କବାଡି ଚମ୍ପିୟାନସିପ ଆରମ୍ଭ

ଅନୁଗୁଳ - ଅନୁଗୁଳରେ ଆୟୋଜନ ହୋଇଛି ରାଜ୍ୟ ସ୍ଥରୀୟ ୭୦ ତମ ସିନିୟର କବାଡି ଚମ୍ପିୟାନସିପ । ରାଜ୍ୟ କବାଡି ଆସୋସିଏସନ ଓ ଅନୁଗୁଳ ଜିଲା ପ୍ରଶାସନର ମିଳିତ ସହଯୋଗରେ ଏହି ଏହି ଚମ୍ପିୟାନସିପର ଆୟୋଜନ କରାଯାଇଛି । ରାଜ୍ୟର ବିଭିନ୍ନ…

Continue Reading କବାଡି ଚମ୍ପିୟାନସିପ ଆରମ୍ଭ

ଟ୍ରକ ଧକ୍କାରେ ଦୁଇ ମୃତ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ପଵିତ୍ରମୋହନ ଛକ ନିକଟରେ ଦୁର୍ଘଟଣା । ଟ୍ରକ ଧକ୍କାରେ ଦୁଇ ମୋଟରସାଇକେଲ ଆରୋହି ମୃତ । ମୃତକ ମଧ୍ୟରୁ ଜଣେ ପରଜଙ୍ଗ ଖାଲପାଳ ଅଞ୍ଚଳର ଭାଗିରଥି ମହାନ୍ତି ହୋଇଥିବା ବେଳେ ଅନ୍ୟ ଜଣଙ୍କର ପରିଚୟ…

Continue Reading ଟ୍ରକ ଧକ୍କାରେ ଦୁଇ ମୃତ

ପ୍ରାଥମିକ କୃଷି ସମବାୟ ସମିତିର ଧାନମଣ୍ଡି ଉଦଘାଟନ

ଅନୁଗୁଳ - ଆଜି ଠାରୁ ଅନୁଗୁଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଥିବା ୧୦୦ଟି ଧାନ ମଣ୍ଡିରେ ଧାନ କିଣା ଆରମ୍ଭ ହୋଇଯାଇଛି । ଏହି ଅବସରରେ ମଙ୍ଗଳବାର ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଦୁର୍ଗାପୁର କୃଷି ସମବାୟ ସମିତି ଠାରେ…

Continue Reading ପ୍ରାଥମିକ କୃଷି ସମବାୟ ସମିତିର ଧାନମଣ୍ଡି ଉଦଘାଟନ

ଘରୋଇ ଡାକ୍ତରଖାନାର ଅବହେଳା ଯୋଗୁଁ ପ୍ରସୂତୀଙ୍କ ମୃତ୍ୟୁ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏକ ଘରୋଇ ନର୍ସିଂହୋମର ଦାୟିତ୍ୱହୀନତା ଯୋଗୁଁ ଯାଆଁଳା ଶିଶୁ ଜନ୍ମ ପରେ ମା'ର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଜରପଡା ଥାନା…

Continue Reading ଘରୋଇ ଡାକ୍ତରଖାନାର ଅବହେଳା ଯୋଗୁଁ ପ୍ରସୂତୀଙ୍କ ମୃତ୍ୟୁ

୨୪ ତାରିଖ ୧୨ ଘଣ୍ଟିଆ ପାଲଲହଡା ବନ୍ଦ

ପାଲଲହଡା - ଜାତୀୟ ରାଜପଥ ନଂ ୧୪୯ ର ଦୁରବସ୍ଥା ଏବଂ ଜାତୀୟ ରାଜପଥ ନଂ ୪୯ ର ସ୍ଥାନୀୟ ଶିବମନ୍ଦିରକୁ ଅଣ୍ଡରପାସ ରାସ୍ତା ନିର୍ମାଣ ଦାବିରେ ଆସନ୍ତା ୨୪ ତାରିଖ ପାଲଲହଡା ବନ୍ଦ ଡାକରା ଦିଆ ଯାଇଛି । ପାଲଲହଡା…

