ଯୌତୁକଜନିତ ବଧୂହତ୍ୟା ଅଭିଯୋଗ – ସ୍ଵାମୀ ଶଶୁର ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଲାଛବନ୍ଧ ଗ୍ରାମରେ ଯୌତୁକ ଦାବିରେ ଜଣେ ବଧୂକୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ପୁଲିସ ଅଭିଯୋଗ ପାଇବା ପରେ ଶବ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିବା…

Continue Reading ଯୌତୁକଜନିତ ବଧୂହତ୍ୟା ଅଭିଯୋଗ – ସ୍ଵାମୀ ଶଶୁର ଗିରଫ

କଞ୍ଚାମାଲ ପାଇଁ ଟଙ୍କା ନେଇ ଠକାମୀ-ଥାନାରେ ଅଭିଯୋଗ

ଅନୁଗୁଳ - ରାଜ୍ୟ ବାହାରୁ କଞ୍ଚା ମାଲ ମଗାଇବାକୁ ଯାଇ ଠକାମୀର ଶିକାର ହୋଇଛନ୍ତି ଜଣେ ବ୍ୟବସାୟୀ । ନୂଆଦିଲ୍ଲୀର ଏକ କମ୍ପାନୀ ୨୨ ହଜାର ତାଙ୍କ ଠକି ନେଇଥିବା ବ୍ୟବସାୟୀ ଜଣଙ୍କ ଛେଣ୍ଡିପଦା ଥାନାରେ ଅଭିଯୋଗ କରିଛନ୍ତି । ସୂଚନା…

Continue Reading କଞ୍ଚାମାଲ ପାଇଁ ଟଙ୍କା ନେଇ ଠକାମୀ-ଥାନାରେ ଅଭିଯୋଗ

ହୋଟେଲ ଭିତରେ ଯୁବକଙ୍କ ଆତ୍ମହତ୍ୟା

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର କୋଲିୟାରୀ ଥାନା ହାଣ୍ଡିଧୂଆଁ ସ୍ଥିତ ଏକ ଘରୋଇ ହୋଟେଲ ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣକ ହେଲେ ରାମଚନ୍ଦ୍ର ଦାସ । ସେ ଭୁବନେଶ୍ୱର ଅଞ୍ଚଳର ବୋଲି…

Continue Reading ହୋଟେଲ ଭିତରେ ଯୁବକଙ୍କ ଆତ୍ମହତ୍ୟା

ଟ୍ରକରୁ ଲୁହା ଛଡ ଚୋରୀ ଅଭିଯୋଗରେ ୪ ଗିରଫ – ଟ୍ରକ , ପିକଅପ ଭ୍ୟାନ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରପଡା ଥାନା ମରାତିରା ନିକଟରୁ ଏକ ଲୁହା ଛଡ ବୋଝେଇ ଟ୍ରକରୁ ଛଡ ଚୋରୀ ଅଭିଯୋଗରେ ପୁଲିସ ୪ ଜଣଙ୍କୁ ଗିରଫ କରିଥିବା ବେଳେ ଗୋଟିଏ ଟ୍ରକ , ଗୋଟିଏ ପିକଅପ ଭ୍ୟାନ ଓ ଲୁହା…

Continue Reading ଟ୍ରକରୁ ଲୁହା ଛଡ ଚୋରୀ ଅଭିଯୋଗରେ ୪ ଗିରଫ – ଟ୍ରକ , ପିକଅପ ଭ୍ୟାନ

ମେଡିକାଲ କଲେଜ ପାଇଁ ଘଣ୍ଟପଡା ଗ୍ରାମବାସୀଙ୍କ ଦାବି

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ମେଡିକାଲ କଲେଜକୁ ଖୁବ ଶୀଘ୍ର ରାଜ୍ୟ ସରକାର ଚଳାଇବାକୁ ନେଇ ଘଣ୍ଟପଡା ପଞ୍ଚାୟତ ପକ୍ଷରୁ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ତାଳଚେର ଉପଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି । ସୂଚନା ଅନୁଯାୟୀ ଘଣ୍ଟପଡା ପଞ୍ଚାୟତ ଅଫିସ…

