ଭାକସିନ ସୁରକ୍ଷା ନିମନ୍ତେ କୋଶଳା ସିଏଚସିକୁ ଇନଭର୍ଟର ପ୍ରଦାନ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସ୍ୱାସ୍ଥ୍ୟ ପ୍ରଶାସନର ଏକ ଦାୟିତ୍ଵ ସଂପନ୍ନ ସହଯୋଗୀ ଭାବରେ ଜେଏସପି ଫାଉଣ୍ଡେସନ ପକ୍ଷରୁ କୋଶଳା ଗୋଷ୍ଠୀଗତ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିମ୍ନ ଭୋଲ୍ଟ ଏବଂ ବିଦ୍ୟୁତ କାଟରୁ ଭାକସିନକୁ ସୁରକ୍ଷିତ ରଖିବା ନିମନ୍ତେ ଏକ ୫.୫ KVA…

Continue Reading ଭାକସିନ ସୁରକ୍ଷା ନିମନ୍ତେ କୋଶଳା ସିଏଚସିକୁ ଇନଭର୍ଟର ପ୍ରଦାନ

କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କ ତାଳଚେର ଗସ୍ତ

ତାଳଚେର - ଭାରତ ସରକାରଙ୍କର କେନ୍ଦ୍ର ସାର ଓ ରସାୟନ ତଥା ନବୀକରଣୀୟ ଉର୍ଜ୍ଜା ବିଭାଗର ରାଷ୍ଟ୍ରମନ୍ତ୍ରୀ ଭଗୱନ୍ତ ଖୁବା ଆଜି ଦୁଇଦିନିଆ ଅନୁଗୁଳ ଜିଲ୍ଲା ତାଳଚେର ଗସ୍ତରେ ଆସିଛନ୍ତି । ସେ ବିକ୍ରମପୁର ସ୍ଥିତ ନିର୍ମାଣାଧିନ ତାଳଚେର ଫର୍ଟିଲାଇଜର ଲିଃ…

Continue Reading କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କ ତାଳଚେର ଗସ୍ତ

ଜବରଦଖଲ ଉଚ୍ଛେଦ ବେଳେ କାଳିସୀ ମାତିଲେ – ଫେରି ଆସିଲା ପ୍ରଶାସନ

ଅନୁଗୁଳ - ମଙ୍ଗଳା ମନ୍ଦିର ଉଚ୍ଛେଦ କରିବାକୁ ଯାଇଥିଲେ ପ୍ରଶାସନ ଓ ପୁଲିସ । ହେଲେ କାଳିସୀ ମାତିଲେ । ଫଳରେ ପ୍ରଶାସନକୁ ବହୁ ସମୟ ଧରି ହଟହଟା ହେବାକୁ ପଡିଥିଲା । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ନାଲକୋ ଥାନା…

Continue Reading ଜବରଦଖଲ ଉଚ୍ଛେଦ ବେଳେ କାଳିସୀ ମାତିଲେ – ଫେରି ଆସିଲା ପ୍ରଶାସନ

ନ୍ୟାୟ ପାଇବା ପାଇଁ ଆରକ୍ଷୀ ଅଧିକ୍ଷକଙ୍କ ଠାରେ ଗୁହାରି

ଅନୁଗୁଳ - ଅନୁଗୁଳ ଥାନା କୁରୁଡ଼ୋଲ ପଞ୍ଚାୟତ ଘୁଞ୍ଚାପାଳ ଗ୍ରାମର ଝରଣା ନାଏକ ଆଜି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଝରଣା ନାଏକଙ୍କ ଅଭିଯୋଗ ଅନୁଯାୟୀ ତାଙ୍କ ସ୍ଵାମୀ ସୁଧୀର ନାଏକଙ୍କୁ କିଛି ଲୋକ ମିଶି ମାରି ଦେଇଥିଲେ…

Continue Reading ନ୍ୟାୟ ପାଇବା ପାଇଁ ଆରକ୍ଷୀ ଅଧିକ୍ଷକଙ୍କ ଠାରେ ଗୁହାରି

ବଳରାମ କୋଇଲାଖଣି ସଂପ୍ରସାରଣ ପାଇଁ ଆୟୋଜିତ ଜନଶୁଣାଣୀକୁ ବିରୋଧ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରଠାରେ ଅବସ୍ଥିତ ମହାନଦୀ କୋଲଫିଲଡସ କମ୍ପାନୀର ବଳରାମ କୋଇଲାଖଣି କେନ୍ଦ୍ର ସରକାରଙ୍କ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟକୁ ନିଜର ଖଣି ଲିଜ୍ କ୍ଷେତ୍ରର ବିସ୍ତାର (୧୩୦୯ ହେକ୍ଟରରୁ୨୫୭୪ ହେକ୍ଟର-ଅତିରିକ୍ତ୧୨୬୫ହେକ୍ଟର) ଏବଂ ନିଜର କୋଇଲା…

