ଏୟୁସିସି ବ୍ୟାଙ୍କ ନିର୍ଦେଶକ ନିର୍ବାଚନ – ବିଜେଡି ସମର୍ଥିତଙ୍କ ବାଜିମାତ

ଅନୁଗୁଳ - ଅନୁଗୁଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ୍‌ର ନିର୍ଦ୍ଦେଶକ ନିର୍ବାଚନରେ ବିଜେଡି ବାଜିମାତ୍ କରିଛି । ମୋଟ ୧୫ଟି ଯାକ ନିର୍ଦ୍ଦେଶକ ପଦବିରେ ବିଜେଡି ସମର୍ଥିତ ପ୍ରାର୍ଥୀ ବିପୁଳ ବିଜୟୀ ହୋଇଛନ୍ତି । ମୋଟ୍ ୧୫ଟି ଜୋନ୍‌ରୁ ୫ଟି ଜୋନ୍‌ରେ…

Continue Reading ଏୟୁସିସି ବ୍ୟାଙ୍କ ନିର୍ଦେଶକ ନିର୍ବାଚନ – ବିଜେଡି ସମର୍ଥିତଙ୍କ ବାଜିମାତ

ନଭେମ୍ବର ୩ ତାରିଖରୁ ବାଜି ରାଉତ ଫୁଟବଲ କପ ଟୁର୍ଣ୍ଣାମେଣ୍ଟ

ଅନୁଗୁଳ - ଆସନ୍ତା ନଭେମ୍ବର ୩ ତାରିଖରୁ ନଭେମ୍ବର ୮ ତାରିଖ ପର୍ଯ୍ୟନ୍ତ ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ବାଜିରାଉତ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହେବ । ଏହାର ଉଦ୍‌ଘାଟନୀ ମ୍ୟାଚ ଢେଙ୍କାନାଳରେ ହେବାକୁ ଥିବା ବେଳେ ତାଳଚେର ସାଉଥ…

Continue Reading ନଭେମ୍ବର ୩ ତାରିଖରୁ ବାଜି ରାଉତ ଫୁଟବଲ କପ ଟୁର୍ଣ୍ଣାମେଣ୍ଟ

ବନ ବିଭାଗ ଓ ପୁଲିସ ଗ୍ରାମବାସୀଙ୍କ ଦ୍ବାରା ଅଟକ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟରେ ଦୁଇ ଦୁଇଟି କଲରାପତରିଆ ବାଘ ମୃତ୍ୟୁ ହୋଇଥିଲା । ସେହି ବାଘ ମୃତ୍ୟୁରେ ସଂଶ୍ଲିଷ୍ଟ ସନ୍ଦେହ କରି କୁଲାଙ୍ଗୀ ଗ୍ରାମକୁ ଶିକାରୀମାନଙ୍କୁ ଗିରଫ କରିବାକୁ ଯାଇଥିବା ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ…

Continue Reading ବନ ବିଭାଗ ଓ ପୁଲିସ ଗ୍ରାମବାସୀଙ୍କ ଦ୍ବାରା ଅଟକ

ବ୍ୟାଙ୍କରେ ଜାଲି କାଗଜ ଦେଇ ଟଙ୍କା ଠକେଇ ଅଭିଯୋଗରେ ବାପ , ପୁଅ ଓ ବୋହୂ ଗିରଫ

ଅନୁଗୁଳ - ବ୍ୟାଙ୍କକୁ ଜାଲ କାଗଜପତ୍ର ଦେଇ ୧୦ ଲକ୍ଷ ଟଙ୍କାର ଋଣ ନେବା ଅଭିଯୋଗରେ ଅନୁଗୁଳ ପୁଲିସ୍ ଆଜି ୩ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ତାଳଚେର ଥାନା ରେମୁଆଁର ହରିହର ବସନ୍ତରା , ତାଙ୍କ…

Continue Reading ବ୍ୟାଙ୍କରେ ଜାଲି କାଗଜ ଦେଇ ଟଙ୍କା ଠକେଇ ଅଭିଯୋଗରେ ବାପ , ପୁଅ ଓ ବୋହୂ ଗିରଫ

କମେଣ୍ଟ ମାରିବାରୁ ଯୁବକଙ୍କୁ ଗାଁରେ ଲଣ୍ଡା କରି ବୁଲାଇଲେ

ତାଳଚେର - ପୁଣି ହଜିଗଲା ମାନବିକତା । ସାମାନ୍ୟ ଭୁଲ ପାଇଁ ଯୁବକଙ୍କୁ କାଙ୍ଗାରୁ କୋର୍ଟରେ ଦଣ୍ଡିତ କଲେ ଗ୍ରାମବାସୀ । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ତାଳଚେର ବାଲୁଙ୍ଗା ଗାଁରେ ଦେଖିବାକୁ ମିଳିଛି । ସୂଚନା ଅନୁସାରେ ବାଳୁଙ୍ଗା ଗାଁର…

