ଜାଲ ପ୍ରମାଣପତ୍ରରେ ଅଧ୍ୟାପକ , ଉପ-ଜିଲାପାଳଙ୍କ ତଦନ୍ତ

ଅନୁଗୁଳ - ଅନୁଗୁଳ ଜିଲ୍ଲା  ଜରପଡ଼ା ପତିତପାବନ ଡିଗ୍ରି ମହାବିଦ୍ୟାଳୟର ଅର୍ଥନୀତି ଅଧ୍ୟାପକ ବିକାଶ ଚନ୍ଦ୍ର ମିଶ୍ର ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିଲେ । ସେ ତାଙ୍କ ପିଜି ମାର୍କସିଟର ଦୁଇଟି ବିଷୟରେ ଜାଲିଆତି କରି ଚାକିରି କରିଥିବା କଥା…

Continue Reading ଜାଲ ପ୍ରମାଣପତ୍ରରେ ଅଧ୍ୟାପକ , ଉପ-ଜିଲାପାଳଙ୍କ ତଦନ୍ତ

ଦିଶା ବୈଠକରେ ଜାତୀୟ ରାଜପଥ ସହ ରେଳ ଲାଇନ କାର୍ଯ୍ୟକୁ ତୁରନ୍ତ ସାରିବାକୁ ଗୁରୁତ୍ଵ

ଅନୁଗୁଳ - ବିଭିନ୍ନ ଗ୍ରାମୀଣ ଉନ୍ନୟନ କାର୍ଯ୍ୟକ୍ରମର ସମନ୍ବୟ ଓ ପର୍ଯ୍ୟାଲେଚନା ନିମନ୍ତେ ଗଠିତ କମିଟି ( ଡିଶା ) ର ଏକ ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସଭାଗୃହ ଠାରେ ଢେଙ୍କାନାଳ ଲୋକସଭା ସାଂସଦ ଶ୍ରୀ…

Continue Reading ଦିଶା ବୈଠକରେ ଜାତୀୟ ରାଜପଥ ସହ ରେଳ ଲାଇନ କାର୍ଯ୍ୟକୁ ତୁରନ୍ତ ସାରିବାକୁ ଗୁରୁତ୍ଵ

ଟ୍ରକ ଧକ୍କାରେ ସ୍ଵାମୀ ମୃତ ସ୍ତ୍ରୀ ଗୁରୁତର

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ସନ୍ତ୍ରୀ ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ମୋଟରସାଇକେଲ ଉପରେ ଏକ ଟ୍ରକ୍ ଚଢି ଯିବାରୁ ଘଟଣା ସ୍ଥଳରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି । ତାଙ୍କୁ…

Continue Reading ଟ୍ରକ ଧକ୍କାରେ ସ୍ଵାମୀ ମୃତ ସ୍ତ୍ରୀ ଗୁରୁତର

ବଜ୍ରପାତରେ ଚାଷୀ ମୃତ

ଛେଣ୍ଡିପଦା  - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପାତ୍ରପଡା ଗ୍ରାମପଞ୍ଚାୟତର ଚାକୁଣ୍ଡାମୁଣ୍ଡା ସାହିରେ ବୁଧବାର ଅପରାହ୍ନ ୫ଟା ବେଳେ ବଜ୍ରପାତରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି । ମୃତ ଚାଷୀ ଜଣକ ହେଲେ ଚାକୁଣ୍ଡାମୁଣ୍ଡା ସାହିର ୪୨ ବର୍ଷୀୟ ଚନ୍ଦନ ସାହୁ…

Continue Reading ବଜ୍ରପାତରେ ଚାଷୀ ମୃତ

ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ୬୫ ବର୍ଷର ବୃଦ୍ଧ ଗିରଫ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ଅଞ୍ଚଳରେ ଜୈନେକ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗରେ ୬୫ ବର୍ଷର ବୃଦ୍ଧଙ୍କୁ ଛେଣ୍ଡିପଦା ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି  l ସୂଚନା ଅନୁସାରେ ଛେଣ୍ତିପଦା ଥାନା…

Continue Reading ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ୬୫ ବର୍ଷର ବୃଦ୍ଧ ଗିରଫ

