ଅଞ୍ଚଳର ବିକାଶ ଓ ଲୋକଙ୍କ ସେବା ପ୍ରଥମ କାମ – ସୁଶାନ୍ତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନ ମଣ୍ଡଳିର ଟାଙ୍ଗିରୀ ଓ ପାଟକୁମୁଣ୍ଡା ଗ୍ରାମପଞ୍ଚାୟତର ବିଜୁ ଜନତାଦଳ ପକ୍ଷରୁ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଦ୍ଵିତୀୟ ଦିନର ଏହି ଜନସଂପର୍କ ପଦଯାତ୍ରା ପ୍ରଥମେ ଟାଙ୍ଗିରୀ ଓ ପରେ ପାଟକୁମୁଣ୍ଡା ପଂଚାୟତରେ ଅନୁଷ୍ଠିତ…

Continue Reading ଅଞ୍ଚଳର ବିକାଶ ଓ ଲୋକଙ୍କ ସେବା ପ୍ରଥମ କାମ – ସୁଶାନ୍ତ

ଓସିଏର ଆପେକ୍ସ କାଉନସିଲ ମେମ୍ବର ହେବେ ପ୍ରତାପ

କଟକ - ଓସିଏ ସଭାପତି ହେବେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ । ତାଙ୍କ ବିରୋଧରେ କେହି ନାମାଙ୍କନ ପତ୍ର ଦାଖଲ କରିନଥିବାରୁ ଓଡ଼ିଶା କ୍ରିକେଟ ଆସୋସିଏସନର ସଭାପତି ହେବାକୁ ଯାଉଛନ୍ତି ପ୍ରଣବ ପ୍ରକାଶ ଦାସ । ଏକମାତ୍ର ପ୍ରାର୍ଥୀ…

Continue Reading ଓସିଏର ଆପେକ୍ସ କାଉନସିଲ ମେମ୍ବର ହେବେ ପ୍ରତାପ

ବାଣ ଭିଡୁଥିବା ବେଳେ ବିସ୍ଫୋରଣ- ଜଣେ ମୃତ ତିନିଜଣ ଗୁରୁତର

ପାଲଲହଡା - ଅନୁଗୁଳ ଜିଲ୍ଲା ଖମାର ଥାନା ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗ୍ରାମରେ ବାଣ ଭିଡୁ ଥିବା ବେଳେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି I ମୃତକ ଜଣଙ୍କ ସେହି ଗ୍ରାମର ତ୍ରିପୁର…

Continue Reading ବାଣ ଭିଡୁଥିବା ବେଳେ ବିସ୍ଫୋରଣ- ଜଣେ ମୃତ ତିନିଜଣ ଗୁରୁତର

ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଡକେରଜାଙ୍ଗ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓଲ୍ହାଇଥିଲେ ଛାତ୍ରଛାତ୍ରୀ । ସ୍କୁଲ ଫାଟକରେ ତାଲା ପକାଇବା ସହ ଫାଟକ ଆଗରେ ବସି ରହି ଶିଷକ ନିଯୁକ୍ତି ଦାବି କରିଥିଲେ । ସେମାନଙ୍କ…

Continue Reading ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ

ରେଳ ଧାରଣାରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଜରପଡା ଥାନାର ଜରପଡା ଷ୍ଟେସନ ନିକଟରେ ରେଳ ଧାରଣାରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କର ମୃତ ଦେହ ଉଦ୍ଧାର । ମୃତ ଛାତ୍ର ଜଣଙ୍କ ହେଲେ ଜରପଡା ଗ୍ରାମର କୁମୁଦ ସାହୁଙ୍କ ପୁଅ ଲିକୁନ୍ ସାହୁ…

Continue Reading ରେଳ ଧାରଣାରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳରେ ଗତ ୪ ବର୍ଷ ତଳେ ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିବା ଅଭିଯୋଗ ମାମଲାର ରାୟ ଗୁରୁବାର ଜିଲ୍ଲା ଫାଷ୍ଟଟ୍ରାକ୍‌ ସ୍ପେଶାଲ୍ କୋର୍ଟରେ ପ୍ରକାଶ ପାଇଛି । ଆଡ଼ହକ ଅତିରିକ୍ତ…