Continue Reading କମେଣ୍ଟ ମାରିବାରୁ ଯୁବକଙ୍କୁ ଗାଁରେ ଲଣ୍ଡା କରି ବୁଲାଇଲେ

ଏକାଠି ଦୁଇ କଲରାପତରିଆ ବାଘ ମୃତ

ଅନୁଗୁଳ - ଅନୁଗୁଳ ସାତକୋଶିଆ ଅଭୟାରଣ୍ୟରେ ଏକା ସାଙ୍ଗେ ଦୁଇ ଦୁଇଟି ବାଘ ଙ୍କ ମୃତ୍ୟୁ । ଅଭୟାରଣ୍ୟର ପମ୍ପାସର ରେଞ୍ଜ ଅଞ୍ଚଳ ରେ ଦୁଇଟି କଲରାପତରିଆ ବାଘଙ୍କର ମୃତ୍ୟୁ ହୋଥିଥିବା ସୂଚନା ଦେଲେ RCCF ଏମ୍ ଯୋଗ ଜୟାନନ୍ଦ ।…

Continue Reading ଏକାଠି ଦୁଇ କଲରାପତରିଆ ବାଘ ମୃତ

ଗାଁର ଝିଅ ଏବେ ଓସିଏ ଟେକ୍ନିକାଲ୍ ଆନାଲିଷ୍ଟ୍‌

ଅନୁଗୁଳ: ଗାଁର ଝିଅ ଏବେ ରାଜ୍ୟସ୍ତରର ମହିଳା କ୍ରିକେଟ୍ ଖେଳାଳୀଙ୍କ ମାର୍ଗଦର୍ଶକ । ନିଜ ସ୍ୱପ୍ନ ସିନା ପୂରଣ କରିପାରିଲେନି । କିନ୍ତୁ ଅନ୍ୟ କ୍ରିକେଟ୍ ଖେଳାଳୀଙ୍କୁ ମାର୍ଗଦର୍ଶନ କରି ଆଗକୁ ବଢ଼ିବାକୁ ପ୍ରେରଣା ଦେଉଛନ୍ତି । ଗାଁର ଝିଅ ରାଜ୍ୟସ୍ତରରେ…

Continue Reading ଗାଁର ଝିଅ ଏବେ ଓସିଏ ଟେକ୍ନିକାଲ୍ ଆନାଲିଷ୍ଟ୍‌

ବସ ଡ୍ରାଇଭରଙ୍କ ଦାଦାଗିରି – ଦମକଳକୁ ଅଟକାଇ ଗାଳି

ଅନୁଗୁଳ - ଅନୁଗୁଳ ଜିଲ୍ଲା ବୁଢାପଙ୍କ ଫାଟକ ନିକଟରେ ଆଜି ଡଲଫିନ ନାମକ ଏକ ଘରୋଇ ଯାତ୍ରୀବାହି ବସର ଡ୍ରାଇଭର ଓ ଅନ୍ୟ କର୍ମଚାରୀଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି । ଜରୁରିକାଳୀନ ସେବାରେ ଯାଉଥିବା ଏକ ଦମକଳ ଗାଡିକୁ ଅଟକାଇ ଦୀର୍ଘ…

Continue Reading ବସ ଡ୍ରାଇଭରଙ୍କ ଦାଦାଗିରି – ଦମକଳକୁ ଅଟକାଇ ଗାଳି

ମୋବାଇଲରେ ଗପୁଥିବା ବେଳେ ଟଳି ପଡିଲେ ମହିଳା

ପାଲଲହଡା - ମୃତ୍ୟୁ ଏମିତି ବି ଆସେ । ଜାଣିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହେବେ । ଜଣେ ମହିଳା ମୋବାଇଲରେ ବସି କଥା ହେଉଥିବା ବେଳେ ହଠାତ ଟଳି ପଡିଲେ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ପାଲଲହଡା ଟାଉନ…

Continue Reading ମୋବାଇଲରେ ଗପୁଥିବା ବେଳେ ଟଳି ପଡିଲେ ମହିଳା

ଆୟୁର୍ବେଦ ଦିବସ ପାଳିତ

ତାଳଚେର - ତାଳଚେର ଥର୍ମାଲ ଆଶାଲୋକ ଚିକିତ୍ସାଳୟ ଓ ଏନ ଟି ପି ସି/ ଟି ଟି ପି ଏସ ଦ୍ୱାରା ଡି ଏ ଭି ସ୍କୁଲ ଟି ଟି ହାଇ ସ୍କୁଲ ପରିସରରେ ପିଲାମାନଙ୍କୁ ନେଇ ଜାତୀୟ ଆୟୁର୍ବେଦ ଦିବସ…

