ପ୍ରସ୍ତାବିତ ଖଣି ଅଞ୍ଚଳରେ ଡିଟେଲଡ ଇମ୍ପାକ୍ଟ ଷ୍ଟଡି ପାଇଁ ଦାବି

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକରେ ସିଙ୍ଗରାଣୀ କମ୍ପାନୀର ନୈନି କୋଲ ବ୍ଳକ ପାଇଁ  ICFRE କୁ ଏହାର ବିସ୍ତୃତ ପ୍ରଭାବ ଅନୁଧ୍ୟାନ କରିବାକୁ ଦାବି ହୋଇଛି । ଛେଣ୍ଡିପଦା ଠାରେ ପ୍ରାୟ ୫୦୦ ହେକ୍ଟର ଜଙ୍ଗଲ ଜମି ସମେତ…

Continue Reading ପ୍ରସ୍ତାବିତ ଖଣି ଅଞ୍ଚଳରେ ଡିଟେଲଡ ଇମ୍ପାକ୍ଟ ଷ୍ଟଡି ପାଇଁ ଦାବି

ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ଥାନା ହରିଚନ୍ଦନପୁର ଗ୍ରାମ ନିକଟସ୍ଥ ଥିବା ଜଙ୍ଗଲରୁ ଜଣେ ନାବାଳକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତ ନାବାଳକ ଜଣଙ୍କ ହେଉଛନ୍ତି ସେହି ଗ୍ରାମର କୁନ୍ତୁ ସାହୁଙ୍କ ପୁଅ ରାଜା ସାହୁ ।…

Continue Reading ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ପୁଲିସର ଥାର୍ଡଡିଗ୍ରୀରେ ବୃଦ୍ଧ ଗୁରୁତର

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ପୁଲିସ ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆସିଛି । ଥାର୍ଡ ଡିଗ୍ରୀ ନିର୍ଯାତନା ଦେବା ଫଳରେ ଜଣେ ବୃଦ୍ଧ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି ।…

Continue Reading ପୁଲିସର ଥାର୍ଡଡିଗ୍ରୀରେ ବୃଦ୍ଧ ଗୁରୁତର

ମାତୃ ଦିବସରେ ମା’ର ଅମାନୁଷିକତା – ବୁଦା ମୂଳରୁ ନବଜାତକ ଶିଶୁକନ୍ୟା ଉଦ୍ଧାର

ଅନୁଗୁଳ - ଆଜି ବିଶ୍ଵ ମାତୃ ଦିବସ । ହେଲେ ଏହି ମାତୃ ଦିବସରେ ଜଣେ ମା' ତାର ନବଜାତ ଶିଶୁ କନ୍ୟାକୁ ଫୋପାଡି ଦେଇ ଚାଲିଯିବା ଘଟଣା ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି । ଅନୁଗୁଳ ଜିଲ୍ଲା ବନ୍ତଳା ଥାନା…

Continue Reading ମାତୃ ଦିବସରେ ମା’ର ଅମାନୁଷିକତା – ବୁଦା ମୂଳରୁ ନବଜାତକ ଶିଶୁକନ୍ୟା ଉଦ୍ଧାର

କାର୍ଯ୍ୟରେ ଅବହେଳା ନେଇ ଶିକ୍ଷକ ନିଲମ୍ବିତ

ଛେଣ୍ଡିପଦା  - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଶିମିଳିପାଳ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଚାଲିଥିବା ବେଳେ କାର୍ଯ୍ୟରେ ଅବହେଳା ନେଇ ଜଣେ ଶିକ୍ଷକ ନିଲମ୍ବିତ ହୋଇଛନ୍ତି । ସୂଚନା ଅନୁସାରେ ଶିମିଳିପାଳ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଦଶମ ପରୀକ୍ଷା ଚାଲିଥିଲା…

Continue Reading କାର୍ଯ୍ୟରେ ଅବହେଳା ନେଇ ଶିକ୍ଷକ ନିଲମ୍ବିତ

ଗାନ୍ଧୀଜୀଙ୍କ ଅନୁଗୁଳ ଆଗମନର ପୂର୍ତ୍ତି ପାଳିତ

ଅନୁଗୁଳ - ୧୯୩୪ ମସିହା ମଇ ୬ ତାରିଖରେ ମହାତ୍ମା ଗାନ୍ଧୀ ବିହାରର ରାଜଧାନୀ ପାଟଣା ଠାରୁ ବାହାରି ଝାରସୁଗୁଡା, ସମ୍ବଲପୁର, ବାମୁର ହୋଇ ଅନୁଗୁଳ ଠାରେ ପହଞ୍ଚିଥିଲେ । ସେତେବେଳର ଜିଲ୍ଲା ପ୍ରଶାସନ ମହାତ୍ମାଙ୍କ ଏହି ଗସ୍ତକୁ ବିଫଳ କରିବା…

