ଶୁଧାଂଶୁ ଶେଖର ମିଶ୍ର ଅନୁଗୁଳ ଏସ୍.ପି.

ଅନୁଗୁଳ - ବଦଳିଲେ ଅନୁଗୁଳ ଏସ୍.ପି. ଜଗମୋହନ ମିନା । ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ଚିଠି ଅନୁସାରେ ଅନୁଗୁଳ ଏସ୍.ପି.ଜଗମୋହନ ମୀନାଙ୍କର ଗଞ୍ଜାମ ଜିଲ୍ଲାକୁ ବଦଳି ହୋଇଛି । ସେହିଭଳି ବାଲେଶ୍ୱର ଏସ୍.ପି. ଶୁଧାଂଶୁ ଶେଖର ମିଶ୍ରଙ୍କୁ ଅନୁଗୁଳ…

Continue Reading ଶୁଧାଂଶୁ ଶେଖର ମିଶ୍ର ଅନୁଗୁଳ ଏସ୍.ପି.

ଉପ ବାଚସ୍ପତିଙ୍କ ଗାଡ଼ିରେ ଜାତୀୟ ପତାକାକୁ ଅସମ୍ମାନ

ଅନୁଗୁଳ - ଅନୁଗୁଳ ବିଧାୟକ ତଥା ବିଧାନସଭା ଉପ ବାଚସ୍ପତି ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସାରି ବନ୍ତଳା ଅଭିମୁଖେ ଯାଉଥିବା ବେଳେ ପଞ୍ଚମହଲା ନିକଟରେ ତାଙ୍କ ଗାଡି ଦୁର୍ଘଟଣା ହୋଇଥିଲା । ଏକ ଟ୍ରକ ଉପ ବାଚସ୍ପତିଙ୍କ ଗାଡିକୁ ଧକ୍କା ଦେଇଥିବା…

Continue Reading ଉପ ବାଚସ୍ପତିଙ୍କ ଗାଡ଼ିରେ ଜାତୀୟ ପତାକାକୁ ଅସମ୍ମାନ

ସଂଗ୍ରାମର ମାଟି ଅନୁଗୁଳ – ମୁଖ୍ୟମନ୍ତ୍ରୀ

👉 ୧୮୦୦ କୋଟି ମୂଲ୍ୟର ପ୍ରକଳ୍ପ ଶୁଭାରମ୍ଭ 👉 ବିକାଶ ଅନୁଗୁଳର ସବୁଠାରୁ ବଡ ପରିଚୟ ଅନୁଗୁଳ - ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।…

Continue Reading ସଂଗ୍ରାମର ମାଟି ଅନୁଗୁଳ – ମୁଖ୍ୟମନ୍ତ୍ରୀ

ଗୋଟିଏ ମଞ୍ଚରେ ମୁଖ୍ୟମନ୍ତ୍ରୀ ଓ ତିନି କେନ୍ଦ୍ରମନ୍ତ୍ରୀ – ରେଳ ବିଭାଗର କାର୍ଯ୍ୟକ୍ରମରେ ଯୋଗଦାନ

ଅନୁଗୁଳ - ଆଜି ଦିନିକିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିଥିବା ବେଳେ ରେଳ ବିଭାଗର କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ଅଶ୍ୱିନୀ ବୈଷ୍ଣବ ଓ ପ୍ରହଲ୍ଲାଦ ଜୋଶୀଙ୍କ ସହ ର୍ବଲ ବିଭାଗର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ମାନ୍ୟବର…

Continue Reading ଗୋଟିଏ ମଞ୍ଚରେ ମୁଖ୍ୟମନ୍ତ୍ରୀ ଓ ତିନି କେନ୍ଦ୍ରମନ୍ତ୍ରୀ – ରେଳ ବିଭାଗର କାର୍ଯ୍ୟକ୍ରମରେ ଯୋଗଦାନ

ଉପ ବାଚସ୍ପତିଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ଅନୁଗୁଳ - ସଡ଼କ ଦୁର୍ଘଟଣା ରୁ ଅଳ୍ପକେ ବର୍ତିଲେ ଉପବାଚସ୍ପତି ରଜନୀକାନ୍ତ ସିଂହ। ଅନୁଗୁଳରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ସାରି ଫେରୁଥିବା ବେଳେ ବଲଙ୍ଗ ଗାଁକୁ କୌଣସି କାମରେ ଯାଉଥିଲେ । ତେବେ ପଞ୍ଚମହଲା ନିକଟରେ ସୁରକ୍ଷା ବଳୟ କାର ପାର…

