ଆମ୍ବ ତୋଟାରୁ ବୃଦ୍ଧଙ୍କ ମୃତ୍ୟୁ ଦେହ ଉଦ୍ଧାର

ଅନୁଗୁଳ - ଅନୁଗୁଳ ସଦର ଥାନା କୁମୁରିସିଂହା ଗ୍ରାମର ଏକ ଆମ୍ବ ତୋଟାରୁ ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଦେହ ଉଦ୍ଧାର ହୋଇଛି । ସଦର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ କରୁଛି…

Continue Reading ଆମ୍ବ ତୋଟାରୁ ବୃଦ୍ଧଙ୍କ ମୃତ୍ୟୁ ଦେହ ଉଦ୍ଧାର

ବଦଳିଲେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ପ୍ରକଳ୍ପ ନିର୍ଦେଶକ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଦିଲୀପ କୁମାର ସାହୁଙ୍କ ବଦଳି ହୋଇଛି । ଦିଲୀପ କୁମାର ସାହୁଙ୍କୁ ଏକ୍ସପୋର୍ଟ ପ୍ରୋମୋସନ ଓ ମାର୍କେଟିଂର ନିର୍ଦେଶକ ଭାବେ ତାଙ୍କୁ ଭୁବନେଶ୍ବର ବଦଳି କରାଯାଇଛି । ଅପରପକ୍ଷରେ…

Continue Reading ବଦଳିଲେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ପ୍ରକଳ୍ପ ନିର୍ଦେଶକ

କଣ୍ଟେନରରେ ଗଞ୍ଜେଇ ଚାଲାଣ ବେଳେ ଧରା ପଡିଲା – ୨ ଗିରଫ

ଅନୁଗୁଳ - କଣ୍ଟେନରରେ ଗଞ୍ଜେଇ ଚାଲାଣ ବେଳେ ଅବକାରୀ ବିଭାଗ ହାବୁଡ଼ରେ ଧରା ପଡିଲା ଗଞ୍ଜେଇ ଭର୍ତ୍ତି କଣ୍ଟେନର । ସୂଚନା ଅନୁସାରେ ବୌଦ୍ଧ ଜିଲ୍ଲାରୁ ଭଦ୍ରକ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଖବର ଅବକାରୀ ବିଭାଗକୁ ମିଳିଥିଲା । ଏଥିପାଇଁ…

Continue Reading କଣ୍ଟେନରରେ ଗଞ୍ଜେଇ ଚାଲାଣ ବେଳେ ଧରା ପଡିଲା – ୨ ଗିରଫ

ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ଵାମି

ଅନୁଗୁଳ - ସାବିତ୍ରୀ ଅମାବାସ୍ୟା ଭଳି ଦିନରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ । ଏଭଳି ଅଭାବନୀୟ ଘଟଣା ବନ୍ତଳା ଥାନା ବଡକେରା ଗାଁରେ ଘଟି ଯାଇଛି । ସୂଚନା ଅନୁସାରେ ବଡକେରା ଗାଁର ବସନ୍ତ ବେହେରା ଓ…

Continue Reading ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ଵାମି

ଜାତୀୟ ଖଣିଜ କଂଗ୍ରେସ ପ୍ରତିନିଧିଙ୍କ ଜେଏସ୍‌ପି ପ୍ଲାଣ୍ଟ ପରିଦର୍ଶନ

ଭୁବନେଶ୍ୱର - ବିଶ୍ୱ ଖଣି କଂଗ୍ରେସର ଭାରତୀୟ ଜାତୀୟ କମିଟି ଦ୍ୱାରା ଆୟୋଜିତ ଏବଂ କୋଇଲା ମନ୍ତ୍ରଣାଳୟ ଦ୍ୱାରା ସମର୍ଥିତ ଜାତୀୟ ଖଣିଜ କଂଗ୍ରେସର ୬୦ରୁ ଅଧିକ ପ୍ରତିନିଧି ଖଣି କଂଗ୍ରେସର ଦ୍ୱିତୀୟ ଦିନରେ ଶନିବାର ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର…

