ନିଯୁକ୍ତି ଓ ଥଇଥାନ ଦାବି ନେଇ କ୍ଷତିଗ୍ରସ୍ତଙ୍କ ସହ ଧାରଣା ଦେଲେ ସାଂସଦ

ଅନୁଗୁଳ - ଜନସାଧାରଣଙ୍କ ହକ ପାଇଁ ଆନ୍ଦୋଳନକୁ ଓହ୍ଲାଇଲେ ସାଂସଦ । ରାଷ୍ଟ୍ରାୟତ କମ୍ପାନୀ କ୍ଷତିଗ୍ରସ୍ତ ଜନସାଧାରଣଙ୍କ ପାଇଁ ପ୍ଲାଣ୍ଟ ଆଗରେ ଢେଙ୍କାନାଳ ସାଂସଦ ମହେଶ ସାହୁ ଧାରଣା ଦେଇଥିଲେ । ନାଲକୋର ମନମାନିକୁ ବିରୋଧ କରି ସାଂସଦଙ୍କ ନେତୃତ୍ବରେ ଶତାଧିକ…

Continue Reading ନିଯୁକ୍ତି ଓ ଥଇଥାନ ଦାବି ନେଇ କ୍ଷତିଗ୍ରସ୍ତଙ୍କ ସହ ଧାରଣା ଦେଲେ ସାଂସଦ

ସିଂହଦ୍ଵାର ସମ୍ମୁଖରେ ତିନି ରଥ – ବର୍ଷାକୁ ଖାତିର କଲେଣି ଭକ୍ତ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ବାହୁଡା ଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଛି । ଶୈଳ ଶ୍ରୀକ୍ଷେତ୍ରରେ ସନ୍ଧ୍ୟା ସୁଦ୍ଧା ତିନି ରଥ ଶ୍ରୀମନ୍ଦିର ବଡ଼ ଦାଣ୍ଡ ନିକଟରେ ପହଞ୍ଚି ଯାଇଥିଲା । ସକାଳ ପ୍ରାୟ ସାଢେ…

Continue Reading ସିଂହଦ୍ଵାର ସମ୍ମୁଖରେ ତିନି ରଥ – ବର୍ଷାକୁ ଖାତିର କଲେଣି ଭକ୍ତ

ତାଳ ଟାକୁଆ ଓ କୁରୁଟରେ ଚତୁର୍ଦ୍ଧାମୁରତି

ଅନୁଗୁଳ - ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଉପଲକ୍ଷେ ତାଳ ଟାକୁଆ ଓ କୁରୁଟରେ ଚତୁର୍ଦ୍ଧାମୁରତିଙ୍କ ଚିତ୍ର ଆଙ୍କିଲେ ଅନୁଗୁଳର ଚିତ୍ରଶିଳ୍ପୀ ରଜତ । ସୂଚନା ଅନୁସାରେ ଅନୁଗୁଳ ବଅଁରପାଳ ବ୍ଲକ ଅନ୍ତର୍ଗତ ଗାଙ୍ଗିଯୋଡ଼ି ଗ୍ରାମର ଚିତ୍ରଶିଳ୍ପୀ ରଜତ ରଞ୍ଜନ ନାଥ ବିଭିନ୍ନ…

Continue Reading ତାଳ ଟାକୁଆ ଓ କୁରୁଟରେ ଚତୁର୍ଦ୍ଧାମୁରତି

ଅନୁଗୁଳରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ – ମାଳତି ଆଶ୍ରମ ବୁଲିଲେ , ଗରିବ ଘରେ ଖାଇଲେ

ଅନୁଗୁଳ - ଭାରତ ସ୍ୱାଧୀନତାର ୭୫ ବର୍ଷରେ ଆଜାଦି କି ଅମୃତ ମହୋତ୍ସବ ପାଳନ ଅବସରରେ  କେନ୍ଦ୍ର ଗୃହରାଷ୍ଟ୍ର ମନ୍ତ୍ରୀ  ନିତ୍ୟାନନ୍ଦ ରାୟ ଦୁଇ ଦିନିଆ ଅନୁଗୁଳ ଜିଲ୍ଲା ଗସ୍ତରେ ଆସିଥିଲେ । ଏହି ଅନୁଗୁଳ ଗସ୍ତ , ଅବସରରେ କେନ୍ଦ୍ର…

Continue Reading ଅନୁଗୁଳରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ – ମାଳତି ଆଶ୍ରମ ବୁଲିଲେ , ଗରିବ ଘରେ ଖାଇଲେ

ଖଣିରେ ଦୁର୍ଘଟଣା – ଜଣେ ମୃତ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଭୁବନେଶ୍ୱରି କୋଇଲା ଖଣିରେ ଦୁର୍ଘଟଣା ଯୋଗୁଣ ଜଣଙ୍କର ମୃତ୍ୟୁ ହୋଇଛି । ଦୁଇ ଟ୍ରକ ମୁହାଁ ମୁହିଁ ଧକ୍କା ହେବା ଫଳରେ ଏକ ଘରୋଇ କମ୍ପାନୀରେ କାର୍ଯ୍ୟରତ ଜଣେ ଠିକା ଟ୍ରକ ଡ୍ରାଇଭର ଗୁରୁତର…

