ବଜ୍ରପାତରେ ଆଇ ଟି ଆଇ ଛାତ୍ର ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ବଡକେରଜାଙ୍ଗ କଦମ୍ବପଡା ଗ୍ରାମର ଜଣେ ଆଇ ଟି ଆଇ ଛାତ୍ର ଦୁଷ୍ମନ୍ତ ସାହୁଙ୍କ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ଼ ୩ଟା ବେଳେ ବଜ୍ରପାତରେ ମୃତ୍ୟୁ ହୋଇଛି । ବଜ୍ରପାତ ଯୋଗୁଁ…

Continue Reading ବଜ୍ରପାତରେ ଆଇ ଟି ଆଇ ଛାତ୍ର ମୃତ

ଅନୁଗୁଳରେ କାଳବୈଶାଖୀର ତାଣ୍ଡବ

ଅନୁଗୁଳ - ଅନୁଗୁଳରେ କାଳବୈଶାଖୀ । ସାମାନ୍ୟ ବର୍ଷା ସାଙ୍ଗକୁ ଜୋରରେ ପବନ । ମାତ୍ର ଅଳ୍ପ ସମୟର ପବନରେ ଅନୁଗୁଳ ସହରରେ ବ୍ୟାପକ ଭଙ୍ଗାରୁଜା ହୋଇଛି । ରାସ୍ତା ଉପରେ ବଡ ବଡ ଗଛ ଟଳି ପଡିଥିଲା । ଫଳରେ…

Continue Reading ଅନୁଗୁଳରେ କାଳବୈଶାଖୀର ତାଣ୍ଡବ

ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା ଅନୁଷ୍ଠିତ

ଅନୁଗୁଳ - ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଦୁଇ ବର୍ଷର କୋରୋନା କଟକଣା ପରେ ଏଥର ଭକ୍ତ ମାନଙ୍କ ଗହଣରେ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା । ଏହି ଅବସରରେ ଅନୁଗୁଳ ଶୈଳଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା ନୀତି ଯଥାରୀତି ସମ୍ପନ୍ନ ହୋଇଛି…

Continue Reading ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା ଅନୁଷ୍ଠିତ

ଟ୍ରକ ଧକ୍କାରେ ଉଦୀୟମାନ କ୍ରିକେଟ ଖେଳାଳି ମୃତ

ଅନୁଗୁଳ - ଅନୁଗୁଳ ଥାନା ଛକ ନିକଟରେ ଏକ ଟ୍ରକ ଧକ୍କାରେ ଜଣେ ଉଦୀୟମାନ କ୍ରିକେଟ ଖେଳାଳି ତଥା ଛାତ୍ରଙ୍କରର ମୃତ୍ୟୁ ହୋଇଛି । ସୁଚନା ଅନୁସାରେ , ଏହି ତେର ବର୍ଷୀୟ ସ୍କୁଲ ଛାତ୍ର ଆୟୁଷ କୁମାର ଯାଦବ ତାଙ୍କ…

Continue Reading ଟ୍ରକ ଧକ୍କାରେ ଉଦୀୟମାନ କ୍ରିକେଟ ଖେଳାଳି ମୃତ

ପାଞ୍ଚ ଦଫା ଦାବି ନେଇ ତାଳଚେର ଶିଳ୍ପାଞ୍ଚଳ ଶ୍ରମିକ ସଂଘର ଗଣଧାରଣା

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଶିଳ୍ପାଞ୍ଚଳ ଶ୍ରମିକ ସଂଘ ତରଫରୁ ପାଞ୍ଚ ଦଫା ଦାବି ନେଇ ସ୍ଥାନୀୟ ଭରତପୁର ମହାପ୍ରବନ୍ଧକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯିବା ସହ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ସଂଘର କହିବାନୁସାରେ, ତାଳଚେର ବ୍ଲକର…

Continue Reading ପାଞ୍ଚ ଦଫା ଦାବି ନେଇ ତାଳଚେର ଶିଳ୍ପାଞ୍ଚଳ ଶ୍ରମିକ ସଂଘର ଗଣଧାରଣା

ବ୍ରାଉନସୁଗାର ସହ ତିନି ଗିରଫ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ସଦରଥାନା ପକ୍ଷରୁ ଚଢ଼ାଉ କରାଯାଇ ୩୫ ଗ୍ରାମ ବ୍ରାଉନ ସୁଗାର ଜବତ କରାଯିବା ସହ ଏହି କାରବାରରେ ସଂଶ୍ଲିଷ୍ଟ ୩ଜଣଙ୍କୁ ଗିରଫ କରାଯାଇଛି । ସୂଚନା ଅନୁସାରେ ପୁଲିସ କୈାଣସି ସୂତ୍ରରୁ ଖବର ପାଇ…