Continue Reading ମେଡିକାଲ କଲେଜ ପାଇଁ ଘଣ୍ଟପଡା ଗ୍ରାମବାସୀଙ୍କ ଦାବି

ଅନୁଗୁଳ ପୁଲିସରେ ଅଦଳବଦଳ

ଅନୁଗୁଳ - ଅନୁଗୁଳ ଜିଲ୍ଲା ପୁଲିସର ଏସଆଇ ଓ ଏଏସଆଇ ସ୍ତରରେ ବୁଧବାର ଅଦଳ ବଦଳ ହୋଇଛି । ଏହି ଅଦଳବଦଳ ଅନୁସାରେ ଜିଲ୍ଲା ମୁଖ୍ୟାଳୟ ପକ୍ଷରୁ ୭ ଜଣ ଏସଆଇ ଓ ୯ଜଣ ଏଏସଆଇଙ୍କର ବଦଳି କରାଯାଇଛି । ଏସଆଇ…

Continue Reading ଅନୁଗୁଳ ପୁଲିସରେ ଅଦଳବଦଳ

ରାସ୍ତାରେ ଜଳିଗଲା ସ୍କୁଟି

ଅନୁଗୁଳ - ରାସ୍ତାରେ ସ୍କୁଟି ଚଲାଇ ଯାଉଥିବା ବେଳେ ଜଳିଗଲା ସ୍କୁଟି । ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ମହୀଧରପୁର-ସାତମାଇଲ ରାସ୍ତାର ମାଧିଆମୁଣ୍ଡା ଗ୍ରାମ ନିକଟରେ ଏଭଳି ଏକ ଘଟଣା ଘଟିଛି । ସୂଚନା ଅନୁଯାୟୀ ବରଗଡ଼ ଅଞ୍ଚଳର ରମେଶ ବାଗ…

Continue Reading ରାସ୍ତାରେ ଜଳିଗଲା ସ୍କୁଟି

ଭଡାଘର ମାଲିକଙ୍କ ପୁଅକୁ ଅପହରଣ ଅଭିଯୋଗରେ ଜଣେ ଗିରଫ

ଅନୁଗୁଳ - ଘରେ ଭଡାରେ ରହୁଥିବା ଜଣେ ରାଜମିସ୍ତ୍ରୀ ଘର ମାଲିକଙ୍କ ନାବାଳକ ପୁଅକୁ ଅପହରଣ କରିବା ଅଭିଯୋଗରେ ଗିରଫ ହୋଇଛି । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ଯାଜପୁର ଜିଲ୍ଲା ବରୀ ଅଞ୍ଚଳର ରମେଶ ଦଳେଇ ବୋଲି ଜଣା ପଡିଛି…

Continue Reading ଭଡାଘର ମାଲିକଙ୍କ ପୁଅକୁ ଅପହରଣ ଅଭିଯୋଗରେ ଜଣେ ଗିରଫ

ମୋଟରସାଇକେଲ ବିକିବାକୁ କହି ଠକି ନେଲେ ଚାଳିଶ ହଜାର ଟଙ୍କା

ଅନୁଗୁଳ - ଫୋନରେ ମୋଟରସାଇକେଲ ଅଳ୍ପ ଦାମରେ ବିକ୍ରି କରିବାର ପ୍ରଲୋଭନ ଦେଖାଇ ଚାଷୀଙ୍କ ଠାରୁ ୪୦ ହଜାର ଟଙ୍କା ଲୁଟିଆ ନେଲେ ସାଇବର ଠକ । ଆଉ ଟଙ୍କା ଫେରସ୍ତ ମାଗିବାରୁ ନିଜକୁ ଆର୍ମୀ ଅଫିସର କହି କେସ କରି…

Continue Reading ମୋଟରସାଇକେଲ ବିକିବାକୁ କହି ଠକି ନେଲେ ଚାଳିଶ ହଜାର ଟଙ୍କା

ବସ ଟ୍ୟାଙ୍କର ମୁହାଁ ମୁହିଁ ଧକ୍କା – ୨୫ ଆହତ

ପାଲଲହଡା - ଅନୁଗୁଳ ଜିଲ୍ଲା ପାଲଲହଡା ଦେଇ ଯାଇଥିବା ଜାତୀୟ ରାଜପଥ ୧୪୯ର ବତିସୁଆଁ ଗ୍ରାମ ନିକଟରେ ଏକ ବସ ଓ ଟ୍ୟାଙ୍କର ମଧ୍ୟରେ ମୁହାଁ ମୁହିଁ ଧକ୍କା ହେବା ଫଳରେ ବସରେ ଥିବା ୨୫ ରୁ ଉର୍ଦ୍ଧ ଯାତ୍ରୀ ଆହତ…

