ଗାଁ ମୁଣ୍ଡରେ ହାତୀପଲଙ୍କୁ ଜଗିବେ ମହୁମାଛି

ଭୁବନେଶ୍ବର - ହାତୀ-ମଣିଷ ଲଢ଼େଇରେ‌ ଅଙ୍କୁଶ ଲଗାଇବା ପାଇଁ ନୂଆଁ ଯୋଜନା ଆରମ୍ଭ ହେବ । ହାତୀ ଗାଁମୁହାଁ ହେଲେ ସେମାନଙ୍କ ବାଟ ଓଗାଳିବେ ମହୁମାଛି । ଯାହା ଫଳରେ ହାତୀ ଆଉ ଗାଁ ଭିତରକୁ ସହଜରେ ପ୍ରବେଶ କରିପାରିବେ ନାହିଁ…

Continue Reading ଗାଁ ମୁଣ୍ଡରେ ହାତୀପଲଙ୍କୁ ଜଗିବେ ମହୁମାଛି

ଫ୍ଲାଏ ଓଭର ନିର୍ମାଣକୁ ନେଇ ପ୍ରଶାସନ ଗ୍ରାମବାସୀ ମୁହାଁମୁହିଁ – ୧୭ ଗିରଫ

ତାଳଚେର  - ଅନୁଗୁଳ ଜିଲ୍ଲା ତାଳଚେର ଦିଘି ଗ୍ରାମରେ ଜମି ଅଧଗ୍ରହଣ ବେଳେ ଗ୍ରାମବାସୀ ଓ ପ୍ରଶାସନ ଅଧିକାରୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଥିଲା । ତାଳଚେର ଥର୍ମାଲ ଅନ୍ତର୍ଗତ ଦିଘି ଗ୍ରାମର ପାଖରେ ୨୦୧୫ ମସିହାରୁ ବନ୍ଦ ପଡ଼ିଥିବା…

Continue Reading ଫ୍ଲାଏ ଓଭର ନିର୍ମାଣକୁ ନେଇ ପ୍ରଶାସନ ଗ୍ରାମବାସୀ ମୁହାଁମୁହିଁ – ୧୭ ଗିରଫ

ପୁଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

ଅନୁଗୁଳ - ରାଜ୍ୟ ପୁଲିସ ବିଭାଗରେ ପୁଲିସ ସବ୍-ଇନ୍ସପେକ୍ଟରଙ୍କର ଇନ୍ସପେକ୍ଟର ଭାବେ ପଦୋନ୍ନତି ହୋଇଛି । ପଦୋନ୍ନତି ପାଇଥବା ଏହି ଇନିସ୍ପେକ୍ଟରଙ୍କ ସମେତ ପୂର୍ବରୁ କାର୍ଯ୍ୟରତ ବରିଷ୍ଠ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ ହୋଇଛି । ଅନୁଗୁଳ ଜିଲ୍ଲା ପୁଲିସ ମୁଖ୍ୟାଳୟରେ ଅବସ୍ଥାପିତ…

Continue Reading ପୁଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

ଅବସରପ୍ରାପ୍ତ ରାଜନୀତି ବିଜ୍ଞାନ ପ୍ରଫେସର୍‌ ଅମରେଶ୍ବର ମିଶ୍ରଙ୍କ ପରଲୋକ

ତାଳଚେର - ଅବସରପ୍ରାପ୍ତ ରାଜନୀତି ବିଜ୍ଞାନ ପ୍ରଫେସର୍‌ ତଥା ବିଶିଷ୍ଟ ରାଜ‌‌ନୈତିକ ବିଶାରଦ ଅମରେଶ୍ବର ମିଶ୍ରଙ୍କ ପରଲୋକ ଘଟିଛି । ତାଙ୍କୁ ୭୪ ବର୍ଷ ହୋଇଥିଲା । ସେ ନାଗେଶ୍ବରୀଟାଙ୍ଗୀ ହାଉସିଂବୋର୍ଡ କଲୋନିସ୍ଥିତ ତାଙ୍କ ବାସଭବନରେ ଖାଇପିଇ ଶୋଇବାକୁ ଯାଉଥିବା ବେଳେ…