Continue Reading ଖଣିରେ ଦୁର୍ଘଟଣା – ଜଣେ ମୃତ

ଜାଲି ପିଇଟି ଶିକ୍ଷକଙ୍କ ସଂଖ୍ୟା ବଢୁଛି – ଉଚ୍ଚ ସ୍ତରୀୟ ତଦନ୍ତ ଆବଶ୍ୟକ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ନକଲି ପିଇଟି ଶିକ୍ଷକଙ୍କ ସଂଖ୍ୟା କେବଳ ଯେ ୧୦ ତା ନୁହେଁ । ଏହାର ସଂଖ୍ୟା ଅଧିକ ରହିଛି । ଗତକାଲି ୧୦ ଜଣ ପିଇଟି ଶିକ୍ଷକ ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଅନୁଗୁଳ…

Continue Reading ଜାଲି ପିଇଟି ଶିକ୍ଷକଙ୍କ ସଂଖ୍ୟା ବଢୁଛି – ଉଚ୍ଚ ସ୍ତରୀୟ ତଦନ୍ତ ଆବଶ୍ୟକ

ଜାଲ ପ୍ରମାଣପତ୍ର ଦେଇ ପିଇଟି ଶିକ୍ଷକ – ୧୦ ଜଣଙ୍କ ନାମରେ ଅଭିଯୋଗ କଲେ ଜିଲ୍ଲା ଶିକ୍ଷାଧିକାରୀ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍କୁଲରେ ଜାଲ ପ୍ରମାଣପତ୍ର ଦେଇ ପିଇଟି ଚାକିରି କରିଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ ।  ଅନୁଗୁଳ ମଡେଲ୍ ପୁଲିସ୍ ଷ୍ଟେସନରେ କରିଥିବା ଅଭିଯୋଗ ଅନୁସାରେ , ପଞ୍ଚାୟତ ହାଇସ୍କୁଲ୍,…

Continue Reading ଜାଲ ପ୍ରମାଣପତ୍ର ଦେଇ ପିଇଟି ଶିକ୍ଷକ – ୧୦ ଜଣଙ୍କ ନାମରେ ଅଭିଯୋଗ କଲେ ଜିଲ୍ଲା ଶିକ୍ଷାଧିକାରୀ

ନିଖୋଜ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଠାରେ ଥିବା ନକୁଳଚନ୍ଦ୍ର ମୁକ ବଧିର ବିଦ୍ୟାଳୟର ଜଣେ ନିଖୋଜ ଛାତ୍ରୀଙ୍କ ଆଜି ମୃତଦେହ ଉଧାର ହୋଇଛି । ସୂଚନା ଅନୁସାରେ ବିଦ୍ୟାଳୟର ୮ ବର୍ଷର ଛାତ୍ରୀ ଗତ ଜୁନ…

Continue Reading ନିଖୋଜ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଲୁହା ରଡ ସହ ଗାଡି ଚୋରି ଘଟଣା – ୨ ଗାଡି ଜବତ, ୩ ଗିରଫ

ଅନୁଗୁଳ - ଅନୁଗୁଳ ସଦର ଥାନା ଅନ୍ତର୍ଗତ ପଞ୍ଚମହଲାରୁ ଚୋରି ହୋଇ ଯାଇଥିବା ଲୁହା ଛଡ ନେଇ ଯାଉଥିବା ଏକ ଟ୍ରକ କୁ ପୁଲିସ ଜବତ କରିଛି । ଏହା ସହ ଏହି ଘଟଣାରେ ଆଉ ଏକ ପିକଅପ ଗାଡି ମଧ୍ୟ…

Continue Reading ଲୁହା ରଡ ସହ ଗାଡି ଚୋରି ଘଟଣା – ୨ ଗାଡି ଜବତ, ୩ ଗିରଫ

ତାଲା ଭାଙ୍ଗି ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ତାଳବେଡା ଗ୍ରାମରେ ଭଡାରେ ରହୁଥିବା ଆଦିତ୍ୟ ଦାସଙ୍କ ଘରେ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି । ସୂଚନା ଅନୁଯାୟୀ ଗତକାଲି ଆଦିତ୍ୟ ଦାସଙ୍କ ପରିବାର କୌଣସି ସ୍ବାସ୍ଥ୍ୟଗତ କାରଣରୁ ହସ୍ପିଟାଲ ଯାଇଥିବା ବେଳେ ଏହାର ସୁଯୋଗ…

Continue Reading ତାଲା ଭାଙ୍ଗି ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ସ୍କୁଲରେ ଖେଳୁଥିବା ବେଳେ ବଜ୍ରଘାତରେ ସପ୍ତମ ଶ୍ରେଣୀ ଛାତ୍ର ମୃତ

