ହୋଣ୍ଡାର ନୂତନ ଶୋରୁମ୍ ଉଦ୍‌ଘାଟିତ

ଅନୁଗୁଳ -ଅନୁଗୁଳ ଜିଲ୍ଲା ଆଠମଲ୍ଲିକଠାରେ ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର୍ ଇଣ୍ଡିଆର ନୂତନ ଶୋରୁମ ମମତା ମୋଟର୍ସ ଉଦ୍‌ଘାଟିତ ହୋଇଯାଇଛି । ଯେଉଁଥରେ ହୋଣ୍ଡାର ସମସ୍ତ ପ୍ରକାରର ମୋଟରସାଇକେଲ ଏବଂ ସ୍କୁଟର ଉପଲବ୍ଧ ରହିବ । ନୂତନ ଗାଡ଼ି ବିକ୍ରି ସହ…

Continue Reading ହୋଣ୍ଡାର ନୂତନ ଶୋରୁମ୍ ଉଦ୍‌ଘାଟିତ

ଆଉ ଏକ ବେନିୟମ ମଲକୁ ସିଲ୍ କଲା ପୌରପାଳିକା

ଅନୁଗୁଳ - ଅନୁଗୁଳ ଗାନ୍ଧିମାର୍ଗରେ ଥିବା ମହୋତ୍ସବ ସପିଙ୍ଗ ମଲକୁ ଆଜି ପ୍ରଶାସନ ସିଲ କରିଛି । ସିଲ୍ ହୋଇଥିବା ଏହି ମଲଟି ଅନୁଗୁଳ ତାଳଚେର ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ(ତାମଡା) ନିକଟରୁ ଗୋଟିଏ ମହଲାର ଅନୁମତି ଅଣାଯାଇଥିବା ବେଳେ ବେଆଇନ ଭାବେ…

Continue Reading ଆଉ ଏକ ବେନିୟମ ମଲକୁ ସିଲ୍ କଲା ପୌରପାଳିକା

ଆଠମଲ୍ଲିକ ଏନ.ଏ.ସି କୁ ମିଳିଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସର୍ବୋତ୍କୃଷ୍ଟ ୨ୟ ସମ୍ମାନ

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଏନ.ଏ.ସି କୁ ମିଳିଲା ଭାରତ ସରକାରଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସର୍ବୋତ୍କୃଷ୍ଟ ୨ୟ ସମ୍ମାନ । ଓଡିଶା ଅରବାନ ହାଉସିଂ ମିଶନ ଦ୍ଵାର ଆୟୋଜିତ ଭାରତ ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ…

Continue Reading ଆଠମଲ୍ଲିକ ଏନ.ଏ.ସି କୁ ମିଳିଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସର୍ବୋତ୍କୃଷ୍ଟ ୨ୟ ସମ୍ମାନ

କାରରୁ ଗଞ୍ଜେଇ ଜବତ – ୩ ଗିରଫ

ଛେଣ୍ତିପଦା - ବୌଦ୍ଧ ଜିଲ୍ଲାରୁ ଅନୁଗୁଳ ଜିଲ୍ଲା ଦେଇ ଚୋରା ଗଞ୍ଜେଇ ଚାଲାଣ ବେଳେ କାର ସହ ବିପୁଳ ପରିମାଣର ଗଞ୍ଜେଇ ଧରିବାକୁ ସଫଳ ହୋଇଛି ଛେଣ୍ତିପଦା ଥାନା ପୁଲିସ । ଜବତ କାରରୁ ୮୭ କେଜି ଜବତ କରିବା ସହ…

Continue Reading କାରରୁ ଗଞ୍ଜେଇ ଜବତ – ୩ ଗିରଫ

ଗୁଳି କରି ୬ ଲକ୍ଷ ଟଙ୍କା ଲୁଟ

ଅନୁଗୁଳ - ଅନୁଗୁଳ ଟାଉନ ଥାନା କୁରୁଡୁଲୁ ନିକଟରେ ଗୁଳିମାଡ ଓ ଭୁଜାଲିରେ ଆକ୍ରମଣ କରି ମଦ ଦୋକାନ କର୍ମଚାରୀଙ୍କ ଠାରୁ ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଅନୁଗୁଳର ଜଣେ ମଦ ବ୍ୟବସାୟୀଙ୍କ ଶେଷନାଥ ଗୁପ୍ତା…