Continue Reading ଅବସରପ୍ରାପ୍ତ ରାଜନୀତି ବିଜ୍ଞାନ ପ୍ରଫେସର୍‌ ଅମରେଶ୍ବର ମିଶ୍ରଙ୍କ ପରଲୋକ

ସମାଜସେବୀ ଚିନ୍ମୟୀଙ୍କୁ ଡାକ୍ତରଙ୍କ ଦୁର୍ବ୍ୟବହାର ଅଭିଯୋଗ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସୁନାମଧାନ୍ୟ ସମାଜସେବୀ ତଥା ମାନବ ସେବାଶ୍ରମର ମୁଖ୍ୟ କିନ୍ନର ଚିନ୍ମୟୀ ଦାସଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ମହିଳା ଡାକ୍ତର ଦୁର୍ବ୍ୟବହାର କରିଥିବ୍ବା ସେ ସାମାଜିକ ଗଣମାଧ୍ୟରେ ଅଭିଯୋଗ ଆଣିବା ସହ ଜିଲ୍ଲାପାଳଙ୍କ ନିକଟରେ…

Continue Reading ସମାଜସେବୀ ଚିନ୍ମୟୀଙ୍କୁ ଡାକ୍ତରଙ୍କ ଦୁର୍ବ୍ୟବହାର ଅଭିଯୋଗ

ହଟିଲା ଶୁଖିଲା ଗଛ – ଦୀର୍ଘ ଦିନ ଧରି ରାସ୍ତା ବନ୍ଦ ହୋଇ ରହିଥିଲା

ଅନୁଗୁଳ - ହଟୁ ନାହିଁ ଶୁଖିଲା ଗଛ - ରାସ୍ତା ପାଲଟିଛି ଖୋଲା ବାର ଖବର ଅନୁଗୁଳ ଅନଲାଇନରେ ପ୍ରାକାଶ ପରେ ସେହି ରାସ୍ତାରୁ ପଡିଥିବା ଶୁଖିଲା ଗଛକୁ ହଟା ଯାଇଛି । ଯାହା ଫଳରେ ସେହି ରାସ୍ତାରେ ପ୍ରାୟ ୧୫…

Continue Reading ହଟିଲା ଶୁଖିଲା ଗଛ – ଦୀର୍ଘ ଦିନ ଧରି ରାସ୍ତା ବନ୍ଦ ହୋଇ ରହିଥିଲା

ହଟୁ ନାହିଁ ଶୁଖିଲା ଗଛ – ରାସ୍ତା ପାଲଟିଛି ଖୋଲା ବାର

ଅନୁଗୁଳ - କାଳବୈଶାଖୀ ପ୍ରଭାବରେ ଗଛ ଭାଙ୍ଗି ପଡିଲା । ଏହା ଭିତରେ ୧୫ ଦିନ ବିତି ଗଲାଣି , ହେଲେ ରାସ୍ତା ଉପରେ ପଡି ରାହିଛି ଶୁଖିଲା ଗଛ । ଫଳରେ ଯିବା ଆସିବା ରାସ୍ତା ଅବରୋଧ ହୋଇ ପଡିଛି…

Continue Reading ହଟୁ ନାହିଁ ଶୁଖିଲା ଗଛ – ରାସ୍ତା ପାଲଟିଛି ଖୋଲା ବାର

ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ – ୪ ଗିରଫ , ଟଙ୍କା , ମୋଟରସାଇକେଲ ଓ ଜୁଆ ସାମଗ୍ରୀ ଜବତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ପୁଲିସ ବିଲମ୍ବିତ ରାତିରେ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଥିଲା । ଏହି ଚଢ଼ାଉ ବେଳେ କିଛି ଜୁଆଡି ଫେରାର ହୋଇ ଯାଇଥିବା ବେଳେ ୪ ଜଣ ଜୁଆଡ଼ିଙ୍କୁ ଗିରଫ କରିବାରେ ଛେଣ୍ଡିପଦା…

Continue Reading ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ – ୪ ଗିରଫ , ଟଙ୍କା , ମୋଟରସାଇକେଲ ଓ ଜୁଆ ସାମଗ୍ରୀ ଜବତ

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର – ହତ୍ୟା ଅଭିଯୋଗ ଆଣିଲେ ବାପା

ଅନୁଗୁଳ - ଅନୁଗୁଳ ଜିଲ୍ଲା ବେନ୍ତପୁର ଗାଁର ଚିତ୍ତରଞ୍ଜନ ପରିଡାଙ୍କ ଘରୁ ତାଙ୍କ ଗର୍ଭବତୀ ପତ୍ନୀ ସସ୍ମିତା ବେହେରାଙ୍କ ମୃତଦେହ ଉଦ୍ଧାର ହୋଇଛି । ସେ ଏକ ବ୍ଳାଉଜରେ ନିଜ ଶିଡିଘର ପୁଆରେ ଝୁଲୁଥିବା ବେଳେ ତାଙ୍କୁ ହତ୍ୟା କରି ଝୁଲାଇ…

Continue Reading ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର – ହତ୍ୟା ଅଭିଯୋଗ ଆଣିଲେ ବାପା