Continue Reading ବଳରାମ କୋଇଲାଖଣି ସଂପ୍ରସାରଣ ପାଇଁ ଆୟୋଜିତ ଜନଶୁଣାଣୀକୁ ବିରୋଧ

ଚତୁର୍ଥ ଥର ପାଇଁ ରାଜୀବ ଛାତ୍ର ବିଜେଡି ସଭାପତି

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛାତ୍ର ବିଜେଡି ସଭାପତି ଭାବେ ରାଜୀବ ଲୋଚନ ଦାସ ପୁଣିଥରେ ମନୋନୀତ ହୋଇଛନ୍ତି । ଦଳର ସୁପ୍ରିମୋ ଚତୁର୍ଥ ଥର ପାଇଁ ତାଙ୍କ ଉପରେ ଆସ୍ଥା ରାଖୀ ଏହି ଦାୟିତ୍ଵ ଦେଇଥିବା ବେଳେ ଏଥପାଇନ ସେ…

Continue Reading ଚତୁର୍ଥ ଥର ପାଇଁ ରାଜୀବ ଛାତ୍ର ବିଜେଡି ସଭାପତି

ଗାଡିଆରେ ପଡି ଶିଶୁ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ହରିଡାଗୁଡ ଗାଁରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ଗାଡିଆରେ ପଡି ଜଣେ ୨ ବର୍ଷର ଶିଶୁର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଜିତେନ୍ଦ୍ର ଦେହୁରିଙ୍କ ଦୁଇ ବର୍ଷୀୟ ଶିଶୁପୁତ୍ର…

Continue Reading ଗାଡିଆରେ ପଡି ଶିଶୁ ମୃତ

୧୨ ଘଣ୍ଟିଆ ପାଲଲହଡା ବନ୍ଦ

ପାଲଲହଡ଼ା - ଅନୁଗୁଳ ଜିଲ୍ଲା ପାଲଲହଡା ଠାରେ ସବ୍ ଜଜ୍ କୋର୍ଟ ପ୍ରତିଷ୍ଠା ଓ ଉପକାରାଗାର ସ୍ଥାନାନ୍ତରଣ ଦାବିରେ ଓକିଲ ସଂଘ ପକ୍ଷରୁ ୧୨ ଘଣ୍ଟିଆ ପାଲଲହଡ଼ା ବନ୍ଦ ପାଳନ କରା ଯାଇଛି । ସକାଳ ୬ରୁ ସଂଧ୍ୟା ୬ଟା ଯାଏଁ…

Continue Reading ୧୨ ଘଣ୍ଟିଆ ପାଲଲହଡା ବନ୍ଦ

ବିପୁଳ ପରିମାଣର କଫ୍ ସିରପ୍ ଓ ବ୍ରାଉନ୍ ସୁଗାର ଜବତ

ସମଲ - ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ସମଲ ଥାନା ପୂଲିସ ବିଭିନ୍ନ ଜାଗାରେ ଚଢାଉ କରି ବିପୁଳ ପରିମାଣର କଫ୍ ସିରପ୍ ଓ ବ୍ରାଉନ୍ ସୁଗାର ଜବତ କରିଛି । ବହୁଦିନରୁ  ବ୍ରାଉନ ସୁଗାର ବ୍ୟବସାୟ ଏହି ଥାନା ଅଞ୍ଚଳରେ…

Continue Reading ବିପୁଳ ପରିମାଣର କଫ୍ ସିରପ୍ ଓ ବ୍ରାଉନ୍ ସୁଗାର ଜବତ

ସାତକୋଶିଆରେ ବନ୍ୟା ପରବର୍ତ୍ତୀ ସାପ ସଚେତନତା କାର୍ଯ୍ୟକ୍ରମ

ଅନୁଗୁଳ - ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ମହାନଦୀ ଅବବାହିକାରେ ଆସିଥିବା ବନ୍ୟାରେ ଅନୁଗୁଳ ଜିଲ୍ଲାର ସାତକୋଶିଆ ଅଞ୍ଚଳ ଭୟଙ୍କର ଭାବେ ପ୍ରଭାବିତ ହୋଇଥିଲା । ବର୍ଷାର ପରିମାଣ କମିବା ପରେ ପରିସ୍ଥିତି ଧିରେ ଧିରେ ସୁଧୁରିବାକୁ ଲାଗିଛି ।…