Continue Reading ଜାତୀୟ ଖଣିଜ କଂଗ୍ରେସ ପ୍ରତିନିଧିଙ୍କ ଜେଏସ୍‌ପି ପ୍ଲାଣ୍ଟ ପରିଦର୍ଶନ

ଜାମୁକୋଳି ଖାଇବା ଯାଇ ଆଉ ଫେରିଲା ନାହିଁ – ପୋଖରୀରେ ବୁଡି ନାବାଳକ ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଜାମ୍ବୁନାଳି ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟି ଯାଇଛି । ଗ୍ରାମର ରଞ୍ଜନ କୁମାର ମାଝିଙ୍କ ୧୦ ବର୍ଷର ପୁଅ ନିରାକାର ସାଙ୍ଗ ମାନଙ୍କ ସହ ଜାମୁକୋଳି ଖାଇବାକୁ ଯାଇ ଆଉ…

Continue Reading ଜାମୁକୋଳି ଖାଇବା ଯାଇ ଆଉ ଫେରିଲା ନାହିଁ – ପୋଖରୀରେ ବୁଡି ନାବାଳକ ମୃତ

ଜେଜେବାପାଙ୍କ ସ୍ଵପ୍ନ ପୂରଣ କରିଛି – ସୌମ୍ୟରଞ୍ଜନ , ଅନୁଗୁଳର ପୁଅ ସିଭିଲ ସର୍ଭିସରେ କୃତକାର୍ଯ୍ୟ

ଅନୁଗୁଳ - ୨୦୨୧ ମସିହାର ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ପାଇଛି । ପରୀକ୍ଷାରେ କୃତକାର୍ଯ୍ୟ କରିଛନ୍ତି ୬୮୫ ଜଣ । ୬୮୫ ପଦବୀରେ କୃତକାର୍ଯ୍ୟ ତାଲିକାରେ ଓଡ଼ିଶାରୁ ୯ ଜଣ ସ୍ଥାନ ପାଇଛନ୍ତି । ଏହା ଭିତରେ ଜଣେ…

Continue Reading ଜେଜେବାପାଙ୍କ ସ୍ଵପ୍ନ ପୂରଣ କରିଛି – ସୌମ୍ୟରଞ୍ଜନ , ଅନୁଗୁଳର ପୁଅ ସିଭିଲ ସର୍ଭିସରେ କୃତକାର୍ଯ୍ୟ

ଅଟୋକୁ ଧକ୍କା ଦେଲା ଟ୍ରକ – ୨ ମହିଳା ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ୫୫ ନଂ ଜାତୀୟ ରାଜପଥ ମରାତିରା ଗଣ୍ଡିମୁଣ୍ଡା ନିକଟରେ ବିଳମ୍ବିତ ରାତିରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ଦୁଇଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଥବା ଜଣା…

Continue Reading ଅଟୋକୁ ଧକ୍କା ଦେଲା ଟ୍ରକ – ୨ ମହିଳା ମୃତ

ସାମ୍ବାଦିକ ସ୍ବର୍ଗତ ରଘୁନାଥ ସାହୁଙ୍କ ସ୍ମୃତିରେ ରକ୍ତଦାନ ଶିବିର

ଅନୁଗୁଳ - ଅନୁଗୁଳ ମାଟିର ଜଣେ ଦକ୍ଷ ଓ ଯୁବ ସାମ୍ବାଦିକ ଥିଲେ ସ୍ବର୍ଗତ ରଘୁନାଥ ସାହୁ । ମାତ୍ର ଯୁବାବସ୍ଥାରେ ସ୍ବାସ୍ଥ୍ୟବସ୍ଥରେ ଅବନତି କାରଣରୁ ଗତବର୍ଷ ଆଜିର ଦିନରେ ତାଙ୍କର ଦେହାନ୍ତ ହୋଇଥିଲା । ତାଙ୍କ ମୃତ୍ୟୁ ସାମ୍ବାଦିକ ଜଗତରରେ…

Continue Reading ସାମ୍ବାଦିକ ସ୍ବର୍ଗତ ରଘୁନାଥ ସାହୁଙ୍କ ସ୍ମୃତିରେ ରକ୍ତଦାନ ଶିବିର

ସମିତିସଭ୍ୟ ନିର୍ବାଚନରେ ଜସ୍ମିତାଙ୍କ ବାଜିମାତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ସାନକେରଜାଙ୍ଗ ପଞ୍ଚାୟତ ପାଇଁ ସମିତିସଭ୍ୟ ନିର୍ବାଚନରେ ବିଜେଡି ସମର୍ଥିତ ସମିତିସଭ୍ୟା ପ୍ରାର୍ଥୀନୀ ଜସ୍ମିତା ପ୍ରଧାନ ପ୍ରତିପକ୍ଷ ପ୍ରତିଦ୍ବନ୍ଦୀ ରୀନା ପ୍ରଧାନଙ୍କ ଠାରୁ ୯୯୯ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି । ଗତ ତ୍ରିସ୍ତରୀୟ…

