Blog

ସରପଞ୍ଚ ହରାଇଲେ ପଦ – ସମସ୍ତ ୱାର୍ଡ ମେମ୍ବର ଆଣିଲେ ଅନାସ୍ଥା

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ କୁଶକିଳା ପଞ୍ଚାୟତର ସରପଞ୍ଚ ସୁଶାନ୍ତ କୁମାର ସାହୁ ଅନାସ୍ଥା ଭୋଟ୍ ପରେ ନିଜ ପଦ ହରାଇଛନ୍ତି ।…

ଘରୁ ଅପହରଣ କରି ନାବାଳିକାଙ୍କୁ ଦୁଷ୍କର୍ମ ଘଟଣା – ଅଭିଯୁକ୍ତକୁ କାରାଦଣ୍ଡାଦେଶ

ଅନୁଗୁଳ – ଘର ଭିତରୁ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି ଅନୁଗୁଳ ଅତିରିକ୍ତ ଜିଲ୍ଲା ଜଜ(ଫାଷ୍ଟଟ୍ରାକ )…

ଦାମୀ କାରରେ ଗଞ୍ଜେଇ ବେପାର – ଜବତ କଲା ଅବକାରୀ ବିଭାଗ

ଅନୁଗୁଳ – ଅନୁଗୁଳ ଅବକାରୀକୁ ବିଭାଗ ମିଳିଛି ବଡ ସଫଳତା । ଅବକାରୀ ନିରୀକ୍ଷକ ସଦର ରେଞ୍ଜ୍ ଏବଂ ଜିଲ୍ଲା ଭ୍ରାମ୍ୟମାଣ ବିଭାଗର ମିଳିତ ସହଯୋଗରେ ୭୫…

ଟାଟା ଷ୍ଟିଲ୍ କପିଳାସ ହାଫ ମାରାଥନ ପାଇଁ ପଞ୍ଜୀକରଣ ଆରମ୍ଭ

ଅନୁଗୁଳ – ଟାଟା ଷ୍ଟିଲ୍ ମେରାମଣ୍ଡଳୀ (ଟିଏସ୍ଏମ୍) ପକ୍ଷରୂ ଢେଙ୍କାନାଳ ଜିଲ୍ଲା ପ୍ରଶାସନ ସହଯୋଗିତାରେ ଟାଟା ଷ୍ଟିଲ୍ କପିଳାସ ହାଫ ମାରାଥନ (ପୂର୍ବରୁ ଟାଟା ଷ୍ଟିଲ ମେରାମଣ୍ଡଳୀ…

ଦୁର୍ବୃତ୍ତଙ୍କ ଆତଙ୍କରାଜ – ସଂଖ୍ୟାଧିକ ଗାଡିର କାଚ ସହ ଅଫିସ ଭଙ୍ଗାରୁଜା

ତାଳଚେର – ହାତରେ ମାରଣାସ୍ତ୍ର ଧରି ଧସେଇ ପଶିଲେ । ଗାଡି ସମେତ ଅଫିସ ଭିତରେ ପଶି ଆସବାଵ ପତ୍ର ଭାଙ୍ଗିଲେ । ଆଉ ଯାହାକୁ ଦେଖିଲେ…

ରବିବାରଠାରୁ ବାଲି , ପଥର , ମୋରମ ପରିବହନ ବନ୍ଦ ରହିବ

ଅନୁଗୁଳ – ଆସନ୍ତାକାଲି(୧୦/୧୧/୨୪) ଠାରୁ ଅନୁଗୁଳ ଟିପର ଓ ହାଇୱା ମାଲିକ ସଂଘ ପକ୍ଷରୁ ବାଲି, ଗୋଡ଼ି, ମାଟି, ମୋରମ୍ ଇତ୍ୟାଦି ଖଣିଜ ଦ୍ରବ୍ୟ ପରିବହନ ଅନିର୍ଦିଶ୍ଟ…

ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଟ୍ୟୁସନ ସାରଙ୍କୁ କାରାଦଣ୍ଡ

ଅନୁଗୁଳ – ଟ୍ୟୁସନ ସାରଙ୍କୁ ୨୦ବର୍ଷ କାରାଦଣ୍ଡ । ଟ୍ୟୁସନ ଆସୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣାରେ ସାରଙ୍କୁ ଦଣ୍ଡ ଶୁଣାଇଲେ ଅନୁଗୁଳ ଅତିରିକ୍ତ ଜିଲ୍ଲା…

