ଫାଶ ପକାଇ ମାରିଦେଲେ ଦନ୍ତା ହାତୀ

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲାର ପୁଣି ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ଆଠମଲ୍ଲିକ କିଆକଟାର ମୁଣ୍ଡାପଡା ଗାଁ ନିକଟରେ ହାତୀ ମରିଥିବା ଆଜି ସକାଳେ ଗାଁ ଲୋକ ଦେଖି ବନ ବିଭାଗକୁ ସୂଚନା ଦେଇଥିଲେ । ସୂଚନା ପାଇ…

Continue Reading ଫାଶ ପକାଇ ମାରିଦେଲେ ଦନ୍ତା ହାତୀ

କାନ୍ଥ କଣା କରି ବ୍ୟାଙ୍କ ଭିତରେ ପଶିଲେ ଚୋର

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଗଡମଣ୍ଡଳ ଗ୍ରାମ୍ୟ ବ୍ୟାଙ୍କରୁ ଚୋରୀ ଉଦ୍ୟମ ହୋଇଥିବା ଜଣା ପଡ଼ିଛି । ବିଲମ୍ବିତ ରାତିରେ ବ୍ୟାଙ୍କ ପଛପାଖ କାନ୍ଥ ଖୋଳି ଭିତରକୁ ଚୋର ପଶିବା ପରେ ଲକର କାଟିବାକୁ ଚେଷ୍ଟା କରିଥିଲେ ।…

Continue Reading କାନ୍ଥ କଣା କରି ବ୍ୟାଙ୍କ ଭିତରେ ପଶିଲେ ଚୋର

ବିଟ ହାଉସକୁ ଭରସା ଦଦରା ଜିପ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ଅନ୍ତର୍ଗତ ବାଗଡ଼ିଆର ଥିବା ବିଟ ହାଉସରେ ଭଲ ଗାଡି ଖଣ୍ଡିଏ ନାହିଁ । ଏକ ବହୁ ପୁରୁଣା ଭଙ୍ଗରା ଜିପରେ ଫାଣ୍ଡି ପୁଲିସକୁ ଯିବା ଆସିବା କରିବାକୁ ପଡୁଛି । ଯାହାକି ବାଟରେ…

Continue Reading ବିଟ ହାଉସକୁ ଭରସା ଦଦରା ଜିପ

ଜିଲ୍ଲାସ୍ତରୀୟ ଫିଫା ବିଶ୍ୱକପ ଆୟୋଜିତ

ଅନୁଗୁଳ - ଅନୁଗୁଳ ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ୧୭ ବର୍ଷରୁ କମ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଫିଫା ମହିଳା ବିଶ୍ଵକପ ଫୁଟବଲ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି । ଏହି ପ୍ରତିଯୋଗିତା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ରାଜ୍ୟ ସ୍ତରରେ ଅନୁଷ୍ଠିତ ହେଉଥିବା…

Continue Reading ଜିଲ୍ଲାସ୍ତରୀୟ ଫିଫା ବିଶ୍ୱକପ ଆୟୋଜିତ

ବିଜେଡିର ଜନସମ୍ପର୍କ ପଦଯାତ୍ରା

ଅନୁଗୁଳ - ଓଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଧେଶ କ୍ରମେ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଠାରୁ ଆରମ୍ଭ ହୋଇଛି ଜନ ସମ୍ପର୍କ ପଦଯାତ୍ରା । ଏହି ପରିପ୍ରେକ୍ଷୀରେ ଅନୁଗୁଳ ନିର୍ବାଚନ ମଣ୍ଡଳୀ ବଅଁରପାଳ…

Continue Reading ବିଜେଡିର ଜନସମ୍ପର୍କ ପଦଯାତ୍ରା

ସାପ କାମୁଡାରେ ନାବାଳକ ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବହାଳସାହି ଗାଁରେ ସାପ କାମୁଡାରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତ ନାବାଳକ ଜଣଙ୍କ ହେଲେ ପ୍ରଶାନ୍ତ ଭୁତିଆଙ୍କ ୯ ବର୍ଷର ପୁଅ ପ୍ରିତେଶ ଭୁତିଆ । ସୂଚନା ଅନୁସାରେ ପ୍ରିତେଶ…

