ଘରେ ଚଳାଇଥିଲେ ସେକ୍ସ ରାକେଟ – ୨ ରୂପଜୀବୀ ଉଦ୍ଧାର – ୪ ଗିରଫ

ଅନୁଗୁଳ - ଅନୁଗୁଳ ମଦନମୋହନ ପଡାରେ ସେକ୍ସ ରାକେଟ ଠାବ କରିଛି ଅନୁଗୁଳ ପୁଲିସ । ସୂଚନା ଅନୁସାରେ ଗତ ୨୯ ତାରିଖ ଶନିବାର ସନ୍ଧ୍ୟାରେ ଅନୁଗଗୁଳ ପୁଲିସ ଏକ ବିଶ୍ବସ୍ତ ସୂତ୍ର ରୁ ଖବର ପାଇ ମଦନମୋହନ ପଡ଼ା ସ୍ଥିତ…

Continue Reading ଘରେ ଚଳାଇଥିଲେ ସେକ୍ସ ରାକେଟ – ୨ ରୂପଜୀବୀ ଉଦ୍ଧାର – ୪ ଗିରଫ

ସ୍ବାମୀର ଗୁପ୍ତାଙ୍ଗ କାଟିଦେଲା ସ୍ତ୍ରୀ – ରାତି ଅଧାରେ ମୋବାଇଲରେ ଗପିବାକୁ ବାରଣ କରିବାରୁ ଏଭଳି କାଣ୍ଡ ଭିଆଇଲା ସ୍ତ୍ରୀ

ଅନୁଗୁଳ - ସ୍ତ୍ରୀକୁ ମୋବାଇଲରେ ଗପିବାକୁ ବାରଣ କରିବାରୁ ସ୍ୱାମୀକୁ ଜୀବନରେ ମାରିଦେବା ପାଇଁ ଉଦ୍ୟମ କରିବା ସହିତ ଗୁପ୍ତାଙ୍ଗ କାଟି ଦେଇଥିଲା ସ୍ତ୍ରୀ  l ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ଜିଲ୍ଲା ଜରପଡା ଥାନା ଅଞ୍ଚଳରେ। ଗତକାଲି ମଧ୍ୟରାତ୍ରିରେ…

Continue Reading ସ୍ବାମୀର ଗୁପ୍ତାଙ୍ଗ କାଟିଦେଲା ସ୍ତ୍ରୀ – ରାତି ଅଧାରେ ମୋବାଇଲରେ ଗପିବାକୁ ବାରଣ କରିବାରୁ ଏଭଳି କାଣ୍ଡ ଭିଆଇଲା ସ୍ତ୍ରୀ

ଯୌନ ନିର୍ଯାତନା ଦେବା ଅଭିଯୋଗରେ ଅଭିଯୁକ୍ତକୁ ସଶ୍ରମ କାରାଦଣ୍ଡ

ଅନୁଗୁଳ - ୨୦୨୦ ମସିହାରେ ଜଣେ ନାବାଳିକାକୁ ଜୋର ଜବରଦସ୍ତ ଯୌନ ନିର୍ଯାତନା ଦେବା ଅଭିଯୋଗରେ ଜଣେ ଅଭିଯୁକ୍ତକୁ ଅତିରିକ୍ତ ଜିଲ୍ଲା ଓ ସେସନ ଜଜ କମ ଫାଷ୍ଟ ଟ୍ରାକ୍ଟ କୋର୍ଟ ୧୨ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।…