କେନ୍ଦୁପତ୍ର ଚୋରା ଚାଲାଣ ବେଳେ ଗୋଡାଇ ଗୋଡାଇ ଧରିଲା ବନ ବିଭାଗ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ଅନ୍ତର୍ଗତ କୋଶଳା ଗ୍ରାମ ନିକଟରେ ଗତକାଲି ରାତ୍ରୀ ୩ ଟା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଛେଣ୍ଡିପଦା ବନବିଭାଗ ଏକ କେନ୍ଦୁପତ୍ର ବୋଝେଇ ପିକ୍ ଅପ୍ ଭ୍ୟାନ୍ କୁ ଧରିବାରେ ସଫଳ…

Continue Reading କେନ୍ଦୁପତ୍ର ଚୋରା ଚାଲାଣ ବେଳେ ଗୋଡାଇ ଗୋଡାଇ ଧରିଲା ବନ ବିଭାଗ

ଚାକିରି ଦେବାକୁ ନାଲକୋ ଅମଙ୍ଗ – ଆରପିଡ଼ିଏସି ସ୍ଥଗିତ

ଅନୁଗୁଳ - ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସୁରେଶ ଚନ୍ଦ୍ର ଦଳେଇଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦାରେ ହେବାକୁ ଥିବା ଉତ୍କଳ ଡି ଓ ଇ କୋଇଲା ଖଣି ପାଇଁ ଆରପିଡିଏସି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି…

Continue Reading ଚାକିରି ଦେବାକୁ ନାଲକୋ ଅମଙ୍ଗ – ଆରପିଡ଼ିଏସି ସ୍ଥଗିତ

ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ମନ୍ତ୍ରୀଙ୍କୁ ଦାବିପତ୍ର

କିଶୋରନଗର - ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ନିମନ୍ତେ ୧୭ ବର୍ଷ ତଳେ ସରକାର ଶୁଭ ଦେଇଥିଲେ । ଏପରି କି ୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଘୋଷଣା କରିଥିଲେ । ହେଲେ…

Continue Reading ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ମନ୍ତ୍ରୀଙ୍କୁ ଦାବିପତ୍ର

କେଦାର ଗୌରୀ ଦୃଷ୍ଟି ହୀନ ଧନ୍ଦା ମୂଳକ ତାଲିମ କେନ୍ଦ୍ରକୁ ସହାୟତା ପ୍ରଦାନ

ଅନୁଗୁଳ - ଅନୁଗୁଳ ସହର ଉପକଣ୍ଠ ଗୋପୀନାଥପୁର ଗ୍ରାମରେ ଅବସ୍ଥିତ ଥିବା କେଦାର ଗୌରୀ ଦୃଷ୍ଟି ହୀନ ଧନ୍ଦା ମୂଳକ ତାଲିମ କେନ୍ଦ୍ର ରେ ପ୍ରାୟ ୩୫ଜଣ ଦୃଷ୍ଟି ହୀନ ପୁରୁଷ ଓ ମହିଳା ବହୁ ବର୍ଷ ଧରି ରହି ଆସୁଛନ୍ତି…

Continue Reading କେଦାର ଗୌରୀ ଦୃଷ୍ଟି ହୀନ ଧନ୍ଦା ମୂଳକ ତାଲିମ କେନ୍ଦ୍ରକୁ ସହାୟତା ପ୍ରଦାନ

ଶିକ୍ଷକ ବଦଳି ବାତିଲ ଦାବିରେ ସ୍କୁଲରେ ତାଲା

ଅନୁଗୁଳ - ଶିକ୍ଷକଙ୍କ ବଦଳି ବାତିଲ ଦାବିରେ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ । ଏପରିକି ସେଥିରେ ସାମିଲ ହୋଇ ଛାତ୍ରଛାତ୍ରୀ ମାନେ ସ୍କୁଲ ଆଗରେ ଧାରଣାରେ ବସିଲେ । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ବାରସିଂହା ପ୍ରକଳ୍ପ ଉଚ୍ଚ ପ୍ରାଥମିକ…

Continue Reading ଶିକ୍ଷକ ବଦଳି ବାତିଲ ଦାବିରେ ସ୍କୁଲରେ ତାଲା

ହାତୀଦାନ୍ତ ସହ ଜଣେ ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରପଡା ବନାଞ୍ଚଳ କନ୍ଧକୋଇଲି ଗାଁରେ ଆଜି ଏସଟିଏଫ ଓ ବନ ବିଭାଗ ଚାଢାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିଥିବା ବେଳେ ଦୁର୍ଯୋଧନ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି । ସୂଚନା…

Continue Reading ହାତୀଦାନ୍ତ ସହ ଜଣେ ଗିରଫ