ଛ ହଜାର ମିଟର ଉପରେ ଜଗନ୍ନାଥ ଓ ବୁଢୀ ମା’ଙ୍କ ଚିତ୍ର ଆଙ୍କିଲେ ଅନୁଗୁଳର ଚିତ୍ରଶିଳ୍ପୀ

ଅନୁଗୁଳ - ପ୍ରଥମ ଓଡିଆ ଭାବେ ହିମାଚଳ ପ୍ରଦେଶର ଯମୁନା ପର୍ବତ ଉପରେ ଶ୍ରୀ ଜଗନ୍ନାଥ ଓ ବୁଢୀ ଠାକୁରାଣୀଙ୍କ ଚିତ୍ର ଆଙ୍କିଲେ ଅନୁଗୁଳର ଚିତ୍ରକର ରଜତ ନାଥ । ଅନୁଗୁଳ ଜିଲ୍ଲା ଗାଙ୍ଗିଯୋଡି ଗାଁର ରଜତ କୁମାର ନାଥ ଓ…

Continue Reading ଛ ହଜାର ମିଟର ଉପରେ ଜଗନ୍ନାଥ ଓ ବୁଢୀ ମା’ଙ୍କ ଚିତ୍ର ଆଙ୍କିଲେ ଅନୁଗୁଳର ଚିତ୍ରଶିଳ୍ପୀ

ରେଞ୍ଜ ଅଫିସର ନିଲମ୍ବିତ

ଅନୁଗୁଳ - ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ହାତୀ ଦାନ୍ତକୁ ନେଇ ଯାଇ ମାଟିତଳେ ଦନ୍ତା ହାତୀକୁ ପୋତି ଦେବା ଘଟଣାରେ ସ୍ଥାନୀୟ ରେଞ୍ଜ ଅଫିସର ହରିଶ୍ଚନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ନିଲମ୍ବନ କରା ଯାଇଛି । ଆଜି ଏ ନେଇ ପିସିସିଏଫ ଶଶି…

Continue Reading ରେଞ୍ଜ ଅଫିସର ନିଲମ୍ବିତ

ଚିକିତ୍ସାଧୀନ ହାତୀ ଛୁଆର ମୃତ୍ୟୁ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟ କୁଶଖଲି ଜଙ୍ଗଲରେ ଆଜି(ମଙ୍ଗଳବାର) ଏକ ହାତୀଛୁଆର ମୃତ୍ୟୁ ହୋଇଛି । ମୃତ ହାତୀର ବୟସ ୩ ରୁ ୪ ବର୍ଷ ହୋଇଥିବା ଅନୁମାନ କରା ଯାଉଛି । ସୂଚନା ଅନୁସାରେ ହାତୀ ଛୁଆ…

Continue Reading ଚିକିତ୍ସାଧୀନ ହାତୀ ଛୁଆର ମୃତ୍ୟୁ

କାଜୁ ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା କୋଶଳା କାଜୁ ଜଙ୍ଗଲରୁ ଆଜି (ମଙ୍ଗଳବାର) ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ଜଣଙ୍କ କୋଶଳା ଗାଁ ଗଙ୍ଗାସାହିର ଦ୍ରୌପଦୀ ସାହୁ ବୋଲି ଜଣା ପଡିଛି । ତାଙ୍କୁ ହତ୍ୟା…

Continue Reading କାଜୁ ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସାଂସଦ ମହେଶ ସାହୁଙ୍କ ଜନ ସମ୍ପର୍କ ବୈଠକ

ଅନୁଗୁଳ - ଅନୁଗୁଳ ନିର୍ବାଚନମଣ୍ଡଳୀ ବଅଁରପାଳ ବ୍ଲକ ଅନ୍ତର୍ଗତ ବଅଁରପାଳ ସ୍ଥିତ ଶିଦ୍ଧେଶ୍ବର ମନ୍ଦିର ପ୍ରାଙ୍ଗଣରେ ଏକ ଜନସମ୍ପର୍କ ଓ ସାଙ୍ଗଠନିକ ବୈଠକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି ବୈଠକରେ ମୁଖ୍ୟ ଅତିଥୀ ଭାବେ ମାନ୍ୟବର ସାଂସଦ ଶ୍ରୀଯୁକ୍ତ ମହେଶ…

Continue Reading ସାଂସଦ ମହେଶ ସାହୁଙ୍କ ଜନ ସମ୍ପର୍କ ବୈଠକ

ଅଗ୍ନିପଥ ବିରୁଦ୍ଧରେ କଂଗ୍ରେସ ପକ୍ଷରୁ ସତ୍ୟାଗ୍ରହ

ଅନୁଗୁଳ - କେନ୍ଦ୍ର ସରକାରଙ୍କ ପକ୍ଷରୁ ତରବରିଆ ଭାବେ ଅଗ୍ନିପଥ ଯୋଜନା ଆଳରେ ଭାରତୀୟ ସେନାରେ ଚାରି ବର୍ଷିଆ ଚୁକ୍ତି ଭିତ୍ତିକ ନିଯୁକ୍ତି ପ୍ରଦାନ କରିବା ପାଇଁ ଯେଉଁ ଚେଷ୍ଟା ଚଳାଇଛନ୍ତି । ସେ ନେଇ ସାରା ଭାରତ ବର୍ଷରେ ଆନ୍ଦୋଳନ…

