ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର୍ସର ଟିଏମଟି ରିବାର୍‌ ମିଲକୁ ଲୋକାର୍ପଣ କଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ

ଅନୁଗୁଳ - କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଶ୍ରୀ ରାମ ଚନ୍ଦ୍ର ପ୍ରସାଦ ସିଂ ଅନୁଗୁଳ ଠାରେ ଜିନ୍ଦଲ ଷ୍ଟିଲ୍‌ ଏଣ୍ଡ ପାୱାର (ଜେଏସପି)ର ଅତ୍ୟାଧୁନିକ ଟିଏମଟି ରିବାର ମିଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି । କମ୍ପାନୀର ୬ ଏମଟିପିଏ କ୍ଷମତା…

Continue Reading ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର୍ସର ଟିଏମଟି ରିବାର୍‌ ମିଲକୁ ଲୋକାର୍ପଣ କଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ

ହିନ୍ଦୁ ଧର୍ମକୁ ଫେରିଲେ ୧୨ ଖ୍ରୀଷ୍ଟ ଧର୍ମାବଲମ୍ବୀ ପରିବାର

ଅନୁଗୁଳ - ଅନୁଗୁଳ ଜିଲ୍ଲାର ପୋକତୁଙ୍ଗା ଗାଁରେ ପ୍ରାୟ ୧୨ ଟି ଖ୍ରୀଷ୍ଟିଆନ ପରିବାର ହିନ୍ଦୁ ଧର୍ମକୁ ଫେରିଛନ୍ତି । ଏଥିପାଇଁ ଗାଁର ରଣେଶ୍ୱର ମନ୍ଦିରରେ ଏକ ସ୍ୱତନ୍ତ୍ର ଉତ୍ସବ ଆୟୋଜନ କରାଯାଇଥିଲା । ବିଶ୍ୱ ହିନ୍ଦୁ ପରିଷଦର ବରିଷ୍ଠ କର୍ମକର୍ତ୍ତାଙ୍କ…

Continue Reading ହିନ୍ଦୁ ଧର୍ମକୁ ଫେରିଲେ ୧୨ ଖ୍ରୀଷ୍ଟ ଧର୍ମାବଲମ୍ବୀ ପରିବାର

ମୋବାଇଲ ବିକ୍ରେତାଙ୍କ ଅନଶନ

ଅନୁଗୁଳ - ଚାଇନିଜ୍ ଅପୋ ବ୍ରାଣ୍ଡର ନୂତନ ମଡେଲ କେ ସିରିଜର ବିକ୍ରୟ କେବଳ ଅନଲାଇନ ବିଦେଶୀ ଇ-କମର୍ସ କମ୍ପାନୀ ମାଧ୍ୟମରେ ହେଉ ଥିବାରୁ ଆଜି ଅପୋ ଅଫିସ ସମ୍ମୁଖରେ ମୋବାଇଲ ବିକ୍ରେତାଙ୍କ ଶାନ୍ତିପୂର୍ଣ୍ଣ ଅନଶନ କରାଯାଇଛି । ଭାରତୀୟ ଖୁଚୁରା…

Continue Reading ମୋବାଇଲ ବିକ୍ରେତାଙ୍କ ଅନଶନ

ଲୋକାର୍ପଣ ହେଲା ଆଠ କୋଟି ଟଙ୍କା ଖର୍ଚ୍ଚରେ ନିର୍ମିତ ସଭାଘର

ଅନୁଗୁଳ - ବହୁ ପ୍ରତିକ୍ଷିତ ସଭାଘର ଆଜି ଆନୁଷ୍ଠାନିକ ଭାବେ ଅନୁଗୁଳ ବିଧାୟକ ତଥା ଓଡିଶା ବିଧାନ ସଭାର ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ଦ୍ଵାରା ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ ହୋଇଯାଇଛି । ସୂଚନା ଅନୁସାରେ , ଏହି ସଭାଗୃହ ଜିଲ୍ଲା ଖଣିଜ…

Continue Reading ଲୋକାର୍ପଣ ହେଲା ଆଠ କୋଟି ଟଙ୍କା ଖର୍ଚ୍ଚରେ ନିର୍ମିତ ସଭାଘର

ଗୁଣିଗାରେଡି ସନ୍ଦେହରେ ଯୁବକଙ୍କୁ ହତ୍ୟା ଅଭିଯୋଗ

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ଥାନା ଅନ୍ତର୍ଗତ ତାଳପଦା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ବିବାହିତ ଯୁବକଙ୍କୁ ହତ୍ୟା କରାଯାଇଥିବା ମୃତକଙ୍କ ପତ୍ନୀ ଥାନାରେ ବୁଧବାର ଅଭିଯୋଗ କରିଛନ୍ତି । ମୃତକ ଜଣଙ୍କ ହେଲେ ଅରୁଣ ନାଏକ । ତାଙ୍କ…

