ବିଚାରାଧୀନ କଏଦୀଙ୍କ ମୃତ୍ୟୁ

କଟକ - ଅନୁଗୁଳ ଜିଲ୍ଲାର ଜଣେ ବିଚାରଧୀନ କଏଦୀଙ୍କ କଟକ ବଡ଼ ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଛେଣ୍ଡିପଦା ଥାନା ଅନ୍ତର୍ଗତ ମାମୁରିଆ ଗାଁ ରୁଗୁଡ଼ିସାହିର ଜୟ ସାହୁ ବୋଲି ଜଣା ପଡିଛି । ସୂଚନା…

Continue Reading ବିଚାରାଧୀନ କଏଦୀଙ୍କ ମୃତ୍ୟୁ

୨୦୨୩ ଜୁନ ସୁଦ୍ଧା ସରିବ ରାଜପଥ କାମ – ମନ୍ତ୍ରୀ ପ୍ରଫୁଲ ମଲ୍ଲିକ

ଭୁବନେଶ୍ଵର - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା କଟକ-ସମ୍ବଲପୁର ଜାତୀୟ ରାଜପଥ ୫୫ର ସଂପ୍ରସାରଣ କାମ ସାରୁ ନାହିଁ । ଯାହା ଫଳରେ ଏହି ରାସ୍ତା ଦେଇ ଯାଉଥିବା ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ତେବେ ଏହି…

Continue Reading ୨୦୨୩ ଜୁନ ସୁଦ୍ଧା ସରିବ ରାଜପଥ କାମ – ମନ୍ତ୍ରୀ ପ୍ରଫୁଲ ମଲ୍ଲିକ

ତାଳଚେର ମେଡିକାଲ କଲେଜ ନେଇ ବିଧାନସଭାରେ ମନ୍ତ୍ରୀ ରଖିଲେ ଉତ୍ତର

ଭୁବନେଶ୍ଵର - ଅନୁଗୁଳ ଜିଲ୍ଲା ତାଳଚେର ମେଡିକାଲ କଲେଜ ମହାନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇସେନ୍ସ ଆଣ୍ଡ ରିସର୍ଚ୍ଚ(ମିମସାର) ଆରମ୍ଭ ହୋଇ ପାରୁ ନାହିଁ । ଏହାକୁ ନେଇ ଜଣ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ତେବେ ଆଜି ଭଣ୍ଡାରିପୋଖରୀ…

Continue Reading ତାଳଚେର ମେଡିକାଲ କଲେଜ ନେଇ ବିଧାନସଭାରେ ମନ୍ତ୍ରୀ ରଖିଲେ ଉତ୍ତର

ମେଡିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳନ

ତାଳଚେର - ତାଳଚେର ମହାନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇସେନ୍ସ ଆଣ୍ଡ ରିସର୍ଚ୍ଚ(ମିମସାର) ଓ ଡାକ୍ତରଖାନା ଖୋଲିବା ଦାବିରେ ଆଜି ତାଳଚେରରେ ୧୨ ଘଣ୍ଟିଆ ଡାକରା ଦିଆ ଯାଇଥିଲା । ତାଳଚେର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଜି(ସୋମବାର) ସକାଳ ୬ଟାରୁ ସନ୍ଧ୍ୟା…

Continue Reading ମେଡିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳନ

ସାଇବର ଲୁଟେରାଙ୍କ ଉପରେ ରୋକ ଲଗେଇ ପାରୁନି ପୁଲିସ – ଲୁଟର ଶିକାର ହେଲେ ସିଆଇଏସଏଫ ଜୱାନ

ଅନୁଗୁଳ - ସାଇବର ଲୁଟେରାଙ୍କ ଦୌରାତ୍ମ ଅନୁଗୁଳ ଜିଲ୍ଲାରେ ବଢି ବଢି ଚାଲିଛି । ଗତ ୩୦ ତାରିଖରେ ଅନୁଗୁଳ ଓ ବଅଁରପାଳ ଥାନା ଇଲାକାରେ ଦୁଇ ଦୁଇଟି ସାଇବର ଲୁଟ୍ ହୋଇଥିବା ନେଇ ଗତକାଲି ପୁଲିସରେ ଅଭିଯୋଗ ହୋଇଛି ।…

Continue Reading ସାଇବର ଲୁଟେରାଙ୍କ ଉପରେ ରୋକ ଲଗେଇ ପାରୁନି ପୁଲିସ – ଲୁଟର ଶିକାର ହେଲେ ସିଆଇଏସଏଫ ଜୱାନ