Continue Reading ଆୟୁର୍ବେଦ ଦିବସ ପାଳିତ

ବରିଷ୍ଠ କଂଗ୍ରେସ ନେତାଙ୍କ ପରଲୋକ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକର ବରିଷ୍ଠ କଂଗ୍ରେସ ନେତା କଳାକାର ସାହୁଙ୍କ ପରଲୋକ ହୋଇ ଯାଇଛି । ସେ ଅନେକ ଦିନ ହେଲା ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ…

Continue Reading ବରିଷ୍ଠ କଂଗ୍ରେସ ନେତାଙ୍କ ପରଲୋକ

ତୁରଙ୍ଗ କପ ଫୁଟବଲ – ଜଗା ୟୁନାଇଟେଡ଼ ଚମ୍ପିୟାନ

ଅନୁଗୁଳ - ତୁରଙ୍ଗ ସ୍ଥିତ ବିଜୁ ପଟନାୟକ ମିନି ଷ୍ଟାଦିୟମ ଠାରେ ୧୧ତମ ତୁରଙ୍ଗ କପ ଫୁଟବଲ ଟୁର୍ଣାମେଣ୍ଟ ର ଉଦଯାପନି ଉତ୍ସବ ପାଳନ ହୋଇଯାଇଛି । ଆଜିର ଦିନରେ ହୋଇଥିବା ଫାଇନାଲ ମ୍ୟାଚ୍ ଭୂବନେଶ୍ବରର ଜଗା ୟୁନାଇଟେଡ ଓ ସୁନ୍ଦରଗଡର…

Continue Reading ତୁରଙ୍ଗ କପ ଫୁଟବଲ – ଜଗା ୟୁନାଇଟେଡ଼ ଚମ୍ପିୟାନ

ବେଆଇନ ବାଣ ଦୋକାନରେ ଚଢ଼ାଉ – ବାଣ ଜବତ

ଅନୁଗୁଳ - ଦୀପାବଳି ପାଇଁ ଅନେକ ସ୍ଥାନରେ ବାଣ ବିକ୍ରି କରାଯାଉଛି । ପ୍ରଶାସନ ପକ୍ଷରୁ ଏଥିପାଇଁ ଲାଇସେନ୍ସ ଦିଆ ଯାଇଛି । ଅଗ୍ନି ନିରାପତ୍ତା ବ୍ୟବସ୍ଥା ସହ ଜନ ଗହଳି ଠାରୁ ଦୂରରେ ଏକ ନିର୍ଦିଷ୍ଟ ସ୍ଥାନରେ ଏହି ସବୁ…

Continue Reading ବେଆଇନ ବାଣ ଦୋକାନରେ ଚଢ଼ାଉ – ବାଣ ଜବତ

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡାଦେଶ

ଅନୁଗୁଳ - ଅନୁଗୁଳ ସହର ଉପକଣ୍ଠର ଜଣେ ନାବାଳିକାକୁ ୪ ବର୍ଷ ତଳେ ବିବାହ ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ କରିବା ମାମଲାର ରାୟ ଶନିବାର ଜିଲ୍ଲା ଫାଷ୍ଟଟ୍ରାକ୍‌ ସେଶାଲ୍ କୋର୍ଟରେ ପ୍ରକାଶ ପାଇଛି । ଆଡ୍‌ହକ ଅଚିରିକ୍ତ ଜିଲ୍ଲା ଓ ଦୌରା…

Continue Reading ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡାଦେଶ

ଟ୍ରେନ ଲୋକୋ ପାଇଲଟ ଚଲାଇଥିଲେ ବ୍ରାଉନସୁଗାର ବେପାର – ମାଡି ବସିଲା ପୁଲିସ

ତାଳଚେର - ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ରେଲୱେ ଲୋକୋ ପାଇଲଟ ସମେତ ଦୁଇଜଣଙ୍କୁ ପୁଲିସ ଗିରଫ କରିଛି । ଲୋକୋ ପାଇଲଟ ଜଣଙ୍କ ଅନେକ ଦିନ ହେଲା ଏହି ବ୍ରାଉନସୁଗାର ବେପାର ଚଲାଇ ଆସୁଥିବା ବେଳେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Continue Reading ଟ୍ରେନ ଲୋକୋ ପାଇଲଟ ଚଲାଇଥିଲେ ବ୍ରାଉନସୁଗାର ବେପାର – ମାଡି ବସିଲା ପୁଲିସ