Continue Reading ୨୪ ତାରିଖ ୧୨ ଘଣ୍ଟିଆ ପାଲଲହଡା ବନ୍ଦ

ମୁଖ୍ୟ ଚିକିତ୍ସାଳୟ ପରିସରରେ ଯୁବକଙ୍କ ଆତ୍ମହତ୍ୟା

ଅନୁଗୁଳ - ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣା ପଡ଼ିଛି । ମୃତ ଯୁବକ ଜଣଙ୍କ ଦେବଗଡ଼ ଜିଲ୍ଲାର ସଞ୍ଜୟ ମହନ୍ତ ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ସଞ୍ଜୟ ତାଙ୍କ ସ୍ତ୍ରୀଙ୍କ…

Continue Reading ମୁଖ୍ୟ ଚିକିତ୍ସାଳୟ ପରିସରରେ ଯୁବକଙ୍କ ଆତ୍ମହତ୍ୟା

ତାଳଚେର ଏସ.ଡି.ପି.ଓ. ହେଲେ ଗଜପତି ଏସ.ପି.

ଭୁବନେଶ୍ୱର - ଅନୁଗୁଳ ଜିଲ୍ଲା ତାଳଚେର ଏସ.ଡି.ପି.ଓ ଭାବେ କାର୍ଯ୍ୟରତ ସ୍ୱାଥି ଏସ କୁମାରଙ୍କୁ ଗଜପତି ଜିଲ୍ଲାର ପୋଲିସ ଅଧୀକ୍ଷକ ଭାବରେ ନିଯୁକ୍ତ କରା ଯାଇଛି । ସୋମବାର ଓଡ଼ିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ…

Continue Reading ତାଳଚେର ଏସ.ଡି.ପି.ଓ. ହେଲେ ଗଜପତି ଏସ.ପି.

ଅନୁଗୁଳ ଆସିବେ ଗୌତମ ଗାମ୍ଭୀର

ଅନୁଗୁଳ - ଅନୁଗୁଳ ଆସିବେ ଗୌତମ ଗାମ୍ଭୀର । ଆସନ୍ତା ୨୫ ତାରିଖ ସେ ଅନୁଗୁଳ ଆସି ସ୍ଥାନୀୟ କଦମ ପଡ଼ିଆରେ ଅନୁଗୁଳ କ୍ରିକେଟ ସଂଘ ( ଏଡିସିଏ ) ର ୨୫ ବର୍ଷ ପୁର୍ତ୍ତି ଉପଲକ୍ଷେ ହେଉଥିବା ଜାତୀୟ ସ୍ତରୀୟ…

Continue Reading ଅନୁଗୁଳ ଆସିବେ ଗୌତମ ଗାମ୍ଭୀର

ଚାରି ଡକାୟତ ଗିରଫ – ଜିଲ୍ଲାର ବିଭିନ୍ନ ସ୍ଥାନରେ ଡକାୟତି ଓ ଲୁଟ କରିଥିଲେ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ପୁଲିସ କବଜାରେ ୪ କୁଖ୍ୟାତ ଅପରାଧୀ ଧରା ପଡିଛନ୍ତି । ସେମାନଙ୍କ ନିକଟରୁ ୨ଟି ବନ୍ଧୁକ, ୫ଟି ହାତବୋମା ଓ କିଛି ମାରଣାସ୍ତ୍ର ସହ ଦୁଇଟି ପଲସର ମୋଟରସାଇକେଲ ପୁଲିସ ଜବତ କରିଛି ।…

Continue Reading ଚାରି ଡକାୟତ ଗିରଫ – ଜିଲ୍ଲାର ବିଭିନ୍ନ ସ୍ଥାନରେ ଡକାୟତି ଓ ଲୁଟ କରିଥିଲେ

ସବୁଠି ପଥ ଉତ୍ସବ – ସବୁଠି ରାସ୍ତାରେ ମଉଜ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାର ଜିଲ୍ଲା ଗଠନର ୩୦ ବର୍ଷ ପୂର୍ତ୍ତି ପାଳୁଛି । ଏଥିପାଇଁ ଜିଲା ବ୍ୟାପି ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି ଅବସର ରେ ଆଜି ଜିଲାର ସମସ୍ତ ଉପଖଣ୍ଡରେ ରାହଗିରି ବା ପଥଉତ୍ସଵ…