Continue Reading ଗାନ୍ଧୀଜୀଙ୍କ ଅନୁଗୁଳ ଆଗମନର ପୂର୍ତ୍ତି ପାଳିତ

ଆଦି ଶଙ୍କରାଚାର୍ଯ୍ୟ ପ୍ରାକଟ୍ୟ ଦିବସ ପାଳିତ

ଅନୁଗୁଳ - ପୀଠ ପରିଷଦ ଅନ୍ତର୍ଗତ ଆଦିତ୍ୟ ବାହିନୀ ଓ ଆନନ୍ଦ ବାହିନୀ ଆନୁକୂଲ୍ୟରେ ଶୈଳ ଶ୍ରୀକ୍ଷେତ୍ର ସଦଭାବାନା ଭବନଠାର ଶିବାବତାର ଭଗବତ୍ପାଦ ଜଗଦଗୁରୁ ଶ୍ରୀମଦ୍ ଆଦି ଶଙ୍କରାଚାର୍ଯ୍ୟ ମହାଭାଗଙ୍କ ୨୫୨୯ ତମ ପ୍ରାକଟ୍ୟ ଦିବସ ବୈଶାଖ ଶୁକ୍ଳ ପଞ୍ଚମୀ ତିଥିରେ…

Continue Reading ଆଦି ଶଙ୍କରାଚାର୍ଯ୍ୟ ପ୍ରାକଟ୍ୟ ଦିବସ ପାଳିତ

ନକଲି ମୃଦୁ ପାନୀୟ (ଲିଚି) କାରଖାନା ସିଲ କଲା ଜିଲ୍ଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ହାଟତୋଟା ଠାରେ ଥିବା ଏକ ନକଲି ମୃଦୁ ପାନୀୟ କାରଖାନାରେ ଜିଲ୍ଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଚଢ଼ାଉ କରା ଯାଇ ବିପୁଳ ପରିମାଣର ନକଲି ଲେବଲ ସାଙ୍ଗଙ୍କୁ କଞ୍ଚାମାଲ ଜବତ କରିବା…

Continue Reading ନକଲି ମୃଦୁ ପାନୀୟ (ଲିଚି) କାରଖାନା ସିଲ କଲା ଜିଲ୍ଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

ବରିଷ୍ଠ ବିଜେଡି ନେତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା – ଅଭିଯୁକ୍ତ ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲା ନାଲକୋ ଥାନା ବଳରାମ ପ୍ରସାଦ ଗାଁରେ ମଙ୍ଗଳବାର ସକାଳ ପ୍ରାୟ ୭ଟା ବେଳେ ଏକ ହତ୍ୟାକାଣ୍ଡ ଘଟି ଯାଇଚି । ଗାଁର ବରିଷ୍ଠ ବିଜେଡି ନେତା ତଥା ଠିକାଦାର ତଥା ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ…

Continue Reading ବରିଷ୍ଠ ବିଜେଡି ନେତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା – ଅଭିଯୁକ୍ତ ଗିରଫ

ଝିଅ ବାହାଘର ଦିନ ରେଳ ଧାରଣାରୁ ବାପାଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ - ଝିଅ ବାହାଘର ପୂର୍ବରୁ ଉଠିଲା ବାପାର କୋକେଇ । ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ସ୍ଥାନୀୟ ହଣ୍ଡପା ଥାନା ଅନ୍ତର୍ଗତ ପର୍ଶୁମାଳ ଗାଁରେ । ସୂଚନା ଅନୁସାରେ ଆଜି ସକାଳୁ ନିକଟସ୍ଥ ଟ୍ରେନ ଲାଇନ କଡ଼ରୁ…

