ଚାକିରି ଦେବା ନାଁରେ ଟଙ୍କା ଠକେଇ ଅଭିଯୋଗ – ୨ ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ପୁଲିସ ଚାକିରି ଦେବାକୁ କହି ୪୩ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ୨ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଦୁଇ ଜଣ ହେଲେ ଭୁବନେଶ୍ବରର ରାଫିଉଦିନ ଖାନ…

Continue Reading ଚାକିରି ଦେବା ନାଁରେ ଟଙ୍କା ଠକେଇ ଅଭିଯୋଗ – ୨ ଗିରଫ

ତୁରନ୍ତ ଜାତୀୟ ରାଜପଥ ମରାମତି ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦେଶ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ର ଅବସ୍ଥା ଶୋଚନୀୟ । ମୁଖ୍ୟତଃ ବଅଁରପାଳ ଠାରେ ଏହି ରାଜପଥରେ ଆଣ୍ଠୁଏ ଲେଖାଏଁ ଖାଲ ସାଙ୍ଗକୁ କାଦୁଅ ପଚପଚ ହୋଇ ରହିଛି । ଯାହା ଫଳରେ ସେହି…

Continue Reading ତୁରନ୍ତ ଜାତୀୟ ରାଜପଥ ମରାମତି ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦେଶ

ଜେଲରୁ ଫେରାର ଜଣେ କଏଦୀ ଧରା ପଡିଲା

ପାଲଲହଡା - ଗତ କାଲି ରାତି ପାଳଲହଡା ଉପଖଣ୍ଡ କାରାଗାରରୁ ଦୁଇ ଜଣ କଏଦୀ ଫେରାର ହୋଇ ଯାଇଥିଲେ । ସେମାନଙ୍କ ମଧ୍ୟରୁ ଜଣଙ୍କୁ ଧରିବାରେ ସଫଳ ହୋଇଛି ପୁଲିସ । ସୂଚନା ଅନୁସାରେ ବିଳମ୍ବିତ ରାତିରେ ଝିପି ଝିପି ବର୍ଷାର…

Continue Reading ଜେଲରୁ ଫେରାର ଜଣେ କଏଦୀ ଧରା ପଡିଲା

ବେଆଇନ୍ ରାସ୍ତାରେ କୋଇଲା ପରିବହନ – ୬୭ହଜାର ଫାଇନ୍ ଆଦାୟ

ତାଳଚେର - ଅନୁଗୁଳ ଜିଲ୍ଲାର ସମଲ ଥାନା ପୋଲିସ ଅଧିକାରୀ ରାତି ପେଟ୍ରୋଲିଂ ସମୟରେ ୮ଟି କୋଇଲା ଟ୍ରକକୁ ବେଆଇନ୍ ରାସ୍ତାରେ କୋଇଲା ପରିବହନ କରୁଥିବାରୁ ଜବତ କରିଥିଲେ । ଜବତ କୋଇଲା ଟ୍ରକ ନମ୍ବର ଓଡି୧୯ଏମ ୦୧୬୪, ଓଡି ୦୪ପି…

Continue Reading ବେଆଇନ୍ ରାସ୍ତାରେ କୋଇଲା ପରିବହନ – ୬୭ହଜାର ଫାଇନ୍ ଆଦାୟ

ଓଟିପି ମାଗି ୨୫ ହଜାର ଲୁଟିନେଲେ

ତାଳଚେର - ଅନୁଗୁଳ ଜିଲ୍ଲାରେ ସାଇବର ଠକ ମାନେ ଜଣଙ୍କ ପରେ ଜଣଙ୍କୁ ବିଭିନ୍ନ ଆଳ ଦେଖାଇ ସେମାନଙ୍କ ଜାଲରେ ଫସାଇ ଚାଲିଛନ୍ତି । ପ୍ରାୟ ପ୍ରତ୍ୟେକ ଦିନ ଜିଲ୍ଲାର କେଉଁଠି କେଉଁଠି ସାଇବର ଲୁଟେରା ମାନେ ଟଙ୍କା ଠକି ନେଉଥିବାର…

Continue Reading ଓଟିପି ମାଗି ୨୫ ହଜାର ଲୁଟିନେଲେ

ଜାତୀୟ ରାଜପଥ ୧୪୯ ନମ୍ବରରେ ଗାଡି ଚଳାଚଳ ନେଇ ଲାଗୁ ହେଲା କଟକଣା

ଅନୁଗୁଳ - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୧୪୯ ନମ୍ବରରେ ଗାଡି ଚଳାଚଳ ନେଇ କଟକଣା ଲଗା ଯାଇଛି । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ଵାଇଁଙ୍କ ନିର୍ଦେଶ ଅନୁସାରେ ୧୪୯ ନମ୍ବର ରାଜପଥରେ ଯାଉଥିବା ଭାରିଯାନ ଗୁଡିକ ଉପରେ…