Continue Reading ସାପ କାମୁଡାରେ ନାବାଳକ ମୃତ

ଦୁଇ ପୂଜା କମିଟି ବିବାଦ ତେଜିଲା – ପୂଜା ପରେ ହେବ ସମାଧାନ

ଅନୁଗୁଳ - ଅନୁଗୁଳ ସହରର ବଜାର ଛକ ପୂଜା କମିଟି ଏବଂ ଗାନ୍ଧୀ ଛକ ପୂଜା କମିଟି ମଧ୍ୟରେ ପୂଜାକୁ ନେଇ ଲାଗିଥିବା ବିବାଦ ତେଜୁଛି । ସୀମାକୁ ନେଇ ଉଭୟ କମିଟି କର୍ମକର୍ତ୍ତା ମାନେ ବୈଠକ କରି ସମାଧାନର ବାଟ…

Continue Reading ଦୁଇ ପୂଜା କମିଟି ବିବାଦ ତେଜିଲା – ପୂଜା ପରେ ହେବ ସମାଧାନ

ବ୍ୟବସାୟୀଙ୍କ ଠାରୁ ଟଙ୍କା ଲୁଟିନେଲେ ଅଦୃଶ୍ୟ ଲୁଟେରା

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ପୁଣି ଜଣେ ବ୍ୟବସାୟୀ ଅନଲାଇନ୍ ଠକେଇର ଶିକାର ହୋଇଛନ୍ତି । ଅନଲାଇନ୍ ଲୁଟେରା ତାଙ୍କ ଆକାଉଣ୍ଟରୁ ୮୦ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି । ପୁଲିସ୍ ସୂଚନା ଅନୁସାରେ , ଲୁଟ୍‌ର ଶିକାର…

Continue Reading ବ୍ୟବସାୟୀଙ୍କ ଠାରୁ ଟଙ୍କା ଲୁଟିନେଲେ ଅଦୃଶ୍ୟ ଲୁଟେରା

ଅନୁଗୁଳ ଶପିଂ ଫେଷ୍ଟିଭାଲ ଉଦଘାଟିତ

ଅନୁଗୁଳ - ଅନୁଗୁଳ ବିଜୁ ମୈଦାନ ପରିସରରେ ୫ମ ଅନୁଗୁଳ ଶପିଂ ଫେଷ୍ଟିଭାଲ ଉଦଘାଟିତ ହୋଇଯାଇଛି । ଆଜିର ଉଦଘାଟନୀ ଉତ୍ସବରେ ଅନୁଗୁଳ ଓକିଲ ସଂଘର ସଭାପତି ଦିଲିପ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଫିତା କାଟି ଆନୁଷ୍ଠାନିକ…

Continue Reading ଅନୁଗୁଳ ଶପିଂ ଫେଷ୍ଟିଭାଲ ଉଦଘାଟିତ

ସ୍କୁଲ ଚାଲିବା ଦାବି ନେଇ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲେ ଛାତ୍ରଛାତ୍ରୀ ଓ ଅଭିଭାବକ

ଅନୁଗୁଳ - ଅନୁଗୁଳ ବ୍ଲକ ଅନ୍ତର୍ଗତ ଆମ୍ଭ ସାନକଞ୍ଜନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଟି ୬ଷ୍ଠ ଓ ୭ମ ଶ୍ରେଣୀକୁ ନେଇ ୧୯୮୨ ମସିହାରୁ ସ୍ଥାପିତ ହୋଇଥିଲା । ୫ହଜାର ଜନସଂଖ୍ୟା ବିଶିଷ୍ଟ ବଡକଞ୍ଜନୀ , ସାନକଞ୍ଜନୀ , ନୂଆପଡା , ସଟରାଙ୍ଗ…

Continue Reading ସ୍କୁଲ ଚାଲିବା ଦାବି ନେଇ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲେ ଛାତ୍ରଛାତ୍ରୀ ଓ ଅଭିଭାବକ

ସହକାରୀ ଡାକ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଓ ଘରେ ସିବିଆଇ ଚଢ଼ାଉ

ଅନୁଗୁଳ - ସିବିଆଇ ପଞ୍ଚାରେ ସହକାରୀ ଡାକ ଅଧିକ୍ଷକ । କୁରୁଡୁଲ ପୋଷ୍ଟ ଅଫିସରେ ଥିବା ଜଣେ ଆସିଷ୍ଟାଣ୍ଡ ବ୍ରାଞ୍ଚ ପୋଷ୍ଟ ମାଷ୍ଟରଙ୍କୁ ଦୂରକୁ ବଦଳି କରି ଦେବାକୁ ଧମକ ଦେଇ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା…