Continue Reading ବ୍ରାଉନସୁଗାର ସହ ତିନି ଗିରଫ

ଅନୁଗୁଳ ଜିଲ୍ଲା କ୍ରିକେଟ ଆସୋସିଏସନରେ ବିବାଦ – ଇସ୍ତଫା ଦେଲେ କୋଷାଧକ୍ଷ

ଅନୁଗୁଳ - ଅନୁଗୁଳ ଜିଲ୍ଲା କ୍ରିକେଟ ଆସୋସିଏସନରେ ବିବାଦ ଦେଖା ଦେଇଛି । ଆସୋସିଏସନର କିଛି ବରିଷ୍ଠ କର୍ମକର୍ତ୍ତା ସେଠାରେ ମନମୁଖୀ କାର୍ଯ୍ୟ ଚଳାଇଥିବା ଅଭିଯୋଗ ହୋଇଛି । ଏହା ସହ ଚଳିତ ବାରବାଟୀରେ ଭାରତ ବନାମ ଦକ୍ଷିଣ ଆଫ୍ରିକା ୨୦-୨୦…

Continue Reading ଅନୁଗୁଳ ଜିଲ୍ଲା କ୍ରିକେଟ ଆସୋସିଏସନରେ ବିବାଦ – ଇସ୍ତଫା ଦେଲେ କୋଷାଧକ୍ଷ

କାଜୁ ଜଙ୍ଗଲରେ ବିଷ ପିଇଲେ ପ୍ରେମୀଯୁଗଳ – ଉଧାର କଲେ ଗ୍ରାମବାସୀ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଜରପଡା ଥାନା ଅଞ୍ଚଳର ପ୍ରେମୀ ଯୁଗଳ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ଗ୍ରାମବାସୀ  ଉଦ୍ଧାର କରିଥିବା ଜଣାପଡିଛି  । ସୂଚନା ଯେ , ଜରପଡା ଥାନା ଅଞ୍ଚଳର ଜୈନେକ ବିବାହିତା ମହିଳାଙ୍କ ସ୍ବାମୀ…

Continue Reading କାଜୁ ଜଙ୍ଗଲରେ ବିଷ ପିଇଲେ ପ୍ରେମୀଯୁଗଳ – ଉଧାର କଲେ ଗ୍ରାମବାସୀ

ଦିନ ଦ୍ଵିପହରରେ ଘରେ ପଶି କଳାକନା ବୁଲାଇଲେ ଚୋର

ଅନୁଗୁଳ - ଅନୁଗୁଳ ସହରରେ ପ୍ରତ୍ୟେକ ଦିନ ଲୁଟେରାଙ୍କ ଉତ୍ପାତ କେଉଁଠି ନା କେଉଁଠି ଦେଖିବାକୁ ମିଳୁଛି । ଆଜି(ଶନିବାର) ଅନୁଗୁଳ ଉପକଣ୍ଠ ଗୀତାଗ୍ରାମରେ ଘରେ କେହି ନ ଥିବାର ସୁଯୋଗ ନେଇ ଲୁଟେରା ମାନେ ଘରେ କଳାକନା ବୁଲାଇଛନ୍ତି ।…

Continue Reading ଦିନ ଦ୍ଵିପହରରେ ଘରେ ପଶି କଳାକନା ବୁଲାଇଲେ ଚୋର

ନାବାଳିକା ବଳତ୍କାର ଉଦ୍ୟମକାରୀ ବୃଦ୍ଧଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ

ଅନୁଗୁଳ - ନାବାଳିକାଙ୍କୁ ବଳତ୍କାର ଉଦ୍ୟମ କରିବା ମାମଲାର ବିଚାରକରି ଆଡହକ ଅତିରିକ୍ତ ଜିଲ୍ଲା ଦୌରାଜଜ(ଫାଷ୍ଟ ଟ୍ରାକ ସ୍ପେଶାଲ କୋର୍ଟ) ଜଜ୍ ପି.କେ. ବହିଦାର ଅଭିଯୁକ୍ତଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।  ଏଥିସହ ୨୦ ହଜାର ଟଙ୍କା…

Continue Reading ନାବାଳିକା ବଳତ୍କାର ଉଦ୍ୟମକାରୀ ବୃଦ୍ଧଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ

ଲକ୍ଷାଧିକ ଟଙ୍କା ହଡପ କରି ବନ୍ଧା ହେଲେ ବ୍ୟାଙ୍କ ମ୍ୟାନେଜର

ଅନୁଗୁଳ - ନିଜ ନାମରେ ଜାଲିଆତି କରି ବ୍ୟାଙ୍କରୁ ଟଙ୍କା ହଡପ ଅଭିଯୋଗରେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର ଗିରଫ । ଗିରଫ ମ୍ୟାନେଜର ନବ କିଶୋର ଧାରୁଆଙ୍କୁ ଛେଣ୍ଡିପଦା ପୁଲିସ ଗିରଫ କରିଛି । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ଓଡିଶା…

Continue Reading ଲକ୍ଷାଧିକ ଟଙ୍କା ହଡପ କରି ବନ୍ଧା ହେଲେ ବ୍ୟାଙ୍କ ମ୍ୟାନେଜର

ଜାତୀୟ ରାଜପଥ କାମ ପାଇଁ ନୂଆଁ ଠିକା ସଂସ୍ଥାକୁ ଅନୁମୋଦନ

ଅନୁଗୁଳ - ଦୀର୍ଘଦିନ ଧରି ବନ୍ଦ ହୋଇପଡ଼ିଥିବା ୫୫ ନମ୍ବର ଜାତୀୟ ରାଜପଥର ପ୍ରଶସ୍ତୀକରଣ କାର୍ଯ୍ୟ ପୁଣି ଆରମ୍ଭ ହୋଇଛି । ଏହି କାମ ନେଇଥିବା ଠିକାସଂସ୍ଥା ଗାୟତ୍ରୀ କନ୍‌ଷ୍ଟ୍ରକସନ୍‌ ଦେବାଳିଆ ହୋଇଯିବା ପରେ କାମ ଅଟକି ରହିଥିଲା । ଏବେ…

Continue Reading ଜାତୀୟ ରାଜପଥ କାମ ପାଇଁ ନୂଆଁ ଠିକା ସଂସ୍ଥାକୁ ଅନୁମୋଦନ

ଜଙ୍ଗଲରେ ପଡିଛି ନିଶାଗ୍ରସ୍ତ ହାତୀ !

ଅନୁଗୁଳ - ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟ ଭିତରେ ପଡି ରହିଛି ଅସୁସ୍ଥ ହାତୀ । ଅଭୟାରଣ୍ୟର ବଦଜୁକୁବୁ ଜଙ୍ଗଲରେ ଏହି ହାତୀଟି ଦୁଇ ଦିନ ହେଲା ପଡି ରହିଛି । ଗୋଡ଼ ଶୁଣ୍ଢ ହଲାଉ ଥିବା ବେଳେ ପଡି ରହିଥିବାରୁ…

Continue Reading ଜଙ୍ଗଲରେ ପଡିଛି ନିଶାଗ୍ରସ୍ତ ହାତୀ !

ଚାନ୍ଦା ମାଗି ବନ୍ଧା ହେଲେ ନକଲି ସାମ୍ବାଦିକ

ଅନୁଗୁଳ - ଚାନ୍ଦା ମାଗି ପୁଣି ବନ୍ଧା ହେଲେ ଜଣେ ୱେବ ପୋର୍ଟାଲର ନକଲି ସାମ୍ବାଦିକ । ଜଣେ ବ୍ରେଡ଼ ଫ୍ୟାକ୍ଟେରି ମାଲିକଙ୍କ ଠାରୁ ୧୦ ହଜାର ଟଙ୍କା ଚାନ୍ଦା ମାଗୁଥିବା ବେଳେ ଫ୍ୟାକ୍ଟେରି ମାଲିକଙ୍କ ଅଭିଯୋଗ ପରେ ସାମ୍ବାଦିକଙ୍କୁ ଗିରଫ…

Continue Reading ଚାନ୍ଦା ମାଗି ବନ୍ଧା ହେଲେ ନକଲି ସାମ୍ବାଦିକ

ବଦଳିଲେ ଥାନା ଅଧିକାରୀ ଏବଂ ସବ-ଇନ୍ସପେକ୍ଟର

ଅନୁଗୁଳ  - ଅନୁଗୁଳ ଜିଲ୍ଲା ପୁଲିସରେ ଏକ ବଡ ଧରଣର ଅଦଳବଦଳ ହୋଇଛି । ଗତ ଦୁଇଦିନ ତଳେ ଜିଲ୍ଲାର ଇନ୍ସପେକ୍ଟର ଓ ସବ-ଇନ୍ସପେକ୍ଟର ସ୍ତରରେ ଅଦଳବଦଳ ହୋଇଥିଲା । ଆଜି (ବୁଧବାର) ପୁଣି ଅନୁଗୁଳ ଏସପି ଜାଗମୋହନ ମୀନା ଥାନା…

Continue Reading ବଦଳିଲେ ଥାନା ଅଧିକାରୀ ଏବଂ ସବ-ଇନ୍ସପେକ୍ଟର