Continue Reading ଗୁଣିଗାରେଡି ସନ୍ଦେହରେ ଯୁବକଙ୍କୁ ହତ୍ୟା ଅଭିଯୋଗ

କୂଅ ଭିତରୁ ନିଖୋଜ ବୃଦ୍ଧଙ୍କ ମୁତଦେହ ଉଦ୍ଧାର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଗ୍ରାମର ଜଣେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଘର ସମ୍ମୁଖ କୂଅରୁ ଉଦ୍ଧାର କରାଯାଇଛି । ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଥିବା ବେଳେ ପୁଲିସ ମୃତଦେହ ଜବତ କରି ତଦନ୍ତ ଚଳେଇଛି ।…

Continue Reading କୂଅ ଭିତରୁ ନିଖୋଜ ବୃଦ୍ଧଙ୍କ ମୁତଦେହ ଉଦ୍ଧାର

ରସିକିଆ ଯୁବକଙ୍କୁ ନିର୍ଧୁମ ଛେଚିଲେ ମହିଳା ଓ ତାଙ୍କ ସମ୍ପର୍କୀୟ

ଅନୁଗୁଳ - ରସିକିଆ ଯୁବକଙ୍କୁ ନିର୍ଧୁମ ଛେଚିଲେ ମହିଳା ଏବଂ ତାଙ୍କ ସମ୍ପର୍କୀୟ । ରଙ୍ଗ ନମ୍ବରରେ କଲ କରିବା ପରେ ମହିଳାଙ୍କୁ ବାରମ୍ବାର ଫୋନ କରି ହଇରାଣ କରୁଥିବା ଯୋଗୁଁ ଶେଷରେ ସେହି ରସିକିଆ ଯୁବକଙ୍କୁ ଆଜି ଡକାଇ ସମସ୍ତଙ୍କ…

Continue Reading ରସିକିଆ ଯୁବକଙ୍କୁ ନିର୍ଧୁମ ଛେଚିଲେ ମହିଳା ଓ ତାଙ୍କ ସମ୍ପର୍କୀୟ

ଅନୁଗୁଳରେ କଂଗ୍ରେସ ପକ୍ଷରୁ ୟଙ୍ଗ ଇଣ୍ଡିଆ ବୋଲ କାର୍ଯ୍ୟକ୍ରମ ଶୁଭାରମ୍ଭ

ଅନୁଗୁଳ - ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ୟଙ୍ଗ ଇଣ୍ଡିଆ ବୋଲ କାର୍ଯ୍ୟକ୍ରମ ନେଇ ଏକ ସାମ୍ବାଦିକ ସମ୍ମିଳନୀ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଥିଲା । ଗତକାଲି ଏହି କ୍ୟାମ୍ପେନ କାର୍ଯ୍ୟକ୍ରମ ଭୁବନେଶ୍ଵରରେ ଶୁଭାରମ୍ଭ କରା ଯାଇଥିବା…

Continue Reading ଅନୁଗୁଳରେ କଂଗ୍ରେସ ପକ୍ଷରୁ ୟଙ୍ଗ ଇଣ୍ଡିଆ ବୋଲ କାର୍ଯ୍ୟକ୍ରମ ଶୁଭାରମ୍ଭ

ବ୍ରାଉନସୁଗାର୍ ଓ ଗଞ୍ଜେଇ ଜବତ – ୨ ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଅବକାରୀ ବିଭାଗର ସଦର ଏବଂ ମୋବାଇଲ ରେଞ୍ଜ ପକ୍ଷରୁ ଜରପଡା ଓ ନାଲକୋ ଅଞ୍ଚଳରେ ଚଢାଉ କରାଯାଇଥିଲା । ଏହି ଚଢାଉ ବେଳେ ଜରପଡା ଉପର ସାହିର ଆଦିତ୍ୟ ସାହୁଙ୍କ ଠାରୁ ଦଶ କିଲୋ ଗଞ୍ଜେଇ…

Continue Reading ବ୍ରାଉନସୁଗାର୍ ଓ ଗଞ୍ଜେଇ ଜବତ – ୨ ଗିରଫ

ପାଞ୍ଚ ଦିନ ସ୍କୁଲ ଛୁଟି – ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା

ଭୁବନେଶ୍ୱର - ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ କାଲି ଠାରୁ ୫ ଦିନ ଯାଏଁ ଛୁଟି ଘୋଷଣା କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ରାଜ୍ୟରେ ଖରାର ମାତ୍ରା ବଢ଼ି ବଢ଼ି…