Continue Reading ଉପ ବାଚସ୍ପତିଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ପହଞ୍ଚାଇଲେ ଉପଜିଲ୍ଲାପାଳ

ଅନୁଗୁଳ - ଅନୁଗୁଳ ଉପ ଜିଲ୍ଲାପାଳଙ୍କ ମାନବିକତା । ବାଟରେ ଆସୁଥିବା ବେଳେ ଦୁର୍ଘଟଣା ହୋଇଥିବା ଦେଖି ନିଜ ଗାଡି ଅଟକାଇବା ସହ ଦୁର୍ଘଟଣାରେ ଆହତ ହୋଇଥିବା ୪ ଜଣଙ୍କୁ ନିଜ ଗାଡ଼ିରେ ବସାଇ ଡାକ୍ତରଖାନା ଆଣିଥିଲେ । ଆଉ ସେମାନଙ୍କ…

Continue Reading ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ପହଞ୍ଚାଇଲେ ଉପଜିଲ୍ଲାପାଳ

ସରପଞ୍ଚଙ୍କୁ ଅସିଦ୍ଧ ଘୋଷଣା କଲେ କୋର୍ଟ

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ କର୍ଣ୍ଣପାଳ ପଞ୍ଚାୟତରେ ସରପଞ୍ଚ ହୃଷିକେଶ ସାମଲଙ୍କୁ କୋର୍ଟ ଅସିଦ୍ଧ ଘୋଷଣା କରିଛନ୍ତି । ନୂତନ ସରପଞ୍ଚ ଭାବେ , ନାଏବ ସରପଞ୍ଚ ଥିବା ମଞ୍ଜୁଲତା ରାଉତ ସରପଞ୍ଚ ଭାବେ ଦାୟିତ୍ବ ନେଇଛନ୍ତି ।…

Continue Reading ସରପଞ୍ଚଙ୍କୁ ଅସିଦ୍ଧ ଘୋଷଣା କଲେ କୋର୍ଟ

ଅନୁଗୁଳ କପ୍ କ୍ରିକେଟ – ୟୁନିଅନ ସ୍ପୋଟିଂ ଚମ୍ପିୟାନ

ଅନୁଗୁଳ - ଅନୁଗୁଳ କଦମ ପଡିଆ ଠାରେ ଚାଲିଥିବା ଅନୁଗୁଳ କପ କ୍ରିକେଟ ୨୦୨୨ ର ଫାଇନାଲ୍ ମ୍ୟାଚ୍ ଅନୁଗୁଳ କ୍ରିକେଟ କ୍ଲବ୍ ଓ ୟୁନିଅନ୍ ସ୍ପୋଟିଂ କଟକ ମଧ୍ୟରେ ହୋଇଥିଲା । ଅନୁଗୁଳ କ୍ରିକେଟ କ୍ଲବ୍ ଟସ୍ ଜିଣି ପ୍ରଥମେ…

Continue Reading ଅନୁଗୁଳ କପ୍ କ୍ରିକେଟ – ୟୁନିଅନ ସ୍ପୋଟିଂ ଚମ୍ପିୟାନ

ଦୁର୍ଘଟଣାରେ ମହିଳା ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା କାଙ୍ଗୁଲା ନିକଟରେ ଏକ ସଡକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ସେହି ଗାଁର ଚାନ୍ଦ ସେଠ ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ସେ ରାସ୍ତା ଅତିକ୍ରମ…

Continue Reading ଦୁର୍ଘଟଣାରେ ମହିଳା ମୃତ

୨୯ ତାରିଖ ମୁଖ୍ୟମନ୍ତ୍ରୀ ଆସିବେ ଅନୁଗୁଳ

ଅନୁଗୁଳ - ଆସନ୍ତା ୨୯ ତାରିଖରେ ଦିନିକିଆ ଅନୁଗୁଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିଦିନ ସକାଳେମୁଖ୍ୟମନ୍ତ୍ରୀ ଅନୁଗୁଳ ଆସି ଷ୍ଟାଡିୟମ ପଡ଼ିଆରେ ପହଞ୍ଚି ମିଶନ ଶକ୍ତି ମହିଳାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହା ସହ ଅନୁଗୁଳ…