Continue Reading ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡ

ଗରାଖଙ୍କୁ ହାଇରାଣ କରି ବ୍ୟାଙ୍କ୍ ଗଣିଲା ଜୋରିମନା

ଅନୁଗୁଳ - ଜଣେ ବୃଦ୍ଧାଙ୍କ ଆକାଉଣ୍ଟକୁ ଫ୍ରିଜ କରିବା ଆଉ ତାଙ୍କୁ ଟଙ୍କା ନଦେବା ଫଳରେ ବ୍ୟାଙ୍କକୁ ଜୋରିମନା ଗଣିବାକୁ ପଡିଛି । ଅନୁଗୁଳ ଜିଲ୍ଲା ଖାଉଟି ବିବାଦ ବିଚାର ଆୟୋଗରେ ଏକ ମାମଲାର ରାୟରେ ଖାଉଟି ଅଦାଲତର ଅଧ୍ୟକ୍ଷ ସରୋଜ…

Continue Reading ଗରାଖଙ୍କୁ ହାଇରାଣ କରି ବ୍ୟାଙ୍କ୍ ଗଣିଲା ଜୋରିମନା

ମୋବାଇଲ ଚୋରି କରି ଆକାଉଣ୍ଟରୁ ନେଇଗଲା ୭୫ ହଜାର ଟଙ୍କା

ଅନୁଗୁଳ - ପ୍ରଥମେ ମୋବାଇଲ ଲୁଟିଲା । ପରେ ମୋବାଇଲ୍‌ରେ ଥିବା ଗୁଗୁଲ୍ ପେ ’ ଜରିଆରେ ଲୁଟିନେଲା ୭୫ ହଜାର ଟଙ୍କା । ଏଭଳି ଘଟଣା ତାଳଚେର ସାଉଥ୍ ବଲଣ୍ଡା ଅଞ୍ଚଳରେ ଘଟିଛି । ଏଭଳି ଲୁଟ୍‌ର ଶିକାର ହୋଇଥିବା…

Continue Reading ମୋବାଇଲ ଚୋରି କରି ଆକାଉଣ୍ଟରୁ ନେଇଗଲା ୭୫ ହଜାର ଟଙ୍କା

ସୁରକ୍ଷା ଦାବିରେ କଲେଜ ଛାତ୍ରଙ୍କ ଆନ୍ଦୋଳନ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ସ୍ୱୟଂ ଶାସିତ କଲେଜର ଛାତ୍ର ମାନେ ଆଜି ରାଜରାସ୍ତାରେ ବସିବା ସହ ସୁରକ୍ଷା ଦାବି କରିଛନ୍ତି। କଲେଜର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ ସେମାନେ ଅଭିଯୋଗ କରି ଏହି ଆନ୍ଦୋଳନ କରିଥିଲେ । ସେମାନଙ୍କ…

Continue Reading ସୁରକ୍ଷା ଦାବିରେ କଲେଜ ଛାତ୍ରଙ୍କ ଆନ୍ଦୋଳନ

ଜିଲ୍ଲାସ୍ତରୀୟ ପ୍ରଧାନମନ୍ତ୍ରୀ କୃଷକ କଲ୍ୟାଣ ସମ୍ମେଳନ ଆୟୋଜିତ

ଅନୁଗୁଳ - କୃଷି ବିଜ୍ଞାନ କେନ୍ଦ୍ର, ଅନୁଗୁଳ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ପ୍ରଧାନମନ୍ତ୍ରୀ କୃଷକ କଲ୍ୟାଣ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ଲୋକସଭା ସାଂସଦ ଶ୍ରୀଯୁକ୍ତ ମହେଶ ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦେଇ ସମ୍ମୀଳିତ କୃଷକ ଭାଈ…

Continue Reading ଜିଲ୍ଲାସ୍ତରୀୟ ପ୍ରଧାନମନ୍ତ୍ରୀ କୃଷକ କଲ୍ୟାଣ ସମ୍ମେଳନ ଆୟୋଜିତ

୧୧ ତମ ତୁରଙ୍ଗ କପ ଫୁଟବଲ ଟୁର୍ଣାମେଣ୍ଟ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତୁରଙ୍ଗର ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ୧୧ ତମ ତୁରଙ୍ଗ କପ ଫୁଟବଲ ଟୁର୍ଣାମେଣ୍ଟର ଉଦଘାଟନ ହୋଇଥିଲା । ଉଦଘାଟନି ମ୍ୟାଚ୍ ରେ ମୁଖ୍ୟ ଅତିଥି ଭାବେ ଅନୁଗୁଳ ଜିଲ୍ଲା ଆରକ୍ଷି ଅଧିକ୍ଷକ ଜଗମୋହନ…