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଘୋଷର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି(ଗୁରୁବାର) ଅପରାହ୍ନରେ ଏକ ଅଘଟଣ ଘଟି ଯାଇଛି । ସ୍କୁଲ ପରିସରରେ ଖେଳୁଥିବା ବେଳେ ବଜ୍ରପାତରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ହୋଇଛି । ମରୁତ…

Continue Reading ସ୍କୁଲରେ ଖେଳୁଥିବା ବେଳେ ବଜ୍ରଘାତରେ ସପ୍ତମ ଶ୍ରେଣୀ ଛାତ୍ର ମୃତ

କାର ଓଲଟି ଜଣେ ମୃତ – ଦୁଇ ଗୁରୁତର

ଅନୁଗୁଳ - ଅନୁଗୁଳ ଜିଲ୍ଲା କୁଇଓଠାରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ହୋଇଥିବା ଜଣା ପଡ଼ିଛି । ସୂଚନା ଅନୁସାରେ ତାଳଚେର ଅନନ୍ତବେରଣୀର ସଚିନ ନାୟକ ତାଙ୍କ ଦୁଇ ପୁତୁରାଙ୍କ ସହ କୌଣସି କାମରେ…

Continue Reading କାର ଓଲଟି ଜଣେ ମୃତ – ଦୁଇ ଗୁରୁତର

ନବକୃଷ୍ଣ ଚୌଧୁରୀ ଉଚ୍ଚତର ଶିକ୍ଷା ପ୍ରତିଷ୍ଠାନରେ ଅର୍ଦ୍ଧାଧିକ ପଦବୀ ଖାଲି ପଡିଛି – ଉଚ୍ଚ ଶିକ୍ଷାମନ୍ତ୍ରୀ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ଥିବା ଏକମାତ୍ର ନବକୃଷ୍ଣ ଚୌଧୁରୀ ଉଚ୍ଚତର ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷଙ୍କ ଠାରୁ ଆରମ୍ଭ କରି ଅର୍ଦ୍ଧାଧିକ ପଦବୀ ଖାଲି ପଡିଥିବା କଥା ଆଜି ଉଚ୍ଚ ଶିକ୍ଷା ମନ୍ତ୍ରୀ ବିଧାନ ସଭାରେ କହିବା ସହ ଏହି ସବୁ…

Continue Reading ନବକୃଷ୍ଣ ଚୌଧୁରୀ ଉଚ୍ଚତର ଶିକ୍ଷା ପ୍ରତିଷ୍ଠାନରେ ଅର୍ଦ୍ଧାଧିକ ପଦବୀ ଖାଲି ପଡିଛି – ଉଚ୍ଚ ଶିକ୍ଷାମନ୍ତ୍ରୀ

ଜିଲ୍ଲାରେ ଦଶମ ପାସ୍ ହାର ୯୩.୬୦ ପ୍ରତିଶତ – ଅଦ୍ୟାଶା ପ୍ରିୟଦର୍ଶିନୀ ଜିଲ୍ଲା ଟପର

ଅନୁଗୁଳ - ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ଦଶମ ପରୀକ୍ଷାରେ ଅନୁଗୁଳ ଜିଲ୍ଲାରେ ଛାତ୍ରଛାତ୍ରୀମାନେ ଭଲ ଫଳାଫଳ କରିଛନ୍ତି । ଚଳିତ ବର୍ଷ ଜିଲ୍ଲାରୁ ୧୬,୪୭୯ ଜଣ ପରୀକ୍ଷା ଦେଇଥିଲା ବେଳେ ଏଥିରୁ ୯୩.୬୦ ପ୍ରତିଶତ ପାସ ହାରରେ ୧୬,୨୨୫…

Continue Reading ଜିଲ୍ଲାରେ ଦଶମ ପାସ୍ ହାର ୯୩.୬୦ ପ୍ରତିଶତ – ଅଦ୍ୟାଶା ପ୍ରିୟଦର୍ଶିନୀ ଜିଲ୍ଲା ଟପର

ଚାନ୍ଦା କରି ରାସ୍ତା ମରାମତି କଲେ ଗାଁ ଲୋକ

ଆଠମଲ୍ଲିକ - ଅନୁଗୁଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତର ବାଘୁଆନାଳି ଗ୍ରାମବାସୀ ରାସ୍ତା ପାଇଁ ବହୁ ଦହଗଞ୍ଜ ହେଉଥିଲେ । ସାମାନ୍ୟ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ ପାଣି ଜମି ରହୁଥିଲା । ଯାତାୟାତ ପାଇଁ ବହୁ ଅସୁବିଧା ଭୋଗୁଥିଲେ ଗ୍ରାମବାସୀ…

Continue Reading ଚାନ୍ଦା କରି ରାସ୍ତା ମରାମତି କଲେ ଗାଁ ଲୋକ