Continue Reading ସହକାରୀ ଡାକ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଓ ଘରେ ସିବିଆଇ ଚଢ଼ାଉ

ସାମାନ୍ୟ ବଚସାରୁ ହତ୍ୟା ଅଭିଯୋଗ

ଅନୁଗୁଳ - ସାମାନ୍ୟ ବଚସାରୁ ଜଣେ ରାଜମିସ୍ତ୍ରୀଙ୍କୁ ହତ୍ୟା । ଏଭଳି ଘଟଣା ଅନୁଗୁଳ ସହର ଉପକଣ୍ଠ ପଞ୍ଚମହଲା ଗ୍ରାମରେ ଘଟିଛି । ମୃତକ ଜଣଙ୍କ ପଞ୍ଚମହଲା ଗ୍ରାମର ମଦନ ଦେହୁରୀ ବୋଲି ଜଣା ପଡ଼ିଛି । ଅଭିଯୁକ୍ତ ସେହି ଗ୍ରାମର…

Continue Reading ସାମାନ୍ୟ ବଚସାରୁ ହତ୍ୟା ଅଭିଯୋଗ

ମଲଟି ଡିସିପ୍ଲିନାରୀ ଟିମର ଚଢ଼ାଉ – ମଦ ଦୋକାନ , ହୋଟେଲ ସିଲ

ଛେଣ୍ଡିପଦା - ଅନୁଗୁଳ ଉପ -ଜିଲାପାଳ ବୈତୁରା ଦୀପଙ୍କ ନିର୍ଦ୍ଦେଶରେ ସୋମବାର ମଲଟି ଡିସିପ୍ଲିନାରୀ ଟିମ ପକ୍ଷରୁ ଛେଣ୍ଡିପଦା ଅଞ୍ଚଳରେ ଥିବା ବିଭିନ୍ନ ବାଣିଜ୍ୟ ପ୍ରତିଷ୍ଠାନ ଓ ଖଣିଜ ପଦାର୍ଥ ପରିବହନ ଆଦି ଗୁଡିକରେ ଚଢାଉ କରାଯାଇଥିଲା । ଛେଣ୍ଡିପଦା ତହସିଲଦାର…

Continue Reading ମଲଟି ଡିସିପ୍ଲିନାରୀ ଟିମର ଚଢ଼ାଉ – ମଦ ଦୋକାନ , ହୋଟେଲ ସିଲ

ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜଣାଇଲେ ନବ ନିଯୁକ୍ତ ଟାମଡା ଅଧ୍ୟକ୍ଷ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ସମାଜ ସେବୀ ତଥା ବିଜେଡ଼ି ନେତା ଅବନିକାନ୍ତ ସାହୁଙ୍କୁ ତାଳଚେର ଅନୁଗୁଳ ମେରାମଣ୍ଡଳୀ ଉର୍ଣ୍ଣୟନ ପରିଷଦ, ଟାମଡ଼ା)ର ଅଧକ୍ଷ ପଦ ମିଳିଛି । ଏହି ଖବର ଜଣା ପଡିବା ପରେ, ସାରା ଜିଲ୍ଲାରେ ଥିବା ଅବନିକାନ୍ତ…

Continue Reading ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜଣାଇଲେ ନବ ନିଯୁକ୍ତ ଟାମଡା ଅଧ୍ୟକ୍ଷ

ଭୁବନେଶ୍ୱରକୁ ହରାଇ ଲୁଟୁ ୱାରୀଅରସ ଚମ୍ପିୟାନ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଳିଆପଡା ଠାରେ ଅଲ ଇଣ୍ଡିଆ ମିନାକ୍ଷୀ ମେମୋରିଆଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇ ଯାଇଛି । ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ୍ ମ୍ୟାଚ ଅନୁଗୁଳ ଲୁଟୁ ୱାରୀଅରସ ଏବଂ ଭୁବନେଶ୍ୱରର ୟୁନିଟ ୯ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।…

Continue Reading ଭୁବନେଶ୍ୱରକୁ ହରାଇ ଲୁଟୁ ୱାରୀଅରସ ଚମ୍ପିୟାନ