Continue Reading ସବୁଠି ପଥ ଉତ୍ସବ – ସବୁଠି ରାସ୍ତାରେ ମଉଜ

ଜିଲା ପ୍ରଶାସନ ଓ ସାମ୍ବାଦିକ କ୍ରିକେଟ ମ୍ୟାଚ – ପ୍ରଶାସନ ଦଳ ବିଜୟୀ

ଅନୁଗୁଳ - ଶନିବାର ଅନୁଗୁଳ ସାମ୍ବାଦିକ ଏକାଦଶ ଓ ଜିଲା ପ୍ରଶାସନ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏହି ବନ୍ଧୁତ୍ୱ ପୂର୍ଣ୍ଣମ୍ୟାଚରେ ସାମ୍ବାଦିକ, ପ୍ରଶାସନ ଓ ସାଧାରଣ ଜନତା ଭରପୁର ମଜା ଉଠାଇଥିଲେ ।…

Continue Reading ଜିଲା ପ୍ରଶାସନ ଓ ସାମ୍ବାଦିକ କ୍ରିକେଟ ମ୍ୟାଚ – ପ୍ରଶାସନ ଦଳ ବିଜୟୀ

ଅନୁଗୁଳରେ ହେବ ରାଜ୍ୟ କବାଡି ଚମ୍ପିୟାନସିପ -୯୧୦ ମହିଳା ଓ ପୁରୁଷ ଖେଳାଳି ନେବେ ଭାଗ

ଅନୁଗୁଳ - ରାଜ୍ୟରେ ହକି ମହାକୁମ୍ଭ ଆୟୋଜନ ହେବାକୁ ଯାଉଥିବା ବେଳେ ପ୍ରତ୍ୟେକ ଜିଲା ମାନଙ୍କରେ ବିଭିନ୍ନ ଖେଳକୁଦ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି । ଏନେଇ ଅନୁଗୁଳ ସହରରେ ମଧ୍ୟ ଜୋରଦାର ମୁକାବିଲା ଦେଖିବାକୁ ମିଳିବ। ପ୍ରାୟ ୯୧୦ ମହିଳା ଓ…

Continue Reading ଅନୁଗୁଳରେ ହେବ ରାଜ୍ୟ କବାଡି ଚମ୍ପିୟାନସିପ -୯୧୦ ମହିଳା ଓ ପୁରୁଷ ଖେଳାଳି ନେବେ ଭାଗ

ବସ ଧକ୍କାରେ ଜଣେ ମୃତ

ଅନୁଗୁଳ - ଅନୁଗୁଳ ମାଉସୀ ମା ' ମନ୍ଦିର ଛକରେ ସଡକ ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଛି । କୁଶାସିଙ୍ଗା ଗାଁର କାଠ ମିସ୍ତ୍ରୀ ଭାବେ କାମ କରୁଥିବା ଧନେଶ୍ବର ବେହେରା ମୋଟରସାଇକେଳରେ ରାଜ ହୋଟେଲ ଛକ ଆଡକୁ ଯାଉଥିବା ବେଳେ…

Continue Reading ବସ ଧକ୍କାରେ ଜଣେ ମୃତ

ନ୍ୟାୟ ପାଇଁ ପ୍ରେମିକ ଘର ଆଗରେ ଧାରଣାରେ ମହିଳା

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ଅନ୍ତର୍ଗତ ଭାଲିଆବେଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଭାଲିଆବେଡା ଗ୍ରାମର ୩୫ ବର୍ଷିୟା ବିବାହିତା ମହିଳା ମିତାରାଣୀ ସାହୁ ଆଜକୁ ପ୍ରାୟ ଉଣେଇଶି ବର୍ଷ ପୂର୍ବରୁ…

Continue Reading ନ୍ୟାୟ ପାଇଁ ପ୍ରେମିକ ଘର ଆଗରେ ଧାରଣାରେ ମହିଳା

ଗତିଶୀଳ ଆଲୋକ କଣ !!!

ଅନୁଗୁଳ - ଆଜି ସନ୍ଧ୍ୟା ସମୟରେ ଓଡ଼ିଶା ଆକାଶରେ ଏକ ଧୂମକେତୁ ସଦୃଶ ଗତିଶୀଳ ଆଲୋକ ଦୃଶ୍ୟମାନ ହୋଇଥିଲା । ଯାହାକୁ ନେଇ ଲୋକମାନଙ୍କ ମନରେ ବିଭିନ୍ନ ପ୍ରଶ୍ନ ଉଙ୍କି ମାରିଥିବା ବେଳେ ଭୟଭୀତ ହୋଇଯାଇଛନ୍ତି । ଅନେକ ଲୋକ ଏହାକୁ…

Continue Reading ଗତିଶୀଳ ଆଲୋକ କଣ !!!