ଭାଲୁ ଆକ୍ରମଣରେ ଚାଷୀ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସମଲ ବ୍ୟାରେଜ ଥାନା ଇଲାକା ବୁଲାଝର ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି । ମୃତ ଚାଷୀ ହେଲେ ୫୪ ବର୍ଷୀୟ ଜୟ ସାହୁ । ସୂଚନା ଅନୁସାରେ , ସୋମବାର ଅପରାହ୍ନ…

Continue Reading ଭାଲୁ ଆକ୍ରମଣରେ ଚାଷୀ ମୃତ

ବିଦ୍ୟୁତ ଖୁଣ୍ଟ ପୋତିବା ବେଳେ ଅଘଟଣ – ବିଦ୍ୟୁତ ଆଘାତରେ ୪ ଗୁରୁତର

ଅନୁଗୁଳ - ଅନୁଗୁଳ ସହର ମାଟିଆସାହି ଠାରେ ଏଲଟି ଲାଇନ କାମ ଚାଲିଥିବା ବେଳେ ଅଘଟଣ ଘଟିଛି । ବିଦ୍ୟୁତ ଝଟକାରେ ୪ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ମାନେ ହେଲେ, ଅନୀଲ ଟୁଡୁ, ମନୋଜ ଟୁଡୁ,…

Continue Reading ବିଦ୍ୟୁତ ଖୁଣ୍ଟ ପୋତିବା ବେଳେ ଅଘଟଣ – ବିଦ୍ୟୁତ ଆଘାତରେ ୪ ଗୁରୁତର

ବନ୍ଧୁକ ଓ ଭୁଜାଲି ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ପୁଲିସକୁ ଚାଲେଞ୍ଜ କରି ପୁଣି ଥରେ ଲୁଟେରା ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି । ଦିନ ୩ ଟା ବେଳେ ବନ୍ଧୁକ ଓ ଭୁଜାଲି ଦେଖାଇ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି…

Continue Reading ବନ୍ଧୁକ ଓ ଭୁଜାଲି ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ

ଆମ୍ବୁଲାନ୍ସ ଭିତରୁ ନାଗସାପ ଉଦ୍ଧାର

ଛେଣ୍ଡିପଦା - ଆମ୍ବୁଲାନ୍ସ ଗାଡି ଭିତରେ ନାଗ । ଉଦ୍ଧାର କରିବାକୁ ସର୍ପ ଉଦ୍ଧାରକାରୀଙ୍କୁ ନାକେଦମ ହେବାକୁ ପଡିଲା । ସୂଚନା ଅନୁସାରେ ଗାଁ ଗାଁ ବୁଲି ମାଗଣା ଚିକିତ୍ସା ଯୋଗାଇ ଦେଉଥିବା ଭ୍ରାମ୍ୟମାଣ ଚିକିତ୍ସା ସେବା ଗାଡି କୋଶଳା ,…

Continue Reading ଆମ୍ବୁଲାନ୍ସ ଭିତରୁ ନାଗସାପ ଉଦ୍ଧାର

ଜିଲ୍ଲା ମାନ୍ୟତା ଦାବିରେ ଦାବିପତ୍ର

ଅନୁଗୁଳ - ତାଳଚେରକୁ ଜିଲ୍ଲା ମାନ୍ୟତା ଦାବି । ତାଳଚେର ସୁରକ୍ଷା ମଞ୍ଚ ପକ୍ଷରୁ ଏହି ଦାବି କରି ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟେଶରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଆଜି ତାଳଚେର ଓ ପାଲଲହଡା ଅଞ୍ଚଳର ଶତାଧିକ…

