ଦୁର୍ଘଟଣାରେ ଜଣେ ମୃତ , ଦୁଇ ଗୁରୁତର

ଅନୁଗୁଳ - ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ମଧୁପୁର ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ଜଗନ୍ନାଥପୁର ଅଞ୍ଚଳରୁ ତିନି ଜଣ ଯୁବକ ମୋଟରସାଇକେଲରେ ଅନୁଗୁଳ ଆଡକୁ…

Continue Reading ଦୁର୍ଘଟଣାରେ ଜଣେ ମୃତ , ଦୁଇ ଗୁରୁତର

ସ୍ୱାସ୍ଥ୍ୟ ଠିକା କର୍ମଚାରୀ କରିବେ ଆନ୍ଦୋଳନ

ଅନୁଗୁଳ - ଅନୁଗୁଳ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଥିବା ସଦଭାବନା ଗୃହ ଠାରେ ଓଡିଶା ସ୍ବାସ୍ଥ୍ୟ ଠିକା କର୍ମଚାରି ସଂଘ ଅନୁଗୁଳ ଶାଖାର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଉକ୍ତ ବୈଠକ ସରୋଜ ଦାଶଙ୍କ ସଭାପତିତ୍ବରେ, ଜିଲ୍ଲା…

Continue Reading ସ୍ୱାସ୍ଥ୍ୟ ଠିକା କର୍ମଚାରୀ କରିବେ ଆନ୍ଦୋଳନ

୧୩ ଫୁଟର ଅଜଗର ଉଦ୍ଧାର

ଅନୁଗୁଳ - ସ୍ନେକ ହେଲପ ଲାଇନ ଦ୍ୱାରା ୧୩ ଫୁଟର ଅଜଗର ଉଦ୍ଧାର । ଅନୁଗୁଳ ଜିଲ୍ଲା ବନ୍ତଳା ଅନ୍ତର୍ଗତ ଶଙ୍ଖପୁର ଅଞ୍ଚଳରୁ ଉଦ୍ଧାର ହୋଇଛି ଏକ ବିଶାଳ ଅଜଗର । ସ୍ଥାନୀୟ ଲୋକେ ସନ୍ଧ୍ୟା ସମୟରେ ଶଙ୍ଖପୁର ଅଞ୍ଚଳରେ ଥିବା…

Continue Reading ୧୩ ଫୁଟର ଅଜଗର ଉଦ୍ଧାର

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର – ହତ୍ୟା ଅଭିଯୋଗ ଆଣିଲେ ପରିବାର

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ପୁଲିସ ଝୁଲନ୍ତା ଅବସ୍ଥାର ଯୁବକଙ୍କ ମୃତ ଦେହ ଉଦ୍ଧାର କରିଛି । ତାଳଚେର ବହ୍ଲର ଛକ ନିକଟସ୍ଥ ମନ୍ଦିର ସାମ୍ନା ନାଳ ନିକଟରୁ ଜଣେ ଯୁବକ ଝୁଲନ୍ତା ଅବସ୍ଥାରେ ନଜର ଆସିଥିଲା । ଖବର…

Continue Reading ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର – ହତ୍ୟା ଅଭିଯୋଗ ଆଣିଲେ ପରିବାର

ଦାବି ପୂରଣ ପାଇଁ ଆନ୍ଦୋଳନ ବେଳେ ୧୭ ଆନ୍ଦୋଳନକାରୀ ଗିରଫ

ଅନୁଗୁଳ - ଅନୁଗୁଳ ସଦର ଥାନା ନତଡ଼ା ଗ୍ରାମବାସୀମାନେ ନିଯୁକ୍ତି ଓ ଥଇଥାନ ଦାବିରେ ବଳରାମ କୋଇଲା ଖଣିର ୯ ଓ ୧୦ ନମ୍ବର ରେଲୱେ ସାଇଡିଂ ସମ୍ପୂର୍ଣ୍ଣ ବନ୍ଦ କରିବା ସହିତ ଏକ ଟ୍ରେନ୍ ଅଟକାଇଥିବା ବେଳେ ପୁଲିସ ୧୭…

Continue Reading ଦାବି ପୂରଣ ପାଇଁ ଆନ୍ଦୋଳନ ବେଳେ ୧୭ ଆନ୍ଦୋଳନକାରୀ ଗିରଫ

ବାପା-ମାଙ୍କ ତ୍ୟାଗ ତାଙ୍କୁ ସଫଳତା ଦେଇଛି – ଓଜେଏସରେ ଓଡିଶା ଟପ୍ପର ଅନୁଗୁଳର ଝିଅ ଅଦ୍ୟଶା

ଅନୁଗୁଳ - ପ୍ରକାଶ ପାଇଲା ୨୦୨୧ ମସିହାର ଓଜେଏସ ରେଜଲ୍ଟ । ଓଡ଼ିଶା ନ୍ୟାୟିକ ପରୀକ୍ଷାରେ ବାଜି ମାରିଛନ୍ତି ଝିଅ । ଚଳିତବର୍ଷ ଅନୁଗୁଳର ଝିଅ ଆଦ୍ୟାଶା ମିଶ୍ର ଓଜେଏସ ଟପ୍ପର ହୋଇଛନ୍ତି । ସେହିପରି ପ୍ରକାଶ ପାଇଥିବା ରେଜଲ୍ଟରେ ଦ୍ବିତୀୟ…