Continue Reading ଜାତୀୟ ରାଜପଥ ୧୪୯ ନମ୍ବରରେ ଗାଡି ଚଳାଚଳ ନେଇ ଲାଗୁ ହେଲା କଟକଣା

ଜେଲରୁ ଛୁ ମାରିଲେ ଦୁଇ କଏଦୀ – ପୁଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ

ପାଲଲହଡା - ଅନୁଗୁଳ ଜିଲ୍ଲା ପାଲଲହଡା ଉପଖଣ୍ଡ କାରାଗାରର ପାଚେରୀ ଡେଇଁ ଦୁଇ ବିଚରାଧୀନ କଏଦୀ ଫେରାର ହୋଇ ଯାଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା କୁହା ଯାଉଛି I ଫେରାର ଦୁଇ କଏଦୀ ହେଲେ ଡ଼ିମିରିଆ…

Continue Reading ଜେଲରୁ ଛୁ ମାରିଲେ ଦୁଇ କଏଦୀ – ପୁଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ

ଜାତୀୟ ରାଜପଥ ୫୫ କାଦୁଅ ପଚପଚ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ବର୍ତ୍ତମାନ ମରଣ ଯନ୍ତା ସାଜିଛି । ମୁଖ୍ୟତଃ ବଅଁରପାଳ ଠାରେ ରାସ୍ତାର ଅବସ୍ଥା ଦେଖିଲେ ଏହା ଜାତୀୟ ରାଜପଥ ନୁହେଁ ବରଂ କୌଣସି ବିଲ ଭଳି ଅନୁମେୟ ହେଉଛି…

Continue Reading ଜାତୀୟ ରାଜପଥ ୫୫ କାଦୁଅ ପଚପଚ

ଜାଲ ପ୍ରମାଣପତ୍ରରେ ପିଇଟି ଚାକିରି ଘଟଣା – ମହିଳା ପିଇଟି ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍କୁଲରେ ଜାଲ ପ୍ରମାଣପତ୍ର ଦେଇ ପିଇଟି ଚାକିରି କରିଥିବା ନେଇ ଅନୁଗୁଳ ଥାନାରେ ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ ନିରଞ୍ଜନ ସାହୁ ଅଭିଯୋଗ କରିଥିଲେ । ଜିଲ୍ଲାର ବିଭିନ୍ନ ସ୍କୁଲରେ ଏଭଳି ନକଲି ପ୍ରମାଣପତ୍ର ଦେଇ ଚାକିରି…

Continue Reading ଜାଲ ପ୍ରମାଣପତ୍ରରେ ପିଇଟି ଚାକିରି ଘଟଣା – ମହିଳା ପିଇଟି ଗିରଫ

ରାତ୍ର ଜଗୁଆଳଙ୍କ ଘରୁ ଚୋରି

ଅନୁଗୁଳ - ଅନୁଗୁଳ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ରାତ୍ର ଜଗୁଆଳ ସରୋଜ ମୁଖୀଙ୍କ ଘରାଉ ଚୋରି ହୋଇଥିବା ଅନୁଗୁଳ ଥାନାରେ ଅଭିଯୋଗ ହୋଇଛି । ଅନୁଗୁଳ ହୁଲୁରୁସିଂହା ଗାଁର ସରୋଜ ଅନୁଗୁଳ ଉଚ୍ଚ ବିଦ୍ୟାଳୟ ପଛପଟରେ ଥିବା ସରକାରୀ କ୍ଵାଟରରେ ରୁହନ୍ତି…

Continue Reading ରାତ୍ର ଜଗୁଆଳଙ୍କ ଘରୁ ଚୋରି

ଜବରଦଖଲ ହୋଇଥିବା ହଜାରେ ଏକର ଜମି ଫେରିବ ସରକାରୀ ଖାତାକୁ

ଅନୁଗୁଳ - ଜିଲ୍ଲାର ଅଧିକାଂଶ ସରକାରୀ ଜମି ଏବେ ଜବରଦଖଲକାରିଙ୍କ କବଜାରେ । ଶିଳ୍ପ ସମୃଦ୍ଧ ଅନୁଗୁଳ ଜିଲ୍ଲାର ମୂଲ୍ୟବାନ ସରକାରୀ ଜମି ମଧ୍ୟରୁ କିଛି ଅଂଶକୁ ଜବରଦଖଲ କରି ଲାଭ କମାଉଛନ୍ତି ଜମି ମାଫିଆ ଓ ଜବରଦଖଲକାରୀ । ବହୁ…

