ଧାରଣା ଦେଇଥିବା ବୋହୂକୁ ରାତିଅଧିଆ ନିର୍ଧୁମ ମାଡ଼

ଅନୁଗୁଳ - ସ୍ତ୍ରୀର ହକ ପାଇବାକୁ ସ୍ୱାମୀ ଘର ଆଗରେ ଧାରଣା ଦେଇଥିଲା । ହେଲେ ରାତିରେ ଏକୁଟିଆ ପାଇ ନିର୍ଧୁମ ଛେଚିଲେ ସ୍ୱାମୀ , ଶଶୁର , ଶାଶୁ ଆଉ ଦେଢ଼ ଶାଶୁ । ଫଳରେ ଗୁରୁତର ହୋଇ ଏବେ…

Continue Reading ଧାରଣା ଦେଇଥିବା ବୋହୂକୁ ରାତିଅଧିଆ ନିର୍ଧୁମ ମାଡ଼

ଜନ୍ତୁ ଶିକାର ବେଳେ ସାଙ୍ଗ ଗୁଳିରେ ସାଙ୍ଗର ମୃତ୍ୟୁ

ପାଲଲହଡ଼ା - ଜଙ୍ଗଲକୁ ବାରହା ଶିକାର କରିବାକୁ ଯାଇଥିବା ବେଳେ ସାଥୀ ଶିକାରୀ ଗୁଳିମାଡ଼ରେ ଯୁବକଙ୍କ ମୃତ୍ୟୁ । ମଙ୍ଗଳବାର ରାତିରେ ଖାମାର ଥାନା ରୋହିଲା ରୁଗୁଡ଼ି ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ, ମଙ୍ଗଳବାର ରାତିରେ ଖାମାର…

Continue Reading ଜନ୍ତୁ ଶିକାର ବେଳେ ସାଙ୍ଗ ଗୁଳିରେ ସାଙ୍ଗର ମୃତ୍ୟୁ

ସ୍ଵାମୀ ଘର ସମ୍ମୁଖରେ ସ୍ତ୍ରୀର ଧାରଣା

ବଅଁରପାଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ସାମନ୍ତ ସାହିର ଦିଗାମ୍ବର ବାରିକଙ୍କ ପୁଅ ମାନସ ବାରିକଙ୍କ ଘର ସମ୍ମୁଖରେ ସ୍ତ୍ରୀ ଜୋସ୍ନା ସାହୁ ଧାରଣା ରେ ବସିଛନ୍ତି । ଜୋସ୍ନା ସାହୁ ଅଭିଯୋଗ କରିଛନ୍ତି ଯେ, ସେ ଏବଂ ମାନସ…

Continue Reading ସ୍ଵାମୀ ଘର ସମ୍ମୁଖରେ ସ୍ତ୍ରୀର ଧାରଣା

ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାରକୁ ଫିକି ସିଏସଆର ସମ୍ମାନ

ଅନୁଗୁଳ - କୋଭିଡ୍-୧୯ ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଦେଶର ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ଫିକି ସିଏସଆର ସ୍ୱତନ୍ତ୍ର ପ୍ରଶଂସା ପୁରସ୍କାରରେ ସମ୍ମାନିତ କରିଛି । ନୂଆଦିଲ୍ଲୀରେ ଅନୁଷ୍ଠିତ ଫିକି ସିଏସଆର ସମ୍ମିଳନୀରେ…

Continue Reading ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାରକୁ ଫିକି ସିଏସଆର ସମ୍ମାନ

ଅନୁଗୁଳରେ ଆରମ୍ଭ ହେବ ପ୍ରଗତି କ୍ୟାବ ସେବା

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ପ୍ରଗତି କ୍ୟାବ ସେବା ଆରମ୍ଭ ହେବାକୁ ଯାଉଛି । କମ୍ ଖର୍ଚ୍ଚ , ସହଜ , ସୁରକ୍ଷିତ ଓ ସରଳ ଯାତାୟାତ ନିମନ୍ତେ ଅନୁଗୁଳରେ ପ୍ରଗତୀ କେବ୍ ସର୍ଭିସ କାର୍ଯ୍ୟ କରିବ । ଓଡ଼ିଶାର ବଡ…

Continue Reading ଅନୁଗୁଳରେ ଆରମ୍ଭ ହେବ ପ୍ରଗତି କ୍ୟାବ ସେବା

୧୪ ତାରିଖରୁ ୨୮ତମ ଆନ୍ତଃଜିଲା ଓ ରାଜ୍ୟ ଟେବୁଲ ଟେନିସ ଚମ୍ପିଆନ୍‌ସିପ୍ – ୨୦୨୨

ଅନୁଗୁଳ - ଅନୁଗୁଳରେ ୨୮ତମ ଆନ୍ତଃଜିଲା ଓ ରାଜ୍ୟ ଟେବୁଲ ଟେନିସ ଚମ୍ପିଆନ୍‌ସିପ୍ - ୨୦୨୨ ଅନୁଷ୍ଠିତ ହେବ । ଏହି ଚମ୍ପିଆନ୍‌ସିପ ଚଳିତମାସ ୧୪ରୁ ୧୭ ପର୍ଯ୍ୟନ୍ତ ସ୍ଥାନୀୟ ଟେବୁଲ ଟେନିସ୍ ଏକାଡେମୀ ତଥା ଇନ୍‌ଡୋର ହଲ୍ ( ଅନୁଗୁଳ…