Continue Reading ଅଗ୍ନିପଥ ବିରୁଦ୍ଧରେ କଂଗ୍ରେସ ପକ୍ଷରୁ ସତ୍ୟାଗ୍ରହ

ଅଜଣା ଗାଡି ଧକ୍କାରେ ଜଣେ ମୃତ, ତିନି ଗୁରୁତର

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ମେଡିକାଲ ନିକଟସ୍ଥ ୧୪୯ ନଂ ଜାତୀୟ ରାଜପଥରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପରିବାରର ତିନିଜଣ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ୍…

Continue Reading ଅଜଣା ଗାଡି ଧକ୍କାରେ ଜଣେ ମୃତ, ତିନି ଗୁରୁତର

ଖଣି ଅଞ୍ଚଳରୁ ଦାରୁ ଚିହ୍ନଟ ହୋଇ ଗଲା ସୁନ୍ଦରକଲି

ତାଳଚେର - ମା ହିଙ୍ଗୁଳାଙ୍କ ସ୍ୱପ୍ନାଦେଶ ପରେ ଶ୍ରୀ ଜଗନ୍ନାଥଙ୍କର ବିଗ୍ରହ ପାଇଁ ତାଳଚେର ହେଁସମୁଳ ଗ୍ରାମଠାରେ ଦାରୁ ଚିହ୍ନଟ ହେବା ପରେ ଆଜି ଦାରୁ ସଂଗ୍ରହ କରାଯାଇ ସୁନ୍ଦରକଲି ଅଭିମୁଖେ ଯାଇଛି । ଏକ ବିରାଟ ବଡ ଶୋଭାଯାତ୍ରାରେ ଶଙ୍ଖ…

Continue Reading ଖଣି ଅଞ୍ଚଳରୁ ଦାରୁ ଚିହ୍ନଟ ହୋଇ ଗଲା ସୁନ୍ଦରକଲି

ମାଟିତଳୁ ମିଳିଲା ହାତୀ କଙ୍କାଳ – ବନ ବିଭାଗ କର୍ମଚାରୀ ମୁଖ୍ୟ କାର୍ପଟ୍‌ଦାର

ଅନୁଗୁଳ - ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ହାତୀ ଦାନ୍ତକୁ ନେଇ ଯାଇ ମାଟିତଳେ ଦନ୍ତା ହାତୀକୁ ପୋତି ଦେଲେ । ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବନବିଭାଗ । ସୂଚନା ଅନୁସାରେ ସାତକୋଶିଆ ଅଭୟାରଣ୍ୟର କଟକ ଜିଲ୍ଲା ଅନ୍ତର୍ଗତ ଜିଲିଣ୍ଡା…

Continue Reading ମାଟିତଳୁ ମିଳିଲା ହାତୀ କଙ୍କାଳ – ବନ ବିଭାଗ କର୍ମଚାରୀ ମୁଖ୍ୟ କାର୍ପଟ୍‌ଦାର

ଜାତୀୟ ମୁଥୁତାଇ ପ୍ରତିଯୋଗିତାରେ ଚମକିଲେ ଅନୁଗୁଳ ପ୍ରତିଯୋଗୀ – ହାତେଇଲେ ୬ ସ୍ୱର୍ଣ୍ଣ ପଦକ

ଅନୁଗୁଳ  - ଜାତୀୟ ସ୍ତରୀୟ ମୁଥୁତାଇ ପ୍ରତିଯୋଗିତାରେ ଅନୁଗୁଳ ଜିଲ୍ଲାର ପ୍ରତିଯୋଗୀଙ୍କୁ ସଫଳତା ମିଳିଛି । ମଧ୍ୟପ୍ରଦେଶରେ ଆୟୋଜିତ ଜାତୀୟ ମୁଥୁତାଇ ଚାମ୍ପିଅନସିପ ୨୦୨୨ରେ ଓଡ଼ିଶାର ପ୍ରଦର୍ଶନ ବେଶ ଉଚ୍ଚକୋଟୀର ରହିଥିଲା । ୪୮ ଜଣିଆ ଓଡ଼ିଶା ଦଳ ଏଥିରେ ଅଂଶ…

Continue Reading ଜାତୀୟ ମୁଥୁତାଇ ପ୍ରତିଯୋଗିତାରେ ଚମକିଲେ ଅନୁଗୁଳ ପ୍ରତିଯୋଗୀ – ହାତେଇଲେ ୬ ସ୍ୱର୍ଣ୍ଣ ପଦକ