Continue Reading ସମିତିସଭ୍ୟ ନିର୍ବାଚନରେ ଜସ୍ମିତାଙ୍କ ବାଜିମାତ

ଅନୁଗୁଳ ବଜାରରେ ଓକାୟା ଇ-ଭେଇକିଲ୍

ଅନୁଗୁଳ - ଅନୁଗୁଳ ସହରର ଅମଳାପଡାର ଗାନ୍ଧୀମାର୍ଗରେ ଓକାୟା ଇ-ଭେଇକିଲ୍ ସୋ ରୁମ୍ ଉଦ୍‌ଘାଟନ - ହୋଇ ଯାଇଛି । ବଜାରକୁ ଏହି ଓକାୟା ଇ-ଭେଇକିଲର ୩ଟି ମଡ଼େଲ ପ୍ରବେଶ କରିଛି । ଦୁଇଟି ମଡ଼େଲ କ୍ଲାସିକ୍ ଓ ଫ୍ରିଡ଼ମ୍ ରହିଥିବା…

Continue Reading ଅନୁଗୁଳ ବଜାରରେ ଓକାୟା ଇ-ଭେଇକିଲ୍

ସହିଦ ଦେବାଶିଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ଅନୁଗୁଳ - ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ଅଙ୍ଗପଡାଠାରେ ସହିଦ ଦେବାଶିଷ ସେଠୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇ ଯାଇଛି । ଏ ଅବସରରେ ସ୍ଥାନୀୟ ବିଧାୟକ ରମେଶ ସାଏ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର…

Continue Reading ସହିଦ ଦେବାଶିଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

କାର ଧକ୍କାରେ ଜଣେ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ରେ ଦୁର୍ଘଟଣା ଘଟି ପୁଣି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ପରା ଗ୍ରାମର ଗାଁର ଗଜେନ୍ଦ୍ର ନାୟକ ବୋଲି ଜଣା ପଡିଛି । ସୂଚନା…

Continue Reading କାର ଧକ୍କାରେ ଜଣେ ମୃତ

ଚଳନ୍ତା ଅଟୋ ଉପରେ ପଡିଲା ଗଛ – ଗର୍ଭବତୀଙ୍କ ସମେତ ଦୁଇ ମୃତ

ପାଲଲହଡା - ଅନଗୁଳ ଜିଲ୍ଲା ପାଲଲହଡା ଦେଇ ଯାଇଥିବା ଜାତୀୟ ରାଜପଥ ୧୪୯ର ବାଲିପଶି ଗ୍ରାମ ନିକଟରେ ଏକ ଚଳନ୍ତା ଅଟୋ ଉପରେ ଏକ ବଡ ଗଛ ଭାଙ୍ଗି ପଡିଯିବା ଫଳରେ ଅଟୋରେ ଥିବା ଜଣେ ଗର୍ଭବର୍ତୀ ମହିଳା ସମେତ ଦୁଇଜଣଙ୍କର…

Continue Reading ଚଳନ୍ତା ଅଟୋ ଉପରେ ପଡିଲା ଗଛ – ଗର୍ଭବତୀଙ୍କ ସମେତ ଦୁଇ ମୃତ

କୋଇଲା ଚୋରା ଚାଲାଣ ଅଭିଯୋଗରେ କୋଟିପତି ହୋମଗାର୍ଡ ଗିରଫ

ଅନୁଗୁଳ - ଅନଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ପୁଲିସ ଚୋରା କୋଇଲା ଚାଲାଣ ଅଭିଯୋଗରେ ଆଜି ଜଣେ ହୋମଗାର୍ଡଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ହୋମଗାର୍ଡ ଜଣଙ୍କ ହେଲେ ନରସିଂହପୁର ଥାନାର ହୋମଗାର୍ଡ ପ୍ରମୋଦ କୁମାର ସାହୁ…

Continue Reading କୋଇଲା ଚୋରା ଚାଲାଣ ଅଭିଯୋଗରେ କୋଟିପତି ହୋମଗାର୍ଡ ଗିରଫ