଚେର - ପୂର୍ବତନ ପ୍ରେମିକାର ଅଶ୍ଳୀଳ ଫଟୋ ପଠାଇ ବ୍ଲାକମେଲ କରିବା ଅଭିଯୋଗରେ ଜଣେ ଯୁବକକୁ ଗିରଫ କରିଛି ତାଳଚେର କୋଲିୟାରୀ ପୁଲିସ । ଗିରଫ ଯୁବକ ଜଣଙ୍କ ହେଲେ ତାଳଚେର କଣିହାଁ ଗାଁର ଧୁଳିଆ ନାଏକଙ୍କ ପୁଅ ମଧୁସୂଦନ ନାଏକ…

Continue Reading ଯୁବତୀଙ୍କୁ ଅଶ୍ଳୀଳ ଫଟୋ ପଠାଇ ବ୍ଲାକମେଲ – ଯୁବକ ଗିରଫ

୨୦୨୪ ଅକ୍ଟୋବର ମାସ ପୂର୍ବରୁ ତାଳଚେର ସାର ସାରଖାନା ନିର୍ମାଣ ଶେଷ ହେବ – କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ

ତାଳଚେର - କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କ ସହ ଅନୁଗୁଳ ଜିଲ୍ଲା ଗସ୍ତ କରି ତାଳଚେର ସାର କାରଖାନା ପରିଦର୍ଶନ କରିବା ସହ ପ୍ଲାଣ୍ଟର…

Continue Reading ୨୦୨୪ ଅକ୍ଟୋବର ମାସ ପୂର୍ବରୁ ତାଳଚେର ସାର ସାରଖାନା ନିର୍ମାଣ ଶେଷ ହେବ – କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ

ଦୁଇ ଘଣ୍ଟାରେ ଚାରି ଜଣଙ୍କୁ ଗୋଡ଼ାଇ ମାରିଲା ହାତୀ

୩୦ ରୁ ଅଧିକ ହାତୀ ଗତ ଦୁଇ ମାସ ହେଲା ଅନୁଗୁଳ ସହର ଉପଖଣ୍ଡ ଏବଂ ଏହାର ଆଖପାଖ ଅଞ୍ଚଳରେ ଘୁରି ବୁଲୁଥିଲେ । ସେଥିରୁ ଗୋଠଛଡ଼ା ହୋଇ ଆଜି ଏକ ମାଈ ହାତୀ ଜିଲ୍ଲାରେ ଉତ୍ପାତ କରିଛି । ଜିଲ୍ଲାର…

Continue Reading ଦୁଇ ଘଣ୍ଟାରେ ଚାରି ଜଣଙ୍କୁ ଗୋଡ଼ାଇ ମାରିଲା ହାତୀ

ହାତୀ ଆକ୍ରମଣରେ ତିନି ଜଣଙ୍କର ମୃତ୍ୟୁ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣରେ ତିନି ଜଣଙ୍କର ମୃତ୍ୟୁ ହୋଇଛି । ଭୋରରୁ ଅଙ୍ଗାରବନ୍ଧ , ଛେଳିଆପଡା ଓ ବାରସିଂହା ଗାଁ ଭଳି ଭିନ୍ନ ଭିନ୍ନ ଗାଁରେ ଏଭଳି ହାତୀ ଆକ୍ରମଣ କରିଛି । ଅଙ୍ଗାରବନ୍ଧ ଗାଁର ଅନିରୁଦ୍ଧ…

Continue Reading ହାତୀ ଆକ୍ରମଣରେ ତିନି ଜଣଙ୍କର ମୃତ୍ୟୁ

ସାତକୋଶିଆରେ କୁମ୍ଭୀର ଗଣୁଛି ବନବିଭାଗ

ଅନୁଗୁଳ - ଅନୁଗୁଳ ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡର ମହାନଦୀ ଓ ଆଖପାଖ ଅଞ୍ଚଳରେ ଆଜିଠାରୁ କୁମ୍ଭୀର ଗଣନା ଆରମ୍ଭ ହୋଇଛି । ୪ ଦିନ ଧରି କୁମ୍ଭୀର ଗଣନା ପରେ ୧୦ ତାରିଖରେ ପକ୍ଷୀ ଗଣନା ହେବ । ଏ ନେଇ…

Continue Reading ସାତକୋଶିଆରେ କୁମ୍ଭୀର ଗଣୁଛି ବନବିଭାଗ