Continue Reading ଗୁଳି କରି ୬ ଲକ୍ଷ ଟଙ୍କା ଲୁଟ

ନଦୀରେ ଫୋପାଡି ଦେଲେ ମୃତ ଶିଶୁକନ୍ୟା

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ରାଇପାଳ ଗ୍ରାମ ନିକଟଦେଇ ବହି ଯାଇଥିବା ଆଉଁଳି ନଦୀରୁ ଏକ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁସାରେ ପାତ୍ରପଡା ପଞ୍ଚାୟତ ରାଇପାଳ ଗ୍ରାମ ନିକଟସ୍ଥ ଆଉଁଳି ନଦୀ…

Continue Reading ନଦୀରେ ଫୋପାଡି ଦେଲେ ମୃତ ଶିଶୁକନ୍ୟା

ଭଡାଘରୁ କଲେଜ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଥାନା ସୁସୁଡା ଗାଁର ଏକ ଭଡା ଘରୁ ଜଣେ କଲେଜ ପଢୁଆ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ ହେଲେ ବଇଣ୍ଡା ଅଞ୍ଚଳ ଗରୁଡ଼ ଗାଁର ସନତ କୁମାର ପ୍ରଧାନଙ୍କ ପୁଅ…

Continue Reading ଭଡାଘରୁ କଲେଜ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯୁବତୀଙ୍କୁ ଦୁଷ୍କର୍ମ – ଜଣେ ଅଟକ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଶିମିଳିପାଳ ଅଞ୍ଚଳରେ ଛେଳି ଚରାଇବାକୁ ଯାଇଥିବା ବେଳେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ଘଟଣାରେ ଛେଣ୍ଡିପଦା ପୁଲିସ ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି । ଅଟକ…

Continue Reading ଯୁବତୀଙ୍କୁ ଦୁଷ୍କର୍ମ – ଜଣେ ଅଟକ

ରେଳ ଧାରଣା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର – ଟ୍ରେନରୁ ପଡି ଯାଇଥିବା ସନ୍ଦେହ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରପଡା ଥାନା ତୁକୁଡ଼ା ଗାଁ ରେଳ ଧାରଣା କଡରେ ଜଣେ ଯୁବକର କ୍ଷତ ବିକ୍ଷତ ମୃତଦେହ ଦେଖିବାକୁ ମିଳିଥିଲା । ଯୁବକ ଜଣକର ବୟସ ପଚିଶରୁ ତିରିଶ ଭିତରେ ହେବ । ତାଙ୍କ ଆଖିରେ ଗଭୀର…

Continue Reading ରେଳ ଧାରଣା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର – ଟ୍ରେନରୁ ପଡି ଯାଇଥିବା ସନ୍ଦେହ

ହୋଣ୍ଡା ଆକ୍ଟିଭା ପ୍ରିମିୟମର ବଜାର ପ୍ରବେଶ

ଅନୁଗୁଳ - ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆର ଅଧିକୃତ ବିକ୍ରେତା ଅନୁଗୁଳ ଲକ୍ଷ୍ମୀ ହୋଣ୍ଡାଠାରେ ହୋଣ୍ଡାର ବହୁ ପ୍ରତିକ୍ଷିତସ୍କୁଟର ହୋଣ୍ଡା ଆକ୍ଟିଭା ପ୍ରିମିୟମର ବଜାର ପ୍ରବେଶ ହୋଇଛି । ହୋଣ୍ଡା କମ୍ପାନୀ ( ଜୋନାଲ ମ୍ୟାନେଜର ସେଲ୍) ରାଜେଶ ଚୌଧୁରୀ…