Continue Reading ଯୌନ ନିର୍ଯାତନା ଦେବା ଅଭିଯୋଗରେ ଅଭିଯୁକ୍ତକୁ ସଶ୍ରମ କାରାଦଣ୍ଡ

ଗୋ ମାଂସ ବିକ୍ରି କରୁଥିବା ଅଭିଯୋଗରେ ଦୁଇ ଜଣଙ୍କୁ ନିର୍ଧୂମ ମାଡ – ଗିରଫ କଲା ପୁଲିସ

ତାଳଚେର - ବଜାର ଉପରେ ଗୋ ମାଂସ ବିକ୍ରି ଅଭିଯୋଗରେ ତାଳଚେର ପୁଲିସ ଦୁଇଜଣଙ୍କୁ ଗିରଫ କରିଛି । ରାଷ୍ଟ୍ରୀୟ ବଜରଙ୍ଗ ଦଳ , ତାଳଚେର ଶାଖାର କର୍ମୀ ମାନଙ୍କ ଅଭିଯୋଗ ଆଧାରରେ ପୁଲିସ ଉଭୟଙ୍କୁ ଗିରଫ କରିଛି । ବଜରଙ୍ଗ…

Continue Reading ଗୋ ମାଂସ ବିକ୍ରି କରୁଥିବା ଅଭିଯୋଗରେ ଦୁଇ ଜଣଙ୍କୁ ନିର୍ଧୂମ ମାଡ – ଗିରଫ କଲା ପୁଲିସ

ଚାରି ପୁଲିସ କର୍ମଚାରୀ ନିଲମ୍ବିତ – ଗ‌ଞ୍ଜେଇ କାରବାରରେ ଥିଲେ ସଂପୃକ୍ତ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ୪ ଜଣ ପୁଲିସ କର୍ମଚାରୀ ଗ‌ଞ୍ଜେଇ କାରବାରରେ ସଂପୃକ୍ତ ଯୋଗୁଁ ନିଲମ୍ବିତ ହୋଇଥିବା ଜଣା ପଡ଼ିଛି । କିଶୋରନଗର ଥାନାରେ କାର୍ଯ୍ୟରତ ଏଏସ୍‌ଆଇ ଜିତେନ୍ଦ୍ର ସାମନ୍ତସିଂହାର, କନେଷ୍ଟବଳ ମନୋଜ ନାୟକ, କନେଷ୍ଟବଳ ଲିଙ୍ଗରାଜ ମୁଦୁଲି ଓ…

Continue Reading ଚାରି ପୁଲିସ କର୍ମଚାରୀ ନିଲମ୍ବିତ – ଗ‌ଞ୍ଜେଇ କାରବାରରେ ଥିଲେ ସଂପୃକ୍ତ

ଛେଣ୍ଡିପଦା ହେବ କୋଇଲା ହବ୍‌

ଅନୁଗୁଳ - ପୁଣିଥରେ କୋଇଲା ଖଣି ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି କେନ୍ଦ୍ର ସରକାର। ଏଥିନେଇ ଘୋଷଣା ହୋଇଥିଲା ବେଳେ ଏଥିରେ ଅନୁଗୁଳ ଜିଲ୍ଲା ଛେଣ୍ଡିପଦାରୁ ୧୦ଟି କୋଲ୍‌ ବ୍ଲକ୍‌ ରହିଛି । ‌ପୂର୍ବରୁ ଏହି ଛେଣ୍ଡିପଦା ଅଂଚଳରୁ ପ୍ରାୟ…

Continue Reading ଛେଣ୍ଡିପଦା ହେବ କୋଇଲା ହବ୍‌

ଠକେଇ କରି ବନ୍ଧା ହେଲେ ସ୍ଵାମୀ-ସ୍ତ୍ରୀ

ଅନୁଗୁଳ - କମ୍ ଦାମରେ ରାଶନ ସାମଗ୍ରୀ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇ ଠକେଇ କରିଥିବା । ଅଭିଯୋଗରେ ବଅଁରପାଳ ବନ୍ଦା ଗ୍ରାମର ବିନୋଦିନୀ ମୁଦୁଲି ଓ ତାଙ୍କ ସ୍ଵାମୀ ଉପେନ୍ଦ୍ର ମୁଦୁଲିଙ୍କୁ ଗିରଫ କରିଛି ବଅଁରପାଳ ପୁଲିସ । ପୁଲିସ…