Continue Reading ୧୧ ତମ ତୁରଙ୍ଗ କପ ଫୁଟବଲ ଟୁର୍ଣାମେଣ୍ଟ

ପ୍ରତିଶ୍ରୁତି ଦେଲେ ବିଧାୟକ – ବାଗଡିଆ ଥାନା ବାଗଡିଆରେ ହେବ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାଗଡିଆ ବିଟ ହାଉସକୁ ଥାନାରେ ରୂପାନ୍ତରିତ କରିବା ପାଇଁ ରାଜ୍ୟ ସରକାର ଘୋଷଣା କରିଥିଲେ । ତେବେ ଉକ୍ତ ଥାନାକୁ ଅନ୍ୟତ୍ର ସ୍ଥାନାନ୍ତରିତ କରାଯାଉଥିବା ପ୍ରତିବାଦରେ ବାଗଡିଆ ହାଟପଦା ଠାରେ ଏକ ପ୍ରତିବାଦ…

Continue Reading ପ୍ରତିଶ୍ରୁତି ଦେଲେ ବିଧାୟକ – ବାଗଡିଆ ଥାନା ବାଗଡିଆରେ ହେବ

ପାଲଲହଡ଼ା ଦଳ ଆନ୍ତଃବିଦ୍ୟାଳୟ ଫୁଟବଲ ବିଜେତା

ଅନୁଗୁଳ - ଅନୁଗୁଳ ଷ୍ଟାଡିୟମ୍‌ରେ ଚାଲିଥିବା ଜିଲ୍ଲାସ୍ତରୀୟ ୧୭ ବର୍ଷରୁ କମ୍ ଆନ୍ତଃବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣାମେଣ୍ଟରେ ବାଜି ମାରିଛି ପାଳଲହଡ଼ା ଦଳ । ଗତକାଲି ବାଳିକା ବିଭାଗ ଫାଇନାଲ୍‌ରେ ପାଲଲହଡ଼ା ଦଳ ଚାମ୍ପିଅନ୍ ହୋଇଥିଲା । ଆଜି ବାଳକ ବିଭାଗର ଫାଇନାଲ୍…

Continue Reading ପାଲଲହଡ଼ା ଦଳ ଆନ୍ତଃବିଦ୍ୟାଳୟ ଫୁଟବଲ ବିଜେତା

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୭ ବର୍ଷ କାରାଦଣ୍ଡ

ଅନୁଗୁଳ -ଅନୁଗୁଳ ଥାନା ଅଞ୍ଚଳରେ ଆଠ ବର୍ଷ ତଳେ  ଘଟିଥିବା ଏକ ନାବାଳିକା ବଳାତ୍କାର ମାମଲାର ରାୟ ଶନିବାର ଜିଲ୍ଲା ଫାଷ୍ଟଟ୍ରାକ୍ ସ୍ପେଶାଲ୍ କୋର୍ଟରେ ପ୍ରକାଶ ପାଇଛି । ଆଡ୍‌ ହକ୍ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ପି.ଆର୍ .…

Continue Reading ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୭ ବର୍ଷ କାରାଦଣ୍ଡ

ବିଜ୍ଞାନ ଶିକ୍ଷକଙ୍କ ବଦଳି ବାତିଲ ଦାବିରେ ବିଦ୍ୟାଳୟରେ ତାଲା

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଗଡମଣ୍ଡଳ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଦୁର୍ଗା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଦଳିକୁ ନେଇ ବିଦ୍ୟାଳୟର ଅଭିଭାବକ ମାନେ କ୍ଷୋଭ ପ୍ରକାଶ କରିବା ସହିତ ବଦଳିକୁ ବାତିଲ ଦାବିରେ ଶନିବାର ବିଦ୍ୟାଳୟର ଛାତ୍ରୀଛାତ୍ର ଓ…

Continue Reading ବିଜ୍ଞାନ ଶିକ୍ଷକଙ୍କ ବଦଳି ବାତିଲ ଦାବିରେ ବିଦ୍ୟାଳୟରେ ତାଲା