Continue Reading ହୋଣ୍ଡା ଆକ୍ଟିଭା ପ୍ରିମିୟମର ବଜାର ପ୍ରବେଶ

ବାରହା ଫାଶରେ ପଡି ହାତୀ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ସାତକୋଶିଆରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ପମ୍ପାସର ରେଞ୍ଜ ଜଗନ୍ନାଥପୁର ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି । ମୃତ ହାତୀର ବୟସ ପ୍ରାୟ…

Continue Reading ବାରହା ଫାଶରେ ପଡି ହାତୀ ମୃତ

ଗଣପତି ପୂଜା କମିଟି (ଖ) ର ନିଆରା ପ୍ରୟାସ – କୋଭିଡ ଟୀକା କରଣର ସ୍ବତନ୍ତ୍ର ଶିବିର

ତାଳଚେର - ତାଳଚେର ହାଟତୋଟା ସ୍ଥିତ ଗଣପତି ପୂଜା କମିଟି (ଖ) ପକ୍ଷରୁ ଏକ ସ୍ଵତନ୍ତ୍ର କୋଭିଡ୍  ଟୀକାକରଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ହାଟତୋଟାସ୍ଥିତ ମଲିକା ଗେଷ୍ଟ୍ ହାଉସରେ ସମାଜସେବୀ ତଥା ବରିଷ୍ଠ ଆଇନଜିବୀ ଚିତ୍ତରଂଜନ ରାଉତ ଉକ୍ତ…

Continue Reading ଗଣପତି ପୂଜା କମିଟି (ଖ) ର ନିଆରା ପ୍ରୟାସ – କୋଭିଡ ଟୀକା କରଣର ସ୍ବତନ୍ତ୍ର ଶିବିର

ମନ୍ଦିର ହୁଣ୍ଡି ବୋହିନେଲେ ଦୁର୍ବୃତ୍ତ

ଅନୁଗୁଳ - ଅନୁଗୁଳ ପୋକତୁଙ୍ଗା ଗାଁ ରଣେଶ୍ୱର ମନ୍ଦିର ଓ ଏହାର ଚତୁଃପାର୍ଶ୍ଵରେ ଥିବା ହନୁମାନ ମନ୍ଦିରର ହୁଣ୍ଡି ଚୋରି ହୋଇଛି । ଦୁର୍ବୃତ୍ତ ମାନେ  ନିକଟସ୍ଥ ଜଙ୍ଗଲକୁ ହୁଣ୍ଡି ଟେକି ନେଇ ସେହିଠାରେ ଭାଙ୍ଗି ସେଥିରେ ଯାହା ଟଙ୍କା ଥିଲା…

Continue Reading ମନ୍ଦିର ହୁଣ୍ଡି ବୋହିନେଲେ ଦୁର୍ବୃତ୍ତ

କୁକୁରକୁ ହତ୍ୟା ଅଭିଯୋଗ

ଅନୁଗୁଳ - ପୋଷା କୁକୁରକୁ ପୁଅ ପରି ପାଳିଥିଲେ । ଛୋଟ ବେଳରୁ ସ୍ନେହ ଅଜାଡି ବଡ କରିଥିଲେ । ଚାରି ବର୍ଷରେ ଘରର ସହସ୍ୟ ପାଳଟି ଯାଇଥିଲା ସେ । ଯାହାକୁ ନଦେଖିଲେ ସାରା ପରିବାର ବ୍ୟସ୍ତ ହୋଇ ପଡୁଥିଲେ…

Continue Reading କୁକୁରକୁ ହତ୍ୟା ଅଭିଯୋଗ

ମହିଳାଙ୍କୁ ଠକି ଜଣେ ଗିରଫ

ଅନୁଗୁଳ - ଜଣେ ମହିଳାଙ୍କ ଠାରୁ ଟଙ୍କା ଠକି ନେବା ଅଭୋଯୋଗରେ ଅନୁଗୁଳ ପୁଲିସ ଉପେନ୍ଦ୍ର ରାଉତ ନାମକ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଠକ ଉପେନ୍ଦ୍ର ପୂର୍ବରୁ କୌଣସି କାରଣ ପାଇଁ ଜେଲ ଯାଇଥିଲା ।…

Continue Reading ମହିଳାଙ୍କୁ ଠକି ଜଣେ ଗିରଫ