Continue Reading ଜବରଦଖଲ ହୋଇଥିବା ହଜାରେ ଏକର ଜମି ଫେରିବ ସରକାରୀ ଖାତାକୁ

ମାଉସୀ ଶାଶୁକୁ ଦୁଷ୍କର୍ମ ଅଭିଯୋଗରେ ଝିଆରୀ ଜ୍ଵାଇଁ ଗିରଫ

ଅନୁଗୁଳ - ମାଉସୀ ଶାଶୁକୁ ଦୁଷ୍କର୍ମ ଅଭିଯୋଗରେ ଝିଆରୀ ଜ୍ଵାଇଁ ଗିରଫ । ଏଭଳି ଘଟଣା ଘଟିଛି ଅନୁଗୁଳ ଥାନା ଅଞ୍ଚଳରେ । ସୂଚନା ଅନୁସାରେ ଠାକୁରଗଡ ଥାନା ପାଇକସାହିର ସୁନୀଲ ନାଏକ ନାମକ ଜଣେ ଯୁବକ ଅନୁଗୁଳ ଅଞ୍ଚଳରେ ଗତ…

Continue Reading ମାଉସୀ ଶାଶୁକୁ ଦୁଷ୍କର୍ମ ଅଭିଯୋଗରେ ଝିଆରୀ ଜ୍ଵାଇଁ ଗିରଫ

ଜମିବିକ୍ରି ବେଳେ ଉତ୍ତରାଧିକାରୀ ପ୍ରମାଣପତ୍ର ଜାଲିଆତି – ୫ଜଣଙ୍କ ନାମରେ ମାମଲା

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲରେ ଉତ୍ତରାଧିକାରୀ ପ୍ରମାଣପତ୍ରରେ ଜାଲିଆତି ଅଭିଯୋଗ । ଏ ନେଇ ଆଜି(ଶୁକ୍ରବାର) ଛେଣ୍ଡିପଦା ତହସିଲଦାର ଥାନାରେ ଜଣାଇବା ପରେ ପୁଲିସ ୫ଜଣଙ୍କ ନାମରେ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ ଚଳାଇଛି । ସୂଚନା…

Continue Reading ଜମିବିକ୍ରି ବେଳେ ଉତ୍ତରାଧିକାରୀ ପ୍ରମାଣପତ୍ର ଜାଲିଆତି – ୫ଜଣଙ୍କ ନାମରେ ମାମଲା

ବିରଳ ରକ୍ତଦାନ କରି ମହିଳାଙ୍କ ଜୀବନରକ୍ଷକ ସାଜିଲେ ଯୁବକ

ଅନୁଗୁଳ - ନବ କିଶୋର ସାହୁଙ୍କର ସ୍ତ୍ରୀ ସୁନନ୍ଦା ସାହୁଙ୍କର ଗର୍ଭ ଯନ୍ତ୍ରଣା ହେବାରୁ ଅନୁଗୁଳ ଜିଲ୍ଲା ଛେଣ୍ଡିପଦାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତେବେ ପ୍ରସବ ପରେ ରକ୍ତ ଦରକାର ହୋଇଥିଲା । କିନ୍ତୁ ସୁନନ୍ଦା ସାହୁଙ୍କର…

Continue Reading ବିରଳ ରକ୍ତଦାନ କରି ମହିଳାଙ୍କ ଜୀବନରକ୍ଷକ ସାଜିଲେ ଯୁବକ

ମାନସିକ ବିକାରଗ୍ରସ୍ତ ଯୁବତୀକୁ ଉଦ୍ଧାର କଲେ ସମାଜସେବୀ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଦେଇ ଯାଇଥିବା ୧୪୯ ନମ୍ବର ଜାତୀୟ ରାଜପଥ ବାଇବାସ ଛକ ଠାରେ ଜଣେ ମାନସିକ ଭାରସାମ୍ୟ ହରାଇଥିବା ଜଣେ ଯୁବତୀ ରାସ୍ତାରେ ଯାଉଥିବା  ଲୋକ ମାନଙ୍କ ଉପରକୁ କାଦୁଅ ଫୋପାଡୁଥିବା ସହ ରାସ୍ତା ଉପରେ…

Continue Reading ମାନସିକ ବିକାରଗ୍ରସ୍ତ ଯୁବତୀକୁ ଉଦ୍ଧାର କଲେ ସମାଜସେବୀ