Continue Reading ପାଞ୍ଚ ଦିନ ସ୍କୁଲ ଛୁଟି – ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା

ହାତୀ ଆକ୍ରମଣରେ ମହିଳା ମୃତ

ତାଳଚେର - ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ହେଲେ ହିଲୋଇ ଗାଁର ବଚନ ବେହେରା । ସୂଚନା ଅନୁସାରେ ବଚନ ଘରେ ଶୋଇଥିବା ବେଳେ ଏକ ହାତୀ ଗାଁରେ…

Continue Reading ହାତୀ ଆକ୍ରମଣରେ ମହିଳା ମୃତ

ମା ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ସମାପନ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରାତ୍ସୋବ ଓ ୧୮ତମ ଲୋକ ମହୋତ୍ସବ ଗୋପାଳ ପ୍ରସାଦ ସ୍ଥିତ ହିଙ୍ଗୁଳା ପୀଠ ପରିସରରେ ଗତ ୧୫ ତାରିଖରୁ ଆରମ୍ଭ ହୋଇ ଆଜି ଶେଷ ହୋଇଛି ।…

Continue Reading ମା ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ସମାପନ

ବସ ମାଲିକଙ୍କ ତାଲିବାନୀ ଶାସନ – ଫାଣ୍ଡି ଆଗରେ ଡ୍ରାଇଭରକୁ ଆଣ୍ଠେଇ ଦେଲେ

ତାଳଚେର - ବସ୍ ମାଲିକଙ୍କ ତାଲିବାନୀ ଶାସନ । ନିଜ ବସ୍ ଟାଇମିଂରେ ଆଉ ଜଣେ ବସ୍ ଚଳାଇବାରୁ ଡ୍ରାଇଭରଙ୍କୁ ଆଣ୍ଠେଇ ଦେଲେ ବସ୍ ମାଲିକ । ତାହା ପୁଣି ଫାଣ୍ଡି ଆଗରେ । ଏଭଳି ଘଟଣା ଦେଖିବାକୁ ମିଳିଛି ତାଳଚେର…

Continue Reading ବସ ମାଲିକଙ୍କ ତାଲିବାନୀ ଶାସନ – ଫାଣ୍ଡି ଆଗରେ ଡ୍ରାଇଭରକୁ ଆଣ୍ଠେଇ ଦେଲେ

ଉତ୍କଳ ଡି କୋଲ ବ୍ଲକ୍ ନିମନ୍ତେ ଗ୍ରାମବାସୀଙ୍କ ସହ ତ୍ରିପାକ୍ଷିକ ବୈଠକ

ଅନୁଗୁଳ - ନାଲ୍‌କୋର ଉତ୍କଳ ଡି କୋଲ ବ୍ଲକ୍ ପାଇଁ ଛେଣ୍ଡିପଦାର ରାଇଝରଣ ଗ୍ରାମବାସୀଙ୍କୁ ନେଇ କମ୍ପାନୀ କର୍ତ୍ତୃପକ୍ଷ ଓ ଜିଲ୍ଲା ପ୍ରଶାସନର ଏକ ତ୍ରିପାକ୍ଷିକ ବୈଠକ ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀ ବଇତୁରା ଦିପ୍ ଙ୍କ ଅଧ୍ୟକ୍ଷତାରେ ଆଜି(ଶୁକ୍ରବାର) ପୂର୍ବାହ୍ନରେ ତାଙ୍କ…

Continue Reading ଉତ୍କଳ ଡି କୋଲ ବ୍ଲକ୍ ନିମନ୍ତେ ଗ୍ରାମବାସୀଙ୍କ ସହ ତ୍ରିପାକ୍ଷିକ ବୈଠକ

ତିନି ନମ୍ୱର୍ ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ଦେଲେ ଇସ୍ତଫା

ଅନୁଗୁଳ - ଅନୁଗୁଳ ତିନି ନମ୍ୱର୍ ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ପ୍ରିୟଦର୍ଶୀ ପଟ୍ଟନାୟକ (ବାବୁ ପଟ୍ଟନାୟକ) ଶୁକ୍ରବାର ହଠାତ୍ ଜିଲ୍ଲା ପରିଷଦ ସଭ୍ୟ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି । ଆଜି(ଶୁକ୍ରବାର) ମଧ୍ୟାହ୍ନରେ ସେ ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର…

Continue Reading ତିନି ନମ୍ୱର୍ ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ଦେଲେ ଇସ୍ତଫା