ପ୍ରଶାସନର ଚଢ଼ାଉ – ମଦ ଦୋକାନ ସମେତ ହୋଟେଲ ସିଲ , ଜୋରିମାନା ଆଦାୟ

ଅନୁଗୁଳ - ଅନୁଗୁଳ ବହୁମୁଖୀ ଶୃଙ୍ଖଳାଗତ ଟିମ୍ ପକ୍ଷରୁ ଆଜି ଅନୁଗୁଳ ଓ ନାଲକୋର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବାସି ଖାଦ୍ୟ ବିକୁଥିବା ଓ ଅସ୍ବାସ୍ଥ୍ୟକର ପରିବେଶରେ ଖାଦ୍ୟ ଦେଉଥିବା କାରଣରୁ ୩ଟି ଦୋକାନ ସିଲ୍‌ କରା ଯାଇଛି ।…

Continue Reading ପ୍ରଶାସନର ଚଢ଼ାଉ – ମଦ ଦୋକାନ ସମେତ ହୋଟେଲ ସିଲ , ଜୋରିମାନା ଆଦାୟ

ଦୁର୍ଗା ପୂଜାରେ ୧୧ ଓ ଲକ୍ଷ୍ମୀ ପୂଜାରେ ହେବ ୨୯ ମେଢ଼

ଅନୁଗୁଳ - ଅନୁଗୁଳ ସେଣ୍ଟ୍ରାଲ ପୂଜା କମିଟିର ଏକ ବୈଠକ ଅନୁଗୁଳ ଟାଉନ ହଲଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସର୍ବ ସମ୍ମତି କ୍ରମେ ଅକ୍ଷୟ କୁମାର ସାମନ୍ତଙ୍କୁ ସଭାପତି , ଦିଲୀପ ପ୍ରଧାନଙ୍କୁ ସାଧାରଣ ସମ୍ପାଦକ , ଅକ୍ଷୟ ଦାସଙ୍କୁ…

Continue Reading ଦୁର୍ଗା ପୂଜାରେ ୧୧ ଓ ଲକ୍ଷ୍ମୀ ପୂଜାରେ ହେବ ୨୯ ମେଢ଼

ଜିଲ୍ଲାରେ ଆରମ୍ଭ ହେବ ନଫରତ୍ ଛାଡ଼ ସମ୍ବିଧାନ ବଞ୍ଚାଅ ଅଭିଯାନ

ଅନୁଗୁଳ - ରାଷ୍ଟ୍ରୀୟ ସ୍ତରରେ ବିଭିନ୍ନ ଗଣ ସଙ୍ଗଠନମାନେ ସମ୍ମିଳିତ ହୋଇ 'ନଫରତ୍ ଛାଡ଼ ସମ୍ବିଧାନ ବଞ୍ଚାଅ ଅଭିଯାନ' ଆରମ୍ଭ କରିଛନ୍ତି । ମୁମ୍ବାଇ ସ୍ଥିତ କ୍ରାନ୍ତି ମୈଦାନ ଓ ଦିଲ୍ଲୀର ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପରିସରରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ…

Continue Reading ଜିଲ୍ଲାରେ ଆରମ୍ଭ ହେବ ନଫରତ୍ ଛାଡ଼ ସମ୍ବିଧାନ ବଞ୍ଚାଅ ଅଭିଯାନ

୨୦୨୪ ନିର୍ବାଚନ ପୂର୍ବରୁ ଅଣ୍ଟା ଭିଡିଲା ଆମ୍ ଆଦ୍‌ମୀ ପାର୍ଟି

ଅନୁଗୁଳ - ସାଧାରଣ ନିର୍ବାଚନ - ୨୦୨୪ରେ ଆମ୍ ଆଦ୍‌ମୀ ପାର୍ଟି ( ଆପ୍ ) ଓଡ଼ିଶାର ସମସ୍ତ ନିର୍ବାଚନୀ ମଣ୍ଡଳୀରେ ପ୍ରାର୍ଥୀ ଦେବ ଓ ନିର୍ବାଚନରେ କଂଗ୍ରେସ ଏବଂ ବିଜେପି , ବିଜେଡି ବିରୋଧରେ ଲଢ଼ିବ । କୌଣସି ରାଜନୈତିକ…

Continue Reading ୨୦୨୪ ନିର୍ବାଚନ ପୂର୍ବରୁ ଅଣ୍ଟା ଭିଡିଲା ଆମ୍ ଆଦ୍‌ମୀ ପାର୍ଟି

ନ୍ୟାୟ ପାଉନି ଅନୁସୂଚିତ ବର୍ଗ – ସମୀର ମହାନ୍ତି

ଅନୁଗୁଳ - ଦେଶର ୨ ହଜାରରୁ ଅଧିକ ଅନୁସୂଚିତ ବହୁଳ ଗାଁଙ୍କୁ ‘ପ୍ରଧାନମନ୍ତ୍ରୀ ଆଦର୍ଶ ଗାଁ’ ଭାବେ ବିକଶିତ କରିବାକୁ ମୋଦୀ ସରକାର ସଂକଳ୍ପ ନେଇଛନ୍ତି । ଅନୁସୂଚିତ ବର୍ଗଙ୍କ ବିକାଶ ପାଇଁ ନିଷ୍ଠାର ସହ କାର୍ଯ୍ୟ କରୁଛନ୍ତି କେନ୍ଦ୍ର ସରକାର…