Continue Reading ବାପା-ମାଙ୍କ ତ୍ୟାଗ ତାଙ୍କୁ ସଫଳତା ଦେଇଛି – ଓଜେଏସରେ ଓଡିଶା ଟପ୍ପର ଅନୁଗୁଳର ଝିଅ ଅଦ୍ୟଶା

ମଦ ପିଇଥିବା ମିଛ ଚାଲାଣ କଟିବା ନେଇ ଥାନାର ଦ୍ୱାରସ୍ଥ ହେଲେ ମହିଳା

ଅନୁଗୁଳ - ମହିଳାଙ୍କ ନାମରେ ମଦ ପିଇ ଗାଡ଼ି ଚଲାଉଥିବା ନେଇ ପରିବହନ ବିଭାଗ ଚାଲାଣ ପଠାଇବା ପରେ ତାଙ୍କର ସମ୍ମାନହାନୀ ହୋଇଥିବା ନେଇ ଜଣେ ମହିଳା ଅନୁଗୁଳ ଥାନାରେ ଅଭିଯୋଗ କରିଛନ୍ତି । ତାଙ୍କୁ ଆସିଥିବା ଏକ ଇ ଚାଲାଣରେ…

Continue Reading ମଦ ପିଇଥିବା ମିଛ ଚାଲାଣ କଟିବା ନେଇ ଥାନାର ଦ୍ୱାରସ୍ଥ ହେଲେ ମହିଳା

୧୨ ଘଣ୍ଟିଆ ତାଳଚେର ଓ ପାଲଲହଡ଼ା ବନ୍ଦ ଡାକରା

ତାଳଚେର - ଆସନ୍ତାକାଲି (ଶୁକ୍ରବାର) ତାଳଚେର ଓ ପାଲଲହଡା ୧୨ ଘଣ୍ଟିଆ ବନ୍ଦ । ତାଳଚେର ଓକିଲ ସଂଘ ଏହି ବନ୍ଦ ଡାକରା ଦେଇଥିବା ବେଳେ ଅନେକ ସଂଗଠନ ଏହାକୁ ସମର୍ଥନ ଦେଇଛନ୍ତି । ମୁଖ୍ୟତଃ ତାଳଚେର ପୁଲିସ ବିରୁଦ୍ଧରେ ମାତ୍ରାଧିକ…

Continue Reading ୧୨ ଘଣ୍ଟିଆ ତାଳଚେର ଓ ପାଲଲହଡ଼ା ବନ୍ଦ ଡାକରା

ଜିଲ୍ଲାପାଳ କାର୍ଯ୍ୟାଳୟ ଆଗରୁ ଲୁଟ ଉଦ୍ୟମ – ଲୁଟେରାଙ୍କ ଆକ୍ରମଣରେ ଜଣେ ଆହତ

ଅନୁଗୁଳ - ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଜି ୪ ଜଣ ଦୁର୍ବୃତ୍ତ ଲୁଟ ଉଦ୍ୟମ କରିଥିବା ବେଳେ ସୌଭାଗ୍ୟ ବଶତଃ ଏଥିରେ ବିଫଳ ହୋଇଛନ୍ତି । ସୂଚନା ଅନୁସାରେ ନିଶାସ୍ଥିତ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ଲିମିଟେଡରେ କାମ କରୁଥିବା…

Continue Reading ଜିଲ୍ଲାପାଳ କାର୍ଯ୍ୟାଳୟ ଆଗରୁ ଲୁଟ ଉଦ୍ୟମ – ଲୁଟେରାଙ୍କ ଆକ୍ରମଣରେ ଜଣେ ଆହତ

ନାବାଳକଙ୍କ ଠାରୁ ଚୋରି ମୋଟରସାଇକେଲ ଉଦ୍ଧାର

ଅନୁଗୁଳ - ଅନୁଗୁଳ ସହର ଓ ଏହାର ଆଖପାଖ ଅଞ୍ଚଳରୁ ବିଭିନ୍ନ ସମୟରେ ମୋଟରସାଇକେଲ ଚୋରି ହେଉଥିବା ବେଳେ ପୁଲିସ ପାଇଁ ଚାଲେଞ୍ଜ ସୃଷ୍ଟି କରିଛି । ତେବେ ଏହି ଚୋରି ରାକେଟରେ ନାବାଳକ ସାମିଲ ଥିବା ଜଣା ପଡ଼ିଛି ।…