ନିର୍ବାହୀ ଅଧିକାରୀଙ୍କ ସମ୍ପର୍କରେ ଅଶ୍ଳୀଳ ପୋଷ୍ଟର ବାଣ୍ଟି ବନ୍ଧା ହେଲେ ପୌର କର୍ମଚାରୀ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ପୌର ନିର୍ବାହୀ ଅଧିକାରିଣୀଙ୍କ ସମ୍ପର୍କରେ ଅଶ୍ଳୀଳ ପ୍ରଚାରପତ୍ର ବାଣ୍ଟିବା ଅଭିଯୋଗରେ ପୁଲିସ ପୌରପାଳିକାର ଜଣେ ପୂର୍ବତନ କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ କର୍ମଚାରୀ ଜଣଙ୍କ କ୍ଷୀରୋଦ ଚନ୍ଦ୍ର ରାଉତ…

Continue Reading ନିର୍ବାହୀ ଅଧିକାରୀଙ୍କ ସମ୍ପର୍କରେ ଅଶ୍ଳୀଳ ପୋଷ୍ଟର ବାଣ୍ଟି ବନ୍ଧା ହେଲେ ପୌର କର୍ମଚାରୀ

ଶଶୁର ଘର ଗାଁରେ ଗଲା ଜ୍ଵାଇଁ ଜୀବନ – ବିଦ୍ୟୁତ ଆଘାତ ଯୋଗୁଁ ମୃତ୍ୟୁ

ପାଲଲହଡା - ଅନୁଗୁଳ ଜିଲ୍ଲା ପାଲଲହଡା ଶ୍ୟାମସୁନ୍ଦରପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଶ୍ବଶୁର ଘର ଗାଁକୁ ବୁଲି ଆସିଥିବା ବେଳେ ଜ୍ବାଇଁର ଜୀବନ ଚାଲି ଯାଇଛି । ସୂଚନା ଅନୁସାରେ , କେନ୍ଦୁଝର ଅଞ୍ଚଳର ନିରଞ୍ଜନ ବାରିକ…

Continue Reading ଶଶୁର ଘର ଗାଁରେ ଗଲା ଜ୍ଵାଇଁ ଜୀବନ – ବିଦ୍ୟୁତ ଆଘାତ ଯୋଗୁଁ ମୃତ୍ୟୁ

ବିଜୁ ଯୁବ ଜନତା ଦଳ ଦ୍ବାରା ବନ ମହୋତ୍ସବ ସପ୍ତାହରେ ବୃକ୍ଷ ରୋପଣ

ଅନୁଗୁଳ - ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଆଜି ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ଦିନେଶ ପ୍ରଧାନଙ୍କ ନେତୃତ୍ତ୍ବରେ ଅନୁଗୁଳ ବ୍ଲକ ଅନ୍ତର୍ଗତ ବନ୍ତଳା ପଞ୍ଚାୟତରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଓଡିଶା…

Continue Reading ବିଜୁ ଯୁବ ଜନତା ଦଳ ଦ୍ବାରା ବନ ମହୋତ୍ସବ ସପ୍ତାହରେ ବୃକ୍ଷ ରୋପଣ

୪ ତାରିଖ ତାଳଚେର ବନ୍ଦ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆସନ୍ତାକାଲି(୪ ତାରିଖ) ୨୪ ଘଣ୍ଟିଆ ତାଳଚେର ବନ୍ଦ ଡାକରା ଦିଆ ଯାଇଥିବା ବେଳେ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ ଡାକରା ଦିଆ ଯାଇଛି । ସୂଚନା ଅନୁସାରେ…

Continue Reading ୪ ତାରିଖ ତାଳଚେର ବନ୍ଦ

ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା – ଲକ୍ଷାଧିକ ଭକ୍ତଙ୍କ ସମାଗମ

ଅନୁଗୁଳ - ଅନୁଗୁଳ ଶୈଳଶ୍ରୀକ୍ଷେତ୍ରରେ ଘୋଷଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । କରୋନା ମହାମାରୀ ଯୋଗୁଁ ଦୁଇ ବର୍ଷ ହେଲା ରଥଯାତ୍ରା ପାଳନ କରା ଯାଇ ପାରି ନଥିଲା । ଏଥିପାଇଁ ଭାବ ବିନୋଦିଆ ଭକ୍ତର ଠାକୁର କାଲିଆକୁ ରଥ…

