ମୁଖ୍ୟ ଖବର ବୈତୁରା ହେଲେ ଅନୁଗୁଳ ଉପ-ଜିଲ୍ଲାପାଳ Angul OnlineMay 2, 2022May 6, 2022 ଅନୁଗୁଳ – ଅନୁଗୁଳ ଉପ ଜିଲ୍ଲାପାଳ ଭାବେ ସୋମବାର ବୈତୁରା ଦିପ୍ ଦାୟିତ୍ବ ଗ୍ରହଣ କରିଛନ୍ତି । ଜିଲ୍ଲାରେ ସେ ସବ୍ ରେଷ୍ଟରଠାରୁ ଆରମ୍ଭକରି ସହକାରୀ ଉପଜିଲ୍ଲାପାଳ ଭାବେ ତାଙ୍କ ଦାୟିତ୍ବ ତୁଲାଇ ଆସିଛନ୍ତି । ଅନୁଗୁଳ ଉପଜିଲ୍ଲାପାଳ ବାସୁଦେବ ଶତପଥି ଅବସର ନେବାପରେ ଶ୍ରୀ ଦିପ୍ ଏହି ନୁଆ ଦାୟିତ୍ବ ନେଇଛନ୍ତି । ଶ୍ରୀ ଦିପ୍ ଙ୍କ ଏହି ନୂଆ ନିଯୁକ୍ତି ପରେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଛାର ସୁଅ ଛୁଟିଛି । Advertisement
ହାତୀ ଘଉଡାଇବା ହେଲା କାଳ – କଚାଡି ଦେଲା ଦନ୍ତା ପାଲଲହଡା – ହାତୀ ଘଉଡ଼େଇବା ହେଲା କାଳ ! ଦନ୍ତା ହାତୀ ଆକ୍ରମଣ ରେ ଯୁବକ ମୃତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପାଲଲହଡ଼ା…
ଜଙ୍ଗଲ ନିଆଁରେ ଜଳିଗଲା ୬ ବଖରା ଘର ଅନୁଗୁଳ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବନଖଣ୍ଡ ଯଦୁପୁର ବିଟ ନିକଟରେ ଜଙ୍ଗଲ ଜଳୁଛି । ବିଗତ ଚାରି ଦିନ ହେଲା ଜଙ୍ଗଲ ନିଆଁ ଜଳୁଥିଲେ ହେଁ…
୨୦୨୭ ମସିହା ସେପ୍ଟେମ୍ବର ମାସ ସୁଦ୍ଧା କାର୍ଯ୍ୟକ୍ଷମ ହେବ NTPC TTPS ଅନୁଗୁଳ – ୨୦୨୭ ମସିହା ସେପ୍ଟେମ୍ବର ମାସ ସୁଦ୍ଧା କାର୍ଯ୍ୟକ୍ଷମ ହେବ ବନ୍ଦ ହୋଇ ଯାଇଥିବା NTPC TTPS ର ପ୍ରଥମ ୟୁନିଟ । ଏଥିପାଇଁ ପ୍ଲାଣ୍ଟର…