Continue Reading ନ୍ୟାୟ ପାଉନି ଅନୁସୂଚିତ ବର୍ଗ – ସମୀର ମହାନ୍ତି

କୋଇଲା ବୋଝେଇ ଟ୍ରକରେ ନିଆଁ (ଭିଡିଓ)

ଅନୁଗୁଳ - କୋଇଲା ବୋଝେଇ ଟ୍ରକ ରେ ନିଆଁ । ଅଳ୍ପକେ ଏକ ବଡ ଧରଣର ଅଘଟଣରୁ ମିଳିଲା ରକ୍ଷା । ସୂଚନା ଅନୁସାରେ OR 19 ଗ 7027 ନମ୍ବର ବିଶିଷ୍ଟ ଏକ ଟ୍ରକ ତାଳଚେର ଖଣି ଅଞ୍ଚଳରୁ କୋଇଲା…

Continue Reading କୋଇଲା ବୋଝେଇ ଟ୍ରକରେ ନିଆଁ (ଭିଡିଓ)

ପାଠ ପଢିବାକୁ ଯାଇଥିଲେ , ଶବ ହୋଇ ଫେରିଲେ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ କଞ୍ଜରା ଗ୍ରାମର ଛାତ୍ର ଶୁଭ୍ରାଂଶୁ ଦେହୁରୀ (ପିପୁ) ଜେଇ ମେନ ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ୯୯.୩୪% ରଖି ସାରା ଜିଲ୍ଲା ପାଇଁ ଗୌରବ ଆଣିଥିଲେ । ଭବିଷ୍ୟତରେ ପ୍ରଶାସନିକ ଅଧିକାରୀ ହୋଇ ଲୋକଙ୍କ…

Continue Reading ପାଠ ପଢିବାକୁ ଯାଇଥିଲେ , ଶବ ହୋଇ ଫେରିଲେ

ବଜ୍ରପାତରେ ଜଣେ ମୃତ ଜଣେ ଗୁରୁତର

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଲଙ୍ଗ ଗାଁରେ ବଜ୍ରପାତ ଯୋଗୁଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣଙ୍କ ହେଲେ ୫୫ ବର୍ଷୀୟ ପ୍ରଭାକର ଦେହୁରୀ ଓ ଗୁରୁତର ଜଣଙ୍କ ୫୨ ବର୍ଷୀୟ ଦେବରାଜ…

Continue Reading ବଜ୍ରପାତରେ ଜଣେ ମୃତ ଜଣେ ଗୁରୁତର

ପାଞ୍ଚ ଜଣିଆ ଡକାୟତ ଗ୍ୟାଙ୍ଗକୁ ଧରିଲା ପୁଲିସ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସଦର ଥାନା ଗତ କାଲି ବିଲମ୍ବିତ ରାତିରେ ଡକାୟତି ଯୋଜନା କରୁଥିବା ବେଳେ ୫ ଜଣ ଙ୍କୁ ଗିରଫ କରିଛି। ସୂଚନା ଅନୁସାରେ , କୌଣସି ସୂତ୍ରରୁ ଖବର ପାଇ ସଦର ଥାନା ଅଧିକାରୀ ସତ୍ୟବ୍ରତ…

Continue Reading ପାଞ୍ଚ ଜଣିଆ ଡକାୟତ ଗ୍ୟାଙ୍ଗକୁ ଧରିଲା ପୁଲିସ

୧୦ ଦିନ ଧରି ହେବ ନିଃଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର

ଅନୁଗୁଳ - ଉତ୍କଳ ପ୍ରାଦେଶିକ ମାରୱାଡି ସମ୍ମିଳନୀ , ଅନଗୁଳ ଶାଖା ଓ ଜୟପ୍ରକାଶ ହସ୍ପିଟାଲ ଏଣ୍ଡ ରିସର୍ଚ୍ଚ ସେଣ୍ଟର ପ୍ରାଇଭେଟ ଲିମିଟେଡ଼ , ରାଉରକେଲା ମିଳିତ ଭାବରେ ସହଯୋଗୀ ସଂସ୍ଥା ପୌରପାଳିକା ଅନୁଗୁଳ ଓ ଓଡିଶା ମୋ ପରିବାର ,…

Continue Reading ୧୦ ଦିନ ଧରି ହେବ ନିଃଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର

ପୁଣି ତିନି ଦୋକାନ ସିଲ କଲା ପ୍ରଶାସନ

ଅନୁଗୁଳ - ଆକ୍ସନ ମୁଡ଼ରେ ପ୍ରଶାସନ । ସହରର ବଜାର ଭିତରେ ଥିବା କିଛି ଦୋକାନ ବାରମ୍ବାର ତାଗିଦ କରିବା ସତ୍ୱେ ରାସ୍ତା ଉପରେ ଆବର୍ଜନା ପକାଇ ପରିବେଶ ଖରାପ କରୁଛନ୍ତି । ଏହା ସହ ସହରର ମଧ୍ୟସ୍ଥଳରେ ଗାଦି ଜମାଇ…

Continue Reading ପୁଣି ତିନି ଦୋକାନ ସିଲ କଲା ପ୍ରଶାସନ

ଜେଏସପି ପରିଚାଳନା ନିର୍ଦ୍ଦେଶକଙ୍କ ସିଏସଆର କାର୍ଯ୍ୟ ପରିଦର୍ଶନ

ଭୁବନେଶ୍ବର -  ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବିମଲେନ୍ଦ୍ର ଝା, ଜେଏସପି ଫାଉଣ୍ଡେସନ ଦ୍ଵାରା ଅନୁଗୁଳରେ କାର୍ଯ୍ୟକରି ହେଉଥିବା କମ୍ପାନୀର ବିଭିନ୍ନ ସିଏସଆର କାର୍ଯ୍ୟ ଗତକାଲି (୧୪ ସେପ୍ଟେମ୍ବର ୨୦୨୨ ଦିନ) ବୁଲି ଦେଖିଥିଲେ…

Continue Reading ଜେଏସପି ପରିଚାଳନା ନିର୍ଦ୍ଦେଶକଙ୍କ ସିଏସଆର କାର୍ଯ୍ୟ ପରିଦର୍ଶନ

କଣ୍ଟେନର ଧକ୍କାରେ ସାଇକେଲ ଆରୋହୀ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ବନ୍ଦା ଛକ ଠାରେ ଏକ ସଡ଼କ ଦୁର୍ଘଟଣାରେ ସାଇକେଲ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ଜଣଙ୍କ ବଅଁରପାଳ ବ୍ଲକ ଅନ୍ତର୍ଗତ ଗଡସନ୍ତ୍ରୀ ଗ୍ରାମ ପଞ୍ଚାୟତ ବଡ଼ଖଳି ଗ୍ରାମର…

Continue Reading କଣ୍ଟେନର ଧକ୍କାରେ ସାଇକେଲ ଆରୋହୀ ମୃତ

ବ୍ରାହ୍ମଣଦେଇପଡାରୁ ଶିଶୁପୁତ୍ର ଉଦ୍ଧାର

ଅନୁଗୁଳ - ଅନୁଗୁଳ ସହର ବ୍ରାହ୍ମଣଦେଇପଡାରୁ ଏକ ନବଜାତକ ଶିଶୁପୁତ୍ର ଉଦ୍ଧାର କରାଯାଇଛି । ପଡାର ଏକ ପିଣ୍ଡିରେ କପଡ଼ାରେ ଗୁଡା ହୋଇ ଶିଶୁପୁତ୍ରଟି ପଡିଥିବା ବେଳେ ସେହି ରାସ୍ତାଦେଇ ଯାଉଥିବା ସୁବାସ ଚନ୍ଦ୍ର ହାଜରା ଓ ଅନ୍ୟ ଜଣେ ଯୁବକଙ୍କ…

Continue Reading ବ୍ରାହ୍ମଣଦେଇପଡାରୁ ଶିଶୁପୁତ୍ର ଉଦ୍ଧାର

ଡିକି ଭାଙ୍ଗି ଟଙ୍କା ଲୁଟେରାଙ୍କୁ ଖୁଣ୍ଟରେ ବାନ୍ଧି ନିର୍ଧୁମ ମାଡ଼

ଅନୁଗୁଳ - ଚୋରଙ୍କୁ ବାନ୍ଧି ନିର୍ଧୁମ ପିଟିଲେ ଲୋକ । ଖୁଣ୍ଟ ରେ ବାନ୍ଧିଦେଲେ ଆଉ ତାପରେ ଯିଏ ପାରିଲା ବିଧା , ଆଣ୍ଠୁଆ ମାରି ଚାଲିଲା । ଆଉ ତା ପରେ ପୁଲିସକୁ ଡାକି ଉଭୟ ଚୋରକୁ ହସ୍ତାନ୍ତର କଲେ…

Continue Reading ଡିକି ଭାଙ୍ଗି ଟଙ୍କା ଲୁଟେରାଙ୍କୁ ଖୁଣ୍ଟରେ ବାନ୍ଧି ନିର୍ଧୁମ ମାଡ଼