Continue Reading ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା – ଲକ୍ଷାଧିକ ଭକ୍ତଙ୍କ ସମାଗମ

ଦେବଭୂମିରେ ରଥଯାତ୍ରା – ଘରୋଇ କମ୍ପାନୀ ଭାବରେ ପ୍ରଥମଥର ପାଇଁ ମହା-ଆଡମ୍ବରରେ ଯାତ୍ରା ପାଳିତ

ଅନୁଗୁଳ - ଅନୁଗୁଳ ଜିନ୍ଦଲ ନଗର ଦେବଭୂମି ପରିସରରେ ରଥ ଯାତ୍ରା ଅନୁଷ୍ଠିତ ହୋଇ ଯାଇଛି । ହଜାର ହଜାର ସଂଖ୍ୟାରେ ଜିନ୍ଦଲ ନଗର ଶ୍ରଦ୍ଧାଳୁ ଏବଂ ପାର୍ଶ୍ବବର୍ତୀ ଗ୍ରାମବାସୀ ମାନେ ଜିନ୍ଦଲ ନଗର ପରିସରସ୍ଥ ଦେବଭୂମି ଜଗନ୍ନାଥ ମନ୍ଦିର ଠାରେ…

Continue Reading ଦେବଭୂମିରେ ରଥଯାତ୍ରା – ଘରୋଇ କମ୍ପାନୀ ଭାବରେ ପ୍ରଥମଥର ପାଇଁ ମହା-ଆଡମ୍ବରରେ ଯାତ୍ରା ପାଳିତ

ଅଧ୍ୟାପକ ଜାଲିଆତି କରିଥିବା ସ୍ପଷ୍ଟ – ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରପଡା ପତିତପାବନ ଡିଗ୍ରି ମହାବିଦ୍ୟାଳୟର ଅର୍ଥନୀତି ଅଧ୍ୟାପକ ବିକାଶ ଚନ୍ଦ୍ର ମିଶ୍ର ଜାଲ୍ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଏକ ପ୍ରକାର ସ୍ପଷ୍ଟ ହେବା ପରେ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରକ୍ରିୟା ଆରମ୍ଭ କଡ଼ା…

Continue Reading ଅଧ୍ୟାପକ ଜାଲିଆତି କରିଥିବା ସ୍ପଷ୍ଟ – ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ

କେନ୍ଦ୍ରମନ୍ତ୍ରୀ କାହାକୁ କହିଲେ ହଳିଆ , ହେଲେ କାହାକୁ ?

ତାଳଚେର - ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟର ଉଦଘାଟନ କରିବାକୁ ତାଳଚେର ଆସିଥିଲେ । ତାଙ୍କ ସହ ଢେଙ୍କାନାଳ ସାଂସଦ ଶ୍ରୀ ମହେଶ ସାହୁ ,ତାଳଚେର ବିଧାୟକ ଶ୍ରୀ ବ୍ରଜକିଶୋର ପ୍ରଧାନଙ୍କ ମଧ୍ୟ ଉପସ୍ଥିତ ଥିଲେ…

Continue Reading କେନ୍ଦ୍ରମନ୍ତ୍ରୀ କାହାକୁ କହିଲେ ହଳିଆ , ହେଲେ କାହାକୁ ?

୨ଟି କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ ସହ ନୂତନ ଗୃହ ନିର୍ମାଣ ପାଇଁ ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରରେ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ ସହ ନୂତନ ଗୃହ ନିର୍ମାଣ ପାଇଁ ଭୂମିପୂଜନ କରିବା କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ରଥଯାତ୍ରାର…

Continue Reading ୨ଟି କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ ସହ ନୂତନ ଗୃହ ନିର୍ମାଣ ପାଇଁ ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ

ପୌରପାଳିକା କାର୍ଯ୍ୟାଳୟ ଆଗରେ ଧାରଣା

ଅନୁଗୁଳ - ଅନୁଗୁଳ ପୌରାଞ୍ଚଳର ୧୧ ନମ୍ବର ୱାର୍ଡରେ ବାସ କରୁଥିବା ୨୨ ପରିବାର ଆଜି ପୌରପାଳିକା କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ । ୧୧ ନମ୍ବର ୱାର୍ଡ ର ବାସିନ୍ଦାଙ୍କ ଅଭିଯୋଗ ହେଲା ଯେ ଗତ କାଲି ୧୧ ନମ୍ବର…

Continue Reading ପୌରପାଳିକା କାର୍ଯ୍ୟାଳୟ ଆଗରେ ଧାରଣା