Continue Reading ଜିଲ୍ଲା ମାନ୍ୟତା ଦାବିରେ ଦାବିପତ୍ର

ସୁରକ୍ଷା କର୍ମୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଜରପଡା ଥାନା ସୀମାନ୍ତ ଜରପଡା ଓ ବଇଣ୍ଡା ମଧ୍ୟରେ ଥିବା ଏଆଇପିଏଲ (ଅଗ୍ରୱାଲା ଇନଫ୍ରା ବିଲଡ ପ୍ରାଇଭେଟ ଲିମିଟେଡ) କମ୍ପାନୀ ପରିସରରୁ କାର୍ଯ୍ୟରତ ଜନୈକ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ହୋଇଛି । ମୃତ ସୁରକ୍ଷା କର୍ମୀ…

Continue Reading ସୁରକ୍ଷା କର୍ମୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଓକିଲଙ୍କୁ ମାଡ଼ ମାରିଲେ ମହିଳା – ଯୌତୁକ ସାମଗ୍ରୀ ଫେରାଇ ଆଣିବାକୁ ଯାଇଥିଲେ

ଛେଣ୍ଡିପଦା - ଅନୁଗୁଳ ଜିଲା ଛେଣ୍ଡିପଦା ଥାନା ବରପଦା ଗ୍ରାମର ରୋଜାଲି ଦେହୁରୀ ୭ ବର୍ଷ ତଳେ କୁକୁରପେଟା ଗ୍ରାମର ଅନିଲ କୁମାର ସାହୁଙ୍କୁ ବିବାହ କରିଥିଲେ ।ବିବାହର ଏକ ବର୍ଷପରେ ଶଶୁର ଘର ଲୋକମାନେ ରୋଜାଲିକୁ ଯୈାତୁକ ନିର୍ଯ୍ୟାତନା ଦେବା…

Continue Reading ଓକିଲଙ୍କୁ ମାଡ଼ ମାରିଲେ ମହିଳା – ଯୌତୁକ ସାମଗ୍ରୀ ଫେରାଇ ଆଣିବାକୁ ଯାଇଥିଲେ

ବ୍ରାଉନସୁଗାର ଜବତ – ୩ ଗିରଫ

ଅନୁଗୁଳ - ଅନୁଗୁଳ ସଦର ପୋଲିସ ହାବୁଡ଼ରେ ବ୍ରାଉନସୁଗାର ଗ୍ୟାଙ୍ଗ । ୧୮ . ୫ ଗ୍ରାମ ବ୍ରାଉନସୁଗାର ଜବତ , ୩ ଗିରଫ । ଗିରଫ ଅଭିଯୁକ୍ତ ମାନେ ଅନୁଗୁଳ ହେମସୁରପଡା ର ମନୋଜ ଜେନା , ଜଗନ୍ନାଥ ସାହୁ…

Continue Reading ବ୍ରାଉନସୁଗାର ଜବତ – ୩ ଗିରଫ

ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଦୁର୍ଗାପୁର ଗ୍ରାମ ପଞ୍ଚାୟତ ଟାଙ୍ଗରସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ହେବ ଶିକ୍ଷକ ଅଭାବ ରହିଥିବା ପ୍ରତିବାଦରେ ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ,ଅଭିବାବକ ଓ ଗ୍ରାମବାସୀ ବିଦ୍ୟାଳୟର ମୁଖ୍ୟ ଫାଟକକୁ ତାଲା ପକାଇ…

Continue Reading ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା

ବସ ପଛରେ ବାଡେଇ ହୋଇ ଦୁଇ ମୃତ

ପାଲଲହଡା - ଅନୁଗୁଳ ଜିଲ୍ଲାରେ ସଡକ ଦୁର୍ଘଟଣାରେ ପୁଣି ଦୁଇ ଜଣଙ୍କ ଜୀବନ ଯାଇଛି । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ଖମାର ଥାନା ଖେମଳା ନିକଟରେ ଏକ ବସ ପଛରେ ଏକ ମୋଟରସାଇକେଲ ବାଡେଇ ହେବା ଫଳରେ ଦୁଇ ମୋଟରସାଇକେଲ…