Continue Reading ୨୯ ତାରିଖ ମୁଖ୍ୟମନ୍ତ୍ରୀ ଆସିବେ ଅନୁଗୁଳ

ବ୍ରାଉନସୁଗାର ଜବତ – ବେପାରୀ ବାପି ଗିରଫ

ଅନୁଗୁଳ - ଅନୁଗୁଳ ଅବକାରୀ ବିଭାଗକୁ ପୁଣି ଏକ ବଡ ସଫଳତା । ଅନେକ ଦିନ ହେଲା ଟ୍ରାକରେ ଥିବା ବ୍ରାଉନସୁଗାର ବେପାରୀ ଶିବାନନ୍ଦ ସାହୁ@ବାପିକୁ ଧରିବାରେ ସଫଳ ହୋଇଛି । ତା ନିକଟରୁ ୨୭୦ ଗ୍ରାମ ବ୍ରାଉନସୁଗାର ଜବତ କରିବା…

Continue Reading ବ୍ରାଉନସୁଗାର ଜବତ – ବେପାରୀ ବାପି ଗିରଫ

ଜାତୀୟ ଡିଜାଇନ ଶୋ’ରେ ଅନୁଗୁଳ ଝିଅ ଜୁଲିଙ୍କ ସଫଳତା

ଅନୁଗୁଳ - ମେଟାଲ୍ ମାକ୍ସ ସଂସ୍ଥା ପକ୍ଷରୁ ଭୁବନେଶ୍ଵରରେ ଆୟୋଜିତ ଜାତୀୟ ଡିଜାଇନ୍ ଶୋ ଓ ଫ୍ୟାସନ କୋଟିୟର ଶୋରେ ଓଡ଼ିଆ ଝିଅ ଜୁଲି କର ସଫଳତା ହାସଲ କରିବା ସହିତ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ଆନ୍ତର୍ଜାତିକ ଡିଜାଇନ୍ ଶୋ’ରେ…

Continue Reading ଜାତୀୟ ଡିଜାଇନ ଶୋ’ରେ ଅନୁଗୁଳ ଝିଅ ଜୁଲିଙ୍କ ସଫଳତା

ଭୁଜାଲିରେ ହାଣି ତିନି ଲକ୍ଷ ପଚାଶ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଅନୁଗୁଳ - ଭୁଜାଲିରେ ଆକ୍ରମଣ କରି ଲୁଟି ନେଲେ ୩ ଲକ୍ଷ ୫୦ ହଜାର ଟଙ୍କା । ଏଭଳି ଘଟଣା ଘଟିଛି ଛେଣ୍ଡିପଦା ଅଞ୍ଚଳରେ । ସୂଚନା ଅନୁସାରେ ଛେଣ୍ଡିପଦା ବାହାଳସାହିର ଅଶୋକ ସାହୁ ନାମକ ଜଣେ ଯୁବକ ଛେଣ୍ଡିପଦାରେ ଷ୍ଟାମ୍ପ…

Continue Reading ଭୁଜାଲିରେ ହାଣି ତିନି ଲକ୍ଷ ପଚାଶ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବିଜେଡ଼ି ଆଭ୍ୟନ୍ତରୀଣ ବିବାଦ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡିଲାଣି

ଅନୁଗୁଳ - ସାଧାରଣ ନିର୍ବାଚନ ପାଖେଇ ଆସୁଥିଉବା ବେଳ ବିଭିନ୍ନ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । କିନ୍ତୁ ଏହି ସମୟ‌ରେ ଜିଲ୍ଲାରେ ବାହାରିଛି ବିଜେଡି ଦଳର ଆଭ୍ୟନ୍ତରୀଣ ବିବାଦ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡିବା ଦେଖିବାକୁ…

Continue Reading ବିଜେଡ଼ି ଆଭ୍ୟନ୍ତରୀଣ ବିବାଦ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡିଲାଣି

ରାଜ୍ୟରେ ମହିଳା ମାନେ ଅସୁରକ୍ଷିତ – ଦୀପ୍ତି ରାୱତ୍, ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ସାଧାରଣ ସମ୍ପାଦିକା

ଅନୁଗୁଳ - ବିଜେପି ମହିଳା ମୋର୍ଚ୍ଚାର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଦୁଇଦିନିଆ ଅନୁଗୁଳ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମହିଳା ମୋର୍ଚ୍ଚାର ରାଷ୍ଟ୍ରୀୟ ସାଧାରଣ ସମ୍ପାଦିକା ଦୀପ୍ତି ରାୱତ୍ ଓ ବିଜେପି ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି…

Continue Reading ରାଜ୍ୟରେ ମହିଳା ମାନେ ଅସୁରକ୍ଷିତ – ଦୀପ୍ତି ରାୱତ୍, ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ସାଧାରଣ ସମ୍ପାଦିକା