ଭାରତୀୟ କ୍ରିକେଟ୍ ଟିମ୍ ରେ ସ୍ଥାନ ପାଇଲେ ତାଳଚେରର କ୍ରିକେଟ୍ ଖେଳାଳୀ ସନ୍ତୋଷ

ତାଳଚେର – ଭାରତୀୟ ଦିବ୍ୟାଙ୍ଗ (ବଧୀର)କ୍ରିକେଟ୍ ଟିମ୍ ରେ ସ୍ଥାନ ପାଇଲେ ତାଳଚେରର କ୍ରିକେଟ୍ ଖେଳାଳୀ ସନ୍ତୋଷ କୁମାର ମହାପାତ୍ର । ସେ ତାଳଚେରର ୟୁଥ୍ ସ୍ପିର୍ଟିଂ…

ଜି.ଏସ୍.ଟି. କାର୍ଯ୍ୟାଳୟ ଘେରିଲେ ବ୍ୟବସାୟୀ

ଅନୁଗୁଳ – ଜୟପୁରରେ ବ୍ୟବସାୟିକ ଅନୁଷ୍ଠାନରେ ଅତର୍କିତ ଚଢ଼ାଉ ପରେ ବ୍ୟବସାୟୀଙ୍କ ହୃଦଘାତରେ ମୃତ୍ୟୁ ହୋଇଥିଲା । ଏହାର ପ୍ରତିବାଦର ସ୍ବର ସାରା ରାଜ୍ୟରେ ଦେଖିବାକୁ ମିଳିଛି…

ବନ୍ୟଜନ୍ତୁଙ୍କର ସୁରକ୍ଷା ଓ ପରିଚାଳନା କ୍ଷେତ୍ରରେ ଖବରଦାତା ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଅନୁଗୁଳ – ଅନୁଗୁଳ ଜିଲା ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ମାନଙ୍କୁ ନେଇ ଗଜ ଉତ୍ସବ ନାମକ ଏକ କର୍ମଶାଳା ଆୟୋଜନ ହୋଇଥିଲା । ପ୍ରକୃତି ପରିବେଶ ଓ…

ଛାତ୍ରୀ ଆସିବା ପରେ ସି ସି ଟିଭି ମୋଡିଦେଲେ ଅଧ୍ୟାପକ – ଅଧ୍ୟାପକଙ୍କୁ ଅଡୁଆ ହେଲା କି କ୍ୟାମେରା ?

ଅନୁଗୁଳ – ଅଧ୍ୟାପକଙ୍କୁ ଅଡ଼ୁଆ ସିସିଟିଭି। ସିସିଟିଭିକୁ ମୋଡ଼ି ଉପରମୁହାଁ କରିଛନ୍ତି। କୋଠରିରେ କ’ଣ ହେଉଛି, ଯେମିତି କେହି ଜାଣି ନପାରିବେ, ସେନେଇ ବେଶ୍ ତତ୍ପର ଜଣାପଡ଼ୁଛନ୍ତି…

ଇକୋ ପାର୍କ ନିକଟରୁ ୪ ଲକ୍ଷରୁ ଊର୍ଦ୍ଧ୍ଵ ଟଙ୍କାର ବ୍ରାଉନସୁଗାର ଜବତ – ଜଣେ ଗିରଫ

ଅନୁଗୁଳ – ଅନୁଗୁଳ ଜିଲ୍ଲାର ମୁଖ୍ୟ ପାର୍କ ନିକଟରୁ ୪୨ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବା ବେଳେ ଜଣଙ୍କୁ ଗିରଫ କରା ଯାଇଛି । ଗିରଫ ଅଭିଯୁକ୍ତ…

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର ପାଇଁ ଡାକ୍ତର ଲାଞ୍ଚ ନେଇଥିବା ଅଭିଯୋଗ

ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମଳକଣ୍ଟକ ଅପରେସନ ପାଇଁ ଜଣେ ଡାକ୍ତର ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ , ତାଳଚେର…

ଜାପାନରେ ବିଜ୍ଞାନ ବିନିମୟ କାର୍ଯ୍ୟକ୍ରମରେ ଅନୁଗୁଳ ଛାତ୍ର

ଅନୁଗୁଳ – ଅନୁଗୁଳ ଚମ୍ପତିମୁଣ୍ଡାସ୍ଥିତ ପିଏମ୍‌ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ ଏକାଦଶ ଶ୍ରେଣୀର ଛାତ୍ର ଯୁବ ବିଜ୍ଞାନୀ ତେଜସ ଦାଶ ଜାପାନର ଟୋକିଓରେ ଆୟୋଜିତ ସାକୁରା ବିଜ୍ଞାନ…