Continue Reading ନାବାଳକଙ୍କ ଠାରୁ ଚୋରି ମୋଟରସାଇକେଲ ଉଦ୍ଧାର

କଳାକାରର ବୋଇତ ବନ୍ଦାଣ ଉତ୍ସବ – ନୌବାଣିଜ୍ୟ ଇତିହାସର ଗାଥା କଲା ପୁନର୍ଜୀବିତ

ଅନୁଗୁଳ - ଅନୁଗୁଳର ଅଗ୍ରଣୀ ସେବା ସାଂସ୍କୃତିକ ଅନୁଷ୍ଠାନ କଳାକାର ପକ୍ଷରୁ ୩୭ ତମ ବୋଇତ ବନ୍ଦାଣ ମହୋତ୍ସବ ସ୍ଥାନୀୟ ସଭାଘର ଠାରେ ଅନୁଷ୍ଠିତ ହୋଇଯାଇଛି । ଅତିଥି ଭାବେ ଅନୁଗୁଳ ଉପଜିଲ୍ଲାପାଳ ବୈତୁରା ଦୀପ୍, ଅନୁଗୁଳ ତହସିଲଦାର ବିମଳ ଲେଙ୍କା…

Continue Reading କଳାକାରର ବୋଇତ ବନ୍ଦାଣ ଉତ୍ସବ – ନୌବାଣିଜ୍ୟ ଇତିହାସର ଗାଥା କଲା ପୁନର୍ଜୀବିତ

ନବାଳିକାକୁ ଅସଦାଚରଣ ଅଭିଯୋଗରେ ଡାକ୍ତର ଗିରଫ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରରେ ଜଣେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ପୁଲିସ ଜଣେ ଡାକ୍ତରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଡାକ୍ତର ଜଣଙ୍କ ହେଲେ ଘରୋଇ କ୍ଲିନିକର ଡାକ୍ତର ପବିତ୍ର ମୋହନ ପ୍ରଧାନ ବୋଲି ଜଣା…

Continue Reading ନବାଳିକାକୁ ଅସଦାଚରଣ ଅଭିଯୋଗରେ ଡାକ୍ତର ଗିରଫ

ବନ ବିଭାଗ ଅଧିକାରୀଙ୍କ ଗାଡି ଧକ୍କାରେ ଯୁବକ ମୃତ – ଉତ୍ତେଜନା

ଅନୁଗୁଳ - ରେଞ୍ଜ୍ ଅଧିକାରୀଙ୍କ ଗାଡି ଧକ୍କାରେ ୱାଚର ମୃତ। ପୁରୁଣାକୋଟ ଥାନା ପୁରୁଣାକୋଟ ଗୋପାଳପୁର ଗାଁର ସମ୍ବିତ ଦାସ ତରଭା ଛକ ନିକଟରେ ପେଟ୍ରୋଲିଂ କରୁଥିବା ସମୟରେ ଅନୁଗୁଳ ପଟୁ ଆସୁଥିବା ଟିକରପଡା ରେଞ୍ଜ୍ ଅଧିକାରୀଙ୍କ ଗାଡି ଧକ୍କା ଦେଇଥିଲା…

Continue Reading ବନ ବିଭାଗ ଅଧିକାରୀଙ୍କ ଗାଡି ଧକ୍କାରେ ଯୁବକ ମୃତ – ଉତ୍ତେଜନା

ବାଘ ଶିକାର କରି ଚାରି ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ମହାବଳ ବାଘଙ୍କ ପରେ କଲରାପତରିଆ ବାଘ ଉପରେ ବିପଦ ପଡିଛି । ଗତ ସପ୍ତାହରେ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ଦୁଇଟି କଲରାପତରିଆ ବାଘଙ୍କ ମୃତ୍ୟୁ ହୋଇଥିବାବେଳେ, ଆଜି ଜିଲ୍ଲାର ଆଠମଲ୍ଲିକ ଡିଭିଜନରେ ଆଉ ଏକ କଲରାପତରିଆର…

Continue Reading ବାଘ ଶିକାର କରି ଚାରି ଗିରଫ

କଲେଜ ଅଧ୍ୟକ୍ଷଙ୍କ ପରଲୋକ

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ମହାବିଦ୍ୟାଳୟର ଅଧ୍ୟକ୍ଷ ଆଲୋକ ରଞ୍ଜନ ପାତ୍ରଙ୍କ ଅକାଳ ବିୟୋଗ ହୋଇଛି । ସୂଚନା ଯେ ଆଲୋକ ରଞ୍ଜନ ପାତ୍ର ଯୁକ୍ତ ୨ ବିଭାଗର ଅଧ୍ୟକ୍ଷ ଭାବେ କାର୍ଯ୍ୟରତ ଥିବାବେଳେ ଦୀର୍ଘ ଦୁଇମାସ ହେଲା ରୋଗ…

Continue Reading କଲେଜ ଅଧ୍ୟକ୍ଷଙ୍କ ପରଲୋକ