ଆଞ୍ଚଳିକ ଚିକିତ୍ସାଧୀନ ହାତୀ ଛୁଆର ମୃତ୍ୟୁ Angul OnlineJune 28, 2022June 28, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟ କୁଶଖଲି ଜଙ୍ଗଲରେ ଆଜି(ମଙ୍ଗଳବାର) ଏକ ହାତୀଛୁଆର ମୃତ୍ୟୁ ହୋଇଛି । ମୃତ ହାତୀର ବୟସ ୩ ରୁ ୪ ବର୍ଷ ହୋଇଥିବା ଅନୁମାନ କରା ଯାଉଛି । ସୂଚନା ଅନୁସାରେ ହାତୀ ଛୁଆ ରକ୍ତହୀନତାର ଶିକାର ହୋଇଥିଲା । ଏଥିପାଇଁ ବନ ବିଭାଗ ପକ୍ଷରୁ ତାର ଗତକାଲିଠାରୁ ଚିକିତ୍ସା ଆରମ୍ଭ କରା ଯାଇଥିଲା । ହେଲେ ଆଜି ଚିକିତ୍ସାଧୀନ ଅବସ୍ଥାରେ ହାତୀ ଛୁଆର ମୃତ୍ୟୁ ହୋଇଥିବା ସାତକୋଶିଆ ଡ଼ିଏଫଓ ସରୋଜ ପଣ୍ଡାଙ୍କ ସୂଚନା ଦେଇଛନ୍ତି । Advertisement
ଦୁର୍ଗା ପୂଜା ସମିତି ଅମଲାପଡାର ନୂତନ କର୍ମକର୍ତ୍ତା ଚୟନ ଅନୁଗୁଳ – ଅନୁଗୁଳ ଦୁର୍ଗା ପୂଜା ସମିତି ଅମଲାପଡାର ଚଳିତ ବର୍ଷ ମା ଦୁର୍ଗାଙ୍କ ଶାରଦୀୟ ପୂଜା ନିମନ୍ତେ ନୂତନ କର୍ମକର୍ତ୍ତା ଚୟନ ଅମଲାପଡାସ୍ଥିତ ଦୁର୍ଗା ମଣ୍ଡପ…
ଥାନା ଭିତରେ ଜଳିଗଲା ଗାଡି ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ପରିସରରେ ଅଗ୍ନିକାଣ୍ତ ଆଜି ମଧ୍ୟାହ୍ନରେ ଏକ ଅଗ୍ନିକାଣ୍ଡ ଘଟି ଜବତ ଗାଡି ପୋଡି ଯାଇଥିବା ଜଣା ପଡିଛି ।…
ଗୋଟିଏ ଦିନରେ ୪୫ ହଜାର ଜୋରିମନା – ମୋଦୀ କଲେକ୍ସନ ୫ ଦିନ ପାଇଁ ସିଲ ଅନୁଗୁଳ – କୋଭିଡ ନିୟମ ପାଳନ ନ କରିବା ଯୋଗୁଁ ଅନୁଗୁଳ ବଜାରରେ ଥିବା ମୋଦି କଲେକ୍ସନକୁ ସିଲ୍ କରିଛି ପ୍ରଶାସନ । ଜିଲ୍ଲାରେ କାରୋନା ସଂକ୍ରମଣ…