Continue Reading ୧୪ ତାରିଖରୁ ୨୮ତମ ଆନ୍ତଃଜିଲା ଓ ରାଜ୍ୟ ଟେବୁଲ ଟେନିସ ଚମ୍ପିଆନ୍‌ସିପ୍ – ୨୦୨୨

ଭୁଜାଲି ଓ ବନ୍ଧୁକ ଦେଖାଇ ଦୋକାନ ଲୁଟ – ସିସି ଟିଭରେ କଏଦ ଡକାୟତଙ୍କ ଆତଙ୍କରାଜ

ଅନୁଗୁଳ - ଅନୁଗୁଳ ଜିଲ୍ଲା ,ସଦର ଥାନା ଅନ୍ତର୍ଗତ କୁଇଓ ,ତାରିଣୀ ମନ୍ଦିର ନିକଟ ମା ସନ୍ତୋଷୀ ଭଣ୍ଡାର ଦୋକାନରୁ ୬ ଜଣ ମୁଖାଧରି ଡ଼କାୟତ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲୁଟ କରିଛନ୍ତି । ଯାହାର ଦୃଶ୍ୟ ସିସି ଟିଭିରେ…

Continue Reading ଭୁଜାଲି ଓ ବନ୍ଧୁକ ଦେଖାଇ ଦୋକାନ ଲୁଟ – ସିସି ଟିଭରେ କଏଦ ଡକାୟତଙ୍କ ଆତଙ୍କରାଜ

ସତ୍ୟାଗ୍ରହରେ ଓକିଲ

ଅନୁଗୁଳ - ସତ୍ୟାଗ୍ରହରେ ଓକିଲ ସଂଘ । ସାରା ଭାରତରେ ଆଜି ଓକିଲ ମାନେ ସତ୍ୟାଗ୍ରହ କରୁଥିବା ବେଳେ ଅନୁଗୁଳ ଜିଲ୍ଲାର ସମସ୍ତ କୋର୍ଟ ଆଗରେ ମଧ୍ୟ ଓକିଲ ମାନେ ସତ୍ୟାଗ୍ରହରେ ବସିଛନ୍ତି । ଭାରତୀୟ ଓ ରାଜ୍ୟ ଆଇନଜୀବୀ ପରିଷଦର…

Continue Reading ସତ୍ୟାଗ୍ରହରେ ଓକିଲ

ହେମସୁରପଡା କପ ଫୁଟବଲ – କୁଚିଣ୍ଡା ବିଜୟୀ

ଅନୁଗୁଳ - ଅନୁଗୁଳ ହେମସୁରପଡା ଫୁଟବଲ କପ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇ ଯାଇଛି । ଫାଇନାଲ ମ୍ୟାଚ୍ ବି.ଏଫ୍.ସି. କୁଚିଣ୍ଡା ସହିତ ଝାଡେଶ୍ବର ଫୁଟବଲ୍ କ୍ଲବ , ଝାରସୁଗୁଡା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ସଂଘର୍ଷପୂର୍ଣ୍ଣ ଏହି ଫାଇନାଲ ମ୍ୟାଚ୍ ରେ…

Continue Reading ହେମସୁରପଡା କପ ଫୁଟବଲ – କୁଚିଣ୍ଡା ବିଜୟୀ

ଓଡିଶା ରାଜ୍ୟ ସିନିୟର ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଅନୁଗୁଳ – ଅନୁଗୁଳ ନାଲକୋନଗରସ୍ଥିତ ଇନଡୋର ହଲରେ ଅନୁଗୁଳ ଜିଲ୍ଲା ୟୁନାଇଟେଡ୍ ବ୍ୟାଡମିଣ୍ଟନ୍ ଆସୋସିଏସନ୍ ଦ୍ବାରା ” ଓଡିଶା ରାଜ୍ୟ ବରିଷ୍ଠ ବ୍ୟାଡମିଣ୍ଟନ୍ ଟୁର୍ନାମେଣ୍ଟ ୨୦୨୦ ” ଅନୁଷ୍ଠିତ ହୋଇ ଯାଇଛି | ଓଡିଶାର ବିଭିନ୍ନ ଜିଲ୍ଲାରୁ ୧୦୯ ଜଣ ପୁରୁଷ…

Continue Reading ଓଡିଶା ରାଜ୍ୟ ସିନିୟର ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ରନ ଫର ଗ୍ଲୋରି , ରନ ଫର ମେମୋରୀ – ରବିବାର ସମସ୍ତ ସବ ଡିଭିଜନରେ ରାହଗିରି