Continue Reading ସାତକୋଶିଆରେ ବନ୍ୟା ପରବର୍ତ୍ତୀ ସାପ ସଚେତନତା କାର୍ଯ୍ୟକ୍ରମ

ରେଙ୍ଗାଳି ଜଳଭଣ୍ଡାରରୁ ଛଡାଗଲା ପ୍ରଥମ ବନ୍ୟାଜଳ

କଣିହାଁ - ଅନୁଗୁଳ ଜିଲ୍ଲାରେ ଥିବା ଓଡ଼ିଶାର ଦ୍ବିତୀୟ ବୃହତ୍ତମ ଜଳଭଣ୍ଡାର ରେଙ୍ଗାଳି ଜଳଭଣ୍ଡାର ଉପର ମୁଣ୍ଡରେ ବର୍ଷା ଯୋଗୁଁ ବ୍ରାହ୍ମଣୀ ନଦୀର ରେଙ୍ଗାଲି ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଏଥିପାଇଁ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରା…

Continue Reading ରେଙ୍ଗାଳି ଜଳଭଣ୍ଡାରରୁ ଛଡାଗଲା ପ୍ରଥମ ବନ୍ୟାଜଳ

ବେଆଇନ ଭାବେ ନିର୍ମାଣ ସପିଙ୍ଗ ମଲକୁ ସିଲ କଲା ପ୍ରଶାସନ

ଅନୁଗୁଳ - ଅନୁଗୁଳ ଶଙ୍କର ସିନେମା ରୋଡରେ ବେଆଇନ ଭାବେ ନିର୍ମାଣ ହୋଇଥିବା ଏକ ସପିଙ୍ଗ ମଲକୁ ଆଜି ପ୍ରଶାସନ ପକ୍ଷରୁ ସିଲ କରା ଯାଇଛି । ସୂଚନା ଅନୁସାରେ ଶଙ୍କର ସିନେମା ରୋଡରେ ଜିଏସ ସେଣ୍ଟର ନାମରେ ସପିଙ୍ଗ ମଲ…

Continue Reading ବେଆଇନ ଭାବେ ନିର୍ମାଣ ସପିଙ୍ଗ ମଲକୁ ସିଲ କଲା ପ୍ରଶାସନ

ଖାଦ୍ୟ ମାନ ଜାଞ୍ଚ କଲେ – ଅଖାଦ୍ୟ ଫୋପାଡି ଦେଲେ

ଅନୁଗୁଳ - ଅନୁଗୁଳ ବସଷ୍ଟାଣ୍ଡ ଅଞ୍ଚଳରେ ଆଜି ଅନୁଗୁଳ ଜିଲ୍ଳା ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ବିଭନ୍ନ ଜଳଖିଆ ଦୋକାନ , ମିଠା ଦୋକାନ ଆଦିରେ ଚଢାଉ କରା ଯାଇଥିଲା । ଚଢାଉ ବେଳେ ଖାଦ୍ୟର ମାନ ଜାଞ୍ଚ କରିବା ସହ ଫୁଡ…

Continue Reading ଖାଦ୍ୟ ମାନ ଜାଞ୍ଚ କଲେ – ଅଖାଦ୍ୟ ଫୋପାଡି ଦେଲେ

ଏଟିମ ଭାଙ୍ଗି ଟଙ୍କା ଲୁଟ ଉଦ୍ୟମ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲାକୁ ପୁଣି ଥରେ ଏଟିଏମ ଲୁଟେରାଙ୍କ ଲୋଲୁପ ଦୃଷ୍ଟି ପଡିଛି । ଗତ ଦୁଇ ବର୍ଷ ତଳେ ବାରମ୍ବାର ଏଟିଏମ ଭାଙ୍ଗି ଲୁଟ ହୋଇଥିବା ବେଳେ ପୁଲିସ ଲୁଟେରା ମାନଙ୍କୁ ଧରିବାରେ ସକ୍ଷମ ହୋଇଥିଲା ବୋଲି କହିଥିଲା…

Continue Reading ଏଟିମ ଭାଙ୍ଗି ଟଙ୍କା ଲୁଟ ଉଦ୍ୟମ

ମହିଳାଙ୍କୁ କମେଣ୍ଟ ମାରିବା ଅଭିଯୋଗରେ ସରପଞ୍ଚ ଗିରଫ

ତାଳଚେର - ମହିଳାଙ୍କୁ କମେଣ୍ଟ ମାରିବା ସହ ତାଙ୍କ ସ୍ୱାମୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଜଣେ ସରପଞ୍ଚଙ୍କୁ ଗିରଫ କରିଛି କୋଲିୟାରୀ ପୁଲିସ ।  ତାଳଚେର ପଦ୍ମାବତୀପୁର ସରପଞ୍ଚ ମହର୍ଗା ବେହେରାଙ୍କୁ ଆଜି ଗିରଫ କରି କୋର୍ଟ ଚାଲାଣ କରା ଯାଇଛି…

Continue Reading ମହିଳାଙ୍କୁ କମେଣ୍ଟ ମାରିବା ଅଭିଯୋଗରେ ସରପଞ୍ଚ ଗିରଫ