Continue Reading ବସ ଟ୍ୟାଙ୍କର ମୁହାଁ ମୁହିଁ ଧକ୍କା – ୨୫ ଆହତ

ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଅନୁଗୁଳ - ଅନୁଗୁଳ ଠାରେ "ଆମ ପ୍ରତିଭା ଆମ ସ୍ବାଭିମାନ" ସଙ୍ଗଠନ ଦ୍ବାରା " ମେଧାବୀ ସମ୍ବର୍ଦ୍ଧନା ଉତ୍ସବ - ୨୦୨୨ " କାର୍ଯ୍ୟକ୍ରମ ପାଳନ ହୋଇ ଯାଇଛି । ସାଂସଦ ଶ୍ରୀଯୁକ୍ତ ମହେଶ ସାହୁଙ୍କ ନେତୃତ୍ତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…

Continue Reading ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ଟଙ୍କା ଲୁଟିଲେ ସାଇବର ଠକ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ସାଇବର ଅପରାଧୀ ମାନଙ୍କ ଦୌରାତ୍ମ ଥମିବାରେ ନାଁ ନେଉନାହିଁ । ପ୍ରାୟ ପ୍ରତ୍ଯେକ ଦିନ ଜିଲ୍ଲାର କାହାକୁ ନା କାହାକୁ ଟାର୍ଗେଟ କରି ସାଇବର ଠକମାନେ ଲୁଟ ଚଳାଇଛନ୍ତି । ବିକ୍ରମପୁର ଥାନା ଅଞ୍ଚଳର ଜଣେ…

Continue Reading ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ଟଙ୍କା ଲୁଟିଲେ ସାଇବର ଠକ

ଦୁର୍ନୀତି ଅଭିଯୋଗ କରି ତଳେ ବସି ଧାରଣା ଦେଲେ ଓକିଲ

ତାଳଚେର - ତହସିଲ ଅଫିସ ତଳେ ବସି ଓକିଲଙ୍କ ଧାରଣା । ଅନୁଗୁଳ ଜିଲ୍ଲା ତାଳଚେର ତହସିଲ ଅଫିସରେ ବ୍ୟାପକ ଦୁର୍ନୀତି ହେଉଛି । ତହସିଲ ଅଫିସରେ କିଛି କାମ ପଡିଲେ ବାରମ୍ବାର ଦୌଡ଼ି ବାକୁ ପଡୁଛି । ବିନା ଲାଞ୍ଚରେ…

Continue Reading ଦୁର୍ନୀତି ଅଭିଯୋଗ କରି ତଳେ ବସି ଧାରଣା ଦେଲେ ଓକିଲ

ଜିଲ୍ଲାରେ ପୁଣି ବଢିଲାଣି ସଂକ୍ରମଣ – ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ପୁଣି କଡ ଲେଉଟାଇଲାଣି କରୋନା । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଅନୁଗୁଳ ଜିଲ୍ଲାରେ ଗତ ଜୁନ ମାସ ୧୨ ତାରିଖରେ ମାତ୍ର ଜଣେ କରୋନା ରୋଗୀ ଚିହ୍ନଟ ହୋଇଥିଲେ । ୨୨…

Continue Reading ଜିଲ୍ଲାରେ ପୁଣି ବଢିଲାଣି ସଂକ୍ରମଣ – ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ

ଏମସିଏଲ ଠିକା ସଂସ୍ଥା ହାତକୁ ଟେକିଦେଲା ସାଇଲୋ – ଧାରଣାରେ ଟ୍ରେଡ ୟୁନିଅନ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଏମସିଏଲର ଭରତପୁର ସାଇଲୋକୁ ଠିକା ସଂସ୍ଥା ହାତକୁ ଏମସିଏଲ ଟେକି ଦେଇଥିବାରୁ ଏହାକୁ ବିରୋଧ କରି ଧାରଣାରେ ବସିଥିଲେ ଏମସିଏଲର ସମସ୍ତ ଟ୍ରେଡ଼ ୟୁନିଅନ । ବିଗତ ଦିନରେ ଏମସିଏଲ କର୍ମଚାରୀଙ୍କ ଦ୍ୱାରା  ଏହି…

Continue Reading ଏମସିଏଲ ଠିକା ସଂସ୍ଥା ହାତକୁ ଟେକିଦେଲା ସାଇଲୋ – ଧାରଣାରେ ଟ୍ରେଡ ୟୁନିଅନ