ଅନୁଗୁଳ - ରନ ଫର ଗ୍ଲୋରି , ରନ ଫର ମେମୋରୀ । ୨୦୨୩ ରେ ଅନୁଗୁଳ ଜିଲ୍ଲାକୁ ୩୦ ବର୍ଷ ପୂର୍ତ୍ତି ହେବ । ଏହି ଉପଲକ୍ଷେ ଆଜି ଜିଲ୍ଲା ପ୍ରଶସନ ପକ୍ଷରୁ ଏକ ମିନି ମାରଥନ କରାଯାଇଥିଲା ।…

Continue Reading ରନ ଫର ଗ୍ଲୋରି , ରନ ଫର ମେମୋରୀ – ରବିବାର ସମସ୍ତ ସବ ଡିଭିଜନରେ ରାହଗିରି

ଭୁଜାଲି ଦେଖାଇ ଲୁଟିନେଲେ ତିନି ଲକ୍ଷ ଟଙ୍କା

ପାଲଲହଡା - ଅନୁଗୁଳ ଜିଲ୍ଲା ପାଳଲହଡା ଥାନା ଠାରୁ ମାତ୍ର ପଚାଶ ମିଟର ଦୁରରେ ଭୁଜାଲୀ ଦେଖାଇ ତିନି ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ଵୃତ୍ତ । ସୂଚନା ଅନୁସାରେ ପାଳଲହଡା ବଜାର ଛକଠାରେ ଦୀର୍ଘ ଦିନ ହେଲା ଗ୍ରାହକ ସେବା କେନ୍ଦ୍ର…

Continue Reading ଭୁଜାଲି ଦେଖାଇ ଲୁଟିନେଲେ ତିନି ଲକ୍ଷ ଟଙ୍କା

ହଜି ଯାଇଥିବା ସ୍ମୃତିକୁ ମିଳିଲା ପୁନର୍ଜୀବନ – ସଜେଇ ହେଉଛି ରାଜବାଟୀ ଅଞ୍ଚଳ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରେ ଥିବା ରାଜବାଟୀ , କେଉଁ ଦିନରୁ ଅବହେଳିତ ହୋଇ ପଡି ରହିଥିଲା । ବ୍ରାହ୍ମଣୀ ନଦୀ କୂଳରେ ଅବସ୍ଥିତ ତାଳଚେର ରାଜାଙ୍କ ରାଜବାଟୀ ଦେଖିବାକୁ ଅନେକ ଲୋକ ଯାଆନ୍ତି । ହେଲେ ରଙ୍ଗ…

Continue Reading ହଜି ଯାଇଥିବା ସ୍ମୃତିକୁ ମିଳିଲା ପୁନର୍ଜୀବନ – ସଜେଇ ହେଉଛି ରାଜବାଟୀ ଅଞ୍ଚଳ

ହେଲିକପ୍ଟର ପାଇଲଟିଙ୍ଗ ଓ ଅଲରାଉଣ୍ଡ ପ୍ରଦର୍ଶନରେ ସତିଶରାଜଙ୍କ ଶ୍ରେଷ୍ଠତ୍ଵ

ଅନୁଗୁଳ - ଅନୁଗୁଳ ହେମସୁରପଡା ନିବାସୀ ମତାମୟୀ ପ୍ରଧାନ ଓ ଚିତ୍ତ ରଞ୍ଜନ ପ୍ରଧାନଙ୍କ ସତୀଶରାଜ୍ ପ୍ରଧାନ ଜିଲ୍ଲା ତଥା ରାଜ୍ୟ ପାଇଁ ଏକ ଗୌରବ ଆଣିଛନ୍ତି । ଟ୍ରେନିଂ ଶେଷ କରିବା ସହ ଦେଶର ହେଲିକପ୍ଟର ପାଇଲଟିଙ୍ଗ ଓ ଅଲରାଉଣ୍ଡ…

Continue Reading ହେଲିକପ୍ଟର ପାଇଲଟିଙ୍ଗ ଓ ଅଲରାଉଣ୍ଡ ପ୍ରଦର୍ଶନରେ ସତିଶରାଜଙ୍କ ଶ୍ରେଷ୍ଠତ୍ଵ

ପୁଣି ଏକ ଦନ୍ତା ହାତୀ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ପୁଣି ଏକ ଦନ୍ତାହାତୀର ମୃତ୍ୟୁ ହୋଇଛି । ବନ ବିଭାଗ କାର୍ଯ୍ୟାଳୟ ଠାରୁ ମାତ୍ର ଗୋଟିଏ କିଲୋମିଟର ବ୍ୟବଧାନରେ ଏହି ହାତୀର ମୃତ୍ୟୁ ହୋଇଥିବା ଯୋଗୁଁ ବନ ବିଭାଗର ପାରିବା ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି…

Continue Reading ପୁଣି ଏକ ଦନ୍ତା ହାତୀ ମୃତ