Continue Reading ଠକେଇ କରି ବନ୍ଧା ହେଲେ ସ୍ଵାମୀ-ସ୍ତ୍ରୀ

ଜିଲ୍ଲାରେ ଡରାଇଲାଣି ଜେଇ – ସ୍ୱାସ୍ଥ୍ୟ ବିଭାଗର ତନାଘନା

ଅନୁଗୁଳ - (ଅନୁଗୁଳ ଅନଲାଇନ)- ଓଡ଼ିଶାରେ ପୁଣି ଜାପାନିଜ୍ ଏନ୍‌ସେଫାଲିଟିସ୍ (ଜେଇ) ଆତଙ୍କ ଦେଖା ଦେଇଛି । ଏହି ଜେଇ ରୋଗ ରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ପୀଡ଼ିତ ଥିବା ଜଣାପଡ଼ିଛି । ଏ ନେଇ ସ୍ବାସ୍ଥ୍ୟ ବିଭାଗ ତନାଘନା…

Continue Reading ଜିଲ୍ଲାରେ ଡରାଇଲାଣି ଜେଇ – ସ୍ୱାସ୍ଥ୍ୟ ବିଭାଗର ତନାଘନା

ମହିନ୍ଦ୍ରା XUV 700 AX5 ସିଲେକ୍ଟ ର ବଜାର ପ୍ରବେଶ

ଅନୁଗୁଳ - ମଙ୍ଗଳବାର Mahindra & Mahindra ର ଅଧୂକୃତ ବିକ୍ରେତା ସିଦ୍ଧି ଲକ୍ଷ୍ମୀ ମୋଟର୍ସ ଠାରେ ମହିନ୍ଦ୍ରା ର ବହୁ ପ୍ରତିକ୍ଷିତ XUV 700 AX5 ସିଲେକ୍ଟ ର ବଜାର ପ୍ରବେଶ ହୋଇଯାଇଅଛି । ଉକ୍ତ ଉଦଘାଟନ ଉତ୍ସବରେ ଅନଗୁଳ…

Continue Reading ମହିନ୍ଦ୍ରା XUV 700 AX5 ସିଲେକ୍ଟ ର ବଜାର ପ୍ରବେଶ

ଟ୍ରକ ସହ ୬ ଲକ୍ଷ ଟଙ୍କା ମୂଲ୍ୟର କେନ୍ଦୁପତ୍ର ଜବତ

ଅନୁଗୁଳ - ଅନୁଗୁଳ ବନ ବିଭାଗକୁ ବଡ଼ ସଫଳତା । କେନ୍ଦୁପତ୍ର ଚୋରା ଚାଲାଣ ବେଳେ ଗୋଡ଼ାଇ ଗୋଡ଼ାଇ ଧରିଲା । ସୂଚନା ଅନୁସାରେ ଆଠମଲ୍ଲିକ ଅଞ୍ଚଳରୁ ଏକ ୧୦ ଚକିଆ ଟ୍ରକରେ କେନ୍ଦୁପତ୍ର ବୋଝେଇ ହୋଇ କଟକ ଚୋରା ଚାଲାଣ…

Continue Reading ଟ୍ରକ ସହ ୬ ଲକ୍ଷ ଟଙ୍କା ମୂଲ୍ୟର କେନ୍ଦୁପତ୍ର ଜବତ

ସାମାନ୍ୟ କଳହରୁ ସାନଭାଇକୁ ହାଣିଦେଲା ବଡଭାଇ !

ଅନୁଗୁଳ - ବଡଭାଇର ଟାଙ୍ଗିଆ ଚୋଟରେ ସାନଭାଇ ମୃତ । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଜରାସିଂହା ପୁରୁଣା ସାହିରେ ଘଟିଛି । ସୂଚନା ଅନୁସାରେ , ଜରାସିଂହା ପୁରୁଣାସାହିର ବଲେହି ନାଏକଙ୍କ ପୁଅ ଗଦା ନାଏକ…

Continue Reading ସାମାନ୍ୟ କଳହରୁ ସାନଭାଇକୁ ହାଣିଦେଲା ବଡଭାଇ !