Continue Reading ଝିଅ ବାହାଘର ଦିନ ରେଳ ଧାରଣାରୁ ବାପାଙ୍କ ମୃତଦେହ ଉଦ୍ଧାର

ବିନ୍ଦଲ କାରଖାନାରେ ଅଗ୍ନିକାଣ୍ଡ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଥାନା ଅନର୍ଗତ ବିନ୍ଦଲ ସ୍ପଞ୍ଜ ଆଇରନ ଫାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ ହୋଇଥିବା ଜଣା ପଡିଛି । ସୂଚନା ମୁତାବକ, ଦୀର୍ଘ ଦୁଇ ବର୍ଷ ହେବ ବିନ୍ଦଲ ସ୍ପଞ୍ଜ ଆଇରନ…

Continue Reading ବିନ୍ଦଲ କାରଖାନାରେ ଅଗ୍ନିକାଣ୍ଡ

ବୈତୁରା ହେଲେ ଅନୁଗୁଳ ଉପ-ଜିଲ୍ଲାପାଳ

ଅନୁଗୁଳ - ଅନୁଗୁଳ ଉପ ଜିଲ୍ଲାପାଳ ଭାବେ ସୋମବାର ବୈତୁରା ଦିପ୍ ଦାୟିତ୍ବ ଗ୍ରହଣ କରିଛନ୍ତି । ଜିଲ୍ଲାରେ ସେ ସବ୍ ରେଷ୍ଟରଠାରୁ ଆରମ୍ଭକରି ସହକାରୀ ଉପଜିଲ୍ଲାପାଳ ଭାବେ ତାଙ୍କ ଦାୟିତ୍ବ ତୁଲାଇ ଆସିଛନ୍ତି । ଅନୁଗୁଳ ଉପଜିଲ୍ଲାପାଳ ବାସୁଦେବ ଶତପଥି…

Continue Reading ବୈତୁରା ହେଲେ ଅନୁଗୁଳ ଉପ-ଜିଲ୍ଲାପାଳ

ତାଳଚେର ମେଡ଼ିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ଗଣଧାରଣା

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରର ମେଡିକାଲ କଲେଜ କୋଠା ନିର୍ମାଣ କାମ ଦୀର୍ଘ ଦିନ ହେଲା ସରିଲାଣି । ହେଲେ ଆଜି ଯାଏଁ ନାମଲେଖା ଆରମ୍ଭ ହୋଇ ପାରୁନାହିଁ । ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଜିଲ୍ଲାବାସୀ ।…

Continue Reading ତାଳଚେର ମେଡ଼ିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ଗଣଧାରଣା

ହତ୍ୟାକାରୀ ବାପା ଓ ଦୁଇ ପୁଅଙ୍କୁ ଆଜୀବନ କରାଦଣ୍ଡ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଲଙ୍ଗୁଳିଆବେଡ଼ା ଗାଁରେ ଘଟିଥିବା ଏକ ହତ୍ୟା ମାମଲାର ବିଚାରକରି ଶୁକ୍ରବାର ୩ ଜଣ ହତ୍ୟାକାରୀଙ୍କୁ ଜିଲ୍ଲା ଦୌରା ଜଜ୍ ଆଜୀବନ କରାଦଣ୍ଡରେ ଦଣ୍ଡିତ କରିଛନ୍ତି । ସୂଚନା ଅନୁସାରେ ୨୦୦୩ ମସିହା…

Continue Reading ହତ୍ୟାକାରୀ ବାପା ଓ ଦୁଇ ପୁଅଙ୍କୁ ଆଜୀବନ କରାଦଣ୍ଡ

ଉତ୍କଳ ଗୌରବ ମଧୁସୂଦନଙ୍କ ୧୭୪ତମ ଜୟନ୍ତୀ ଉତ୍ସବ ସହ ଆଇନଜୀବୀ ଦିବସ ପାଳିତ

ଅନୁଗୁଳ -  ଅନୁଗୁଳ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ କୂଳ ଵୃଦ୍ଧ ମଧୁସୂଦନ ଦାସଙ୍କ ୧୭୪ତମ ଜୟନ୍ତୀ ଓ ଆଇନଜୀବୀ ଦିବସର ଶୁଭ ଉଦଘାଟନ ତଥା ପ୍ରଥମ ଅଧିବେଶନ ସ୍ଥାନୀୟ ନବ ନିର୍ମିତ ସଭାଘରଠାରେ ସଂଘର ସଭାପତି ଦିଲ୍ଲିପ କୁମାର…

Continue Reading ଉତ୍କଳ ଗୌରବ ମଧୁସୂଦନଙ୍କ ୧୭୪ତମ ଜୟନ୍ତୀ ଉତ୍ସବ ସହ ଆଇନଜୀବୀ ଦିବସ ପାଳିତ