Continue Reading ବସ ପଛରେ ବାଡେଇ ହୋଇ ଦୁଇ ମୃତ

ଟ୍ରାକ୍ଟର ଓଲଟି ଜଣେ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଗଡ଼ତରାସ ଗାଁରେ ଟ୍ରାକ୍ଟର ଓଲଟି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ସେହି ଗାଁର ବତିଷ୍ଠ ପଟନାୟକ ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ବଶିଷ୍ଠ ଟ୍ରାକ୍ଟର ନେଇ ରାତିରେ…

Continue Reading ଟ୍ରାକ୍ଟର ଓଲଟି ଜଣେ ମୃତ

୬ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ

ଅନୁଗୁଳ - ଅନୁଗୁଳ ଅବକାରୀ ବିଭାଗକୁ ପୁଣି ଏକ ସଫଳତା ମିଳିଛି । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଛଡାଉ କରି ୬୦ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣକୁ ଗିରଫ କରିବାରେ ସଫଳ ହୋଇଛି ।…

Continue Reading ୬ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ

ମହାନ ଜନନାୟକ ନବକୃଷ୍ଣ ଚୌଧୁରୀଙ୍କର ଜୟନ୍ତୀ ପାଳିତ

ଅନୁଗୁଳ - ଆଜି ପୂର୍ବାହ୍ନରେ ମହାନ ବିପ୍ଳବୀ , ସର୍ବୋଦୟ ନେତା , ବିଶିଷ୍ଟ ଜନନାୟକ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗୀୟ ନବକୃଷ୍ଣ ଚୌଧୁରୀଙ୍କର ଜିଲ୍ଲା ସ୍ତରୀୟ ୧୨୧ତମ ଜନ୍ମ ଜୟନ୍ତୀ ଉତ୍ସବ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ପାଳିତ…

Continue Reading ମହାନ ଜନନାୟକ ନବକୃଷ୍ଣ ଚୌଧୁରୀଙ୍କର ଜୟନ୍ତୀ ପାଳିତ

ନିଖୋଜ ବାଳକଙ୍କ ସନ୍ଧାନ ଦେଲେ ପୁରସ୍କୃତ କରାଯିବ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରପଡା ଥାନା ଜରଡ଼ା ଗାଁର ବିରଞ୍ଚି ନାଏକଙ୍କ ୧୦ ଶ୍ରେଣୀରେ ପଢ଼ୁଥିବା ପୁଅ ବିଭୁତି ନାଏକ କେଉଁଆଡ଼େ ଚାଲି ଯାଇଛନ୍ତି । ଚଳିତ ମାସ ୧୭ ତାରିଖରୁ ସେ ନିଖୋଜ ଥିବା ବେଳେ ଏ ନେଇ…

Continue Reading ନିଖୋଜ ବାଳକଙ୍କ ସନ୍ଧାନ ଦେଲେ ପୁରସ୍କୃତ କରାଯିବ

ଆଇସିକ୍ୟୁସିସି ୨୨ – ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରର ୫ଟି ସ୍ଵର୍ଣ ପଦକ ହାସଲ

ଅନୁଗୁଳ - ଇଣ୍ଡୋନେସିଆର ଜାକର୍ତାଠାରେ ଅନୁଷ୍ଠିତ ହୋଇଥିବା ଇଣ୍ଟରନେସନାଲ କନଭେନସନ ଅନ କ୍ଵାଲିଟି କଣ୍ଟ୍ରୋଲ ସର୍କଲସ – ୨୨ (ଆଇସିକ୍ୟୁସିସି)ରେ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ଉତ୍କୃଷ୍ଟ ପ୍ରଦର୍ଶନ । ନଭେମ୍ବର ୧୫ରୁ ୧୮ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିବା…

Continue Reading ଆଇସିକ୍ୟୁସିସି ୨୨ – ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରର ୫ଟି ସ୍ଵର୍ଣ ପଦକ ହାସଲ