ସାଙ୍ଗର ଟ୍ରକ ଚାପାରେ ସାଙ୍ଗର ମୃତ୍ୟୁ – ହତ୍ୟା ଅଭିଯୋଗ ଆଣିଲେ ପରିବାର

ପାଲଲହଡା - ମଙ୍ଗଳବାର ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ଅନ୍ତର୍ଗତ କରଡ଼ାପାଳ ପଂଚାୟତ ଧାରିପଥର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ନିଜ ବନ୍ଧୁ ତଥା ବାଲ୍ୟକାଳ  ମକର (ସାଙ୍ଗ)କୁ ଗାଡି ଚପାଇ ମାରିଦେଇଥିବା ପରିବାର ଲୋକେ ଅଭିଯୋଗ…

Continue Reading ସାଙ୍ଗର ଟ୍ରକ ଚାପାରେ ସାଙ୍ଗର ମୃତ୍ୟୁ – ହତ୍ୟା ଅଭିଯୋଗ ଆଣିଲେ ପରିବାର

ଇଣ୍ଡିଆନ ଗ୍ରାଁ ପ୍ରି ୩ ଆଥଲେଟିକ୍ସରେ ଚମକିଲେ ଅନୁଗୁଳ ଆଥଲେଟ

ଅନୁଗୁଳ - ବାଙ୍ଗାଲୁରର ଶ୍ରୀ କାନ୍ତିରାଭା ଷ୍ଟାଡିୟମରେ ଇଣ୍ଡିଆନ ଗ୍ରାଁ ପ୍ରି ୩ ଆଥଲେଟିକ୍ସ ଅନୁଷ୍ଠିତ ହେଉଛି । ଏଥିରେ ଓଡିଶା ରିଲାଏନ୍ସ ଫାଉଣ୍ଡେସନର ଆଥଲେଟମାନେ ପ୍ରଭାବୀ ପ୍ରଦର୍ଶନ ଜାରୀ ରଖିଛନ୍ତି । ସ୍ୱାଧୀନ ମାଝୀ ପୁରୁଷ ହାଇଜମ୍ପରେ ପ୍ରଶଂସନୀୟ ପ୍ରଦର୍ଶନ…

Continue Reading ଇଣ୍ଡିଆନ ଗ୍ରାଁ ପ୍ରି ୩ ଆଥଲେଟିକ୍ସରେ ଚମକିଲେ ଅନୁଗୁଳ ଆଥଲେଟ

ଘର ଗ୍ରୀଲ ତାଡି ଲୁଟିନେଲେ ଟଙ୍କା ଓ ସୁନା

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ବାଘମରା ଠାରେ ଘରେ କେହି ନଥିବାର ସୁଯୋଗ ନେଇ ସୁନା ଗହଣା ଓ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ । ଘର କବାଟ ତାଡି ଦୁଇଟି ଆଲମୀରାରୁ ୩୦ ଭରି ସୁନା ସହ ୨୭ ହଜାର…

Continue Reading ଘର ଗ୍ରୀଲ ତାଡି ଲୁଟିନେଲେ ଟଙ୍କା ଓ ସୁନା

ଚପଲ ଆଣିବାକୁ ଯାଇ କେନାଲରେ ବୁଡି ନାବାଳକ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଗୋତମର ଗାଁ ନିକଟ ଦେଇ ଯାଇଥିବା କେନାଲରେ ବୁଡି ଜଣେ ନାବାଳକର ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସହ ତାଙ୍କ ପିଉସୀ ପୁଅ ଭାଇ ଗୁରୁତ୍ତର ହୋଇଥିବା ଜଣାପଡିଛି l ସୂଚନା…

Continue Reading ଚପଲ ଆଣିବାକୁ ଯାଇ କେନାଲରେ ବୁଡି ନାବାଳକ ମୃତ